Home

ଯୁକ୍ତ ୨ ପଢ଼ିବାକୁ ଆଗ୍ରହ ଦେଖାଉନାହାନ୍ତି ଛାତ୍ରୀଛାତ୍ର : ବଢୁଛି କଲେଜ, କମୁଛନ୍ତି ପିଲା

ଭୁବନେଶ୍ୱର, ୨୬।୭(ବ୍ୟୁରୋ) : ରାଜ୍ୟରେ ପ୍ରତିବର୍ଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ୨ କଲେଜ ସଂଖ୍ୟା ବଢୁଛି। ହେଲେ ସେହି ଅନୁପାତରେ ପିଲା ହେଉନାହାନ୍ତି। ମାଟ୍ରିକ୍‌ରେ ପାସ୍‌ ହାର ହ୍ରାସ ସାଙ୍ଗକୁ ସାଧାରଣ ପାଠ୍ୟକ୍ରମରେ ପିଲାଙ୍କ ଅନାଗ୍ରହ ଯୋଗୁ ପ୍ରତିବର୍ଷ…

୪ ବର୍ଷରେ ବନ୍ଦ ହୋଇଥିଲା ଆର୍‌ଏଓ୍ବାଇ : ୭ ସହରରୁ ୩ ସହରରେ ପ୍ରକଳ୍ପ ଶୂନ

ଭୁବନେଶ୍ୱର, ୨୬।୭(ବ୍ୟୁରୋ) : ରାଜୀବ ଆବାସ ଯୋଜନା(ଆର୍‌ଏଓ୍ବାଇ) ୨୦୧୧ରୁ ଆରମ୍ଭ ହୋଇ ୨୦୧୫ ଜୁନ୍‌ ମାସରେ ବନ୍ଦ ହୋଇଯାଇଥିଲା। ଓଡିଶାର ୭ଟି ସହରକୁ ଏହି ଯୋଜନାରେ ସାମିଲ କରାଯାଇଥିଲା। ଏହି ସମୟ ମଧ୍ୟରେ ରାଜ୍ୟର ସାମିଲ ହୋଇଥିବା ୭ ସହର ମଧ୍ୟରୁ…

ରାଜ୍ୟରେ ୮୫ ଲକ୍ଷ ବେକାରି, ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ରହୁଛନ୍ତି ଯୁବଗୋଷ୍ଠୀ : ନରସିଂହ

ଭୁବନେଶ୍ୱର,୨୬ା୭(ବ୍ୟୁରୋ) : ରାଜ୍ୟରେ ଉତ୍କଟ ହେଉଛି ବେକାରି ସମସ୍ୟା। ନିଯୁକ୍ତି ନ ପାଇ ବେକାର ଯୁବକ ଡ୍ରଗ ଆଡିକ୍ଟେଡ ହେବା ସହ ବ୍ରାଉନସୁଗାର ଚୋରା ବେପାରରେ ଲିପ୍ତ ରହୁଛନ୍ତି। ଚାକିରି ନ ପାଇ ଦେଶର ମାନବ ସମ୍ବଳ ପଥ ଭ୍ରଷ୍ଟ ହେଉଛିି।…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ : ଓବିସି, ଏସ୍‌ଇବିସିଙ୍କ ପାଇଁ ସଂରକ୍ଷଣ ଲାଗୁ କର

ଭୁବନେଶ୍ୱର,୨୬ା୭(ବ୍ୟୁରୋ) : ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଏବଂ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସ୍‌ଇବିସି) ଲୋକଙ୍କ ପାଇଁ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଚାକିରି କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି…

ଭତାରୁ ବଁଚିତ୍‌ ୧୫ ହକ୍‌ଦାର ହିତାଧିକାରୀ

କୋମନା,୨୬ା୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଲିମାଟି ଗଁାର ୧୫ରୁ ଅଧ୍‌କା ହକ୍‌ଦାର ବୁଢ଼ାବୁଢ଼ି, ଭିନ୍ନକ୍ଷମ ଭତା ପାଏବାରୁ ବଁଚିତ୍‌ ହେଇଥିବାର ଅଭିଯୋଗ ହେଇଛେ। ହିତାଧିକାରୀମାନେ ପଁଚେତ୍‌ରୁ ବ୍ଲକ ତକ୍‌ ଦରକାରୀ କାଗଜପତର ସଂଗେ ଭତାର ଲାଗି ଆବେଦନ…

ବର୍ଷା ପାଇଁ ଇନ୍ଦ୍ର ପୂଜା

ବନ୍ତଳା, ୨୬ା୭(ଡି.ଏନ.ଏ.)-ଜଳାଭାବ ଓ ମରୁଡ଼ି ପରିସ୍ଥିତି ଆଶଙ୍କା ଯୋଗୁ ଚାଷୀ ଚିନ୍ତାରେ ପଡିଥିବାବେଳେ ବର୍ଷା ପାଇଁ ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳ ପୋକତୁଙ୍ଗା ଗ୍ରାମରେ ଇନ୍ଦ୍ରପୂଜା ସହ ହୋମଯଜ୍ଞ ଅନୁଷ୍ଠିତ ହୋଇଛି। ବୁଧବାର ଗ୍ରାମର ରଣେଶ୍ୱର ମନ୍ଦିରରେ ଗ୍ରାମବାସୀ ପୂଜାପାଠର ଆୟୋଜନ…

ଆସିଲା ବ୍ୟବଚ୍ଛେଦ ରିପୋର୍ଟ: ମୃତଦେହରୁ ଗାଏବ ହୋଇନି ଆଖି

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଦୁଇଟି ମୃତଦେହରୁ ଆଖି ଗାଏବ ଅଭିଯୋଗ ଉପରୁ ପରଦା ହଟାଇଛନ୍ତି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ କୁମାର ବେହେରା। ବ୍ୟବଚ୍ଛେଦ ରିପୋର୍ଟରେ ଆଖି କେହି ଚୋରାଇ ନ…

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ: ଚଳିତ ବର୍ଷ ଦୁର୍ଘଟଣା ନେଇଛି ୮୮ ଜୀବନ

ଅନୁଗୋଳ ଅଫିସ, ୨୬।୭-ରାସ୍ତା ଦୁର୍ଘଟଣା ନିୟନ୍ତ୍ରଣ ଓ ଏଥିଜନିତ ମୃତ୍ୟୁ ସଂଖ୍ୟା କମାଇବା ଉପରେ ଗୁରୁବାର ଅନୁଷ୍ଠିତ ଜିଲା ସଡ଼କ ସୁରକ୍ଷା କମିଟି ବୈଠକରେ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁତ୍ୱ ଦେଇଛନ୍ତି। ଚଳିତ ବର୍ଷ ଜିଲାରେ ବିଭିନ୍ନ ସ୍ଥାନରେ ଦୁର୍ଘଟଣା…

ଅନୁଗୋଳରେ ବର୍ଷା, ଲୋକେ ଆଶ୍ୱସ୍ତ: ଭିଜିଲା ଶୁଖିଲା କ୍ଷେତ

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳରେ ଗୁରୁବାର ମଧ୍ୟାହ୍ନରେ ୨ ଘଣ୍ଟା ଧରି ମୂଷଳ ଧାରାରେ ବର୍ଷା ହୋଇଛି। ଏଥିଯୋଗୁ ଲାଗି ରହିଥିବା ଗରମ ଗୁଳୁଗୁଳିରୁ ସହରବାସୀ ମୁକ୍ତି ପାଇଥିବାବେଳେ ଶୁଖିଲା କ୍ଷେତ ଭିଜିବା ଖୁସିରେ ଚାଷୀ ଆଶ୍ୱସ୍ତ ହୋଇଛନ୍ତି। ମଧ୍ୟାହ୍ନ ୨ଟାରୁ ଦୁଇ…

ଏମ୍‌ସିଏଲ୍‌ ଭରତପୁର ଖଣି ଦୁର୍ଘଟଣା: ବର୍ଷା, ଅତଡ଼ା ଖସିବାରୁ ବାଧା

ତାଳଚେର,୨୬ା୭(ନି.ପ୍ର.)-ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର ଖଣିରେ ଖସିପଡ଼ିଥିବା କୋଇଲା ଅତଡା ତଳେ ମଙ୍ଗଳବାର ରାତିରୁ ଚାପି ହୋଇ ରହିଥିବା ୩ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଗୁରୁବାର ପୂର୍ବାହ୍ନରେ ଉଦ୍ଧାର କାର୍ଯ୍ୟ ନିମନ୍ତେ ରାସ୍ତା ନିର୍ମାଣ କରାଯାଉଥିଲେ…

ଚିନାଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

ପରଜଙ୍ଗ, ୨୬।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ଭେଜିଆ ୩ନଂ. କଲୋନୀର ଅସହାୟ ଚିନା ନାୟକ (୮୧)ଙ୍କ ନିକଟରେ ପହଞ୍ଚିଛି ପ୍ରଶାସନ। ତାଙ୍କୁ ଦିଆଯାଇଛି ୭୦୦ ଟଙ୍କା ଭତ୍ତା। ସରପଞ୍ଚ ଦେଇଛନ୍ତି ୧୦ କେଜି ଚାଉଳ। ଖୁବ୍‌ ଶୀଘ୍ର ଆବାସ…

ସାଇସ୍ବରୂପ, ପୀୟୂଷଙ୍କୁ ଏଲୋ ରେଟିଂ ମାନ୍ୟତା

ଢେଙ୍କାନାଳ ଅଫିସ, ୨୬।୭- ଢେଙ୍କାନାଳ ଶ୍ରେୟା ଚେସ୍‌ ଏକାଡେମୀର ଉଦୀୟମାନ ଖେଳାଳି ସାଇସ୍ବରୂପ ମିଶ୍ର ଏବଂ ପୀୟୂଷ କୁମାର ସାହୁଙ୍କୁ ଅନ୍ତର୍ଜାତୀୟ ଏଲୋ ରେଟିଂ ମାନ୍ୟତା ମିଳିଛି। ଚଳିତ ଜୁଲାଇ ୧ରେ ପ୍ରକାଶିତ ରେଟିଂ ତାଲିକାରେ ଉଭୟଙ୍କ ନାମ ସ୍ଥାନ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?