Home

ଲିଙ୍ଗରାଜ ମନ୍ଦିରରେ ଅଘଟଣ: ବଜ୍ରପାତରେ ଜଳିଗଲା ପତାକା, ଯାଞ୍ଚ ପାଇଁ ପହଞ୍ଚିଲା ASI ଟିମ୍‌

ଭୁବନେଶ୍ୱର,୯ା୧୦: ବୁଧବାର ବଜ୍ରପାତରେ ଲିଙ୍ଗରାଜ ମନ୍ଦିର ପତାକା ପୋଡ଼ିଯିବା ପରେ ଗୁରୁବାର ASI ଟିମ୍‌ ପହଞ୍ଚି ଯାଞ୍ଚ କରୁଛି। ତେବେ ପୋଡ଼ି ଯାଇଥିବା ପତାକାକୁ କାଢ଼ି ନୂଆ ପତାକା ଲଗାଯାଇଛି। ବୁଧବାର ଭୁବନେଶ୍ୱରରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହୋଇଥିଲା ।…

ଏହିସବୁ ଦେଶରେ ବ୍ୟବହାର ହୁଏ ଲକ୍ଷେ ଟଙ୍କିଆ ନୋଟ: ନାଁ ଜାଣଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱର ଅନେକ ଦେଶରେ ଲକ୍ଷେ ଟଙ୍କିଆ ନୋଟ ପ୍ରଚଳିତ ହୋଇଥାଏ। ଏହାର ଅର୍ଥ ହେଉଛି ସେଠାକାର ଲୋକମାନେ ସାଧାରଣ ଖର୍ଚ୍ଚ ପାଇଁ ଅଧିକ ମୂଲ୍ୟର ନୋଟ ବ୍ୟବହାର କରନ୍ତି। ବିଶ୍ୱର ଅନେକ ଦେଶରେ, ଏସିଆର କିଛି ଦେଶ ସମେତ ଏକ ଲକ୍ଷ…

ରାତିରେ ଖାଇପିଇ ଶୋଇଥିଲେ ପଦ୍ମଲୋଚନ, କାମୁଡ଼ିଦେଲା ରଣାସାପ: ଆଉ ତା’ପରେ ଘଟିଲା…

ଖଇରା,୯।୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧିନ ଚାନ୍ଦଗୋଛି ଗ୍ରାମର ପଦ୍ମଲୋଚନ ପତି(୮୭) ଘରେ ଶୋଇଥିବାବେଳେ ସାପ କାମୁଡାରେ ପ୍ରାଣ ହରାଇଛନ୍ତି । ବୁଧବାର ରାତିରେ ଘରେ ଖାଇପିଇ ଶୋଇଥିବାବେଳେ ଏକ ରଣାସାପ ଦଂଶନ କରିଥିଲା। ଗୁରୁତର…

ଛାତ୍ରାବାସ ବନ୍ଦ ନିର୍ଦ୍ଦେଶ ପରେ ଅସନ୍ତୋଷ: ଅନ୍ତେବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ତେଜାଗୋଲାରେ ଏନ୍‌ଜିଓ ଦ୍ୱାରା ପରିଚାଳିତ ଏକ ଛାତ୍ରାବାସ ବନ୍ଦ କରିବାକୁ ପ୍ରଶାସନ ତଥା ଜିଲା ଶିଶୁ ସୁରକ୍ଷା ୟୁନିଟ୍‌, ଶିଶୁ ମଙ୍ଗଳ ସମିତି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରାବାସକୁ ବନ୍ଦ କରି ସେଠାରେ…

କନ୍ଧମାଳରୁ କଳାହାଣ୍ଡିକୁ ଲମ୍ବିଛି ଗଞ୍ଜେଇ ଚେର: ଦୁର୍ଗମ ଅଞ୍ଚଳରେ ହେଉଛି ବ୍ୟାପକ ଗଞ୍ଜେଇ ଚାଷ

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ):ରାଜ୍ୟର ମାଲକାନଗିରି, ବୌଦ୍ଧ, କନ୍ଧମାଳ ଭଳି ୮ ଜିଲାରେ ଗଞ୍ଜେଇ ଚାଷ ବ୍ୟାପକ ମାତ୍ରାରେ ହେଉଛି। ଏହି କରିଡରରେ ଏବେ କଳାହାଣ୍ଡି ଜିଲା ସାମିଲ ହୋଇଗଲାଣି। କନ୍ଧମାଳ ସୀମାନ୍ତ ଅଞ୍ଚଳରୁ କଳାହାଣ୍ଡିକୁ ଗଞ୍ଜେଇ ଚାଷର ଚେର ଲମ୍ବିଛି। ଜିଲାର…

ପୁଣି ଅଧିନାୟକ ହେଲେ ରୋହିତ ଶର୍ମା, ଏହି ଟିମ୍‌ରେ ମିଳିଲା…

ନୂଆଦିଲ୍ଲୀ,୮।୧୦: ରୋହିତ ଶର୍ମାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବାକୁ ଯାଉଥିବା ମ୍ୟାଚର ଟିମ ଇଣ୍ଡିଆର ଅଧିନାୟକ ପଦରୁ ହଟାଇ ଦିଆଯାଇଛି। ଯଦିଓ ଏହି କିମ୍ବଦନ୍ତୀ ଖେଳାଳିଙ୍କ କ୍ୟାରିଅର ଏବେ ଶେଷ ପର୍ଯ୍ୟାୟରେ ଅଛି, କିନ୍ତୁ ତାଙ୍କର ଜଲଓ୍ବା ଅକ୍ଷୁର୍ଣ୍ଣ ରହିଛି। ରୋହିତ ଶର୍ମାଙ୍କୁ…

ଆଜି ଭାଜପାର ବଡ଼ ବୈଠକ, ନୂଆପଡ଼ା ଉପନିର୍ବାଚନ ନେଇ ହେବ ବଡ଼ ଘୋଷଣା

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୨୦ ତାରିଖ ହେଉଛି ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ। ନଭେମ୍ବର ୧୧ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ସବୁ ଦଳ ପକ୍ଷରୁ ଉପନିର୍ବାଚନକୁ ନେଇ କସରତ ଆରମ୍ଭ ହୋଇଯାଇଛି। କଂଗ୍ରେସ ଘାସିରାମ…

୧୦ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି : ୩ଦିନ ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୯ା୧୦(ଅନୁରାଧା ମହାରଣା): ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମାସର ପ୍ରଥମ ୮ଦିନରେ ରାଜ୍ୟରେ ହାରାହାରି ୮୬.୩ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସମ୍ପୂର୍ଣ୍ଣ ମାସର ସ୍ବାଭାବିକ ବର୍ଷା ୧୧୨ ମିମିର…

ବିଜେଡିର ବଡ଼ ଘୋଷଣା: ଏହି ୧୧ ବରିଷ୍ଠ ନେତାଙ୍କୁ ମିଳିଲା ସାଂଗଠନିକ ଦାୟିତ୍ୱ, ଜାଣନ୍ତୁ…

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ରାଜ୍ୟ ପଦାଧିକାରୀ ଟିମ୍‌ ଘୋଷଣା କରାଯାଇଛି। ଏଥିରେ ଜଣେ ଉପସଭାପତି, ୨ଜଣ ବରିଷ୍ଠ ସାଧାରଣ ସମ୍ପାଦକ, ୫ ଜଣ ସାଧାରଣ ସମ୍ପାଦକ ଏବଂ ୩ ଜଣ ସମ୍ପାଦକଙ୍କୁ ମିଶାଇ ମୋଟ୍‌ ୧୧ ଜଣ ନେତାଙ୍କୁ…

ଦିନିକିଆ ଅଧିନାୟକ ପଦରୁ ହଟାଯିବା ପରେ ବଡ଼ କଥା କହିଦେଲେ ରୋହିତ: ଗମ୍ଭୀର ନୁହନ୍ତି ବରଂ ଏହି…

ମୁମ୍ବାଇ,୮।୧୦: ନିକଟରେ କ୍ରିକେଟର ରୋହିତ ଶର୍ମାଙ୍କୁ ଦିନିକିଆ କ୍ରିକେଟର ଅଧିନାୟକ ପଦରୁ ହଟାଇ ଦିଆଯାଇଛି। ଏହାର କିଛି ଦିନ ପରେ ସେ ଚାମ୍ପିଅନ୍ସ ଟ୍ରଫି ୨୦୨୫କୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ଏହି ବିଜୟ ପଛରେ ଗୌତମ ଗମ୍ଭୀର ନୁହନ୍ତି…

ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ

ଭୁବନେଶ୍ୱର,୮ା୧୦: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଜନଜାତି ବିଧାୟକ ଓ ସାଂସଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ବିଏଲ୍‌…

ବ୍ରହ୍ମପୁର ଆଇନଜୀବୀଙ୍କୁ ହତ୍ୟା ପ୍ରତିବାଦରେ କୋରାପୁଟ ଆଇନଜୀବୀଙ୍କ କଲମ ଛାଡ଼ ଆନ୍ଦୋଳନ

କୋରାପୁଟ,୮ା୧୦(ଅମିତାଭ ବେହେରା): ବ୍ରହ୍ମପୁରର ବିଶିଷ୍ଟ ସମାଜସେବୀ ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ପ୍ରତିବାଦରେ ବୁଧବାର କୋରାପୁଟ ବାର୍‌ ଆସୋସିଏଶନ ପକ୍ଷରୁ କଲମ ଛାଡ଼ ଆନ୍ଦୋଳନ, ଶୋକସଭା, କୋର୍ଟ ସମ୍ମୁଖ ଠିଆ ହୋଇ ପ୍ରତିବାଦ କରିଛନ୍ତି ଓଡ଼ିଶା ରାଜ୍ୟ ବାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?