Home

ଗାଡ଼ିରେ ଫାଷ୍ଟଟାଗ ଲାଗି ନଥିଲେ;ଟୋଲ୍‌ରେ ଆଦାୟ ହେବ ଡବଲ ଜରିମାନା

ନୂଆଦିଲ୍ଲୀ,୨୧-୭: ଜାତୀୟ ରାଜପଥ ବ୍ୟବହାର କରୁଥିବା ଗାଡ଼ିଚାଳକଙ୍କ ଜରୁରୀ ଖବର। ଡିସେମ୍ବର ପହିଲା ପୂର୍ବରୁ ଗାଡ଼ିରେ ଫାଷ୍ଟଟାଗ୍‌ ଲଗାଇ ନେବା ଭଲ ହେବ। ନଚେତ୍‌ ଡିସେମ୍ବର ପହିଲାପରେ ଗାଡିରୁ ଦୁଇଗୁଣା ଜରିମାନା ଆଦାୟ କରାଯିବ। ଦେଶରେ ଇଲେକ୍ଟ୍ରୋନିକ ପେମେଣ୍ଟ ଓ ଇଲେକ୍ଟ୍ରୋନିକ…

୪ ଦିନରେ ୬ ଅମରନାଥ ଯାତ୍ରୀ ମୃତ

ଶ୍ରୀନଗର, ୨୧ା୭(ପି.ଟି.) : ଚଳିତବର୍ଷ ଦକ୍ଷିଣ କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫାକୁ ଯାତ୍ରା ଜାରି ରହିଛି। ଗତ ୪ ଦିନ ମଧ୍ୟରେ ୬ ଜଣ ଯାତ୍ରୀ ବିଭିନ୍ନ କାରଣରୁ ପ୍ରାଣ ହରାଇଛନ୍ତି। ଏଥିସହ ଅମରନାଥ ଯାତ୍ରୀରେ ମୃତ୍ୟୁସଂଖ୍ୟା ଏପର୍ଯ୍ୟନ୍ତ ୨୨ରେ ପହଞ୍ଚିଥିବା…

ସଡ଼କ ଦୁର୍ଘଟଣାରେ ୯ ଛାତ୍ର ମୃତ

ପୁଣେ, ୨୧ା୭(ପି.ଟି.) :ପୁଣେ-ସୋଲାପୁର ରାଜପଥରେ ଏକ କାର ଦୁର୍ଘଟଣାଗ୍ରସ୍ତ ହେବାରୁ ୯ ଜଣ ଛାତ୍ର ପ୍ରାଣ ହରାଇଛନ୍ତି। ପୁଣେ ଜିଲାର କଦମ୍‌ଓ୍ବାକ୍‌ ଓ୍ବସ୍ତିଠାରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ମୃତ ଛାତ୍ରମାନଙ୍କ ବୟସ ୧୯ରୁ ୨୩ ମଧ୍ୟରେ ଓ ସେମାନଙ୍କ…

ବଲିଉଡରେ ବର୍ଷେ ପୂରିଲା

ମୁମ୍ବାଇ: ବଲିଉଡରେ ଅଭିନୟ ଜୀବନର ୧ବର୍ଷ ପୂରଣ କରିଛନ୍ତି ଅଭିନେତ୍ରୀ ଜାହ୍ନବୀ କପୁର ଏବଂ ଅଭିନେତା ଇଶାନ ଖଟ୍ଟର। ଦୁହେଁ ଅଭିନୟ କରିଥିବା ଧଡକ ଫିଲ୍ମର ରିଲିଜକୁ ବର୍ଷେ ସମ୍ପୂର୍ଣ୍ଣ ହୋଇଛି। ସୋସିଆଲ୍‌ ମିଡିଆରେ ଏ ସମ୍ପର୍କରେ ସେମାନେ ଭାବାବେଗପୂର୍ଣ୍ଣ ଲେଖା…

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ: ମୃତ୍ୟୁସଂଖ୍ୟା ୧୦୦ ଟପିଲା

ଗୁଆହାଟୀ, ୨୧ା୭(ପି.ଟି.) : ଆସାମ୍‌ରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଖେଳାଇଛି। ଶନିବାର ଏଥିରେ ପୁଣି ୪ ଜଣଙ୍କ ଜୀବନ ଯାଇଥିବାବେଳେ ମୃତ୍ୟୁସଂଖ୍ୟା ୧୦୧ରେ ପହଞ୍ଚିଛି। ଉଦଲ୍‌ଗୁଡ଼ିି, ବାକ୍‌ସା, ଗୋଲାଘାଟ୍‌ ଓ କର୍ବି ଆଙ୍ଗ୍‌ଲଙ୍ଗ୍‌ରେ ଜଣେ ଲେଖାଏ ମୃତ୍ୟୁବରଣ କରିଥିବା ଏନ୍‌ଏଚ୍‌ଏମ୍‌(ଜାତୀୟ ସ୍ବାସ୍ଥ୍ୟ…

ହିମାଙ୍କ ସ୍ବର୍ଣ୍ଣିମ ସଫଳତା ଜାରି

ନୋଭେ ମେଷ୍ଟୋ (ଚେକ୍‌ ରିପବ୍ଲିକ), ୨୧।୭ (ପି.ଟି.)- ତାରକା ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ତାଙ୍କ ସ୍ବର୍ଣ୍ଣିମ ସଫଳତା ଧାରା ଜାରି ରଖିଛନ୍ତି। ଶନିବାର ଏଠାରେ ଅନୁଷ୍ଠିତ ଏକ ପ୍ରତିଯୋଗିତାର ୪୦୦ ମିଟର ରେସ୍‌ରେ ହିମା ପ୍ରଥମ ସ୍ଥାନ ଅଧିକାର…

ଡି. ରାଜା ହେବେ ସିପିଆଇ ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ, ୨୧ା୭(ପି.ଟି.): ରାଜ୍ୟ ସଭା ଏମ୍‌ପି ଡି. ରାଜା ସିପିଆଇର ସାଧାରଣ ସମ୍ପାଦକ ପଦ ଅଳଙ୍କୃତ କରିବାକୁ ଯାଉଛନ୍ତି। ଏହି ପଦରେ ଥିବା ଏସ୍‌. ସୁଧାକର ରେଡ୍ଡୀ ସ୍ବାସ୍ଥ୍ୟଗତ କାରଣରୁ ଇସ୍ତଫା ଦେଇଥିଲେ। ସେ ୨୦୧୨ରୁ ଦଳର ଜାତୀୟ ସାଧାରଣ ସମ୍ପାଦକ…

ରାସ୍ତା କାମ କଲେ ବିଧାୟକ

ପାପଡାହାଣ୍ଡି,୨୧।୭(ଡି.ଏନ୍‌.ଏ): ରାସ୍ତାରେ ପଡି ରହିଥିଲା ମୋରମ ଗଦା। ୟାତାୟାତରେ ସମସ୍ୟା ହେଉଥିଲା। ଲୋକଙ୍କ ଅସନ୍ତୋଷ ପରେ ବି ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିଲା । ଶେଷରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜ ହାତରେ କୋଡ଼ି ଧରି ମୋରମ ସମତୁଲ…

ଅଧିକାରୀଙ୍କ କାର୍‌ନାମା; ପ୍ରତି ମାସରେ ଡିଜିସିଏ,ଏୟାର ଇଣ୍ଡିଆରୁ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୨୧-୭: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ କ୍ରମାଗତ ଏଭଳି ଜଣେ ଅଧିକାରୀଙ୍କୁ ପ୍ରତିବର୍ଷ ୨ କୋଟିରୁ ଊଦ୍ଧ୍ୱର୍ର୍ ଟଙ୍କା ଦରମା ଦେଇଛି ଯିଏକି କମ୍ପାନୀରେ କାମ କରୁ ନ ଥିଲେ। ଏ ସମ୍ପର୍କରେ ତଥ୍ୟ ପ୍ରଘଟ…

ଭିଡ଼ହିଂସା ବିରୋଧରେ ଆଇନ ଆଣିବେ ସରକାର

ନୂଆଦିଲ୍ଲୀ,୨୧ା୭(ଆଇଏଏନ୍‌ଏସ୍‌): ଦେଶରେ ଭିଡ଼ହିଂସା ବଢ଼ିଚାଲିଥିବାରୁ ଏହାକୁ ରୋକିବା ଲାଗି କେନ୍ଦ୍ର ସରକାର ଆଇନ ଆଣିବାକୁ ଯାଉଛନ୍ତି। ପାର୍ଲାମେଣ୍ଟର ଚଳିତ ଅଧିବେଶନରେ ଏନେଇ ସରକାର ବିଲ୍‌ ଆଣିପାରନ୍ତି ବୋଲି କେତେକ ସୂତ୍ରରୁ ଜଣାପଡ଼ିଛି। ଭିଡ଼ହିଂସା ବିରୋଧରେ ଆଇନ ଆଣିବା ଲାଗି ସୁପ୍ରିମକୋର୍ଟ ବର୍ଷକ…

କଳାହାଣ୍ଡି ଜିଲା ଚିଠି: ଏକଦା ମରୁଡିପ୍ରବଣ ଜିଲା ଏବେ ବନ୍ୟାପ୍ରବଣ ଜିଲା

ମୌସୁମୀ ଆଉ ଆଗଭଳି ଠିକଣା ଗତିରେ ଆସୁନାହିଁ। ସାଧାରଣତଃ ଲଘୁଚାପଜନିତ ବର୍ଷା ହିଁ ହେଉଛି। ଲଘୁଚାପଜନିତ ଲଗାଣ ବର୍ଷା ବି ଆମ କର୍ତ୍ତୃତ୍ୱ ବାହାରେ। ଅନିୟମିତ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥାଏ। ଯାହାକୁ ଫ୍ଲାଶ୍‌…

ଦୁର୍ନୀତିରେ ଉବୁଟୁବୁ ଖଦି ବୋର୍ଡ: ଖାଇଗଲେ ମହୁଚାଷୀଙ୍କ ଟଙ୍କା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦୁର୍ନୀତିରେ ଉବୁଟୁବୁ। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ ହୋଇଛି। ଏହି ମହାଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?