Home

ବିଇଡି ପରୀକ୍ଷା ଘୁଞ୍ଚାଇବା ନେଇ କୁଳସଚିବଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଇଡି କଲେଜ ଛାତ୍ରୀଛାତ୍ରମାନେ କୁଳସଚିବ ରଞ୍ଜନ ବିଶ୍ୱାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଗଷ୍ଟ ୫…

ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ତେଲକୋଇ, ୨୮।୭(ଡି.ଏନ.ଏ.)-ଆଦିବାସୀ ବହୁଳ ତେଲକୋଇ ବ୍ଲକ ଅଧୀନରେ ଅଙ୍ଗନୱାଡି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ରହିଛି। ସ୍ବତନ୍ତ୍ର ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବା ଯୋଗୁ ଗ୍ରାମ ମଣ୍ଡପ ଓ ଅନ୍ୟ କାହା ଘର ବାରଣ୍ଡା କିମ୍ବା ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର ଯୋଜନା।…

ପାଇଖାନା ଘରେ ବିତୁଛି ଜୀବନ: ସଂସାର ପଥରେ ୪ ଛୁଆଙ୍କୁ ଧରି ଏକାକୀ

କେନ୍ଦୁଝର, ୨୮ା୭(ସ୍ବ.ପ୍ର.)-ସରକାର ଗରୀବ ଗୃହ ହୀନ ଲୋକଙ୍କୁ ବିଭିନ୍ନ ଆବାସିକ ଯୋଜନାରେ ଘର ପ୍ରଦାନ କରିଲେ ହେଁ ବହୁ ଗରିବ ଲୋକ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ କିଏ ଭଙ୍ଗାଦଦରା ଘରେ ପଲା ମାରି ରହୁଛି ତ କିଏ ପର ଘରେ…

ଶୁଖିଲା ପଡ଼ିଛି ଦଶମୌଜା କେନାଲ

ତିହିଡ଼ି, ୨୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ଅପରପକ୍ଷେ ବିଭିନ୍ନ ପଞ୍ଚାୟତରେ ଜମିକୁ ଜଳସେଚିତ କରିବା ପାଇଁ ରହିଥିବା ଦଶମୌଜା କେନାଲ ଶୁଖିଲା ପଡ଼ିଛି। କେନାଲରେ ପ୍ରଚୁର ପାଣି ଛଡ଼ାଯାଉଥିଲେ ମଧ୍ୟ…

ସ୍ବାବଲମ୍ବୀ ହେଲେ ଦୁଇ ‘ସ୍ବୟଂସିଦ୍ଧା’

ବାରିପଦା ଅଫିସ,୨୮।୭- ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲା ସବୁବେଳେ ବାଲ୍ୟବିବାହକୁ ନେଇ ଚର୍ଚ୍ଚାରେ ରହିଆସିଛି। ବାଲ୍ୟବିବାହର ଶିକାର ହେଉଥିବା ନାବାଳିକାଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ‘ସ୍ବୟଂସିଦ୍ଧା’ ଗଠନ କରାଯାଇଥିଲା।…

କାମରେ ଲାଗୁନି ଚେକ୍‌ଡ୍ୟାମ୍‌ : ଲୋକଙ୍କ ଅଭିଯୋଗ ଶୁଣୁନି ବିଭାଗ

କପ୍ତିପଦା,୨୮ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଜେ.ଏସ୍‌. ଜାମୁଡିହା ପଞ୍ଚାୟତର କେତେକ ଗ୍ରାମ ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ। ଏଠାରେ ବସବାସ କରୁଥିବା ଆଦିବାସୀଙ୍କର ଶହ ଶହ ଏକର ପାହାଡ଼ିଆ ଉଚ୍ଚ ଜମି ରହିଛି । ଏହି ଅଞ୍ଚଳରେ ବର୍ଷାଜଳକୁ…

ରାମ୍ପ୍‌ ଶୋ’ରେ ସାରାଙ୍କୁ ଚିୟର କରୁଥିଲେ କାର୍ତ୍ତିକ, ଇବ୍ରାହିମ

ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ଦିଲ୍ଲୀରେ ଅନୁଷ୍ଠିତ ହେଉଥିବା ଏକ ରାମ୍ପ ଶୋ’ରେ ଯୋଗ ଦେଇଥିଲେ। ସେଠାରେ ତାଙ୍କୁ ଚିଅର୍‌ କରିବା ପାଇଁ ବୟଫ୍ରେଣ୍ଡ କାର୍ତ୍ତିକ ଓ ଭାଇ ଇବ୍ରାହିମ ପହଞ୍ଚିଥିଲେ। ସାରା ଯେତେବେଳେ ରାମ୍ପ ଫ୍ଲୋର୍‌ରେ ଚାଲୁଥିଲେ କାର୍ତ୍ତିକ…

ବାମୁର ଅଞ୍ଚଳରେ ଅଘୋଷିତ ବିଦ୍ୟୁତକାଟ

ବଇଣ୍ଡା,୨୭।୭(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବଷ୍ଟେଶନ ଅଧିନସ୍ଥ ଧଉରାପାଲି, ଜଏରାଟ, ଝରାବେରେଣୀ, ହିମିତିରା, ସଞ୍ଜାମୁରା, ଅଙ୍ଗପଡ଼ା, ଧଡ଼ରପାଳ, ନାକିଚି, ଉରୁକୁଳା, ଠେଲକନାଳୀ, ଆମ୍ବପାଳ ଆଦି ପଞ୍ଚାୟତ ଗୁଡ଼ିକରେ ଗତ କିଛିମାସ ହେବ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ଫଳରେ…

ରିୟଲ ମାଡ୍ରିଡକୁ ହରାଇଲା ଆଟଲେଟିକୋ

ନ୍ୟୁୟର୍କ,୨୭ା୭(ଏଏଫ୍‌ପି)- ସ୍ଥାନୀୟ ମେଟ୍‌ଲାଇଫ୍‌ ଷ୍ଟାଡିୟମରେ ଏକ ପ୍ରାକ୍‌ ସିଜନ ବନ୍ଧୁତ୍ୱପୂର୍ଣ୍ଣ ଫୁଟ୍‌ବଲ ମ୍ୟାଚରେ ଡିଏଗୋ କୋଷ୍ଟାଙ୍କ ୪ ଗୋଲ ସହାୟତାରେ ଆଟ୍‌ଲେଟିକୋ ମାଡ୍ରିଡ୍‌ ଏହାର ଲା ଲିଗା ପ୍ରତିଦ୍ୱନ୍ଦ୍ୱୀ ରିୟଲ ମାଡ୍ରିଡକୁ ୭-୩ ଗୋଲରେ ପରାସ୍ତ କରିଛି। ଖେଳର ୬୩ତମ ମିନିଟ୍‌ରେ…

ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ : ଟାଇଟଲ ବଜାୟ ରଖିଲେ ଭକ୍ତି କୁଲକର୍ନୀ

କାରାଇକୁଡି, ୨୭ା୭ (ପି.ଟି.)- ଗତଥରର ଚମ୍ପିୟନ ତଥା ଏୟାର ଇଣ୍ଡିଆର ଭକ୍ତି କୁଲକର୍ନୀ ଏଠାରେ ଚାଲିଥିବା ୪୬ତମ ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ରେ ତାଙ୍କ ଟାଇଟଲ ବଜାୟ ରଖିଛନ୍ତି। ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରିବା ସହ ୧୧ରାଉଣ୍ଡ ଖେଳରୁ ୧୦ ପଏଣ୍ଟ…

୨୮୫୦ ଫଟୋ ପୋଷ୍ଟ ଲାଗି ରାଜେନ୍ଦ୍ରଙ୍କୁ ମୋବାଇଲ ଉପହାର

ସିମୁଳିଆ, ୨୭।୭(ଡି.ଏନ.ଏ.)- ଓଡ଼ିଶାର ଗ୍ରାମାଞ୍ଚଳ ସମେତ ବିଭିନ୍ନ ଅଞ୍ଚଳର ଫଟୋ ଉଠାଇ ଇନ୍‌ଷ୍ଟାଗ୍ରାମ ଓ ଫେସ୍‌ବୁକ ପରି ସୋସିଆଲ ମିଡ଼ିଆରେ ପ୍ରଚାର କରିବା ଯୋଗୁ ରାଜେନ୍ଦ୍ର କୁମାରଙ୍କୁ ଗୁଗଲ ପିକ୍ସସେଲ ମୋବାଇଲ ଉପହାର ଦେଇଛି। ରାଜେନ୍ଦ୍ର ଇନ୍‌ଷ୍ଟାଗ୍ରାମରେ ୧୮ଶହ ୫୦ ଓ…

ଆଶାକର୍ମୀଙ୍କୁ ଘରେ ବାନ୍ଧିବା ଘଟଣାପ୍ରତିବାଦରେ ସିଡିଏମ୍‌ଓଙ୍କ ଅଫିସ୍‌ ଘେରାଉ

ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜୁଆରୀ ପଞ୍ଚାୟତ ଅନ୍ତର୍ଗତ ଆଳୁମେଦା ଗ୍ରାମର ଆଶାକର୍ମୀଙ୍କୁ ଘରେ ବାନ୍ଧି ରାତିସାରା ଅଟକ ରଖିବା ଏବଂ ତାଙ୍କୁ ନିର୍ଯାତନା ଦେବା ଅଭିଯୋଗକୁ ଥାନାଧିକାରୀ ଅବହେଳା କରିବା ପ୍ରତିବାଦରେ ଓଡ଼ିଶା ରାଜ୍ୟ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?