Home

ଫକୀରପୁର ଯୁବକଙ୍କ ମୃତ୍ୟୁ ଘଟଣା : ଧୀରେ ଧୀରେ ଖୋଲୁଛି ରହସ୍ୟ

ଆନନ୍ଦପୁର,୨୪।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଗତ ୧୬ ତାରିଖ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ମୃତକ ହେଉଛନ୍ତି ଫକୀରପୁର ଗ୍ରାମର କାଶୀନାଥ ଦାଶଙ୍କ ପୁଅ ମଣ୍ଟୁଣି ଦାଶ ଓରଫ…

ଭିଡ ହିଂସାକୁ ନେଇ ୪୯ ଜଣ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ମୋଦିଙ୍କୁ ଚିଠି: ଉଠିଲା ବିବାଦ, ମଣିରତ୍ନମଙ୍କ ଦସ୍ତଖତ ଜାଲ୍‌

ନୂଆଦିଲ୍ଲୀ: ଦେଶରେ ବଢ଼ୁଥିବା ଭିଡ଼ ହିଂସାକୁ ନେଇ ଚଳଚ୍ଚିତ୍ର ଜଗତରେ ଉଦବେଗ ପ୍ରକାଶ ପାଇଛି। ଏହାକୁ ରୋକିବା ଲାଗି ୪୯ ଜଣ ପ୍ରତିଷ୍ଠିତ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି। ଏହି ଚିଠି ଦେବାର କିଛି ଘଣ୍ଟା…

ଡିଭାଇଡର୍‌ ଉପରେ ଚଢ଼ିଗଲା ୧୨ ଚକିଆ ଯାନ

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ ଛକରେ ନିର୍ମାଣାଧୀନ ଅଧାପନ୍ତରିଆ ତଥା ଅଣଓସାରିଆ ରୋଡ୍‌ ପାସିଂରେ ଯାନବାହନ ଚଳାଚଳ ପାଇଁ ସମସ୍ୟା ସୃଷ୍ଟି ହେଉଛି। ଯାନବାହନଗୁଡ଼ିକ ସୁବିଧାରେ ଯାତାୟାତ କରିପାରୁ ନ ଥିବାବେଳେ ବୁଧବାର ସକାଳେ ଏକ ୧୨ ଚକିଆ ଯାନ…

ଚିନ୍ତା, ଦେହହାତ ଦରଜ ଦୂର କରେ ମୂର୍ଚ୍ଛା ପ୍ରାଣାୟାମ

ମୂର୍ଚ୍ଛା ପ୍ରାଣାୟାମ ଚିନ୍ତା, ଦେହହାତ ଦରଜ ଏବଂ ମାନସିକ ଅବସାଦ ଦୂର କରିଥାଏ। ଏହା ମନକୁ ଶାନ୍ତ କରେ। ମୂର୍ଚ୍ଛା ପ୍ରାଣାୟାମ କରିବା ଶୈଳୀ : ଦୁଇ ଗୋଡ଼କୁ ଜଙ୍ଘ ଉପରେ ରଖି ପଦ୍ମାସନରେ ବସନ୍ତୁ। ଦୁଇ ଆଖି ବନ୍ଦ କରନ୍ତୁ।…

ଟିକ୍‌ଟକ୍‌ରୁ ୬୦ ଲକ୍ଷ ଭିଡିଓ ହଟିଲା

ନୂଆଦିଲ୍ଲୀ, ୨୪।୭: ବିଶ୍ୱର ହଜାର ହଜାର ଯୁବପିଢ଼ିଙ୍କୁ ମାତ୍ର ୨୦ ସେକେଣ୍ଡରେ ନିଜକୁ ବ୍ୟକ୍ତ କରିବାର ଭିଡିଓ ଆପ ଟିକ୍‌ଟକ୍‌ ନିଶା ଘାରିଛି। ଏବେ ଭାରତରେ ୬୦ ଲକ୍ଷରୁ ଅଧିକ ଟିକ୍‌ଟକ୍‌ ଭିଡିଓ ହଟାଇ ଦିଆଯାଇଛି। ଭାରତର କଣ୍ଟେଣ୍ଟ୍‌ ଗାଇଡଲାଇନ୍‌ ଉଲ୍ଲଘଂନ…

ଟାଟା ଷ୍ଟିଲ୍‌ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ଡେଙ୍ଗୁ ସଚେତନତା : ଗଡ଼ିଲା ସୂଚନା ରଥ

ଯୋଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଟାଟା ଷ୍ଟିଲ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ବୁଧବାର ଡେଙ୍ଗୁ ସଚେତନତା କରାଯାଇଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଯୋଡ଼ା ପଶ୍ଚିମ ପ୍ରେକ୍ଷାଳୟରେ ୧ ମାସ ଧରି ଏହି ଅଭିଯାନ ହେବା ନେଇ ଯୋଜନା…

ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା

ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର ଚୁଡ଼ାମଣି ପୁଟେଲଙ୍କ ୧୦ ବର୍ଷୀୟା ଝିଅ ସସ୍ମିତାଙ୍କ କ୍ଷେତ୍ରରେ। ଏଭଳି ଘଟଣା ଜଣାପଡ଼ିବା ପରେ…

କର୍ନାଟକରେ ଗଣତନ୍ତ୍ରର ପରାଜୟ ଘଟିଛି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୪।୭: କର୍ନାଟକ କ୍ଷମତା ଲୋଭିଙ୍କ ବିଜୟ ଏବଂ ଗଣତନ୍ତ୍ରର ପରାଜୟ ଘଟିଛି ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି। କ୍ଷମତା ହାସଲ ପାଇଁ କଂଗ୍ରେସ-ଜେଡିଏସ ମେଣ୍ଟ ସରକାର ପ୍ରଥମ ଦିନରୁ ହିଁ ଟାର୍ଗେଟରେ ରହିଥିଲା। ମେଣ୍ଟ ଭିତରେ…

ପାରିବାରିକ କଳହରୁ ଆତ୍ମହତ୍ୟା ଅଭିଯୋଗ

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ରାଜାତୋଟା ସାହିର ଜଣେ ବ୍ୟକ୍ତି ମଙ୍ଗଳବାର ପରିବାରବର୍ଗଙ୍କ ଅନୁପସ୍ଥିତିରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଏ. ଲକ୍ଷ୍ମୀ ନାରାୟଣ ଆଚାରୀ (୪୫)। ସେ ରାସ୍ତା କଡ଼ରେ ଫାଷ୍ଟଫୁଡ୍‌…

ପାଟକୁରାରେ ବିଜେଡି: ୧୭,୯୨୦ ଖଣ୍ଡ ଭୋଟରେ ବିଜୟଙ୍କୁ ହରାଇଲେ ସାବିତ୍ରୀ, କଂଗ୍ରେସକୁ ଗଲା ମାତ୍ର ୨,୧୦୪ ଭୋଟ

କେନ୍ଦ୍ରାପଡ଼ା ଅଫିସ,୨୪।୭: ପାଟକୁରା ବିଧାନସଭା ଆସନଲାଗି ବୁଧବାର ଭୋଟ ଗଣତି ଶେଷ ହୋଇଛି। ଶେଷ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଛି। ଶେଷରେ ୧୭,୯୨୦…

ବିଲରେ କାମ କରୁଥିବାବେଳେ ମହିଳାଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି କରାଖଣ୍ଡି ଗ୍ରାମର ଜଣେ ମହିଳା ବିଲରେ କାମ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପାଖରେ ଥିବା ଅନ୍ୟ ଚାଷୀମାନେ ତାଙ୍କୁ ଉଦ୍ଧାର କରି ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର…

କଶ୍ମୀର ପ୍ରସଙ୍ଗରେ ଟ୍ରମ୍ପଙ୍କ ମନ୍ତବ୍ୟ: ଜୟଶଙ୍କରଙ୍କ ଉପସ୍ଥିତିରେ ହୋଇଥିଲା ମୋଦି-ଟ୍ରମ୍ପ ଆଲୋଚନା

ନୂଆଦିଲ୍ଲୀ, ୨୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାଶ୍ମୀର ପ୍ରସଙ୍ଗରେ ଦେଇଥିବା ମନ୍ତବ୍ୟକୁ ନେଇ ବୁଧବାର ସଂସଦରେ ପ୍ରବଳ ହଙ୍ଗାମା ଜାରି ରହିଛି। କଂଗ୍ରେସ ପକ୍ଷରୁ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ଏହି ପ୍ରସଙ୍ଗ ଉଠାଯାଇ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?