Home

ନାମର ସରନେମ୍‌ ସ୍ଥାନରେ ରହିବ ଗାଁ ନାମ: ଖାପ୍‌ ପଞ୍ଚାୟତ ନେଲା ନିଷ୍ପତ୍ତି

ଜିନ୍ଦ୍‌,୨୩।୭: ନାମରେ ରହିବନି ଜାତି ଅବା ଧର୍ମର କୌଣସି ସଙ୍କେତ। ସଭିଏଁ ମଣିଷ ଏବଂ ମାନବ ଧର୍ମ ସର୍ବଶ୍ରେଷ୍ଠ। ଏନେଇ ହରିୟାଣାର ଖାପ୍‌ ପଞ୍ଚାୟତ ପକ୍ଷରୁ ନାମର ସରନେମ୍‌ ସ୍ଥାନରେ ଗାଁ ନାମ ରଖିବାକୁ ନିଷ୍ପତ୍ତି ହୋଇଛି। ସ୍ଥାନୀୟ ଜିନ୍ଦ୍‌ ଜିଲାର…

ମା’ଙ୍କ ସହ ଡ୍ୟାନ୍ସ କଲେ ସଲମାନ

ବଲିଉଡର ଭାଇଜାନ ସଲମାନ ଖାନ୍‌ ଫିଲ୍ମ ‘ଭାରତ’ର ସଫଳତା ପରେ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ପ୍ରତିଦିନ କିଛି ଫଟୋ ହେଉ କିମ୍ବା ଭିଡିଓ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରୁଥିବାର ନଜିର ରହିଛି। ନିକଟରେ ସେ ନିଜ ମା’…

ଆନ୍ଧ୍ର ପ୍ରଦେଶର ଘରୋଇ କମ୍ପାନୀରେ ୭୫ ପ୍ରତିଶତ ଚାକିରି ସଂରକ୍ଷିତ ରହିବ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ

ବିଜୟଓ୍ବାଡା,୨୩।୭: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଭଲ ଯୋଜନା କରିଛନ୍ତି। ଏବେ ଆନ୍ଧ୍ର ପ୍ରଦେଶରେ ଥିବା ଘରୋଇ କମ୍ପାନୀରେ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ୭୫ ପ୍ରତିଶତ ଚାକିରି ସଂରକ୍ଷିତ ରହବି ବୋଲି ସେ କହିଛନ୍ତି। ଏମିତି ପଦକ୍ଷେପ ନେବାରେ…

୨୦ ବର୍ଷ ପରେ ପରଦାକୁ ଆସୁଛି ‘ହୋଗି ପ୍ୟାର୍‌ କି ଜିତ୍‌ ’, ନିର୍ମାତାଙ୍କ ପ୍ରଥମ ପସନ୍ଦ ରାଜକୁମାର

ପ୍ରାୟ ୨୦ ବର୍ଷ ପରେ ପୁଣି ଥରେ ପରଦା ଉପରକୁ ଆସିବାକୁ ଯାଉଛି ଫିଲ୍ମ ‘ହୋଗି ପ୍ୟାର୍‌ କି ଜିତ୍‌’। ନିର୍ମାତା ଅନୀଲ ଶର୍ମା ଏବେ ଏହାର ସ୍ବିକ୍ୱେଲ ଉପରେ କାମ କରୁଛନ୍ତି। ଏହି ରୋମାଣ୍ଟିକ୍‌, ଡ୍ରାମା ଭିତ୍ତିକ ଫିଲ୍ମ ପାଇଁ…

ମୁଖ୍ୟମନ୍ତ୍ରୀ ଜଗନମୋହନଙ୍କ ବାସ ଭବନ ସୁରକ୍ଷା ପାଇଁ ୨୫ ଲକ୍ଷ ଖର୍ଚ୍ଚ କରିବେ ରାଜ୍ୟ ସରକାର

ହାଇଦ୍ରାବାଦ୍‌,୨୩।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ ବାସ ଭବନ ସୁରକ୍ଷା ପାଇଁ ୨୪ ଲକ୍ଷ ୫୦ ହଜାର ଟଙ୍କା ମଞ୍ଜୁର କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି କରାଯାଇଥିବା କୁହାଯାଉଛି। ଏହାପୂର୍ବରୁ ଜଗନମୋହନଙ୍କ ଅମରାବତୀସ୍ଥିତ ବାସଭବନର ସୁରକ୍ଷା ପାଇଁ ୮…

ବନ୍ୟାଞ୍ଚଳ ବୁଲି ଦେଖିଲେ ଅମରିନ୍ଦର

ପଟିଆଲା,୨୩।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ବନ୍ୟା ପ୍ରଭାବିତ ପଟିଆଲା ଓ ସନଗୁର ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ଲଗାଣ ବର୍ଷା ଫଳରେ ଘାଘର ନଦୀରେ ଆସିଥିବା ବନ୍ୟା ଏହି ସବୁ ଅଞ୍ଚଳରେ ବ୍ୟାପକ କ୍ଷତି କରିଛି। ଏକର…

ଆଗାମୀ ବିଶ୍ୱକପ୍‌ ପୂର୍ବରୁ ପାକିସ୍ତାନ ଦଳକୁ ସଜାଡି ଦେବି: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌

ଇସଲମାବାଦ୍‌, ୨୩।୭: ୨୦୧୯ ଆଇସିସି ବିଶ୍ୱକପର ସେମିଫାଇନାଲରେ ସ୍ଥାନ ପକ୍କା କରିବାରେ ପାକିସ୍ତାନ ବିଫଳ ରହିଥିଲା। ବିଶ୍ୱକପରୁ ବିଦା ହେବା ପରେ ଖେଳାଳିଙ୍କ ଫିଟ୍‌ନେସ୍‌କୁ ନେଇ ଆଲୋଚନା ହୋଇଥିଲା। ଏନେଇ ମୁହଁ ଖୋଲିଛନ୍ତି ଦେଶର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ସେ କହିଛନ୍ତି,…

ବର୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ଆୟୋଜିତ ହେଲା ବରୁଣ ଯଜ୍ଞମ୍‌

ଚିତୋର,୨୩।୭: ଆଧୁନିକ ବିଜ୍ଞାନ ବଳରେ ମଣିଷ ବହୁ ଚମତ୍କାର କରିବାରେ ଲାଗିଛି। ତେବେ ଏବେ ମଧ୍ୟ ସମାଜର କେତେକ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏଭଳି ଏକ ଘଟଣା ଆନ୍ଧ୍ରପ୍ରଦେଶର ଚିତୋର ଜିଲାରେ ଦେଖିବାକୁ ମିଳିଛି। ସ୍ଥାନୀୟ ଶ୍ରୀକଳହସ୍ତୀଶ୍ୱର ମନ୍ଦିରର…

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ କରିଛନ୍ତି। ସକାଳ ପ୍ରାୟ ୮ଟାରୁ ବାହାରିଥିବା ଏହି ପ୍ରତିନିଧି ଦଳ ରାୟପୁର ଦେଇ ଦିଲ୍ଲୀରେ…

ଆର୍ମି ପୋଷାକରେ ଧୋନୀଙ୍କ ସାଲ୍ୟୁଟ ଭିଡିଓ ପୋଷ୍ଟ କରି ଏମିତି କହିଲେ ଆନନ୍ଦ ମହିନ୍ଦ୍ରା

ଟିମ ଇଣ୍ଡିଆକୁ ଦୁଇଥର ବିଶ୍ୱ ଚାମ୍ପିଅନ କରାଇଥିବା ମହେନ୍ଦ୍ର ସିଂହ ଧୋନୀ ବର୍ତ୍ତମାନ ଦୁଇମାସ ମାସ ପାଇଁ କ୍ରିକେଟ ମଇଦାନରୁ ଦୂରେଇ ରହିବେ। ଏହି ସମୟ ମଧ୍ୟରେ ସେ ଆର୍ମି ଟ୍ରେନିଂ ନେବେ। ଆର୍ମି ଚିଫ ବିପିନ ରାୱତ୍‌ ମଧ୍ୟ ଧୋନୀଙ୍କୁ…

ସେନାରେ ସାମିଲ ହେଲେ ଶହୀଦ ଯବାନଙ୍କ ଭାଇ

ନୂଆଦିଲ୍ଲୀ,୨୩।୭: ପ୍ରାୟ ବର୍ଷେ ତଳେ ଶହୀଦ ହୋଇଥିବା ଯବାନ ଔରଙ୍ଗଜେବଙ୍କ ୨ ସାନ ଭାଇ ସେନାରେ ସାମିଲ ହୋଇଛନ୍ତି। ଗତବର୍ଷ ଜୁନ୍‌ରେ ଆତଙ୍କବାଦୀମାନେ ଔରଙ୍ଗଜେବଙ୍କୁ ଅପହରଣ କରି ହତ୍ୟା କରିଥିଲେ। ସେତେବେଳେ ସେ ଇଦ ପାଳନ କରିବାକୁ ଘରକୁ ଆସୁଥିବା ସମୟରେ…

ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ: ୨୪ରେ ଦେବଗଡ଼ ବନ୍ଦ ଡାକରା

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଦେବଗଡ଼ ପୌରାଞ୍ଚଳ ମାର୍କେଟ ତଥା ବିଭିନ୍ନ ୱାର୍ଡରେ ପୌରପରିଷଦ ପକ୍ଷରୁ ହେଉଥିବା ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧକରି କିଛି ବ୍ୟବସାୟୀଙ୍କ ଦ୍ୱାରା ସ୍ଥାନୀୟ ଗୋପାଲଜୀ ମନ୍ଦିରରେ ଗତ ୧୯ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏ ନେଇ ଏକ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?