୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ
ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର ବରିଷ୍ଠ ସହାୟକ ତଥା ପ୍ରତିଷ୍ଠାନ ଶାଖା(Establishment Section)ଦାୟିତ୍ବରେ ଥିବା ବାବୁଲୁ ସୁନାଙ୍କୁ ୨…
ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….
ଖୋର୍ଦ୍ଧା,୨୫।୧୦(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଇନ୍ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ…
ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….
ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ ହେଉଥିବା ଯୁଦ୍ଧ ସର୍ବତ୍ର ଶାନ୍ତି ପାଇଁ ବିପଦ ସୃଷ୍ଟି କରିଥାଏ । ୟୁକ୍ରେନ୍…
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ବ୍ରଜମୋହନ ରାମ ତାଙ୍କୁ…
ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର
ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ ଭାବେ ଲଙ୍ଗର ପକାଇଛନ୍ତି। ସମୁଦ୍ର ଅଶାନ୍ତ ହେବା ସହ ମାଛଧରା ପାଇଁ ସମୁଦ୍ର…
ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ
ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହ ଜିଲାର ସମସ୍ତ ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବାକୁ…
କ୍ରିକେଟ୍ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ
ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ କିଛିଦିନ ହେବ ଗମ୍ଭୀର ରୋଗରେ ପୀଡିତ ରହିଥିବା ବେଳେ ସେ ଶେଷ ନିଶ୍ବାସ…
ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି
ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍ ଓ କବାଟ ତାଲା ଭାଙ୍ଗି କିଛି ଦୁର୍ବୃତ୍ତ ଆଲମିରା ଚାବି ତାଡ଼ି ସେଥିରେ…
ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…
ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ ଏବେ ଚଳଚଞ୍ଚଳ ରିଷିଡ଼ା-ସଲଣ୍ଡିଆମୁଣ୍ଡା ଅଞ୍ଚଳ। ମଙ୍ଗଳମୟ ପରିବେଶ ଏବଂ ବେଦପାଠର ମନ୍ତ୍ରୋଚ୍ଚାରଣ ସହ…
୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା
ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା ଛତ୍ରପୁରର ଯୁବ ଲେଖିକା ତଥା ଚିତ୍ରଶିଳ୍ପୀ ଶୁଭସ୍ମିତା ପଣ୍ଡା। ମାତ୍ର ୧୧ ସପ୍ତାହ…
ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…
ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି ୧୫ ଜୁଆଡ଼ି ଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ସମୁଦାୟ ୮୭,୭୫୦…
ସ୍କୁଲ ବସ୍ରେ ଲାଗିଲା ନିଆଁ, ଜାଣିଶୁଣି କେହି…
ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍ରେ ନିଆଁ ଲାଗି ଜଳିଯାଇଛି। ବସ୍ଟି ହୁତୁହୁତୁ ହୋଇ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ…

