Home

କର୍ନାଟକର ବିଦ୍ରୋହୀ ବିଧାୟକ ମାଗିଲେ ୪ ସପ୍ତାହ ସମୟ

ବେଙ୍ଗାଲୁରୁ,୨୩।୭: କର୍ନାଟକ ରାଜନୀତି ଦିନକୁ ଦିନ ନୂଆ ମୋଡ ନେଉଛି। ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀଙ୍କ ମେଣ୍ଟ ସରକାରର ଆସ୍ଥା ଭୋଟକୁ ନେଇ ଚାଲିଛି ନାଟକ। ସୋମବାର ଏହି ଆସ୍ଥା ଭୋଟ ହେବ ବୋଲି ଆଶା କରାଯାଉଥିବା ବେଳେ ଏହା କିନ୍ତୁ ଛିଡି…

ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ-ଚାଇନା ଯୁଦ୍ଧ ବିମାନ

ସିଓଲ,୨୩।୭: ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ ଯୁଦ୍ଧ ବିମାନ ପ୍ରବେଶ କରିଛି। ଏନେଇ ଦକ୍ଷିଣ କୋରିଆ ଜେଟ୍‌ ବିମାନ ଦଳ ଏହା ଉପରେ ସତର୍କ ଫାଇରିଙ୍ଗ୍‌ କରିଥିବା କୁହାଯାଉଛି। ୩ଟି ରୁଷିଆ ଯୁଦ୍ଧ ବିମାନ ବାୟସୀମା ଲଂଘନ କରିଥିବାରୁ ଏଭଳି କରାଯାଇଥିବା…

ଭଗବାନ ରାମଙ୍କ ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନ କରିବେ ୟୁପି ସରକାର

ଲକ୍ଷ୍ନୌ,୨୩।୭: ଉତ୍ତର ପ୍ରଦେଶ ସରକାର ଭଗବାନ ରାମଙ୍କର ଏକ ୨୫୧ ମିଟର ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ଯୋଜନା କରିଛନ୍ତି। ଅଯୋଧ୍ୟାରେ ଏହା ସ୍ଥାପନ କରାଯିବ। ଗୁଜରାଟରେ ପ୍ରତିଷ୍ଠା ହୋଇଥିବା ଷ୍ଟାଚ୍ୟୁ ଅଫ୍‌ ୟୁନିଟି ବା ସର୍ଦ୍ଦାର ବଲ୍ଲଭ ଭାଇ…

ମଦ ଦୋକାନୀଙ୍କୁ ପୁରସ୍କାର ପ୍ରସଙ୍ଗ, ସରକାରୀ ନିଷ୍ପତ୍ତି ହୋଇନାହିଁ : ମନ୍ତ୍ରୀ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଭଲ ରାଜସ୍ବ ପ୍ରଦାନ କରୁଥିବା ମଦ ଦୋକାନୀଙ୍କୁ ପୁରସ୍କାର ଦେବା କଥା ନେଇ ସରକାର କୌଣସି ନିଷ୍ପତ୍ତି ନେଇନାହାନ୍ତି। ଷ୍ଟାଣ୍ଡିଂ କମିଟି ପକ୍ଷରୁ ଏନେଇ କେବଳ ସୁପାରିସ କରାଯାଇଛି ବୋଲି ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ଉତ୍ତର…

ବିଧାନସଭା ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ପ୍ରସଙ୍ଗରେ ଆଲୋଚନା: ଡାକ୍ତର ଅଭାବ ଦୂର ପାଇଁ ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ନାଁରେ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ କରାଯାଇଛି। ହେଲେ ସେଠାରେ ସାମାନ୍ୟତମ ଚିକିତ୍ସା ସୁବିଧା କରା ନ ଯାଇ ଗରିବ ରୋଗୀଙ୍କୁ କଟକ ରେଫର କରିଦିଆଯାଉଛି। ଆର୍ଥିକ ଅବସ୍ଥା…

ଅଖିଳେଶଙ୍କ ଜେଡ୍‌ ପ୍ଲସ୍‌ ସୁରକ୍ଷା ହଟିବ: ରହିବେନି ବ୍ଲାକ୍‌ କ୍ୟାଟ୍‌ କମାଣ୍ଡୋ

ଲକ୍ଷ୍ନୌ,୨୩।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ସୁରକ୍ଷା ଦଳରେ ଏଣିକି ବ୍ଲାକ୍‌ କ୍ୟାଟ୍‌ କମାଣ୍ଡୋ ରହିବେନି। ତାଙ୍କର ଜେଡ୍‌ ପ୍ଲସ୍‌ ସୁରକ୍ଷା ହଟାଇବା ପାଇଁ ଯୋଜନା ହୋଇଛି। ତେବେ ମୁଲାୟମ୍‌ ସିଂ ଯାଦବ ଏବଂ ବହୁଜନ ସମାଜବାଦୀ ପାର୍ଟି ଅଧ୍ୟକ୍ଷା…

ଅଭିନେତ୍ରୀଙ୍କୁ ୬ ମାସ ଜେଲଦଣ୍ଡ

ମୁମ୍ବାଇ,୨୩ା୭(ପି.ଟି.): ଏକ ଚେକ୍‌ ବାଉନ୍ସ ମାମଲାରେ ଅଭିନେତ୍ରୀ କୋଏନା ମିତ୍ରଙ୍କୁ ମୁମ୍ବାଇର ଏକ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ୬ ମାସ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଅନ୍ଧେରୀ ମେଟ୍ରୋପଲିଟାନ୍‌ କୋର୍ଟ ମାଜିଷ୍ଟ୍ରେଟ୍‌ କେତକୀ ଚଭନ୍‌ ରାୟରେ ମଡେଲ୍‌ ତଥା ଅଭିଯୋଗକାରିଣୀ…

ଗୁପ୍ତଚର ଭୂମିକାରେ କଙ୍ଗନା

ନୂଆଦିଲ୍ଲୀ: ଅଭିନେତ୍ରୀ କଙ୍ଗ୍‌ନା ରଣାଓ୍ବତ୍‌ ଅପକମିଂ ଆକ୍ସନ ଥ୍ରିଲର ‘ଧାକଡ଼’ରେ ଜଣେ ଗୁପ୍ତଚର ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏ ସମ୍ପର୍କରେ କଙ୍ଗ୍‌ନା କହନ୍ତି, ‘ଏହା ଏକ ଆକ୍ସନ୍‌ ଫିଲ୍ମ। ଏଥିରେ ଜଣେ ମହିଳା ଅତି ଦୁଃସାହସିକତା ପରିଚୟ ଦେଇ ଏକ…

ପୂର୍ବତଟ ରେଳପଥ ପୁରସ୍କୃତ

ଭୁବନେଶ୍ୱର୨୩-୭(ବ୍ୟୁରୋ): ନିଜ ପରିସୀମା ମଧ୍ୟରୁ ଲକ୍ଷ୍ୟ ଧାର୍ଯ୍ୟର ବହୁ ପୂର୍ବରୁ ମାନବ ବିହୀନ ରେଳ ଲେଭଲ କ୍ରସିଂ ହଟାଇବା କ୍ଷେତ୍ରରେ ପୂର୍ବତଟ ରେଳପଥ ପୁରସ୍କୃତ ହୋଇଛି। ହରିୟାଣାର ଆମ୍ବାଲାଠାରେ ଅନୁଷ୍ଠିତ ୬୪ତମ ରାଷ୍ଟ୍ରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ରେଳପଥକୁ ସମ୍ମାନୀତ…

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପ୍ରସ୍ତାବ

ଓ୍ବାଶିଂଟନ,୨୩ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ପ୍ରସ୍ତାବ ଦେଇଛନ୍ତି। ହ୍ବାଇଟ୍‌ ହାଉସ୍‌ରେ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ସହ ଆଲୋଚନା ବେଳେ ଟ୍ରମ୍ପ୍‌ ଏହା କହିଛନ୍ତି। ଯଦି ଦୁଇ…

କୋଲକାତାକୁ ସ୍ଥାନାନ୍ତର ହେବ ଟାଟାସ୍ପଞ୍ଜ ମୁଖ୍ୟ କାର୍ଯ୍ୟାଳୟ

ଯୋଡ଼ା,୨୩।୭(ଡି.ଏନ.ଏ.)-ଖଣିଜ ସମ୍ପଦ ପ୍ରାଚୁର୍ଯ୍ୟରେ ଭରା ଓଡିଶା ରାଜ୍ୟ ଜାତୀୟ ସମ୍ପଦର ମାଲିକାନା ଅନୁଯାୟୀ ଫାଇଦା ମିଳି ନ ଥିବା ବେଳେ ରାଜ୍ୟର ସର୍ବବୃହତ ଟାଟାସ୍ପଞ୍ଜ ଆଇରନ୍‌ ଲିମିଟେଡ କମ୍ପାନୀ ନିଜର ନାମ ପରିବର୍ତ୍ତନ କରି ଟାଟାଷ୍ଟିଲ ଲଙ୍ଗ ପ୍ରଡକ୍ଟ ଲିଃ ରଖିଛି।…

କ୍ରୋଧରେ କହିଥିଲି: ସତ୍ୟପାଲ୍‌

ଶ୍ରୀନଗର,୨୩ା୭(ପି.ଟି.)-ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ନ ମାରି ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ଗୁଳି କରିବା ଉଚିତ ବୋଲି ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ସୋମବାର ଏଥିପାଇଁ ଦୁଃଖପ୍ରକାଶ କରିଛନ୍ତି। କ୍ରୋଧ ଓ ନୈରାଶ୍ୟର ବଶବର୍ତ୍ତୀ ହୋଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?