Home

୭୫୦୦ ଟଙ୍କାରୁ ଅଧିକ ଫ୍ଲାଟ୍‌ ମେଣ୍ଟେନାନ୍ସ ଲାଗି ଦେବାକୁ ହେବ ୧୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୪-୭-କେନ୍ଦ୍ର ସରକାର ଫ୍ଲାଟ୍‌ ମେଣ୍ଟେନାନ୍ସରୁ ମଧ୍ୟ ଜିଏସ୍‌ଟି ଆଦାୟ ଲାଗି ସ୍ଥିର କରିଛନ୍ତି। ଏଣିକି ଫ୍ଲାଟ୍‌ ମେଣ୍ଟେନାନ୍ସ ବାବଦରେ ରେସିଡେଣ୍ଟ ଓ୍ବେଲ୍‌ଫେୟାର ଆସୋସିଏଶନକୁ ପ୍ରତି ମାସରେ ୭୫୦୦ ଟଙ୍କାରୁ ଅଧିକ ପ୍ରଦାନ କରାଯାଉଥିଲେ ୧୮% ଜିଏସ୍‌ଟି ଦେବାକୁ ହେବ ବୋଲି ଅର୍ଥ…

କର୍ନାଟକରେ ୩ ପୂର୍ଣ୍ଣକାଳୀନ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭(ପି.ଟି.): ୧୯୫୬ରେ କର୍ନାଟକ ଗଠନ ହେବା ପରଠୁ ଅଦ୍ୟାବଧି ୨୫ ଜଣ ମୁଖ୍ୟମନ୍ତ୍ରୀ ହେଲେଣି। ହେଲେ ରାଜ୍ୟର ରାଜନୈତିକ ଇତିହାସରେ କଂଗ୍ରେସର କେବଳ ୩ ନେତା ପୂର୍ଣ୍ଣକାଳୀନ ମୁଖ୍ୟମନ୍ତ୍ରୀ ଭାବେ ଶାସନ କରିବାରେ ସକ୍ଷମ ହୋଇଛନ୍ତି। ଜେଡିଏସ୍‌ ଏବଂ ଭାଜପାରୁ ଅନ୍ୟ…

ସାଇବର ଅପରାଧ ଯୋଗୁ ଭାରତୀୟ କମ୍ପାନୀଙ୍କୁ ୧୩ କୋଟି କ୍ଷତି

ନୂଆଦିଲ୍ଲୀ,୨୪-୭-ଆଇଟି କ୍ଷେତ୍ରରେ ଦେଶ ଯେତେ ଆଗେଇ ଚାଲିଛି ସେହି ଅନୁପାତରେ ସାଇବର ଅପରାଧ ମଧ୍ୟ ବଢ଼ି ଚାଲିଛି। ୨୦୧୮ ଜୁଲାଇରୁ ୨୦୧୯ ଏପ୍ରିଲ ମଧ୍ୟରେ ଦେଶରେ କମ୍ପାନୀଙ୍କୁ ହାରାହାରି ୧୨.୮୦ କୋଟି ଟଙ୍କା କ୍ଷତି ସହିବାକୁ ପଡିିଛି। ପ୍ରଯୁକ୍ତି କ୍ଷେତ୍ରର ପ୍ରମୁଖ…

ଫ୍ଲାଟ୍‌ ଦେଇ ନ ଥିବା ବିଲ୍ଡରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ

ନୂଆଦିଲ୍ଲୀ,୨୪-୭-ଘର କ୍ରେତାଙ୍କଠାରୁ ଅର୍ଥ ନେଇ ଠିକ୍‌ ସମୟରେ ଫ୍ଲାଟ୍‌ ପ୍ରଦାନ କରୁ ନ ଥିବା ବିଲ୍ଡରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ମଙ୍ଗଳବାର ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଆମ୍ରପାଲି ଗ୍ରୁପ୍‌ ଦ୍ୱାରା ଘର କ୍ରେତାମାନଙ୍କୁ…

ଅନିଲ ଅମ୍ବାନୀଙ୍କ ବିରୋଧରେ ଅବମାନନା ମାମଲା ଖାରଜ

ନୂଆଦିଲ୍ଲୀ,୨୪-୭: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀ ଏବଂ ଅନ୍ୟମାନଙ୍କ ବିରୋଧରେ ଆଗତ ଅଦାଲତ ଅବମାନନା ମାମଲାକୁ ରାଷ୍ଟ୍ରୀୟ କମ୍ପାନୀ ବିଧି ଅପିଲୀୟ ନ୍ୟାୟାଧିକରଣ(ଏନ୍‌ସିଏଲ୍‌ଏଟି) ମଙ୍ଗଳବାର ଖାରଜ କରିଦେଇଛନ୍ତି। ଅଧ୍ୟକ୍ଷ ଜଷ୍ଟିସ୍‌ ଏସ୍‌.ଜେ.ମୁଖୋପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଗଠିତ ଦୁଇ ସଦସ୍ୟ ବିଶିଷ୍ଟ ଖଣ୍ଡପୀଠ…

ପାଗ ଭିଡ଼ୁଛନ୍ତି ୟେଦୁରପ୍ପା

ବେଙ୍ଗାଲୁରୁ,୨୪ା୭: କର୍ନାଟକ ବିଧାନସଭାରେ ୧୪ ମାସର କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜୟବରଣ କରିବା ପରେ ଭାଜପା ରାଜ୍ୟରେ ସରକାର ଗଠନ କରିବା ଲାଗି ଆଗେଇ ଆସିଛି। ୪ ଦିନ ଧରି ଆସ୍ଥାଭୋଟ ଲାଗି ଚାଲିଥିବା ନାଟକକୁ ନିରୀକ୍ଷଣ କରି ନୀରବରେ…

ବିଦାୟ ବେଳାରେ ସରକାରଙ୍କୁ ବିରାଲଙ୍କ ପରାମର୍ଶ: ବନ୍ଦ ହେଉ ଲାଭ ଦେଉ ନ ଥିବା ସବ୍‌ସିଡି ସ୍କିମ୍‌

ମୁମ୍ବାଇ,୨୪-୭ – ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ସ୍ବାଧୀନତା ନେଇ ମୁଖର ଥିବା ଡେପୁଟି ଗଭର୍ନର ବିରାଲ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳର ଶେଷ ଦିନରେ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଅର୍ଥନୀତି ନେଇ କେତେକ ପରାମର୍ଶ ଦେଇଛନ୍ତି। ଫାଇଦା ଦେଉ ନ ଥିବା…

୧୧ ଜିଲାରେ ସ୍ବଳ୍ପ ବୃଷ୍ଟିପାତ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। ସାରା ଦେଶରେ ୧୫ ସ୍ଥାନରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୨୧ ସ୍ଥାନରେ ବର୍ଷାର ପରିମାଣ କମ୍‌ ରହିଛି। ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୩୧ ପ୍ରତିଶତ କମ୍‌ ବର୍ଷା ହୋଇଛି। ସୁନ୍ଦରଗଡ଼,…

ରଣପୁର ଡାକ୍ତରଖାନାରେ ଔଷଧ ବିତରଣ କେନ୍ଦ୍ର:୨୪ ବଦଳରେ ଖୋଲା ରହୁଛି ୬ଘଣ୍ଟା

ରଣପୁର,୨୪ା୭ (ସ୍ବ.ପ୍ର.): ସରକାର ରୋଗୀ ସେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ପ୍ରଚଳନ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ଏହି ସେବାରୁ ଲୋକେ ବଞ୍ଚତ୍ତ ହେଉଛନ୍ତି। ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା…

ଶ୍ରାବଣରେ ମୁଣ୍ଡଫଟା ଖରା, ମରୁଡି ଆଶଙ୍କା

ଖଣ୍ଡପଡା,୨୪ା୭(ସ୍ବ.ପ୍ର.): ଗତ କିଛିଦିନ ହେବ ନୟାଗଡ଼ ଜିଲାରେ ବର୍ଷା ଉଭାନ ହୋଇଯାଇଛି। ଏହାକୁ ନେଇ ଚାଷୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି ା ମୌସୁମୀ ଦୁର୍ବଳ ଅବସ୍ଥାରେ ଥିବାରୁ ଟାଇଁ ଟାଇଁ ଖରାରେ ଧାନ ବିଲ ଏବେ ଶୁଖିଲା ପଡିଛି…

ଫନୀ ଯୋଗୁ ରାଜଧାନୀରେ ଭାଙ୍ଗିଛି ୧ଲକ୍ଷରୁ ଅଧିକ ବୃକ୍ଷ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭୁବନେଶ୍ୱର ଭିତରେ ୧ଲକ୍ଷ ୮ ହଜାର ୫୬୪ ବୃକ୍ଷ ନଷ୍ଟ ହୋଇଛି। ଚନ୍ଦକା ଅଭୟାରଣ୍ୟରେ ୧ଲକ୍ଷ ୧୧ ହଜାର ୭୨୪ ବୃକ୍ଷ ନଷ୍ଟ ହୋଇଯାଇଛି। ଭୁବନେଶ୍ୱର ସହର ଏବଂ ଏହାର ଚତୁଃପାର୍ଶ୍ୱରେ ସବୁଜିମା ପୁନରୁଦ୍ଧାର…

ଯୋଜନାରେ ଅଟକିଛି ପର୍ଯ୍ୟଟନ କ୍ଷେତ୍ରର ବିକାଶ: କାମରେ ଲାଗୁନି ପାନ୍ଥଶାଳା, ବ୍ୟାଖ୍ୟାନ କେନ୍ଦ୍ର

ଖଣ୍ଡପଡ଼ା,୨୪ା୭(ସ୍ବ.ପ୍ର.): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ତଥା ଉନ୍ନତି ନିମନ୍ତେ ବହୁ ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ପ୍ରକୃତପକ୍ଷେ ଏହି ଯୋଜନା କାଗଜକଲମରେ ସୀମିତ ରହୁଥିବା ବେଳେ ତାହା ପର୍ଯ୍ୟଟକ କିମ୍ବା ତୀର୍ଥଯାତ୍ରୀଙ୍କ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?