Home

୧୦୦ ମିଟର ଫ୍ରି-ଷ୍ଟାଇଲ ରେକର୍ଡ ବଜାୟ ରଖିଲେ ମାନୁଏଲ୍‌

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୬ା୭ (ଏଏଫ୍‌ପି)-ଆମେରିକାର ସିମୋନ୍‌ ମାନୁଏଲ୍‌ ତାଙ୍କ ୧୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ବଜାୟ ରଖିଛନ୍ତି। ଗ୍ବାଙ୍ଗଜୁରେ ଏହି ଅଲିମ୍ପିକ ଚାମ୍ପିୟନ ୫୨.୦୪ ସେକେଣ୍ଡ ଟାଇମିଂରେ ତାଙ୍କ ରେସ୍‌ ଶେଷ କରିଥିଲେ। ସ୍ବିଡେନର ସାରା ଜୋସ୍‌ଷ୍ଟର୍ମଙ୍କୁ ପଛରେ…

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ ଯୋଗ ଦେଇଛନ୍ତି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୨୨ ପର୍ଯ୍ୟନ୍ତ ହେବାକୁଥିବା ଏହି ଟୁର୍ନାମେଣ୍ଟ ଆୟର୍ଲାଣ୍ଡ,…

ସପ୍ତାହେ ମଧ୍ୟରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବେ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ଜେଡିଏସ୍‌ ମେଣ୍ଟ ସରକାର ଭାଙ୍ଗିବାର ମାତ୍ର ୩ ଦିନ ମଧ୍ୟରେ କର୍ନାଟକରେ ଭାଜପା ସରକାର ଗଠନ କରିଛି। ତେବେ ଆସନ୍ତା ୩୧ ତାରିଖ ସୁଦ୍ଧା…

ଡାଏବେଟିସ୍‌ ରୋଗୀଙ୍କ ପାଇଁ କନ୍ଦମୂଳ ବେଶ୍‌ ଲାଭପ୍ରଦ

କନ୍ଦମୂଳ ସେବନ ଶରୀର ପାଇଁ ବେଶ୍‌ ଲାଭଦାୟକ। କନ୍ଦମୂଳରେ ଫାଇବର୍‌, ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ଏବଂ ଅନେକ ପୋଷକ ତତ୍ତ୍ୱ ଥାଏ, ଯାହା ଶରୀରକୁ ଗମ୍ଭୀର ରୋଗରୁ ରକ୍ଷା କରିବାରେ ସାହାଯ୍ୟ କରେ। ଡାଏବେଟିସ୍‌: ଯଦି ଆପଣ ଡାଏବେଟିସ୍‌ରେ ପୀଡ଼ିତ, ତେବେ କନ୍ଦମୂଳର…

ଭାରତୀୟ ଶାନ୍ତିଦୂତଙ୍କୁ ଜାତିସଂଘର ମରଣୋତ୍ତର ସମ୍ମାନ

ୟୁଏନ୍‌: ଲେବାନନ୍‌ରେ ଜାତିସଂଘର ମିଶନରେ କର୍ତ୍ତବ୍ୟରତ ସର୍ଜେଣ୍ଟ ରମେଶ ସିଂହଙ୍କୁ ଶ୍ରେଷ୍ଠ ବଳିଦାନ ଲାଗି ଜାତିସଂଘ ପକ୍ଷରୁ ମରଣୋତ୍ତର ସମ୍ମାନ ପ୍ରଦାନ କରାଯାଇଛି। ତାଙ୍କ ସମର୍ପଣ ଭାବ ଓ ପ୍ରତିବଦ୍ଧତା ଲାଗି ଏହା ପ୍ରଦାନ କରାଯାଇଛି। ଲେବାନନ୍‌ରେ ଜାତିସଂଘ ଦ୍ୱାରା ୟୁନାଇଟେଡ…

କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭାଜପା ନେତା ବିଏସ୍‌ ୟେଦୁରପ୍ପା। ଶୁକ୍ରବାର ସନ୍ଧ୍ୟାରେ ରାଜଭବନ ପରିସରରେ ରାଜ୍ୟପାଳ ବାଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଦେଇଛନ୍ତି। ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ଅଧଘଣ୍ଟା…

ପୃଥିବୀର ଘୂରିବା ବେଗ ଧିମା ହେଉଥିବାରୁ ଭୂମିକମ୍ପ ତୀବ୍ରତା ବଢୁଛି

ନୂଆଦିଲ୍ଲୀ: ପୃଥିବୀ ତା’ କକ୍ଷପଥରେ ୧୬୭୦ କିଲୋମିଟର ବେଗରେ ଘୂରୁଛି। ନାସାର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି, ପୃଥିବୀ ତା’ କକ୍ଷ ପଥରେ ଯେଉଁ ବେଗରେ ଘୂରୁଥିଲା ତାହା ଧିମା ପଡିଯିବାରୁ ଚନ୍ଦ୍ର ଧୀରେ ଧୀରେ ପୃଥିବୀଠାରୁ ଦୂରେଇ…

କୃତ୍ରିମ ଗଳା

ବୈଜ୍ଞାନିକମାନେ ଏବେ ଏକ କୃତ୍ରିମ ଗଳା ବିକାଶ କରିଛନ୍ତି। ଏହା ୦.୬/୧.୨ ଇଞ୍ଚ ଆକାରର ଏହି କୃତ୍ରିମ ଗଳାକୁ ଟେମ୍ପୋରାରି ଟାଟୁ ଭଳି ବେକରେ ଲଗାଇହେବ । ବୃଦ୍ଧାଙ୍ଗୁଳି ନଖର ଦୁଇ ଗୁଣ ଆକାରର ଏହି ଗଳା କଣ୍ଠର ମୁଭ୍‌ମେଣ୍ଟକୁ ଶବ୍ଦରେ…

ବିଜୟ ଜ୍ୟୋତି ସହ ଦ୍ରାସ୍‌ରେ ଦୌଡିଲେ କାରଗିଲ୍‌ ହିରୋ

ନୂଆଦିଲ୍ଲୀ: କାରଗିଲ୍‌ ଯୁଦ୍ଧରେ ପାକିସ୍ତାନୀ ସେନାର ମୋର୍ଟାର ଆକ୍ରମଣରେ ଡାହାଣ ଗୋଡ଼ ହରାଇଥିଲେ ମେଜର ଦେବେନ୍ଦ୍ର ପାଲ୍‌ ସିଂହ। କାରଗିଲ୍‌ ବିଜୟ ଦିବସ ଉପଲକ୍ଷେ ବିଜୟ ଜ୍ୟୋତି ଧରି ଦ୍ରାସ୍‌ ସେକ୍ଟରେ ଶେଷ ରାଉଣ୍ଡରେ ତାଙ୍କୁ ଦୌଡିବା ଦେଖାଯାଇଛି। ସେ କୃତ୍ରିମ…

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ୧୭ ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ଜଗନ୍ନାଥ ମନ୍ଦିର, ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ

ଭୁବନେଶ୍ୱର, ୨୬।୭(ବ୍ୟୁରୋ): ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠିଲେଖି…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ମନ୍ଦିର ଗଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବାକୁ ସମୟ ପାଖେଇ ଆସୁଥିବା ବେଳେ ଭାଜପା ନେତା ବିଏସ୍‌ ୟେଦୁରପ୍ପା କାଡୁ ମାଲେଶ୍ୱର ମନ୍ଦିର ଯାଇ ଈଶ୍ୱରଙ୍କ କରୁଣା ଭିକ୍ଷା କରିଛନ୍ତି। ତାଙ୍କ ସହ ଅନ୍ୟ ରାଜନେତା ତଥା କର୍ମୀମାନେ ମଧ୍ୟ ମନ୍ଦିରରେ…

ଶପଥ ଗ୍ରହଣ ପୂର୍ବରୁ ଭାଜପା କାର୍ଯ୍ୟାଳୟ ପହଞ୍ଚିଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ୬ଟାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହାପୂର୍ବରୁ ସେ ଭାଜପା କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?