Home

ଗେମ୍‌ ଖେଳୁଛି ପାକିସ୍ତାନ: ଆମେରିକା ସହ ସମ୍ପର୍କ ରଖି ଚାଇନାକୁ ବିବାହ କରୁଛି

ଇସଲାମାବାଦ,୨୦।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପ୍ରଥମ ଉଚ୍ଛସ୍ତରୀୟ ବୈଠକ ଲାଗି ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦେଖି ଏବେ ବିଶେଷଜ୍ଞମାନେ କହିଛନ୍ତି ପାକିସ୍ତାନ ଓ୍ବାଶିଂଟନ ଓ ଇସଲାମାବାଦ ମଧ୍ୟରେ ସମ୍ପର୍କ ସ୍ଥାପନ କରିବା ଲାଗି ଦୁଇ ପ୍ରକାର…

ସ୍ତ୍ରୀଙ୍କୁ ଭରଣପୋଷଣ ଆଦେଶ ଦେଲେ ଅଦାଲତ: ୫ ବସ୍ତା କଏନ୍‌ ନେଇ କୋର୍ଟରେ ପହଞ୍ଚିଲେ ସ୍ବାମୀ

ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ଏକ ପରିବାର ଅଦାଲତଙ୍କ ରାୟ ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଛନ୍ତି। ଏଭଳି ଏକ ରୋଚକ ଘଟଣା ଛତିଶଗଡ଼ରେ ଘଟିଛି। ସ୍ଥାନୀୟ ପାମ୍‌ଗଢ଼ ଥାନା ଅଞ୍ଚଳରେ ବାସକରୁଥିବା ପୁନିରାମ ସାହୁ ଏବଂ…

ଆସିକା: ସ୍କୁଲରେ ବିସ୍ଫୋରଣ, ୨ ଛାତ୍ର ଗୁରୁତର

ଆସିକା, ୨୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ସକାଳ ପ୍ରାୟ ସାଢ଼େ ୯ଟାରେ ବୋମା ବିସ୍ଫୋରଣଘଟି ୨ ଛାତ୍ର ଗୁରୁତର ହୋଇଛନ୍ତି। ସେମାନେ ହେଲେ…

ବ୍ରିଟେନ୍‌ ତୈଳ ଟ୍ୟାଙ୍କରକୁ ଅଟକ ରଖିଲା ଇରାନ୍‌: ୨୩ କର୍ମଚାରୀଙ୍କ ମଧ୍ୟରେ ଅଛନ୍ତି ୧୮ ଭାରତୀୟ

ଲଣ୍ଡନ,୨୦।୭: ଇରାନ ବିଟ୍ରେନ୍‌ର ତୈଳ ଟ୍ୟାଙ୍କରକୁ ଅଟକ ରଖିଛି। ଟ୍ୟାଙ୍କରରେ ଥିବା ୨୩ ଜଣ କର୍ମଚାରୀଙ୍କ ମଧ୍ୟରେ ୧୮ ଭାରତୀୟ ଥିବା କୁହାଯାଉଛି। ସ୍ଥାନୀୟ ହୋରମୁଜ୍‌ ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ହେଲିକପ୍ଟର ଏବଂ ୪ଟି ଜାହାଜ ସହାୟତାରେ ତୈଳ ଟ୍ୟାଙ୍କରକୁ ଚାରିପଟୁ…

ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି। ତେବେ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଡାର ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଶନିବାର ପୂର୍ବାହ୍ନ ୯ଟାରେ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ସେଲିଂ ମାଡ଼ କରାଯାଇଛି। ଏହାର ଜବାବ୍‌ରେ…

କାଉଡି ଯାତ୍ରା ପାଇଁ ଜୁଲାଇ ୨୩ରୁ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ହରିଦ୍ୱାର,୨୦।୭: ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିବା ବେଳେ ଆରମ୍ଭ ହୋଇଛି କାଉଡି ଯାତ୍ରା। ଶିବଭକ୍ତମାନେ ବିଭିନ୍ନ ନଦୀରୁ ଜଳ ଉଠାଇ ଜଳାଭିଷେକରେ ବାହାରିଛନ୍ତି। ଏହି ସମରେ ଉତ୍ତରଖଣ୍ଡର ହରିଦ୍ୱାରରେ ପ୍ରବଳ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ଜୁଲାଇ ୨୩ରୁ ୩୦…

କର୍ନାଟକ ସଙ୍କଟ: ମୋଦି ସରକାରଙ୍କ ପାଇଁ ୩୫୬ ଧାରା ଜାରି ଲାଗି ପୁଣି ଏକ ସୁଯୋଗ

ନୂଆଦିଲ୍ଲୀ,୨୦।୭: କର୍ନାଟକରେ ସଙ୍କଟ ଲାଗି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପାଇଁ ସାମ୍ବିଧାନିକ ଧାରା ୩୫୬ର ଉପଯୋଗ କରିବା ଲାଗି ଦ୍ୱିତୀୟ ଇନିଂସ୍‌ରେ ପୁଣି ଏକ ସୁଯୋଗ ଆଣିଦେଇଛି। ତେବେ ଏହା ପୂର୍ବରୁ ଦୁଇ ରାଜ୍ୟରେ ୩୫୬ ଧାରା…

ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ଆରମ୍ଭ: ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୪୪ ହଜାର ୭୪୭ ମତଦାତା

ଡେରାବିଶ, ୨୦।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାମିଶ ବ୍ଲକର ୨୬ଟି ପଞ୍ଚାୟତ,…

ଭରସା ସାଜିଛି ବିପଦସଙ୍କୁଳ ବାଉଁଶ ପୋଲ

ସାକ୍ଷୀଗୋପାଳ, ୨୦ା୭(ଡି.ଏନ୍‌.ଏ.): ରତ୍ନଚିରା ଖଲାସୀ ନାଳପାରି ହେବାପାଇଁ ସ୍ଥାୟୀ ସେତୁଟିଏ ନାହିଁ। ଫଳରେ ପୁରୀଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ ମଧୁବନ ମାଳର ଲୋକମାନେ ବିପଦସଙ୍କୁଳ ଭାବେ ବାଉଁଶ ପୋଲରେ ପାରି ହେଉଛନ୍ତି। ବର୍ଷବର୍ଷ ଧରି ସେମାନେ ଏହି ଅସ୍ଥାୟୀ…

ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ୍‌: ଯାତ୍ରୀଙ୍କୁ ଖାଦ୍ୟରେ ନିଶାଦେଇ ଲୁଟ୍‌

କଟକ ଅଫିସ,୨୦ା୭: ଟ୍ରେନରେ ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ। ରାଜ୍ୟ ବାହାରୁ ଟ୍ରେନରେ ଓଡ଼ିଶା ଆସୁଥିବା ଯାତ୍ରୀମାନଙ୍କୁ ଏହି ଗ୍ୟାଙ୍ଗର ସଦସ୍ୟମାନେ ଟାର୍ଗେଟ କରୁଛନ୍ତି। ଟ୍ରେନ୍‌ରେ ଯାତ୍ରୀଙ୍କ ସହ ଭାବ ବିନିମୟ କରୁଛନ୍ତି। ତାଙ୍କ ବିଷୟରେ ସବୁକିଛି ଜାଣିବା ପରେ ଖାଦ୍ୟ…

ଅଗଷ୍ଟ ୧୫ରେ ‘ମିଶନ୍‌ ମଙ୍ଗଲ’ ରିଲିଜ୍‌

ମୁମ୍ବାଇ: ଅଗଷ୍ଟ ୧୫ରେ ‘ମିଶନ୍‌ ମଙ୍ଗଲ’ ରିଲିଜ ହେବାକୁ ଯାଉଛି। ଏହାର ଟ୍ରେଲର ରିଲିଜ ହୋଇସାରିଥିବାବେଳେ ଏହା ସୋସିଆଲ ମିଡିଆ ୟୁଜର୍ସଙ୍କୁ ଅନୁପ୍ରେରିତ କରିଛି। ସବୁଠୁ ଅଧିକ ଆକର୍ଷଣୀୟ ହୋଇଛି ଅଭିନେତା ଅକ୍ଷୟ କୁମାରଙ୍କ ଦମ୍‌ଦାର ସଂଳାପ: ‘ମୁଝେ ଅଭିତକ୍‌ ନହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?