Home

ମୌସୁମୀ ନିଷ୍କ୍ରିୟ, ଚାଷୀ ହତାଶ:୧୬,୮୪୩ ହେକ୍ଟର ଜମି ପଡ଼ିଆ

ରୂପ୍‌ସା, ୧୯।୭-ଚଳିତବର୍ଷ ବର୍ଷା ନିୟମିତ ହେଉ ନ ଥିବାରୁ ଧାନ ଅମଳ ହେବାର ସମ୍ଭାବନା କ୍ଷୀଣ ହୋଇଛି। ବର୍ଷା ଅଭାବରୁ ଚାଷୀ ହାତ ବାନ୍ଧି ବସିଛି। ମୌସୁମୀ ସକ୍ରିୟ ହେଉ ନ ଥିବାରୁ ଆଦୌ ବର୍ଷା ହେଉନାହଁି। ଜୁଲାଇ ମାସର ୧୮…

କଟକ ସାଇ ହଷ୍ଟେଲରେ ରହିପାରିବେ ନାହିଁ ଭଲିବଲ ଖେଳାଳି

କଟକ ଅଫିସ,୧୯|୭- ରାଜ୍ୟ ଭଲିବଲ କ୍ରୀଡ଼ା ପ୍ରତି ଘନେଇଛି ବଡ଼ ଧରଣର ସଙ୍କଟ। ଓଡ଼ିଶାକୁ ଭାରତୀୟ କ୍ରୀଡ଼ାର କେନ୍ଦ୍ରସ୍ଥଳ ବୋଲି ବିବେଚନା କରାଯାଉଥିବା ବେଳେ ଭଲିବଲ ଭଳି ଏକ ଅଲିମ୍ପିକ କ୍ରୀଡ଼ାକୁ କଟକ ସାଇ ହଷ୍ଟେଲରୁ ବାଦ ଦେବା ପାଇଁ ଏବେ…

ରାଜ୍ୟଗୋଷ୍ଠୀ ଟିଟି ସେମିଫାଇନାଲ:ଭାରତର ପ୍ରତିଦ୍ୱନ୍ଦ୍ୱୀ ସିଙ୍ଗାପୁର

କଟକ ଅଫିସ,୧୯|୭-ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସେମିଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ମହିଳା ବିଭାଗ ସେମିରେ ସିଙ୍ଗାପୁରକୁ ଭେଟିବ ଭାରତ। ଅନ୍ୟ ସେମିଫାଇନାଲରେ ଇଂଲଣ୍ଡ ଓ ନାଇଜେରିଆ ମଧ୍ୟରେ ମୁକାବିଲା ହେବ। ସେହିପରି ପୁରୁଷ ବିଭାଗ ସେମିଫାଇନାଲରେ…

କେନିଆ ଧାବିକାଙ୍କୁ ୮ବର୍ଷ ବାସନ୍ଦ

ନାଇରୋବି, ୧୮ା୭ (ଏଏଫ୍‌ପି)-କେନିଆର ମାରାଥନ ଧାବିକା ସାଲୋମ୍‌ ବିଓଟ ୮ବର୍ଷ ପାଇଁ ସସ୍‌ପେଣ୍ଡ ହୋଇଛନ୍ତି। ଦ୍ୱିତୀୟ ଥର ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବାରୁ ତାଙ୍କୁ ଏହି ଦଣ୍ଡବିଧାନ କରାଯାଇଛି। ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ (ଏଆଇୟୁ) ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ଜୁନ୍‌ରେ…

ଟିମ୍‌ ସିଲେକ୍ସନ କମିଟି ବୈଠକ ଘୁଞ୍ଚିଲା

ନୂଆଦିଲ୍ଲୀ, ୧୯|୭ (ପି.ଟି.)-ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପାଇଁ ଭାରତୀୟ କ୍ରିକେଟ ଦଳ ମନୋନୟନ ଲାଗି ହେବାକୁଥିବା ସିଲେକ୍ସନ କମିଟି ବୈଠକକୁ ସ୍ଥଗିତ ରଖାଯାଇଛି। ସମ୍ପାଦକଙ୍କ ପରିବର୍ତ୍ତେ ପ୍ୟାନେଲର ଚେୟାରମ୍ୟାନଙ୍କ ଆବାହକତ୍ୱରେ ଏହି ବୈଠକ ହେବ ବୋଲି ପ୍ରଶାସକ କମିଟି(ସିଓଏ)ର ନିର୍ଦ୍ଦେଶ ପରେ ଏହି…

ପିଟି ଉଷା ଆଇଏଏଫ୍‌ର ଭେଟେରାନ ପିନ୍‌ ମନୋନୀତ

ନୂଆଦିଲ୍ଲୀ,୧୯|୭(ପିଟି)- ଦେଶର ଟ୍ରାକ୍‌ ଓ ଫିଲ୍ଡ କିମ୍ବଦନ୍ତୀ ପି.ଟି. ଉଷାଙ୍କୁ ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍‌ ଆଥ୍‌ଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌)ର ଭେଟେରାନ ପିନ ଭାବେ ମନୋନୀତ କରାଯାଇଛି। ଉଷା ଭାରତର ଅନ୍ୟତମ ଶ୍ରେଷ୍ଠ ଧାବିକା। ଟ୍ରାକ୍‌ରେ ଚମକପ୍ରଦ କ୍ୟାରିୟର ଯୋଗୁ ତାଙ୍କୁ କୁଇନ୍‌…

ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଲେଖାଏ ବୋନସ୍‌ ଦେଲା ଓ୍ବିପ୍ରୋ

ବେଙ୍ଗାଲୁରୁ,୧୯-୭: ଦେଶର ଅନ୍ୟତମ ପ୍ରମୁଖ ଆଇଟି କମ୍ପାନୀ ଓ୍ବିପ୍ରୋ ଲିମିଟେଡ ଏହାର ଜୁନିୟର କର୍ମଚାରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ବୋନସ୍‌ ପ୍ରଦାନ କରିଛି। ଓ୍ବିପ୍ରୋରେ ନିଜର କ୍ୟାରିୟର ଆରମ୍ଭ କରିଥିବା ଏବଂ ଅତିକମ୍‌ରେ ୩ ବର୍ଷର ଅଭିଜ୍ଞତା ରହିଛି ସେମାନଙ୍କୁ…

ଭାରତର ଜିଡ଼ିପି ଅନୁମାନ ୭%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୯-୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି) ଅଭିବୃଦ୍ଧି ହାର ଅନୁମାନକୁ ୭.୨ରୁ ୭%କୁ ହ୍ରାସ କରିଛି। ଗୁରୁବାର ଏଡିବି ପକ୍ଷରୁ ଜାରି ରିପୋର୍ଟରେ କୁହାଯାଇଛି ଯେ, ବିକଶିତ ଦେଶଗୁଡ଼ିକର ଆର୍ଥିକ ଅଭିବୃଦ୍ଧି…

ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଏଥିରୁ ହଟାଇ ଦିଆଯାଇଛି। ଗୁରୁବାର ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି ମନ୍ତ୍ରିଗୋଷ୍ଠୀ ଏୟାର…

ଡିଜିଟାଲ ଟ୍ରାଞ୍ଜାକ୍‌ସନ ୫୧% ବୃଦ୍ଧି

ନୂଆଦିଲ୍ଲୀ,୧୯-୭: ଦେଶରେ ଡିଜିଟାଲ ଟ୍ରାଞ୍ଜାକ୍‌ସନ ୨୦୧୮୦୧୯ରେ ୫୧% ବୃଦ୍ଧି ପାଇ ୩,୧୩୩.୫୮ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସରକାର ଗୁରୁବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଜ୍ୟ ସଭାରେ ବିଭିିନ୍ନ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ରବିଶଙ୍କର…

ଆସନ୍ତାବର୍ଷ ଫେବୃୟାରୀରେ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯-୭: ଆସନ୍ତାବର୍ଷ ଫେବୃୟାରୀ ୧୧ରୁ ତିନିଦିନ ଧରି ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି କରାଯିବ ବୋଲି ବ୍ରିଟେନ ହାଇକୋର୍ଟ ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ଏଥିପୂର୍ବରୁ ଚଳିତ ମାସ ୨ରେ ଲଣ୍ଡନ ହାଇକୋର୍ଟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ବିରୋଧରେ…

ବଜାଜର ୨ ନୂଆ ମଡେଲ ବଜାରରେ

ଭୁବନେଶ୍ୱର, ୧୯-୭: ବଜାଜ ଅଟୋ ପକ୍ଷରୁ ନୂଆ ପ୍ଲାଣ୍ଟିନା ୧୧୦ ଏଚ୍‌-ଗିୟର ଏବଂ ସିଟି ୧୧୦ ମଡେଲ ବଜାରକୁ ଆସିଛି। ହାଇଓ୍ବେ ରାଇଡିଂକୁ ନଜରରେ ରଖି ନୂଆ ପ୍ଲାଣ୍ଟିନାକୁ ପ୍ରସ୍ତୁତ କରାଯାଇଛି। ଏଥିରେ ଡିଜିଟାଲ କନସୋଲ ଏବଂ ଗିୟରସିଫ୍ଟ ଗାଇଡ ସ୍ଥାନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?