ବନ୍ଦ ହେବ ଗରିବ ରଥ
ନୂଆଦିଲ୍ଲୀ,୧୮।୭: ଗରିବ ରଥର ହେବ ନବକଳେବର। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଗରିବ ରଥ ଟ୍ରେନ୍କୁ ଖୁବ୍ଶୀଘ୍ର ସୁପରଫାଷ୍ଟ ଟ୍ରେନ୍ରେ ପରିବର୍ତ୍ତନ କରାଯିବ। ଏହାସହ ଏହାର କୋଚ୍ରେ ପରିବର୍ତ୍ତନ କରାଯିବ। ୧୨ଟି ଶୀତତାପ ନୀୟନ୍ତ୍ରିତ କୋଚ୍ର ସଂଖ୍ୟାକୁ ୧୬କୁ ବୃଦ୍ଧି…
‘ଅଞ୍ଚଳଭିତ୍ତିକ ପାରମ୍ପରିକ କୃଷିକୁ ଅଣଦେଖା ନେଇ ଗୃହରେ ଉଦ୍ବେଗ’
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ୬୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭରଶୀଳ। ହେଲେ ସରକାର କୃଷି ଏବଂ କୃଷକଙ୍କୁ ନେଇ ରହିଥିବା ପ୍ରକୃତ ସମସ୍ୟା ହୃଦୟଙ୍ଗମ କରିବାରେ ଅସମର୍ଥ ବୋଲି ଖର୍ଚ୍ଚଦାବି ଆଲୋଚନା ବେଳେ ଏକାଧିକ ବିରୋଧୀ ସଦସ୍ୟ ମତ ରଖିଛନ୍ତି। ଆଲୋଚନାକୁ…
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାରିପଦା ଅଫିସ,୧୮।୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ମୟୂରଭଞ୍ଜ ଜିଲା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ହୃଦେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ବାରିପଦା ସହର ପ୍ରଫୁଲ୍ଲ ନଗରସ୍ଥିତ ବାସଭବନ, ଉଦଳା ନୁଦଡିହାସ୍ଥିତ ପୈତୃକଘର, ବାଙ୍ଗିରିପୋଷିସ୍ଥିତ…
ଏହି ଅଭିନେତାଙ୍କୁ ରକ୍ତରେ ଚିଠି ଲେଖି ପଠାଉଥିଲେ ଯୁବତୀ
ବଲିଉଡର ପ୍ରଥମ ସୁପରଷ୍ଟାର ହେଲେ ରାଜେଶ ଖାନ୍ନା। ତାଙ୍କର ପ୍ରକୃତ ନାଁ ହେଲା ଯତିନ ଖାନ୍ନା। କିନ୍ତୁ ଫିଲ୍ମ ଲାଇନରେ ପାଦ ଥାପିବା ପରେ ସେ ଯତିନରୁ ପାଲଟି ଯାଇଥିଲେ ରାଜେଶ। ସେତେବେଳେ ଯୁବତୀମାନେ ତାଙ୍କ ପାଇଁ ଏକପ୍ରକାର ପାଗଳ ଥିଲେ।…
ଶେଷରେ ବୁଝିଲେ
ସିନେମାଟିଏ ସାଇନ୍ କରିବା ପୂର୍ବରୁ ଶାହରୁଖ ଜୋକ୍ କରିବାକୁ ପସନ୍ଦ କରିଥାଆନ୍ତି। ଭାରତୀୟ ହକି ଟିମ୍ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଚକ୍ ଦେ ଇଣ୍ଡିଆ’ର କୋଚ୍ ଭୂମିକାରେ ସେ ଅଭିନୟ କରିଥିଲେ। ହେଲେ ଫିଲ୍ମଟି ସାଇନ୍ କରିବା ସମୟରେ ଏକ ମଜାଦାର…
ଅଯୋଧ୍ୟା ମାମଲା: ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା; ଅଗଷ୍ଟ-୨ଠାରୁ ଶୁଣାଣି
ନୂଆଦିଲ୍ଲୀ,୧୮।୭: ଅଯୋଧ୍ୟା ମାମଲାରେ ସୁପ୍ରିମ୍କୋର୍ଟ ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଅଗଷ୍ଟ ୨ଠାରୁ ଓପନ କୋର୍ଟରେ ଏହାର ଶୁଣାଣି କରାଯିବ। ଅଗଷ୍ଟ ୨ରେ ଅପରାହ୍ନ ୨ଟା ପରେ କୋର୍ଟ ଖୋଲିଲେ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ…
ଦୀପିକାଙ୍କ ସ୍ଲିମ୍ ଟ୍ରିମ୍ ମିଶନ
ଦୀପିକା ପାଦୁକୋନ୍-ପୁଣି ସେ ସ୍ଲିମ୍ ଟ୍ରିମ ମିଶନରେ ବ୍ୟସ୍ତ। ଏହାକୁ ଅନେକ ସହଜରେ ହଜମ କରିପାରିବେ ନାହିଁ। କାରଣ ସେମିତି ଦେଖିବାକୁ ସେ ତ ପତଳୀ। ପୁଣି ସେଥିରେ ଆହୁରି ପତଳା ହେବାକୁ ଚାହୁଁଛନ୍ତି? କଥାଟି ସତ। ନିକଟରେ ସେ ଏକ…
ପାଟକୁରା ବିକାଶ ମୁଁ ନିଜେ ଦେଖିବି: ନବୀନ
ଡେରାବିଶ/ପାଟକୁରା, (ସ୍ବ.ପ୍ର./ ଡି.ଏନ୍.ଏ.) ୧୮ା୭: ଆସନ୍ତା ୨୦ ତାରିଖ ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଗୁରୁବାର ସନ୍ଧ୍ୟା ସୁଦ୍ଧା ନିର୍ବାଚନ ପ୍ରଚାର ହେବାକୁ ଥିବା ବେଳେ ବୁଧବାର ପାଟକୁରା ନିର୍ବାଚନମଣ୍ଡଳୀରେ ପହଞ୍ଚତ୍ଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହାଇଟେକ୍…
ଡ୍ରଗ୍ସ୍ ଯୋଗୁ ଯୁବବର୍ଗଙ୍କ ମଧ୍ୟରେ ଏଡସ୍ ସଂକ୍ରମଣଙ୍କ ସଂଖ୍ୟା ବଢୁଛି
ଚଣ୍ଡିଗଡ଼,୧୮।୭: ଯୁବବର୍ଗଙ୍କ ମଧ୍ୟରେ ଡ୍ରଗ୍ସ୍ର ନିଶା ପ୍ରଭାବ ବିସ୍ତାର କରିଚାଲିଛି। ଭାରତର ବିଭିନ୍ନ ରାଜ୍ୟ ମଧ୍ୟରୁ କେତେକ ପଶ୍ଚିମ ରାଜ୍ୟରେ ଏହାଦ୍ୱାରା ଅଧିକ ସଂଖ୍ୟକ ଯୁବବର୍ଗ ପ୍ରଭାବିତ ହେବାରେ ଲାଗିଛନ୍ତି। ଏକ ରିପୋର୍ଟ ଅନୁସାରେ ପଞ୍ଜାବରେ ଅଧିକ ସଂଖ୍ୟକ ଯୁବବର୍ଗ ଡ୍ରଗ୍ସ୍…
ଦିଆସିଲି ବୋଝେଇ ଟ୍ରକ ଜଳିଗଲା
ଭଣ୍ଡାରିପୋଖରୀ,୧୮।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୧୬ନଂ. ଜାତୀୟ ରାଜପଥର ଛତାବର ଛକ ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦିଆସିଲି ବୋଝେଇ ଟ୍ରକ ଜଳିଯାଇଛି। ଟ୍ରକଟି ପାଣିକୋଇଲି ପଟୁ ଭଦ୍ରକ ଆଡ଼କୁ ଯାଉଥିଲା। କୌଣସି ଯାନ୍ତ୍ରିକ ତ୍ରୁଟି…
କୁଳଭୂଷଣଙ୍କ ଉପରେ ଦିଆଯାଇଥିବା ରାୟକୁ ସ୍ବାଗତ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ
ଇସଲମାବାଦ, ୧୮।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଭାରତର ବିଜୟ ହୋଇଛି। ଇଣ୍ଟରନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ଭାରତ ସପକ୍ଷରେ ରାୟ ଦେଇଛନ୍ତି। ଅବସରପ୍ରାପ୍ତ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କ ନାମରେ ଗୁଇନ୍ଦାଗିରି ଏବଂ ଆତଙ୍କବାଦ ଆଦି ଅଭିଯୋଗ ଆଣି…
୫୦ ବର୍ଷ ପରେ ମିଳିଲା ବୋତଲରେ ବନ୍ଦ ଥିବା ଚିଠି
କାନବେରା,୧୮।୭: ପରସ୍ପର ମଧ୍ୟରେ ଚିଠି ଦିଆନିଆ ସାଧାରଣ କଥା। ମାତ୍ର ୫୦ ବର୍ଷ ପରେ ବୋତଲରେ ବନ୍ଦଥିବା ଚିଠି ମିଳିବା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଝାୟା ଇଲିଅଟ୍ ନାମକ ଜଣେ ୯ ବର୍ଷ ବାଳକକୁ ଏଭଳି ଏକ…

