Home

ନାଉଗଁ।ରେ ବିଧାୟକଙ୍କ ପ୍ରଥମ ସୀମକ୍ଷା ବୈଠକ : ଠିକ୍‌ ତଥ୍ୟ ରଖିପାରିଲେନି ଅଧିକାରୀ

ନାଉଗଁ।,୪ା୭(ସ୍ବ.ପ୍ର.): ନାଉଗଁ। ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ପ୍ରଥମଥର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ କରିଛନ୍ତି। ତେବେ ବୈଠକରେ ଅଧିକାରୀମାନେ ମିଥ୍ୟା ତଥ୍ୟ ପ୍ରଦାନ କରିବାରୁ ସେ ଅସନ୍ତୋଷ ପ୍ରକାଶ କରିଥିଲେ। ବ୍ଲକର…

ଧାନର ଏମ୍‌ଏସ୍‌ପି ୬୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୪।୭: ବିଳମ୍ବିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦେଶରେ ଦୃଷ୍ଟିପାତ ହ୍ରାସ ପାଇଥିବାବେଳେ କୃଷକଙ୍କୁ ଆଶ୍ୱସ୍ତ କରିବା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଧାନ ସମେତ ୧୪…

ଢିଙ୍କିଆ ପଞ୍ଚାୟତ ନିର୍ବାଚନ : ବିଜେଡି ସମର୍ଥିତ ପ୍ରାର୍ଥୀ କିଶୋର ବିଜୟୀ

କୁଜଙ୍ଗ,୪ା୭(ସ୍ବ.ପ୍ର): ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତ ନିର୍ବାଚନ ବୁଧବାର ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଛି। ଅପରାହ୍ନରେ ଭୋଟ୍‌ ଗଣତି ଶେଷ ହୋଇଥିବାବେଳେ ବୁଥ୍‌ରୁ ମିଳିଥିବା ସୂଚନା ଅନୁଯାୟୀ, ବିଜେଡି ସମର୍ଥୀତ ପ୍ରାର୍ଥୀ କିଶୋର କୁମାର ପରିଡ଼ା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୧୧୪୦…

ଶ୍ରୀଜୀଉଙ୍କ ଅପେକ୍ଷାରେ ବ୍ରହ୍ମ ତାଳଧ୍ୱଜ

କେନ୍ଦ୍ରାପଡା ଅଫିସ, ୪ା୭: ଆଜି ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା। ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉ ଏହି ଅବସରରେ ମାଉସୀମା ମନ୍ଦିର ଅଭିମୁଖେ ରଥରେ ଯାତ୍ରା କରିବେ। ଏଥିପାଇଁ ଶ୍ରୀଜୀଉଙ୍କ ମନ୍ଦିର ସମ୍ମୁଖରେ ବ୍ରହ୍ମ ତାଳଧ୍ୱଜ ରଥ ପ୍ରସ୍ତୁତ ହୋଇରହିଛି ।…

‘ଆପଣଙ୍କ ଫାଲ୍‌ତୁ କଥା ବହୁତ ଶୁଣିଲି’

ବର୍ମିଂହାମ, ୪।୭ (ପି.ଟି.)- ଚଳିତ ବିଶ୍ୱକପ୍‌ରେ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତୀୟ କ୍ରିକେଟ୍‌ ଦଳର ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ବୁଧବାର ପ୍ରାକ୍ତନ କ୍ରିକେଟର୍‌ ତଥା ଭାଷ୍ୟକାର ସଞ୍ଜୟ ମଞ୍ଜରେକରଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ନିକଟରେ ଇଂଲଣ୍ଡ ନିକଟରୁ ପରାଜୟବରଣ କରିବା ପରେ…

ପୋଲିସ ତଦନ୍ତରେ ଶିଥିଳତା ବିରୋଧରେ ରାସ୍ତାରୋକୋ

କେନ୍ଦ୍ରାପଡା ଅଫିସ,୪ା୭: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ନୟନବିହାରସ୍ଥିତ ଘରୋଇ ଆବାସିକ ମହାବିଦ୍ୟାଳୟ ଛାତ୍ରୀଙ୍କ ମୃତ୍ୟୁ ଘଟଣା ବୁଧବାର ଆନ୍ଦୋଳନର ରୂପ ନେଇଛି । ଏହାର ତଦନ୍ତରେ ଶିଥିଳତା ଅଭିଯୋଗ କରି ମୃତାକଙ୍କ ପରିବାର ପକ୍ଷରୁ ବୁଧବାର କଟକ- ଚାନ୍ଦବାଲି ରାଜ୍ୟ…

ମୋଦି ୨.୦ର ପ୍ରଥମ ବଜେଟ; ନିର୍ମଳାଙ୍କ ସମ୍ମୁଖରେ ବିକାଶ ବୃଦ୍ଧିର ଆହ୍ବାନ

ନୂଆଦିଲ୍ଲୀ,୪-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରିବେ। ସେ ଏଭଳି ସମୟରେ ଦେଶର ଅର୍ଥମନ୍ତ୍ରୀ ପଦଭାର ଗ୍ରହଣ କରିଛନ୍ତି ଯେତେବେଳେ ଦେଶର ଅର୍ଥନୀତି ବିକାଶ ହାର ହ୍ରାସ ପାଇଛି। ନିଯୁକ୍ତି,ସଞ୍ଚୟ ଓ…

ଜେଏସ୍‌ପିଏଲ୍‌ର ସର୍ବକାଳୀନ ରେକର୍ଡ : ଦିନକରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ

ଅନୁଗୋଳ ଅଫିସ, ୪।୭- ଅନୁଗୋଳ ସ୍ଥିତ ଜେଏସ୍‌ପିଏଲ୍‌ ପ୍ଲାଣ୍ଟ ବ୍ଲାଷ୍ଟ ଫର୍ନେସରୁ ଜୁଲାଇ ୨ରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ ହୋଇଛି, ଯାହା ସର୍ବକାଳୀନ ରେକର୍ଡ। ଭାରତର କୌଣସି ପ୍ଲାଣ୍ଟରୁ ଗୋଟିଏ ଦିନରେ ଏତେ ପରିମାଣର ହଟ୍‌ ମେଟାଲ…

ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

କୃଷ୍ଣପ୍ରସାଦ,୪ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ନନ୍ଦଳା ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ଘଟିଛି। ମହିଳାଙ୍କ ନାମ ଅମ୍ବି ନାୟକ(୬୨) । ସେ ବୁଧବାର ସକାଳ ପ୍ରାୟ ୮ଟାରେ ନିଜ ଘର ବାଡ଼ିପଟେ ଚଲାବୁଲା କରୁଥିବା ସମୟରେ…

ଆଇସିସି ବିଶ୍ୱକପ୍‌: ସେମିଫାଇନାଲରେ ଇଂଲଣ୍ଡ

ଚେଷ୍ଟର- ଲି- ଷ୍ଟିଟ୍‌, ୪।୭(ପି.ଟି)- ଚଳିତ ଆଇସିସି ବିଶ୍ୱକପ୍‌ରେ ଆୟୋଜକ ଇଂଲଣ୍ଡ ତୃତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ପୂର୍ବରୁ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଭାରତ ସେମିରେ ପ୍ରବେଶ କରିସାରିଛନ୍ତି। ବୁଧବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ବୃହତ୍‌…

ଖାଦ୍ୟ ସୁରକ୍ଷା ଯୋଜନାରେ ଅନିୟମିତତା ଅଭିଯୋଗ: ରାଶନ କାର୍ଡ ତାଲିକାରୁ ବଞ୍ଚିତ ବୃଦ୍ଧ

ନୂଆଗାଁ,୪ା୭(ଡି.ଏନ୍‌.ଏ.): ଦେଶର ପ୍ରତି ଗରିବଙ୍କୁ ଆହାର ଦେବା ପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଅନୁସାରେ ଚାଉଳ, ଗହମ ଆଦି ଯୋଗାଇ ଦେବାର ନିୟମ ରହିଛି। ତେବେ ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଏହି ଯୋଜନାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ।…

ଆଇସିସି ବିଶ୍ୱକପ୍‌: ଆଫଗାନିସ୍ତାନ- ଓ୍ବେଷ୍ଟଇଣ୍ଡିଜ ସମ୍ମାନ ଲଢ଼େଇ

ଲିଡ୍ସ,୪।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିବା ଦୁଇ ଦଳ ଓ୍ବେଷ୍ଟଇଣ୍ଡିଜ ଓ ଆଫଗାନିସ୍ତାନ ସେମାନଙ୍କ ଶେଷ ଲିଗ୍‌ ମ୍ୟାଚ୍‌ରେ ଗୁରୁବାର ପରସ୍ପରକୁ ଭେଟିବେ। ଲିଡ୍ସର ହେଡିଂଲେ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଟୁର୍ନାମେଣ୍ଟର ଏହି ୪୨ତମ ମ୍ୟାଚ୍‌ରେ ଆଫଗାନିସ୍ତାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri