Home

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ/କୈଳାଶ ଚନ୍ଦ୍ର ପଟ୍ଟନାୟକ): ସମଗ୍ର ଚିଲିକାରେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ପକ୍ଷରୁ ଚିଲିକାକୁ ଆଗମନ କରିଥିବା ବିଦେଶାଗତ ଏବଂ ଦେଶୀୟ ପକ୍ଷୀଙ୍କ ଗଣନା ଚାଲିଛି। ଏଥିରେ ଅବସରପ୍ରାପ୍ତ ଜଙ୍ଗଲ ବିଭାଗ ଅଧିକାରୀ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ କର୍ମଚାରୀ, ଓୟୁଏଟିର ଅଧାପକ,…

୪୦ ବର୍ଷ ପରେ ପ୍ରଥମଥର ଘଟିଲା ଏମିତି… ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହର ବଦଳିଲା ସ୍ଥାନ

ଓ୍ବାଶିଂଟନ୍‌,୧୮।୧: ଜାନୁଆରୀ ୨୦ରେ ସାରା ବିଶ୍ୱର ନଜର ଆମେରିକା ଉପରେ ରହିବ। ଏହି ଦିନ ଡୋନାଲ୍ଡ ଟ୍ରମ୍ପ ଆମେରିକାର ନୂତନ ରାଷ୍ଟ୍ରପତି ଭାବରେ ଶପଥ ନେବାକୁ ଯାଉଛନ୍ତି। ପାଣିପାଗ ବିଭାଗ ଦ୍ୱାରା ଜାରି କରାଯାଇଥିବା ଥଣ୍ଡା ସତର୍କତା ଯୋଗୁ ଟ୍ରମ୍ପଙ୍କ ଶପଥ…

ଅଧିକାରୀ ବଦଳୁଛନ୍ତି, ଉଚ୍ଛେଦ ହେଉନି

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବ୍ୟସ୍ତବହୁଳ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାରେ ସରକାରୀ କଳ ହାତ ବାନ୍ଧି ବସିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଉଚ୍ଛେଦ ସପକ୍ଷରେ ଉଚ୍ଚ ନ୍ୟାୟାଳୟ ଗତ ଦେଢ଼ବର୍ଷ ମଧ୍ୟରେ…

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଏହାପରେ ଅର୍ଥନୈତିକ…

ବୁଲାବୁଲି ସାରି ଘରକୁ ଫେରୁଥିଲେ, ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଗଲା ଚଳନ୍ତା କାର୍‌

ବାଲିଗୁଡା,୧୭।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତିରେ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ଚଳନ୍ତା କାର୍‌ ହଠାତ୍‌ ନିଆଁ ଲାଗି ହୁତୁ ହୁତୁ ଯାଇଥିଲା। ଏହି…

ଟ୍ରକ୍‌ ଧକ୍କାରେ ଚାଲିଗଲା ଅଭିନେତାଙ୍କ ଜୀବନ, ଶୁଟିଂ ପାଇଁ ଯାଉଥିଲେ…

ମୁମ୍ବାଇ: ଟେଲି ଧାରାବାହିକ ‘ଧର୍‌ତିପୁତ୍ର ନନ୍ଦିନୀ’ ଫେମ୍‌ ଅଭିନେତା ଅମନ୍‌ ଜୈସଓ୍ବାଲଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ବାଇକ୍‌ ଯୋଗେ ଶୁଟିଂକୁ ଯାଉଥିଲେ। ମୁମ୍ବାଇର ଜାଗେଶ୍ୱରୀ ହାଇଓ୍ବେରେ ଟ୍ରକ୍‌ ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାର ୨୫-୩୦ ମିନିଟ୍‌ରେ ତାଙ୍କ…

ଏତେ କୋଟି ଟଙ୍କା କରଜ କରିଛନ୍ତି ଏଏପିର ବଡ଼ ବଡ଼ ନେତା, ଜାଣନ୍ତୁ କେଜରିଓ୍ବାଲଙ୍କ କେତେ?

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀର ନିର୍ବାଚନ ଲଢ଼େଇରେ ଆମ ଆଦମୀ ପାର୍ଟିର ସମସ୍ତ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଛନ୍ତି। ନିର୍ବାଚନୀ ସତ୍ୟପାଠ ଅନୁଯାୟୀ ବଡ଼ ତଥ୍ୟର ଖୁଲାସା ହୋଇଛି। ଦିଲ୍ଲୀର ୧୦ଜଣ ଏଏପିର ବଡ଼ ନେତାଙ୍କ ମଧ୍ୟରୁ ୭ ଜଣ କରଜରେ ବୁଡି…

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇପାରି…

କୋହଲି-ବୁମରାଙ୍କ ଅଟୋଗ୍ରାଫ ଥିବା ବ୍ୟାଟ୍‌ ଦାନ କରିଦେଲେ ନାଥନ ଲିଅନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୧: ଅଷ୍ଟ୍ରେଲିଆ କ୍ରିକେଟର ନାଥନ ଲିଅନ ନିଜ ଦେଶର ଏଭଳି ଖେଳାଳିଙ୍କ ପାଇଁ କାମ କରିଥାନ୍ତି ଯାହାଙ୍କୁ ସମର୍ଥନର ଆବଶ୍ୟକତା ରହିଛି। ଏଥିଲାଗି ସେ ବଡ଼ ପଦକ୍ଷେପ ଉଠାଇ ନିଜର କିଛି ସାମଗ୍ରୀ ଦାନ କରିଛନ୍ତି, ଯେଉଁଥିରେ ବିରାଟ କୋହଲି ଏବଂ…

ଭାରତୀୟ ଟିମ୍‌ରେ ଚାପେଲ ଯୁଗ ଭଳି ସ୍ଥିତି; ଡ୍ରେସିଂ ରୁମ୍‌ ଅବସ୍ଥା ଚିନ୍ତାଜନକ; ବର୍ଷିଲେ ହରଭଜନ…

ନୂଆଦିଲ୍ଲୀ,୧୭।୧: ମୁଖ୍ୟ କୋଚ୍‌ ଭାବେ ଗୌତମ ଗମ୍ଭୀର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଭାରତୀୟ ଟିମ୍‌ ପ୍ରଦର୍ଶନକୁ ନେଇ ସମାଲୋଚିତ ହେଉଛି। ଏଥିନେଇ ଡ୍ରେସିଂ ରୁମ୍‌ର ସ୍ଥିତି ବଦଳିବା ଭଳି ମନେ ହେଉଛି। କେତେବେଳେ ଖେଳାଳି ତ କେବେ ଖେଳାଳି-କୋଚ୍‌ଙ୍କ ମଧ୍ୟରେ…

ଇଣ୍ଡିଆ ପରେ ଦିଲ୍ଲୀରେ ଭାଙ୍ଗିଲା ଏନଡିଏ ମେଣ୍ଟ! ବଡ଼ ଆକ୍ସନ ନେଲେ ଅଜିତ ପାଓ୍ବାର, ଟେନଶନରେ ମୋଦି

ନୂଆଦିଲ୍ଲୀ,୧୭।୧: ଭାଜପାକୁ ବଡ଼ ଝଟ୍‌କା। କାରଣ ଦିଲ୍ଲୀ ନିର୍ବାଚନରେ ମଇଦାନକୁ ଓହ୍ଲାଇଛି ଏନସିପି। ଅଜିତ ପାଓ୍ବାରଙ୍କ ଦଳ ଏନସିପି ଦିଲ୍ଲୀରେ ଡେବ୍ୟୁ କରିଛି। ଏଥିସହ ବିଧାନସଭା ର୍ନିବାଚନ ପାଇଁ ୩୦ ଜଣ ପ୍ରାର୍ଥୀଙ୍କ ତାଲିକା ମଧ୍ୟ ଘୋଷଣା କରିଛି। ଦଳ ମହାରାଷ୍ଟ୍ରରରେ…

ବସଷ୍ଟାଣ୍ଡରେ ସାଙ୍ଗଙ୍କୁ ଛାଡ଼ିବାକୁ ଯାଇ ଘରକୁ ଫେରି ନ ଥିଲେ, ସାପୁଆ ନାଳରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଗୋପାଳପୁର,୧୭।୧(ନବୀନ ରାଜ ଆଚାରୀ): ଗତ ୧୪ ତାରିଖରୁ ନିଖୋଜ ଥିଲେ ଯୁବକ। ଶୁକ୍ରବାର ନାଳରେ ଭାସୁଥିବା ଅବସ୍ଥାରେ ଠାବ ହୋଇଛି ମୃତଦେହ। ମୃତକ ହେଲେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ପାଟପୁର ଗ୍ରାମର ଶାନ୍ତନୁ ନାୟକ (୨୩)। ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri