Home

ବିବେକ କୁମାର ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ, ୨୦ା୭(ପି.ଟି.): ଭାରତୀୟ ବିଦେଶ ସେବା (ଆଇଏଫ୍‌ଏସ୍‌) ଅଫିସର ବିବେକ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ବିବେକଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ୨୦୦୪ ବ୍ୟାଚ୍‌ର ଏହି…

ବିମାନ ଦୁର୍ଘଟଣାରେ ୩ ମୃତ

ବିମାନ ଦୁର୍ଘଟଣାରେ ୩ ମୃତ ଲିଉଟସ୍କ, ୨୦ା୭ : ଜର୍ମାନ ସୀମାରେ ଏକ ଛୋଟ ବିମାନ ଦୁର୍ଘଟଣା ହେବା ଫଳରେ ୩ଜଣ ପ୍ରାଣ ହରାଇଥିବା ଅଷ୍ଟ୍ରିଆର ଅଧିକାରୀ ପ୍ରକାଶ କରିଛନ୍ତି। ଗୁରୁବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଥିଲା। ଲିଉଟସ୍କ ସହର ନିକଟ…

ମାନବାଧିକାର ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ, ୨୦ା୭: ଲୋକ ସଭାରେ ଶୁକ୍ରବାର ମାନବାଧିକାର ସୁରକ୍ଷା ସଂଶୋଧନ ବିଲ୍‌ ଗୃହୀତ ହୋଇଛି। ଏହା କାର୍ଯ୍ୟକାରୀ ହେଲେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟଙ୍କ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିବ। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ…

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ୯ ମାସ ମଧ୍ୟରେ ରାୟ ଦିଅ; ସ୍ବତନ୍ତ୍ର ବିଚାରପତିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୦ା୭(ପି.ଟି.) : ବହୁଚର୍ଚ୍ଚିତ ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଆଗାମୀ ୯ ମାସ ମଧ୍ୟରେ ରାୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ,…

ମହାପ୍ରଭୁଙ୍କୁ ଦର୍ଶନ କଲେ ବିଶ୍ୱଭୂଷଣ

ପୁରୀ ଅଫିସ, ୨୦ା୭: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ବିଶ୍ୱଭୂଷଣ ହରିଚନ୍ଦନ ଶୁକ୍ରବାର ଅପରାହ୍ନରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପ୍ରାୟ ଅଧଘଣ୍ଟା ମନ୍ଦିରରେ ବିତାଇବା ପରେ ସେ ଫେରିଥିଲେ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ କହିଥିଲେ, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ…

ଆସାମ, ବିହାର ବନ୍ୟା ମୃତ୍ୟୁସଂଖ୍ୟା ୧୫୦

ନୂଆଦିଲ୍ଲୀ,୨୦ା୭(ପି.ଟି.): ବିହାର ଓ ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ଉନ୍ନତି ଦେଖାଦେଇଥିବାବେଳେ ୧ କୋଟି ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷା ଓ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୧୫୦ ଛୁଇଁଛି। ଦିଲ୍ଲୀ ବ୍ୟତୀତ ସମଗ୍ର ଉତ୍ତର ଭାରତରେ ସ୍ବଳ୍ପରୁ ମଧ୍ୟମ…

ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା ପାଇଁ ସ୍ମାର୍ଟ ସିଟି ମିଶନ ପକ୍ଷରୁ ନୂଆ ଆପ୍‌ କାର୍ଯ୍ୟକାରୀ କରାଯିବ। ସ୍ମାର୍ଟସିଟି…

ରହିଲାନି ମହଲତ ମୂଲ୍ୟ

ବେଙ୍ଗାଲୁରୁ,୨୦ା୭(ପି.ଟି.): କର୍ନାଟକ ବିଧାନସଭାରେ ଆସ୍ଥାଭୋଟ ପାଇଁ ଦୁଇଦିନ ଧରି ଚାଲିଥିବା କସରତ ଶେଷରେ ଅମୀମାଂସିତ ହୋଇ ରହିଯାଇଛି। ବାଚସ୍ପତି କେ.ଆର୍‌. ରମେଶ କୁମାର ସୋମବାର ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କୁ ଶୁକ୍ରବାର ସନ୍ଧ୍ୟା ୬ଟା…

ଗୋରୁ ଚୋରି ସନ୍ଦେହ: ୩ ଜଣଙ୍କୁ ପିଟି ହତ୍ୟା

ପାଟନା,୨୦ା୭: ବିହାରର ସରନ୍‌ ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁଚୋରି ସନ୍ଦେହରେ ୩ ଜଣଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟିପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ପାଟନାଠାରୁ ୬୦ କିମି ଉତ୍ତରରେ ବଣିଆପୁର ଥାନା ଅନ୍ତର୍ଗତ ନନ୍ଦଲାଲ…

କାହିଁ ଏତେ ଅନୁକମ୍ପା

ଭୁବନେଶ୍ୱର,୨୦।୭: ଗ୍ରାମାଞ୍ଚଳ କଥା ଛାଡ଼ନ୍ତୁ, ଖୋଦ୍‌ ରାଜଧାନୀ ଭୁବନେଶ୍ୱରର ସବୁ ଅଞ୍ଚଳରେ ୨୪ ଘଣ୍ଟା ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ହୋଇପାରୁନାହିଁ। ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଲେ ରାଜ୍ୟରେ ବିଦ୍ୟୁତ୍‌ ସଂଯୋଗୀକରଣ, ବଣ୍ଟନ ଓ ଶୁଳ୍କ ଆଦାୟ ପାଇଁ ଦାୟିତ୍ୱ ନେଇଥିବା ସଂସ୍ଥା…

ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଅସନ୍ତୋଷ: ଶସ୍ୟବୀମା ସହାୟତା ରାଶି ମିଳିନି

ବୋଲଗଡ଼,୨୦ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ ସଂପୁର ପ୍ରାଥମିକ ସେବା ସମବାୟ ସମିତି ଧାନ ମଣ୍ଡିରେ ଧାନ ବିକ୍ରି ହୋଇ ନ ପାରିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି । ସମିତିରେ ଧାନ ବିକ୍ରି ହୋଇ ପାରି ନ ଥିବା ଓ ବିଗତ ବର୍ଷର…

କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଘରୋଇ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀଙ୍କୁ ଲୁଟ କରାଯାଉଛି। ଏପରି କି ମୃତ୍ୟୁ ପରେ ମଧ୍ୟ ଟଙ୍କା ନ ଦେଲେ ମୃତଦେହ ଛଡ଼ା ଯାଉନାହିଁ। ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?