ଅନ୍ଧବିଶ୍ୱାସ ବିରୋଧରେ ଅଣ୍ଟା ଭିଡ଼ିଲେ କଳାକାର : ଫିଲ୍ମ ମାଧ୍ୟମରେ ଲୋକଙ୍କୁ କରିବେ ସଚେତନ
ନୟାଗଡ଼ ଅଫିସ,୨୮ା୭- ନୟାଗଡ଼ ଜିଲାର ବିଭିନ୍ନ ଗ୍ରାମରେ ଏବେ ବି ଅନ୍ଧବିଶ୍ୱାସ ତା’ର କାୟା ବିସ୍ତାର କରିବାରେ ଲାଗିଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଅଗ୍ରଗତି କରିଥିଲେ ସୁଦ୍ଧା ଲୋକମାନେ ଏହା କବଳରେ କବଳିତ ହେଉଛନ୍ତି। ଚୋରି ହେଉ କି ସେଭଳି କିଛି…
ଗାଁମୁହାଁ ବଣୁଆ ହାତୀ, ଲୋକେ ଆତଙ୍କିତ
ନୂଆଗାଁ,୨୯ା୭ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ତଥା ମହିପୁର ବନାଞ୍ଚଳ ଅଧୀନରେ ଥିବା ଜାକେଡା ପଞ୍ଚାୟତର ବିଭିନ୍ନ ଗ୍ରାମ ନିକଟକୁ ଫସଲ ଖାଇବା ପାଇଁ ବଣୁଆ ହାତୀ ପଶି ଆସୁଥିବାରୁ ଲୋକେ ଆତଙ୍କିତ ହୋଇ ରହିଛନ୍ତି। ଜାକେଡା ପଞ୍ଚାୟତର ଅନେକ…
ସଦ୍ୟ ନିୟମିତ ଶିକ୍ଷକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ରଣପୁର,୨୯ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରବିବାର ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଦ୍ୟ, ନିୟମିତଥିବା ୨୦୧୧ ବ୍ୟାଚ୍ର ୬୧ଜଣ ଶିକ୍ଷା ସହାୟକ,…
କୁଟୁରା ମାଂସ ଜବତ, ୩ ଗିରଫ
ରଣପୁର,୨୯ା୭ (ସ୍ବ.ପ୍ର.): ଖୋର୍ଦ୍ଧା ବନଖଣ୍ଡ ରଣପୁର ବନ ବିଭାଗ ଅଧୀନ ଆଖୁପଦରଠାରେ ବିଭାଗୀୟ କର୍ମଚାରୀମାନେ ରବିବାର ଚଢ଼ାଉ କରି ପ୍ରାୟ ୫ କେଜି କୁଟୁରା ମାଂସ ଓ ଏକ ମୋଟର ସାଇକେଲ ଜବତ କରିଛନ୍ତି। ଏହି ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ…
୫୫ ବର୍ଷ ପରେ ପାକିସ୍ତାନ ଗସ୍ତ: ଅଗଷ୍ଟ ୫ରେ ଭାରତୀୟ ଡେଭିସ୍ କପ୍ ଦଳ ଘୋଷଣା
କୋଲକାତା, ୨୯।୭(ପି.ଟି.)- ସେପ୍ଟେମ୍ବର ୧୪ ଓ ୧୫ରେ ପାକିସ୍ତାନର ଇସ୍ଲାମାବାଦ୍ଠାରେ ଏସିଆ/ଓସେନିଆ ଡେଭିସ୍ କପ୍ ମ୍ୟାଚ୍ (ଗ୍ରୁପ୍-୧) ଅନୁଷ୍ଠିତ ହେବ। ଏଥିଲାଗି ଗୋଟିଏ ମାସ ପୂର୍ବରୁ ଅର୍ଥାତ୍ ଅଗଷ୍ଟ ୫ରେ ଭାରତୀୟ ଦଳ ଘୋଷଣା କରାଯିବ ବୋଲି ସର୍ବଭାରତୀୟ ଟେନିସ୍ ଆସୋସିଏଶନ…
ପ୍ରଚୁର ଜଳ ଉତ୍ସ ସତ୍ତ୍ୱେ ହେଉନି ସଂରକ୍ଷଣ : ଜାରି ରହିଛି ମହାନଦୀ ଜଳ ବିବାଦ
ଖଣ୍ଡପଡ଼ା,୨୯ା୭-ଦେଶ ସ୍ବାଧୀନ ହେବାର ୧ ବର୍ଷ ପରେ ଅର୍ଥାତ୍ ୧୯୪୮ ମସିହାରୁ ଓଡିଶାରେ କୃଷିର ଉନ୍ନତି ପାଇଁ ଜଳସେଚନ ଏବଂ ବିଦ୍ୟୁତ୍ ଦେଖାଦେଇଛି। ଉତ୍ପାଦନ ଲକ୍ଷ୍ୟରେ ମହାନଦୀର ଉପର ମୁଣ୍ଡରେ ହିରାକୁଦ ନଦୀବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୧୯୫୭ ମସିହାରେ…
ସକାଳେ ଗ୍ଲାସେ ଉଷୁମ ପାଣିରେ ଟିପେ ସୈନ୍ଧବ ଲବଣ…
ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ଶରୀର ପାଇଁ ସମୟ ଦେଇପାରୁ ନାହିଁ। ଫଳରେ ବିଭିନ୍ନ ରୋଗ ହେବାର ଆଶଙ୍କା ସୃଷ୍ଟି ହେଉଛି। ତେବେ ନିତିଦିନିଆ ଜୀବନରେ କେତେକ କାମ କଲେ ସହଜରେ ବହୁ ରୋଗରୁ ମୁକ୍ତି ମିଳିପାରିବ। ପ୍ରତିଦିନ ସକାନେ…
କଟା ପିଆଜ ଫ୍ରିଜ୍ରେ ରଖିବା ହାନିକାରକ
ଖାଇବାରେ ପିଆଜର ବ୍ୟବହାର ଅଧିକ ହୋଇଥାଏ। ପିଆଜ ବିନା ଖାଦ୍ୟର ସ୍ବାଦ ଯେମିତି ପାଣିଚିଆ ହୋଇଯାଏ। ପ୍ରାୟ ସମସ୍ତ ଭାରତୀୟ ନିଜ ରୋଷେଇରେ ପିଆଜର ଉପଯୋଗ କରିଥାନ୍ତି। ବିଶେଷକରି ସାଲାଡରେ ଏହାର ବ୍ୟବହାର ଅଧିକ ହୋଇଥାଏ। ତେବେ ପିଆଜକୁ ଭାଜି ଖାଆନ୍ତୁ…
ଆଇନା କହିବ କେତେ ସୁନ୍ଦର
ସୁନ୍ଦର ଦେଖାଯିବାକୁୂ କିଏ ନ ଚାହେଁ। କିନ୍ତୁ ସମସ୍ତେ ନିଜ ସୁନ୍ଦରତାକୁ ନେଇ ସମ୍ପୂର୍ଣ୍ଣ ଭାବେ ଆଶ୍ୱସ୍ତ ନୁହନ୍ତି। ଯଦି ଏଭଳି ଭାବନା ଆପଣଙ୍କର ବି ଥାଏ, ତେବେ ଚିନ୍ତିତ ହେବାର ଆଦୌ ଆବଶ୍ୟକତା ନାହଁି। ଏକ ଆମେରିକା କମ୍ପାନୀ ଏଭଳି…
ଓଲଟିଲା ନାଇଟ୍ କୋଚ ବସ୍, ୨୫ ଆହତ
ବଇଣ୍ଡା, ୨୮ା୭(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ନାକିଚିସ୍ଥିତ ଛେଳିଆଢିପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ନାଇଟ୍ କୋଚ ବସ୍ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଛି। ଦୁର୍ଘଟଣାରେ ବସ୍ରେ ଥିବା ୨୫ ଜଣ ଯାତ୍ରୀ…
ଡୋପିଂ: ନିଜକୁ ନିର୍ଦ୍ଦୋଷ ବୋଲି ପ୍ରମାଣ କରିବେ ଜ୍ୟାକ୍
ମେଲବୋର୍ନ,୨୮ା୭ (ଏଏଫ୍ପି)-ରିଲେ ବିଶ୍ୱରେକର୍ଡ ଅଧିକାରିଣୀ ଶାୟନା ଜ୍ୟାକ୍ ନିଜକୁ ଦୋଷମୁକ୍ତ ବୋଲି ପ୍ରମାଣ କରିବେ ବୋଲି କହିଛନ୍ତି। ଅଷ୍ଟ୍ରେଲିଆର ଏହି ଆଥଲେଟ୍ ଏକ ନିଷିଦ୍ଧ ଦ୍ରବ୍ୟଯୁକ୍ତ ଡ୍ରଗ୍ସ ସେବନ କରିଥିବା ଡୋପ୍ ଟେଷ୍ଟ ବେଳେ ଜଣାପଡ଼ିଥିଲା। ଏହି ଡ୍ରଗ୍ସକୁ ମାଂସପେଶୀକୁ ବଳିଷ୍ଠ…
ଖେଳାଳିଙ୍କ ସହ ଗମ୍ଭୀର ଆଲୋଚନା କରିଥିଲେ ବେଲିସ୍
ଲଣ୍ଡନ, ୨୮।୭ (ଏଏଫ୍ପି)-ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟ ପରାଜୟରୁ ବର୍ତ୍ତିଯିବା ପରେ ଇଂଲଣ୍ଡ କୋଚ୍ ଟ୍ରେଭର ବେଲିସ ଟେଷ୍ଟ ଖେଳାଳିଙ୍କ ସହ ‘ଗମ୍ଭୀର ଆଲୋଚନା’ କରିଥିବା ସ୍ବୀକାର କରିଛନ୍ତି। ୪ ଦିବସୀୟ ଏହି ଟେଷ୍ଟ ମ୍ୟାଚ୍ର ପ୍ରଥମ ଇନିଂସରେ ବିଶ୍ୱ ଚାମ୍ପିୟନ ଇଂଲଣ୍ଡ…

