Home

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ସେସୁ ଅଧିକାରୀ

କଟକ ଅଫିସ, ୪ା୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁ ଜେଲ୍‌ ଯାଇଛନ୍ତି। ଭିଜିଲାନ୍ସ ସେଲ୍‌ ପକ୍ଷରୁ ସାହୁଙ୍କୁ ବୁଧବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ତାଙ୍କ…

ଆଞ୍ଚଳିକ ଭାଷାରେ ପଢ଼ିହେବ ସୁପ୍ରିମକୋର୍ଟ ରାୟ

ନୂଆଦିଲ୍ଲୀ,୪ା୭: ସୁପ୍ରିମକୋର୍ଟ ଏପରି ଏକ ସଫ୍ଟଓ୍ବେର ଆପ୍ଲିକେଶନ୍‌ ଲଞ୍ଚ କରିବାକୁ ଯାଉଛନ୍ତି ଯେଉଁଥିରେ ଲୋକେ ଅଦାଲତଙ୍କ ରାୟ ଇଂଲିଶ ସମେତ ନିଜ ଭାଷାରେ ମଧ୍ୟ ପଢ଼ିପାରିବେ। ଆଞ୍ଚଳିକ ଭାଷାଗୁଡ଼ିକ ମଧ୍ୟରେ ତାମିଲକୁ ଏଥିରେ ଅଧିକ ଗୁରୁତ୍ୱ ଦିଆଯିବ। ଏହାକୁ କାର୍ଯ୍ୟକାରୀ କରିବାର…

ଡେଙ୍ଗୁ: ସହରବାସୀ ଆତଙ୍କିତ

କଟକ ଅଫିସ, ୪ା୭: କଟକ ସହରରେ ଜଣ୍ଡିସ ପରେ ଏବେ ଡେଙ୍ଗୁ ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ସହରରେ ବିଶୁଦ୍ଧ ପାନୀୟଜଳର ଅଭାବ ଓ ବିପର୍ଯ୍ୟୟ ପରିମଳ ବ୍ୟବସ୍ଥା ଯୋଗୁ ବିଭିନ୍ନ ସମୟରେ ସଂକ୍ରାମକ ରୋଗ…

ଆମେରିକା ରାଷ୍ଟ୍ରପତି ଦୌଡ଼: ଡେମୋକ୍ରାଟ ଦଳର ୨ୟ ସ୍ଥାନରେ କମ୍‌ଲା ହାରିସ୍‌

ଓ୍ବାଶିଂଟନ,୪ା୭(ପି.ଟି.): ଆମେରିକାରେ ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଲାଗି ଡେମୋକ୍ରାଟ ଦଳରୁ ୨୦ରୁ ଊର୍ଦ୍ଧ୍ୱ ଆଶାୟୀ ରହିଥିବାବେଳେ ସେମାନଙ୍କ ମଧ୍ୟରେ ଭାରତୀୟ ବଂଶୋଦ୍ଭବ କମ୍‌ଲା ହାରିସ୍‌ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଥିବା ସଦ୍ୟ ପ୍ରକାଶିତ ଜନମତ ସର୍ଭେରୁ ଜଣାପଡିଛି। ପ୍ରଥମ ଡେମୋକ୍ରାଟ୍‌ ରାଷ୍ଟ୍ରପତି…

ଆଇଟିବିପିର ୫୦୦ଘଣ୍ଟାର ମିଶନ: ୮ ପର୍ବତାରୋହୀଙ୍କ ମୃତଦେହ ଉଦ୍ଧାର

ପିଥୋରାଗଡ/ ନୂଆଦିଲ୍ଲୀ,୪ା୭(ପି.ଟି.): ନନ୍ଦାଦେବୀ ପୂର୍ବ ଶିଖର ଆରୋହଣ କରୁଥିବା ୮ ପର୍ବତାରୋହୀଙ୍କ ମୃତଦେହ ଦୀର୍ଘ ୫୦୦ ଘଣ୍ଟାର ଅପରେଶନ୍‌ ପରେ ଉଦ୍ଧାର କରାଯାଇ ବୁଧବାର ତଳକୁ ଓହ୍ଲାଇ ଅଣାଯାଇଛି। ଏଭଳି ଏକ ଦୁଃସାହସିକ ଏବଂ ଚ୍ୟାଲେଞ୍ଜିଂ କାର୍ଯ୍ୟରେ ନିୟୋଜିତ ଥିଲେ ଆଇଟିବିପି…

ଆଜି ଆର୍ଥିକ ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୪-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଉପସ୍ଥାପନ କରିବେ। ପରମ୍ପରା ଅନୁଯାୟୀ ଏହାର ଦିନକ ପୂର୍ବରୁ ଗୁରୁବାର ଅର୍ଥମନ୍ତ୍ରୀ ସୀତାରାମନ୍‌ ୨୦୧୯-୨୦ର ଆର୍ଥିକ ସର୍ଭେ…

ବୃଦ୍ଧାଙ୍କଠାରୁ ୪ ଲକ୍ଷ ଠକେଇ: ସମ୍ପର୍କୀୟ ଗିରଫ

କଟକ ଅଫିସ,୪ା୭: ବୃଦ୍ଧାଙ୍କ ଠାରୁ ୪ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ମର୍କତନଗର ପୋଲିସ ବୁଧବାର ଜଣେ ସମ୍ପର୍କୀୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳର ଅମର ନନ୍ଦ(୫୭)। ପୋଲିସ…

ପ୍ରସ୍ତୁତି ଶେଷ, ଆଜି ରଥଯାତ୍ରା

କଟକ ଅଫିସ,୪ା୭: ଗୁରୁବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଭାଇଚାରାର ସହର କଟକରେ ରଥଯାତ୍ରା ଆନନ୍ଦଉଲ୍ଲାସରେ ପାଳନ କରାଯାଏ। ଏଥିପାଇଁ ସହରର ସମସ୍ତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଅଧିକାଂଶ ସ୍ଥାନରେ ସହର ବାହାରୁ କାରିଗରମାନେ ଆସି ରଥ…

ବିଏଲ୍‌ଏ ଆତଙ୍କବାଦୀ ସଂଗଠନ : ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୪ା୭(ପି.ଟି.): ବେଲୁଚିସ୍ତାନ ଲିବରେଶନ ଆର୍ମି (ବିଏଲ୍‌ଏ)କୁ ଆମେରିକା ବିଶ୍ୱ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କରିଛି। ବେଲୁଚିସ୍ତାନରେ ପାକିସ୍ତାନୀ ଶାସନକୁ ବିରୋଧ କରୁଥିବା ଏହି ବିଚ୍ଛିନ୍ନତାବାଦୀ ଗୋଷ୍ଠୀ ଆମେରିକାର ଘୋଷଣାକୁ ଅଯଥାର୍ଥ ବୋଲି କହିଛି। ୨୦୦୬ରେ ପାକିସ୍ତାନ ବିଏଲ୍‌ଏକୁ ନିଷିଦ୍ଧ ଘୋଷଣା…

୨୧ ବର୍ଷ ପରେ କଂଗ୍ରେସକୁ ମିିଳିବ ଅଣଗାନ୍ଧୀ ଅଧ୍ୟକ୍ଷ: ସିନ୍ଧେ, ଖାର୍ଗେଙ୍କ ମଧ୍ୟରୁ ଜଣେ

ନୂଆଦିଲ୍ଲୀ,୪ା୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଧେ କିମ୍ବା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କଂଗ୍ରେସ ଏହାର ନୂଆ ଅଧ୍ୟକ୍ଷ ଚୟନ କରିପାରେ ବୋଲି ଆଲୋଚନା ହେଉଛି। ପି.ଭି. ନରସିଂହ ରାଓ ଏବଂ ସୀତାରାମ କେଶରୀଙ୍କ ପରେ ତୃତୀୟ…

ଧାନର ଏମ୍‌ଏସ୍‌ପି ୧୮୧୫ଟଙ୍କାକୁ ବୃଦ୍ଧି; ୧୪ଖରିଫ ଫସଲର ସହାୟକ ମୂଲ୍ୟ ବଢ଼ିଲା

ନୂଆଦିଲ୍ଲୀ,୪-୭: କେନ୍ଦ୍ର ସରକାର ବୁଧବାର ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ଧାନ ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ଧାନର ଏମ୍‌ଏସ୍‌ପି ୩.୭% ବୃଦ୍ଧି କରାଯାଇ କ୍ୱିଣ୍ଟାଲ ପିଛା ୧୮୧୫ ଟଙ୍କା କରାଯାଇଛି। ୨୦୧୮-୧୯ରେ ସାମାନ୍ୟ…

ଜଟିଳ ହେଉଛି ଲିବ୍ୟା ସଙ୍କଟ

ତ୍ରିପୋଲି,୪ା୭: ଦିନକୁ ଦିନ ଜଟିଳ ହେବାରେ ଲାଗିଛି ଲିବ୍ୟା ସଙ୍କଟ। ଉତ୍ତର ଆଫ୍ରିକାର ଏହି ଦେଶକୁ ସର୍ବାଧିକ ସମୟ ଶାସନ କରିଥିବା ଏକଚ୍ଛତ୍ରବାଦୀ ମୁଆମାର ଅଲ୍‌-ଗଦ୍ଦାଫିଙ୍କ ୨୦୧୧ରେ ପତନ ହେବା ପରଠୁ ସେଠାରେ ହିଂସା ଓ ବିଭାଜନ ଲାଗିରହିଛି। ସରକାରଙ୍କ ଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri