ବାଲାଂଦେଶ ବିପକ୍ଷରେ ଶତକ ମାରି ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା
ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପରେ ପୁଣି ଥରେ ଶତକ ଅର୍ଜନ କରିଛନ୍ତି ହିଟ୍ମ୍ୟାନ୍ ରୋହିତ ଶର୍ମା। ବାଲାଂଦେଶ ବିପକ୍ଷରେ ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଉଥିବା ମ୍ୟାଚରେ ସେ ମାତ୍ର ୯୦ଟି ବଲରୁ ଶତକ ପୂରଣ କରିଛନ୍ତି। ବିଶ୍ୱକପରେ ରୋହିତ ତାଙ୍କର ଚତୁର୍ଥ…
ଥାଇରଏଡ୍ ଓ କର୍କଟ ରୋଗକୁ ନିୟନ୍ତ୍ରଣରେ ରଖିଥାଏ ପଣସ
ପଣସରେ ଭିଟାମିନ ଏ, ସି, ଥାଇମିନ, ପୋଟାସିୟମ, କ୍ୟାଲସିୟମ, ଆଇରନ, ଫଲିକ ଏସିଡ ଓ ମ୍ୟାଗ୍ନେସିୟମ ଭଳି ଅନେକ ପୌଷ୍ଟିକ ଗୁଣ ରହିଥାଏ। ଯାହା ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ । *ଯେଉଁ ଲୋକମାନଙ୍କର ଥାଇରଏଡର ସମସ୍ୟା ରହିଛି ସେମାନଙ୍କ…
ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବତୀଯୁବକଙ୍କ ନିଯୁକ୍ତିକୁ ନେଇ ବିଧାନସଭାରେ ଉଦ୍ବେଗ: ବିଭିନ୍ନ ଶିଳ୍ପ ସଂସ୍ଥାରେ ନିଯୁକ୍ତି ପାଇଛନ୍ତି ୨ଲକ୍ଷ ୨୬ ହଜାର
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନରେ ୨ ଲକ୍ଷ ୬୮ହଜାର ୪୫୧ ଜଣ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ରାଜ୍ୟ ଭିତରୁ ୨ଲକ୍ଷ ୨୬ ହଜାର ୯୬୧ଜଣ ନିଯୁକ୍ତି ପାଇଛନ୍ତି। ଅର୍ଥାତ୍ ନିଯୁକ୍ତିର ୮୫ ପ୍ରତିଶତ ରାଜ୍ୟ ଭିତରୁ ନିଯୁକ୍ତି ଦିଆଯାଇଛି।…
ନିଜ ଗାଁକୁ ଖୋଲା ଶୌଚମୁକ୍ତ କଲେ ଦୃଷ୍ଟିହୀନ ସାଧୁ ମାଝି
ବିହାରର ଫତେହପୁର ଗାଁ ଏବେ ସମ୍ପୂର୍ଣ୍ଣ ଭାବେ ଖୋଲା ଶୌଚମୁକ୍ତ। ଏହାର ସମସ୍ତ ଶ୍ରେୟ ଯାଉଛି ୪୫ ବର୍ଷୀୟ ଦୃଷ୍ଟିହୀନ ସାଧୁ ମାଝିଙ୍କୁ। ଯିଏକି ନିଜ ଘରେ ଶୌଚାଳୟ ତିଆରି କରିବା ସାଙ୍ଗକୁ ପୂରା ଗାଁକୁ ଖୋଲା ଶୌଚମୁକ୍ତ କରିବାର ସଚେତନତା…
ମା’ଙ୍କ ଜଳଖିଆ ଶେଷ ହୋଇ ନ ଥିବାରୁ ଚେନ୍ ଟାଣି ଟ୍ରେନ୍କୁ ଅଟକାଇଲେ ପୁଅ
ମଥୁରା,୨।୭: ଉତ୍ତରପ୍ରଦେଶର ମଥୁରା ଷ୍ଟେସନରେ ବେଆଇନ ଭାବେ ଚେନ୍ ଟାଣିଥିବା ନେଇ ଜଣେ ଯାତ୍ରୀଙ୍କ ଉପରେ ଅଭିଯୋଗ ହୋଇଛି। ରବିବାର ନୂଆଦିଲ୍ଲୀରୁ ହବିବ୍ଗଞ୍ଜକୁ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍ରେ ମନୀଷ ଅରୋଡା ଓ ତାଙ୍କ ପରିବାର ଯାତ୍ରା କରୁଥିଲେ। ମନୀଷ ଓ ତାଙ୍କ…
୨୯ ବର୍ଷ ପରେ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ
ଲକ୍ଷ୍ନୌ, ୨।୭: ୨୯ବର୍ଷ ପରେ ନିଜ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ। ହତ୍ୟାର ପ୍ରତିଶୋଧ ନେବା ପାଇଁ ପୁଅ କଲ୍ୟାଣ କେବଳ ଯେ ୨୦ବର୍ଷ ଅପେକ୍ଷା କରିଥିଲେ ତା’ ନୁହେଁ, ପିତାଙ୍କ ହତ୍ୟାକାରୀ ସହ ବନ୍ଧୁତା ମଧ୍ୟ ସ୍ଥାପନ କରିଥିଲେ।…
ବଲିଉଡ୍ ଗାୟକ ହିମେଶ ରେଶମିୟାଙ୍କ କାର ଦୁର୍ଘଟଣାଗ୍ରସ୍ତ
ମୁମ୍ବାଇ,୨।୭: ବଲିଉଡ୍ ଗାୟକ, ସଙ୍ଗୀତଜ୍ଞ ଓ ଅଭିନେତା ହିମେଶ ରେଶମିୟାଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ମୁମ୍ବାଇ-ପୁଣେ ଏକ୍ସପ୍ରେସଓ୍ବେରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ହିମେଶଙ୍କ ଡ୍ରାଇଭର ରାମ ରଞ୍ଜନ ଗୁରୁତର ଆହତ ହୋଇଛନ୍ତି। ରଞ୍ଜନଙ୍କ ଗୋଡରେ ଆଘାତ ଲାଗିଥିବା ବେଳେ ହସ୍ପିଟାଲରେ…
ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ୍ ମାର୍କ: କଳାରେ ବିଜେବି, ବିଜ୍ଞାନରେ ରେଭେନ୍ଶା, ବାଣିଜ୍ୟରେ ଗୋପାଳପୁର ଜୁନିଅର କଲେଜ ଆଗରେ
ଭୁବନେଶ୍ୱର,୨।୭(ବ୍ୟୁରୋ): ମଙ୍ଗଳବାର ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। କଳାରେ ୭୧.୧୭ ପ୍ରତିଶତ କଟ୍ ଅଫ୍ ମାର୍କ ସହ ବିଜେବି ଜୁନିଅର କଲେଜ ଆଗରେ ରହିଛି। ୭୦.୧୭ ପ୍ରତିଶତ କଟ ଅଫ୍ ମାର୍କ ସହ ଦ୍ୱିତୀୟରେ…
ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍ ରଚିଥିଲା ଷଡ଼ଯନ୍ତ୍ର
ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍ପିଏଫ୍ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍ ତିଓ୍ବାରୀଙ୍କ ପକ୍ଷରୁ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ…
ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ଲେଖି ଆତ୍ମହତ୍ୟା କଲେ ଦୁଇଭାଇ
ନୂଆଦିଲ୍ଲୀ, ୨।୭: ପଶ୍ଚିମ ଦିଲ୍ଲୀର ଜନକପୁରୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୟାନସରରେ ମା’ଙ୍କ ମୃତ୍ୟୁ ହେବାପରେ ଦୁଇ ଭାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଏକ ସୁଇସାଇଡ ନୋଟ୍ ଜବତ କରିଛି। ଆମ ମୃତ୍ୟୁ ପାଇଁ…
ରୁର୍କୀରେ ଫିଲ୍ମ ‘ଆର୍ଟିକାଲ ୧୫’ ବ୍ୟାନ
ଡେରାଡୁନ: ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଆର୍ଟିକାଲ ୧୫’ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି। ଗତ ୪ ଦିନ ମଧ୍ୟରେ ଭଲ ବ୍ୟବସାୟ କରିଥିଲେ ବି ଫିଲ୍ମ ରିଲିଜ୍ ହେବା ପୂର୍ବରୁ ବିବାଦରେ ରହିଆସିଛି। ପ୍ରଥମେ କାନପୁରରେ ଫିଲ୍ମର ସ୍କ୍ରିନିଂ ସମୟରେ…
ବାଂଲାଦେଶ ବିପକ୍ଷରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନେଲା ଭାରତ
ବର୍ମିଂହାମ, ୨।୭: ବିଶ୍ୱକପରେ ଏଜବାଷ୍ଟନରେ ଚାଲିଥିବା ଭାରତ ଓ ବାଂଲାଦେଶ ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି। କେଦାର ଯାଦବ ଏବଂ କୁଳଦୀପ ଯାଦବଙ୍କ ସ୍ଥାନରେ ଭୁବନେଶ୍ୱର କୁମାର ଏବଂ…
Archives


