Home

ଆଜମ୍‌ ଖାନ୍‌ଙ୍କ ମନ୍ତବ୍ୟ ଦେଶ ପାଇଁ ଲଜ୍ଜାଜନକ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି। ଶୁକ୍ରବାର ଗୃହ ଆରମ୍ଭ ହେବା କ୍ଷଣି ମହିଳା ଏମ୍‌ମାନେ ଆଜମ୍‌ଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି,…

ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ : ପୋଲିସକୁ ଗୋଡ଼େଇ ପିଟିଲେ ଲୋକେ

ବାଲିଆପାଳ,୨୬।୭(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ସକାଳେ ଏହି ନାବାଳକଙ୍କ ମୃତଦେହ ଢାବାରୁ ଝୁଲନ୍ତା ଅବସ୍ଥାରେ ମିଳିଥିଲା।…

ବାପା ହେବେ କପିଲ, ସ୍ତ୍ରୀ ଗିନ୍ନିଙ୍କ ସହ ‘ବେବିମୁନ୍‌’ରେ ଗଲେ କାନାଡ଼ା

ମୁମ୍ବାଇ: ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି କମେଡିକିଙ୍ଗ କପିଲ ଶର୍ମା। ଗତ କିଛି ଦିନ ଧରି ଏନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ନିଜେ କପିଲ ଏହାକୁ ସ୍ପଷ୍ଟ କରିଛନ୍ତି। ଚଳିତ ବର୍ଷ ଡିସେମ୍ବରରେ ସ୍ତ୍ରୀ ଗିନ୍ନି ପ୍ରଥମ ସନ୍ତାନ ଜନ୍ମ…

କାର୍‌ଗିଲ ବିଜୟ ଦିବସରେ ପାକିସ୍ତାନକୁ ଚେତାବନୀ ଦେଲେ ସେନାମୁଖ୍ୟ, ପୁଣି ଏମିତି କଲେ ଭୋଗିବ ପରିଣାମ

ନୂଆଦିଲ୍ଲୀ, ୨୬।୭:କାର୍‌ଗିଲ ବିଜୟ ଦିବସ ଉପଲକ୍ଷେ ସାରା ଦେଶ ବୀର ଶହୀଦ୍‌ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛି। ଏହି ଅବସରରେ ସେନା ପ୍ରମୁଖ ବିପିନ ରାଓ୍ବତ୍‌ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଯଦି ପାକିସ୍ତାନ ଦ୍ୱିତୀୟଥର ଏପରି କରେ, ତେବେ ପରିଣାମ ଭୋଗିବାକୁ ପ୍ରସ୍ତୁତ…

କାର୍‌ଗିଲ ଯୁଦ୍ଧରେ ଶହୀଦ୍‌ ହୋଇଥିଲେ ପିତା, ସେହିଦିନ ଜନ୍ମ ନେଲେ ଝିଅ କିନ୍ତୁ ପାଳନ୍ତି ନାହିଁ ଜନ୍ମଦିନ

ପୁଣେ, ୨୬।୭: ସାରା ଦେଶ ଶୁକ୍ରବାର କାର୍‌ଗିଲ ବିଜୟ ଦିବସ ପାଳନ କରୁଥିଲାବେଳେ କିଛି ଘରେ ଆଜି ବି ସମ୍ପର୍କୀୟଙ୍କୁ ହରାଇବାର ଦୁଃଖ ଲିଭିନାହିଁ। ମହାରାଷ୍ଟ୍ରର ସତାରାରେ ରହୁଥିବା ମହାଦେବ ଯଶଓ୍ବନ୍ତ ନିକମ କାର୍‌ଗିଲ ଯୁଦ୍ଧରେ ଯୋଗ ଦେଇ ୧୯୯୯, ଜୁନ୍‌…

ମଦ ପିଇ ମା’ଙ୍କ ଜୀବନଗଲା, ପୁଅ ଗୁରୁତର

ବଡ଼ଗାଁ,୨୬।୭(ଡି.ଏନ୍‌.ଏ.): ରାଜ୍ୟରେ ମଦ ବିକ୍ରେତାଙ୍କୁ ପୁରସ୍କୃତ କରାଯିବା ପ୍ରସଙ୍ଗ ନେଇ ନବୀନ ସରକାରଙ୍କୁ ବିରୋଧୀ ସମାଲୋଚନା କରିଥିବାବେଳେ ମଦ ବିରୋଧୀ ସଂଗଠନ, ଗାଁ ଗହଳିର ମହିଳାମାନେ ଆନ୍ଦୋଳନ କରିଆସୁଛନ୍ତି। ତଥାପି ଲୋକେ ସଚେନତନ ହେଉନାହାନ୍ତି। ଫଳରେ ମଦ ଯୋଗୁ ଅନେକ ପରିବାର…

ଗାଈ ଯୋଗୁ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ: ତ୍ରିବେନ୍ଦ୍ର ସିଂ ରାଓ୍ବତ

ଡେରାଡୁନ୍‌, ୨୬।୭: ବିଶ୍ୱରେ ଗାଈ ଏକମାତ୍ର ଜୀବ, ଯେ କି ଅମ୍ଳଜାନ ନେଇ ଅମ୍ଳଜାନ ଛାଡେ। ଗାଈକୁ କିଛି ସମୟ ଆଉଁସିଲେ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ ବୋଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ମତ ଦେଇଛନ୍ତି।…

ପୁଣି ଥରେ କର୍ନାଟକରେ ୟେଦୁରପ୍ପା ସରକାର: ଆଜି ସନ୍ଧ୍ୟା ୬ଟାରେ ନେବେ ଶପଥ

କର୍ନାଟକ, ୨୬।୭: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ କର୍ନାଟକରେ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱରେ ପୁଣି ସରକାର ଗଠନ ହେବାକୁ ଯାଉଛି। ଶୁକ୍ରବାର ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ ଭେଟିବା ପରେ ୟେଦୁରପ୍ପା ଆଗାମୀ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଯାଇଛି। ଫଳରେ ଶୁକ୍ରବାର ସନ୍ଧ୍ୟା…

ବିଭିନ୍ନ ଦାବି ନେଇ କୋଶଲ ସେନାର ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲା କୋଶଲ ସେନା ପକ୍ଷରୁ ଶୁକ୍ରବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବରଗଡ଼ ଧନୁଯାତ୍ରାରେ ସମ୍ବଲପୁରୀ ଭାଷା ବ୍ୟବହାର, କୋଶଲାଞ୍ଚଳକୁ ମରୁଡ଼ି ଘୋଷଣା, ସମ୍ବଲପୁରୀ /କୋଶଲୀ ଭାଷାକୁ ସମ୍ବିଧାନର ଅଷ୍ଟମ ସୂଚୀରେ ସାମିଲ ଆଦି ଦାବି…

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ଶ୍ରୀନଗର, ୨୬।୭: ଜମ୍ମୁ-କଶ୍ମୀରର ଦ୍ରାସ୍‌ରେ ଶୁକ୍ରବାର କାରଗିଲ ବିଜୟ ଦିବସର ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସାଧାରଣ ଲୋକଙ୍କଠାରୁ ଯବାନଙ୍କ ପର୍ଯ୍ୟନ୍ତ ବୀର ଶହୀଦଙ୍କୁ ସଲାମ କରୁଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦ୍ରାସରେ ଥିବା କାରଗିଲ…

ଆଜମ ଖାନ୍‌ଙ୍କୁ ଲୋକ ସଭାରେ ରହିବାର ଅଧିକାର ନାହିଁ:ରମା ଦେବୀ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି। ବାଚସ୍ପତି ଓମ ବିର୍ଲାଙ୍କ ଅନୁପସ୍ଥିତିରେ ଭାଜପା ଏମ୍‌ପି ରମା ଦେବୀ ଗୃହକାର୍ଯ୍ୟ ପରିଚାଳନା କରୁଥିଲାବେଳେ ଟ୍ରିପଲ ତଲାକ ବିଲ୍‌କୁ ନେଇ ଚାଲିଥିବା…

ରାଜ୍ୟପାଳଙ୍କୁ ଭେଟିବାକୁ ଗଲେ ୟେଦୁରପ୍ପା, ଆଜି ନେଇପାରନ୍ତି ଶପଥ

ବେଙ୍ଗାଲୁରୁ, ୨୬।୭: କର୍ନାଟକରେ ଏଚଡି କୁମାରସ୍ବାମୀ ସରକାର ଭାଙ୍ଗିବା ପରେ ଏବେ ନୂଆ ସରକାର ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାଜପା ନେତା ବିଏସ୍‌ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇପାରନ୍ତି। ଶୁକ୍ରବାର ସକାଳ ୧୦ରେ ସେ ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?