Home

ଧୈର୍ଯ୍ୟ ହିଁ ସଫଳତା : ଗଣିତଜ୍ଞ ଆନନ୍ଦ କୁମାର

ବାପାଙ୍କ ଦେହାନ୍ତ ପରେ ତାଙ୍କ ସ୍ଥାନରେ ଆପଣଙ୍କୁ ଚାକିରି ମିଳିଥିଲା। ଗରିବ ପିଲାଙ୍କ ପାଇଁ କାହିଁକି ସରକାରୀ ଚାକିରି ତ୍ୟାଗ କଲେ? କେବେ ଚାହୁଁ ନ ଥିଲେ ଯେ ତାଙ୍କ ପୁଅ ପୋଷ୍ଟ ଅଫିସ୍‌ ଯାଉ। ତାଙ୍କ ଦେହାନ୍ତ ପରେ ମୋତେ…

‘ମନ୍‌ କି ବାତ୍‌’ରୁ ମିଳିଲା ପ୍ରେରଣା: ଗାଁକୁ ସ୍ମାର୍ଟ ରୂପ ଦେଲେ ଗ୍ରାମବାସୀ

ଚଣ୍ଡିଗଡ଼,୨୨।୭: ସରକାର ଦେଶର ବିଭିନ୍ନ ସହରକୁ ସ୍ମାର୍ଟ ରୂପ ଦେବା ପାଇଁ ଯୋଜନା କରିଛନ୍ତି। ତେବେ ପଞ୍ଜାବର ମୋଗା ଜିଲାର ରଣସିଂ କଲା ଗାଁକୁ ଏଭଳି ରୂପ ଦେବାକୁ ଗ୍ରାମବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍‌ କି ବାତ୍‌…

କର୍ନାଟକ ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି

ବେଙ୍ଗାଲୁରୁ,୨୨।୭: କର୍ନାଟକର କଂଗ୍ରେସ ଓ ଜେଡିଏସ ମେଣ୍ଟ ସରକାରକୁ ନେଇ ସଙ୍କଟ ଦେଖାଦେଇଥିବା ବେଳେ ସୋମବାର ବିଧାନସଭାରେ ଆସ୍ଥାଭୋଟ ହେବାର ଯୋଜନା ରହିଛି। ଏଥିପାଇଁ ବିଧାନସଭା ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଧାନସୌଧ ଓ ରାଜଭବନ ରାସ୍ତାରେ ଯଥେଷ୍ଟ ପରିମାଣରେ…

ଚାଓମିନ୍‌ ଫ୍ୟାକ୍ଟ୍ରିରେ ଶିଶୁ ଶ୍ରମିକଙ୍କୁ ନିର୍ଯାତନା : କାମ ନ କରିବାରୁ ମାଡ଼ ଦେଲେ ହେଡ୍‌ ମିସ୍ତ୍ରି

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ଏୟାରଫିଲ୍ଡ ଥାନା ସୁନ୍ଦରପଦା, ବୋତଣ୍ଡା, ଆଦିତ୍ୟନଗରରେ ଥିବା ଏକ ଚାଉମିନ୍‌ ଫ୍ୟାକ୍ଟ୍ରିରେ ଜଣେ ୧୨ ବର୍ଷର ନାବାଳକଙ୍କୁ ନିର୍ଯାତନା ଦିଆଯାଉଥିଲା। ଏପରିକି ସେ କାମ ନ କରିବାରୁ ତାଙ୍କୁ ଫ୍ୟାକ୍ଟ୍ରିରେ କାମ କରୁଥିବା ଜଣେ ହେଡ୍‌ମିସ୍ତ୍ରୀ ନିର୍ଘାତ ମାଡ…

୩ ମାସରେ ୫୦୨ ଝିଅ ନିଖୋଜ : ଭୁବନେଶ୍ୱର, କଟକ ସ୍ଥିତି ଉଦ୍‌ବେଗଜନକ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ) : ରାଜ୍ୟରେ ବଢୁଛି ନିଖୋଜ ଝିଅଙ୍କ ସଂଖ୍ୟା। ଚଳିତ ବର୍ଷ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ୫୦୨ଜଣ ଝିଅ ନିଖୋଜ ହୋଇଛନ୍ତି। ସେଥିମଧ୍ୟରୁ ୭୯ ଜଣଙ୍କ ସନ୍ଧାନ ମିଳିଛି। ଏନେଇ ମଧ୍ୟ ୪୫୫ଟି ମାମଲା ରୁଜୁ ହୋଇଛି। ସେହିଭଳି…

ଖର୍ଚ୍ଚ ହୋଇପାରୁନାହିଁ ବିଜୁ କେବିକେ ଅର୍ଥ : ବିଧାୟକ ପାଣ୍ଠିରୁ ଖର୍ଚ୍ଚ ହୋଇଛି ମାତ୍ର ୬୫ ପ୍ରତିଶତ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ରାଜ୍ୟର ପଛୁଆ ଜିଲାଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହୋଇଛି। ଏଥିପାଇଁ ପ୍ରତି ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଅନୁଦାନ ବ୍ୟବସ୍ଥା ମଧ୍ୟ ରହୁଛି। ହେଲେ ଆଶ୍ଚର୍ଯ୍ୟର ବିଷୟ, କୌଣସି ବର୍ଷରେ ଅନୁଦାନ ଅର୍ଥ…

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର ଖଣି ରାଜସ୍ବ ଆଦାୟ ଲାଗି ଲକ୍ଷ୍ୟ ରଖିଥିବା ବେଳେ ଏହା ବୃଦ୍ଧି ପାଇ ୧୦୪୭୯.୧୮…

ଗାନ୍ଧୀ ପରିବାର ସଦସ୍ୟ ଅଧ୍ୟକ୍ଷ ନ ହେଲେ ୨୪ ଘଣ୍ଟାରେ ଭାଙ୍ଗିବ କଂଗ୍ରେସ: ନଟଓ୍ବର ସିଂ

ନୂଆଦିଲ୍ଲୀ,୨୨।୭: କଂଗ୍ରେସରେ ଅଧ୍ୟକ୍ଷ ପଦ ନେଇ ସଙ୍କଟ ଜାରି ରହିଛି। ଏନେଇ ବରିଷ୍ଠ କଂଗ୍ରେସ ନେତା ନଟଓ୍ବର ସିଂ କହିଛନ୍ତି ଯେ, ଗାନ୍ଧୀ ପରିବାର ସଦସ୍ୟ ଦଳର ଅଧ୍ୟକ୍ଷ ନ ହେଲେ ୨୪ଘଣ୍ଟା ମଧ୍ୟରେ କଂଗ୍ରେସ ଦଳ ଭାଙ୍ଗିଯିବ। ରାହୁଲ ଗାନ୍ଧୀ…

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ ଏକ ମାମଲା ରୁଜୁକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେେଲେ ଏହି ଥାନା ଅଧୀନ ମଧୁପୁର…

କାକଟପୁର ମଙ୍ଗଳାମନ୍ଦିରରେ ଫାଟ : ଦେବୋତ୍ତର ବିଭାଗର ଅଣଦେଖା

କାକଟପୁର, ୨୨ା୭(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁରସ୍ଥିତ ମା’ମଙ୍ଗଳାଙ୍କ ମନ୍ଦିରରେ ଫାଟ। ପ୍ରାୟ ପଞ୍ଚଦଶ ଶତାବ୍ଦୀର ଏହି ମନ୍ଦିର ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଭୁଷୁଡ଼ିବା ଆଶଙ୍କା ସୃଷ୍ଟି ହୋଇଛି। ମନ୍ଦିର ଦକ୍ଷିଣ ଦ୍ୱାର ଉପରେ ପଥର ଭାଙ୍ଗି ବିପଜ୍ଜନକ ଅବସ୍ଥାରେ…

ରେଳ ଯାତ୍ରୀ ବୀମା: ୨ ବର୍ଷରେ ୪୬ କୋଟି ପ୍ରିମିୟମ ସଂଗ୍ରହ

ନୂଆଦିଲ୍ଲୀ,୨୨ା୭: ରେଲଓ୍ବେ ଯାତ୍ରୀ ବୀମା ଯୋଜନା ଅଧୀନରେ ଗତ ଦୁଇବର୍ଷରେ ଘରୋଇ ବୀମା କମ୍ପାନୀ ପ୍ରାୟ ୪୬ କୋଟି ଟଙ୍କାର ପ୍ରିମିୟମ ଅର୍ଜନ କରିଛନ୍ତି। ଏହି ଅବଧିରେ ସେମାନେ ୭ କୋଟି ବୀମା ଦାବି ସମାଧାନ କରିଛନ୍ତି ବୋଲି ଆର୍‌ଟିଆଇ ସୂଚନାରୁ…

୨ ଅପରାଧ ଘଟଣାରେ ୭ ଗିରଫ : ବ୍ରାଉନ୍‌ସୁଗାର, ବିପୁଳ ଟଙ୍କା, ମାରଣାସ୍ତ୍ର ଜବତ

ଜଟଣୀ,୨୨ା୭(ଡି.ଏନ.ଏ.) : ପୃଥକ୍‌ ଦୁଇ ଅପରାଧ ଘଟଣା ଚୋରା ବ୍ରାଉନ୍‌ସୁଗାର କାରବାର ଓ ଡକାୟତି ଯୋଜନା କରୁଥିବା ସମୟରେ ଜଟଣୀ ଥାନା ପୋଲିସ ଚଢାଉ କରି ୭ ଜଣଙ୍କୁ ରବିବାର ଗିରଫ କରିଛି। ବ୍ରାଉନ୍‌ସୁଗାର ଚୋରାରେ ବିକ୍ରୟ କରୁଥିବା ଖବରପାଇ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?