ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ପ୍ରଫେସର ଦାସ ଦିଲ୍ଲୀର ନୋଏଡ଼ାସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଗତ ୩ଦିନ ହେଲା ଚିକିତ୍ସାଧୀନ…
ସେହ୍ବାଗଙ୍କ ଦରଦ
ନୂଆଦିଲ୍ଲୀ,୩।୭: ଭାରତୀୟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଅବସର ନେବା ପରେ ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ ରାୟୁଡୁଙ୍କୁ ସହାନୁଭୂତି ଜଣାଇଛନ୍ତି। ବିଶ୍ୱକପ୍ରୁ ବାଦ୍ ପଡିବା ରାୟୁଡୁଙ୍କ ପାଇଁ ନିଶ୍ଚିତ ଭାବେ ଯନ୍ତ୍ରଣାଦାୟକ। ଚଳିତ ବିଶ୍ୱକପ୍ରେ ତାଙ୍କୁ ଦୁଇଥର ଅଣଦେଖା…
ଧୋନୀଙ୍କ ସପକ୍ଷରେ ସଚିନ
ବର୍ମିଂହାମ, ୩।୭ (ପି.ଟି.): ବାଂଲାଦେଶ ବିପକ୍ଷ ମ୍ୟାଚ୍ରେ ଭେଟେରାନ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂରେ କୌଣସି ତ୍ରୁଟି ଦେଖିବାକୁ ମିଳି ନ ଥିଲା ବୋଲି କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକର କହିଛନ୍ତି। ନିକଟରେ ସଚିନ କିନ୍ତୁ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍…
ମଦ ଚାଲାଣବେଳେ ଗୋଡ଼ାଇଲେ ଅବକାରୀ କର୍ମଚାରୀ: ବ୍ରାହ୍ମଣୀକୁ ଡେଇଁ ଯୁବକ ମୃତ
ପରଜଙ୍ଗ, ୩।୭ (ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ବାଇକ୍ରେ ମଦଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ କବଳରୁ ବର୍ତ୍ତିବା ପାଇଁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଥିବା ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।…
ଧାନବସ୍ତା ରଖି ଜାତୀୟ ରାଜପଥ ଅବରୋଧ: ଜିଲାପାଳଙ୍କ ଅଫିସ ଘେରାଉ କଲେ ଚାଷୀ
ନୂଆପଡା ଅଫିସ,୩ା୭: ନୂଆପଡା ଜିଲାରେ ରବି ଧାନକିଣାରେ ଅଚଳାବସ୍ଥା ଲାଗିରହିଛି । ଚାଷୀମାନେ ବାରମ୍ବାର ବ୍ଲକରୁ ଜିଲା ଅଫିସ ଦୌଡି ନୟାନ୍ତ ହେବା ପରେ ଜିଲାପାଳଙ୍କ ଅଫିସ ଘେରାଉ କରିବା ସହ ଜାତୀୟ ରାଜପଥରେ ଧାନ ବସ୍ତା ରଖି ଅବରୋଧ କରି…
ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ, ଅଭିଯୁକ୍ତ ଫେରାର
ନୂଆପଡା ଅଫିସ,୩ା୭: ନୂଆପଡା ଅବକାରୀ ବିଭାଗ ସ୍ଥାନୀୟ ଲଖନା ଥାନା ଅନ୍ତର୍ଗତ ବରପଦରପଡା (ବାଞ୍ଜିବାହାଲ)ରୁ ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ କରିଥିବା ବେଳେ ଅଭିଯୁକ୍ତ ଫେରାର ହୋଇଛନ୍ତି। ଏ ନେଇ ଦଫା ୨୧(ଖ)ରେ ଏକ ମାମଲା (ନଂ. ୨୩/୧୯) ରୁଜୁ କରାଯାଇଥିବାବେଳେ…
ଧାରଣା ଦେଲେ ବିଏସ୍ଏନ୍ଏଲ୍ ଠିକା କର୍ମଚାରୀ
ଜୟପୁର,୩ା୭(ଡି.ଏନ୍.ଏ.): ଜୟପୁରସ୍ଥିତ ବିଏସ୍ଏନ୍ଏଲରେ କାର୍ଯ୍ୟରତ ଚୁକ୍ତିଭତ୍ତିକ ଅସ୍ଥାୟୀ କର୍ମଚାରୀ ବୁଧବାର ଧାରଣା ଦେଇଛନ୍ତି। ସିଟୁ ସମର୍ଥିତ କାଜୁଆଲ କର୍ମଚାରୀ ସଂଘର ଆହ୍ବାନ କ୍ରମେ ସ୍ଥାନୀୟ ଟେଲିଫୋନ୍ ଭବନ ସମ୍ମୁଖରେ ଅସ୍ଥାୟୀ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଧାରଣା ଦିଆଯାଇଥିଲା । ଅସ୍ଥାୟୀ କର୍ମଚାରୀଙ୍କୁ…
କେଟିଏମ୍ ପକ୍ଷରୁ ଷ୍ଟଣ୍ଟ ଶୋ
ଭୁବନେଶ୍ୱର,୩।୭: କେଟିଏମ୍ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଆକର୍ଷଣୀୟ ଷ୍ଟଣ୍ଟ ଶୋ’ ଅନୁଷ୍ଠିତ ହୋଇଯାଇଛି। ପେସାଦାର ଷ୍ଟଣ୍ଟ ପ୍ରଦର୍ଶନକାରୀମାନେ ଏଠାରେ ଷ୍ଟଣ୍ଟ ପ୍ରଦର୍ଶନ କରିଛନ୍ତି। ବାଇକପ୍ରେମୀମାନେ ଏଥିରେ ନୂତନ ଭାବେ ଉନ୍ମୋଚିତ ଆର୍ସି ୧୨୫ ଏବିଏସ୍ ମଡେଲକୁ ଦେଖିବାର ସୁଯୋଗ ପାଇ…
କର୍ନମ ସେକର ହେଲେ ଆଇଓବି ସିଇଓ
ନୂଆଦିଲ୍ଲୀ,୩।୭: ରାଷ୍ଟ୍ରାୟତ୍ତ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ(ଆଇଓବି)ର ଏମ୍ଡି ତଥା ସିଇଓ ଭାବେ କର୍ନମ ସେକରଙ୍କୁ ନିଯୁକ୍ତ କରାଯାଇଛି। ଆର୍ .ସୁବ୍ରମଣିୟକୁମାରଙ୍କ ସ୍ଥାନରେ ସେ କାର୍ଯ୍ୟ କରିବେ। ନୂଆ ଦାୟିତ୍ୱରେ କାର୍ଯ୍ୟ କରିବା ପୂର୍ବରୁ ସେ ଚଳିତ ବର୍ଷ ଏପ୍ରିଲରେ ଆଇଓବିର ମୂଖ୍ୟ…
ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର
ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର, ସ୍ବତନ୍ତ୍ର ପରିଚୟପତ୍ର ବଣ୍ଟନ କରାଯାଇଛି। ମହାସଂଘର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସାହିତି୍ୟକ…
ଜାମିନ ମିଳିବା ଲାଗି ଏହି ମନ୍ଦିରରେ କରାଯାଏ ପୂଜା…
ଭାରତ ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ଏସବୁ ପରମ୍ପରା ଲୋକଙ୍କ ଶ୍ରଦ୍ଧା ତଥା ବିଶ୍ୱାସ ଯୋଗୁ କରାଯାଇଥାଏ। ଶ୍ରଦ୍ଧାଳୁ ମାନସିକ ପୂରଣ ପରେ ଠାକୁରଙ୍କ ପାଖରେ ଭୋଗ ଲାଗି କରିଥାନ୍ତି। ତେବେ ଏମିତି ଏକ ମନ୍ଦିର ଅଛି ଯେଉଁଠି…
ଉଚ୍ଚରକ୍ତଚାପ ନିୟନ୍ତ୍ରଣ କରେ ମୂଳା
ସାଲାଡ୍ ହେଉ କି ତରକାରୀ ଅଧିକାଂଶ ଲୋକେ ଏସବୁରେ ମୂଳା ପକାଇବାକୁ ପସନ୍ଦ କରନ୍ତି। ଏହାର ସେବନ ଦ୍ୱାରା କେବଳ ପାଟି ସୁଆଦ ବଢ଼ିଥାଏ ତା’ନୁହେଁ, ବରଂ ସ୍ବାସ୍ଥ୍ୟଗତ ବିଭିନ୍ନ ସମସ୍ୟାରୁ ରକ୍ଷା ମିଳିଥାଏ। ମୂଳାରେ ପଟାସିୟମ୍, ଫୋଲେଟ୍, ରାବୋଫ୍ଲୋବିନ୍, ନାଇସିନ୍,…
Archives


