ମାଓବାଦୀ ପ୍ରବଣ ଅଞ୍ଚଳରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଥାନା
ସୁକମା,୧୮।୭: ଛତିଶଗଡ଼ ସୁକମାର ମାଓବାଦୀ ପ୍ରବଣ ଅଞ୍ଚଳରେ ଏବେ ଭ୍ରାମ୍ୟମାଣ ଥାନା ଆରମ୍ଭ ହୋଇଛି। ଏଠାକାର ଦୁର୍ଗମ ଅଞ୍ଚଳରେ ବହୁ ଅପରାଧ ଘଟୁଥିଲେ ମଧ୍ୟ ଲୋକେ ମାଓବାଦୀଙ୍କ ଭୟରେ ଏନେଇ ମାମଲା ଦାଏର କରିବାକୁ ଭୟ କରିଥାନ୍ତି। ତେବେ ଏଣିକି ଲୋକମାନଙ୍କୁ…
ଛୋଟାଙ୍କୁ ୩ ଦିନ ରିମାଣ୍ଡରେ ନେବ ଏସ୍ଟିଏଫ୍
ଖୋର୍ଦ୍ଧା ଅଫିସ,୧୮।୭: ଖୋର୍ଦ୍ଧା ଜିଲାର ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କୁ ଗୁରୁବାର, ଶୁକ୍ରବାର ଓ ଶନିବାର ୩ ଦିନ ପାଇଁ କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ରିମାଣ୍ଡରେ ନେବ। ଏନେଇ ଖୋର୍ଦ୍ଧା ଏସ୍ଡିଜେଏମ୍ ଶ୍ରଦ୍ଧାଞ୍ଜଳି ରାୟଙ୍କ କୋର୍ଟରେ ଏସ୍ଟିଏଫ୍ ୭ ଦିନ…
ହସ୍ପିଟାଲରେ ସ୍ଥାନର ଅଭାବ ଯୋଗୁ ଚିକିତ୍ସା ପାଇଁ ଆସିଥିବା ୧୦୦ ଶିଶୁଙ୍କୁ ନିଜ ବଙ୍ଗଳାକୁ ନେଲେ ଜିଲାପାଳ
ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସେ ହେଉଛନ୍ତି ଅଭିଷେକ ସିଂ। ସ୍ଥାନୀୟ ସିହାଓ୍ବଲ ଅଞ୍ଚଳରେ ଥିବା ଏକ ସରକାରୀ ହସ୍ପିଟାଲକୁ ଡାଏରିଆ ଲୋପ ଅଭିଯାନ ଅନ୍ତର୍ଗତ ବହୁ ଶିଶୁ ଆସିଥିଲେ। ସେମାଙ୍କମଧ୍ୟରୁ ଅଧିକାଂଶଙ୍କଠାରେ…
ଚନ୍ଦ୍ରୟାନ-୨ର ପରୀକ୍ଷଣ ପାଇଁ ଧାର୍ଯ୍ୟ ହେଲା ତାରିଖ
ଶ୍ରୀହରିକୋଟା,୧୮।୭: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଗତ ଜୁଲାଇ ୧୫ରେ ଚନ୍ଦ୍ରୟାନ-୨ର ଉତ୍କ୍ଷେପଣ କରାଯିବାକୁ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ଶେଷ ମୂହୁର୍ତ୍ତରେ ଯାନ୍ତ୍ରୀକ ତ୍ରୁଟି ଦର୍ଶାଇ ଏହାକୁ ସ୍ଥଗିତ ରଖାଯାଇଥିଲା। ଭାରତୀୟ ମହାକାଶ ଗବେଷଣା ସଂସ୍ଥା…
କୁଳଭୂଷଣଙ୍କ ପାଇଁ ଭାରତ ଖର୍ଚ୍ଚ କଲା ମାତ୍ର ଏକ ଟଙ୍କା, ପାକିସ୍ତାନର ଖର୍ଚ୍ଚ ୨୦ କୋଟି
ହେଗ,୧୮ା୭: ଅନ୍ତର୍ଜାତୀୟ ଅଦାଲତ କୁଳଭୂଷଣ ଯାଦବଙ୍କ ମୃତ୍ୟୁ ଦଣ୍ଡାଦେଶ ଉପରେ ରହିଥିବା ସ୍ଥଗିତାଦେଶକୁ ବଳବତ୍ତର ରଖିଛନ୍ତି। ଏହି ହାଇପ୍ରୋଫାଇଲ ମାମଲା ପାଇଁ ଭାରତ ମାତ୍ର ଏକ ଟଙ୍କା ଖର୍ଚ୍ଚ କରିଥିଲାବେଳେ, ପାକିସ୍ତାନ ୨୦ କୋଟି ଟଙ୍କା ଖର୍ଚ୍ଚ କରିଛି ବୋଲି ଜଣାପଡିଛି।…
ଆନିମେସନ୍ ଷ୍ଟୁଡ଼ିଓରେ ଅଗ୍ନିକାଣ୍ଡ
ଟୋକିଓ,୧୮।୭: ଜାପାନର ଏକ ଆନିମେସନ୍ ଷ୍ଟୁଡ଼ିଓରେ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୨ରୁ ଅଧିକ ଲୋକ ଜୀବନ ଦଗ୍ଧ ହୋଇଥିବା କୁହାଯାଉଛି। ସ୍ଥାନୀୟ କୟୋଟାଠାରେ ଥିବା ୩ ମହଲା ଏହି ଷ୍ଟୁଡ଼ିଓରେ ଏକ ଟିଭି ବିଜ୍ଞାପନର ଶୁଟିଂ…
ଅନାହାର ପୀଡ଼ିତଙ୍କୁ ମାରିବା ପାଇଁ ‘ଡେଥ୍ ସ୍କ୍ବାଡ୍’ ଗଠିତ
କାରାକସ,୧୮।୭: ଭେନେଜୁଏଲାର ଖାଦ୍ୟ ସଙ୍କଟ ପରିସ୍ଥିତି ବିଷୟରେ ବିଶ୍ୱବାସୀଙ୍କ ଅଳ୍ପବହୁତେ ଜ୍ଞାନ ରହିଛି। ଏଠାରେ ଲୋକଙ୍କ ପାଖରେ କୋଟି କୋଟି ଟଙ୍କା ଥିଲେ ମଧ୍ୟ ଖାଦ୍ୟର ଘୋର ଅଭାବ ଫଳରେ ଲୋକେ ଅନାହାରରେ ମରିବା ସହ ଦେଶ ଛାଡି ଅନ୍ୟତ୍ର ଚାଲି…
ବନ୍ୟା ବିଭୀଷିକାର ଭୟଙ୍କର ରୂପ: ଭାସିଯାଇଥିବା ଏକ ଶିଶୁର କରୁଣ ଚିତ୍ର
ନୂଆଦିଲ୍ଲୀ,୧୮ା୭: ପ୍ରବଳ ବର୍ଷା ଯୋଗୁ ଭାରତର ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ମୁଜାଫରପୁରର ଶିବାୟପଟ୍ଟୀ ଥାନା ଅନ୍ତର୍ଗତ ଶିତଲପଟ୍ଟୀ ଗ୍ରାମରେ ଏକ…
ଷ୍ଟିଚ୍ ବେଳେ ରହିଗଲା ଛୁଞ୍ଚି
କେନ୍ଦ୍ରାପଡା ଅଫିସ, ୧୮ା୭: ଏକ ଅଭାବନୀୟ ଘଟଣା ପାଇଁ ଚର୍ଚ୍ଚାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ। ପ୍ରସୂତିକାଳୀନ ଷ୍ଟିଚ୍ ପରେ ମହିଳାଙ୍କ ଗୋପନୀୟ ଅଙ୍ଗରେ ଛୁଞ୍ଚି ରହିଯିବା ଭଳି ଏକ ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଏ ନେଇ ସମ୍ପୃକ୍ତା…
ଧନୀଙ୍କ ପସନ୍ଦ ଦୁବାଇ
ଭୁବନେଶ୍ୱର,୧୮ା୭(ବ୍ୟୁରୋ):ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ପ୍ରମୁଖ ସହର ଦୁବାଇର ଦୃଢ଼ ଆର୍ଥିକ ବ୍ୟବସ୍ଥା, ଉଚ୍ଚତମ ଅଟ୍ଟାଳିକା, ଉନ୍ନତମାନର ଅନ୍ତଃରାଷ୍ଟ୍ରୀୟ ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ, ବ୍ୟବସାୟ ପ୍ରତିଷ୍ଠାନ, ସୌନ୍ଦର୍ଯ୍ୟଭରା ସମୁଦ୍ରକୂଳ, ବିକଶିତ ରାଷ୍ଟ୍ର ସହ ସମକକ୍ଷ ସାମାଜିକ ବିଧିବ୍ୟବସ୍ଥା ଗତ କିଛି ବର୍ଷ ହେଲା…
ଲିଭର ପ୍ରତିରୋପଣ କରିବାକୁ ଆସିଥିବା ଇରାକ ନାଗରିକଙ୍କଠାରୁ ପୋଲିସ୍ ପୋଷାକରେ ୨୦ ଲକ୍ଷ ଲୁଟିନେଲେ ଲୁଟେରା
ନୋଏଡ଼ା,୧୮।୭: ଦିଲ୍ଲୀର ନୋଏଡ଼ା ଥାନା ଅନ୍ତର୍ଗତ ଏକ୍ସପ୍ରେସ୍ ଓ୍ବେ ନିକଟରେ ଘଟିଛି ଏକ ଅଭାବନୀୟ ଘଟଣା। ଲିଭର ପ୍ରତିରୋପଣ ପାଇଁ ଆସିଥିବା ଇରାକର ଜଣେ ନାଗରିକଙ୍କଠାରୁ ୨୦ ଲକ୍ଷ ୬୧ ହଜାର ଟଙ୍କା ଲୁଟେରା ଲୁଟି ନେଇଛନ୍ତି। ଲୁଟେରାମାନେ ପୋଲିସ ପୋଷାକରେ…
ଦେଖା ହେଲା ପ୍ରେମ ହେଲା
ପ୍ରେମ କେତେବେଳେ କେଉଁଠି ହୁଏ ତାହା ଆକଳନ କରିବା କଷ୍ଟକର। ତେବେ ଅନେକ ସମୟରେ ପ୍ରଥମ ଦେଖାରେ ହିଁ ପ୍ରେମ ହୋଇଯାଏ। ସେହି ପ୍ରେମକୁ ଆଗେଇ ନେବା ସମୟରେ ଅନେକ ପରସ୍ଥିତିର ସାମନା କରିବାକୁ ପଡିଥାଏ। ସେଭଳି ଏକ ଭିନ୍ନ ଧରଣର…

