Home

ଦିନକୁ ଘଣ୍ଟାଏ ଶରୀରକୁ ଦିଅ

ସିରିଏଲ ଅଭିନେତା ରାକେଶ ଧଳ, ଯିଏକି ବହୁତ କମ ଦିନ ମଧ୍ୟରେ ଟେଲିଭିଜନ ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଫିଟ୍‌ ରହିବା ସହ ଅଭିନୟରେ ନିଜର ନିପୁଣତା ଦେଖାଇ ଦର୍ଶକଙ୍କ ଭଲପାଇବା ପାଇ ପାରିଛନ୍ତି। ତରଙ୍ଗ, ସାର୍ଥକ…

‘ମାଟିହାଣ୍ଡି ମଟନ’

ବର୍ତ୍ତମାନ ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟ ସ୍ଥାନୀୟ ଖାଦ୍ୟ ଓ ଗ୍ରାହକଙ୍କ ପସନ୍ଦ ଅନୁଯାୟୀ ଭିନ୍ନ ଭିନ୍ନ ଡିସ୍‌ ପରଷୁଛନ୍ତି। ତେବେ ମୟୂରଭଞ୍ଜ ଆସିଲେ ଲୋକେ ଖାସି ମାଂସ ଖାଇବାକୁ ଭଲ ପାଇଥାନ୍ତି। କାରଣ ଏଠାକାର ମଟନର ସ୍ବାଦ ନିଆରା। ପୁଣି…

କମ୍ପୋଜିଂରେ ବାପାଙ୍କୁ ସନ୍ତୁଷ୍ଟ କରିପାରିବି କି ନାହିଁ

ବାପାଙ୍କଠାରୁ ପ୍ରଥମ ଗୀତ କମ୍ପୋଜ କରିବାର ଦାୟିତ୍ୱ ନେଇଥିଲେ ଆସାଦ ନିଜାମ। ଭୟ ଲାଗୁଥିଲେ ବି ଗୀତର ମୁଖଡ଼ା କମ୍ପୋଜ କରି ବାପାଙ୍କ ମନ ଜିଣିନେଇଥିଲେ। ଏହାପରେ ସଙ୍ଗୀତ କ୍ଷେତ୍ରରେ ସାଉଁଟିଥିଲେ ସଫଳତା। ସପନର ପଥେ ପଥେ, ଟପ୍ପୋରୀ, ପରଦେଶୀ ଚଢ଼େଇ…

୨୦ ବର୍ଷରେ ବନ୍ୟାରେ କ୍ଷତି ହୋଇଛି ୫ ଶହ ୪୭ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୮।୭: ଗତ ୨୦ ବର୍ଷ ମଧ୍ୟରେ ଦେଶରେ ଦେଖାଦେଇଥିବା ବନ୍ୟାରେ ୫ଶହ ୪୭ ଲକ୍ଷ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଟଙ୍କାରେ ଦେଶରେ ୨ ଲକ୍ଷ ୭୩ ହଜାର ୬ ଶହ ସ୍କୁଲ ସ୍ଥାପନ କରାଯାଇ ପାରିଥାନ୍ତା…

ସତ୍ତା ହରାଇବ ବୈତାଳ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧୮ା୭ (ଡି.ଏନ.ଏ.): ବର୍ଷାଋତୁ ଆରମ୍ଭ ହୋଇଯାଇଛି। ହେଲେ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଥିବା ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ଚିନ୍ତା ବିଭାଗକୁ ଘାରିଛି। ତେବେ କେନ୍ଦ୍ରୀୟ ପତ୍ନତତ୍ତ୍ୱ ବିଭାଗ, ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ବିଏମ୍‌ସି ଅଧିକାରୀଙ୍କର ମୁଣ୍ଡବିନ୍ଧାର କାରଣ ପାଲଟିଛି।…

ପିଏସ୍‌ସି ପକ୍ଷରୁ ବିଭିନ୍ନ ରେଳଷ୍ଟେଶନ ପରିଦର୍ଶନ: ଅନୁଧ୍ୟାନ କଲେ ଯାତ୍ରୀଙ୍କ ସେବା

ଜଟଣୀ, ୧୮ା୭(ଡି.ଏନ.ଏ.):ରେଲୱେ ବୋର୍ଡର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ବୁଧବାର ଖୋର୍ଦ୍ଧାରୋଡ଼, ପୁରୀ, ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଯାତ୍ରୀଙ୍କ ସହିତ କଥାବାର୍ତ୍ତା ହୋଇ ବିଭିନ୍ନ ସମସ୍ୟା ଉପରେ ବୁଝିଥିଲେ। ଏଥିସହ ଖାଦ୍ୟ ଷ୍ଟଲ, ଭୋଜନ ବ୍ୟବସ୍ଥା, ପାନୀୟ ଜଳର…

ବ୍ରାଉନସୁଗାର ବ୍ୟବସାୟ ବନ୍ଦ ପାଇଁ ଦାବି: ରାତିରେ ଆଦର୍ଶ ଥାନା ଘେରିଲେ ମହିଳା

ଖୋର୍ଦ୍ଧା ଅଫିସ, ୧୮ା୭: ବ୍ରାଉନସୁଗାର କାରବାର ବନ୍ଦ ଓ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇବା ଦାବିରେ ଖୋର୍ଦ୍ଧା ଆଦର୍ଶ ଥାନାକୁ ସହରର ୬ ନଂ. ୱାର୍ଡ ସ୍ବପ୍ନେଶ୍ୱରସାହିର ମହିଳାମାନେ ବୁଧବାର ସନ୍ଧ୍ୟାରେ ଘେରାଉ କରିଥିଲେ। ବ୍ରାଉନସୁଗାର କାରବାର ବନ୍ଦ…

ଭାରତକୁ ମିସାଇଲ ସିଷ୍ଟମ୍‌ ଯୋଗାଇବ ଇସ୍ରାଏଲ: ୫୦ ନିୟୁତ ଡଲାର ଚୁକ୍ତି ସ୍ବାକ୍ଷର

ଜେରୁଜେଲମ୍‌,୧୮ା୭(ପି.ଟି.): ଇସ୍ରାଏଲ୍‌ ଏରୋସ୍ପେସ୍‌ ଇଣ୍ଡଷ୍ଟ୍ରିଜ୍‌ (ଆଇଏଆଇ) ଭାରତୀୟ ଏବଂ ମାଜାଗନ ଡକ୍‌ ସିପ୍‌ବିଲ୍ଡର୍ସଙ୍କୁ ମଧ୍ୟମ ଦୂରଗାମୀ ଭୂପୃଷ୍ଠରୁ ଆକାଶକୁ ଟାର୍ଗେଟ କରାଯାଇପାରୁଥିବା ମିସାଇଲ ସିଷ୍ଟମ୍‌ (ଏମ୍‌ଆର୍‌ଏସ୍‌ଏଏମ୍‌) ଯୋଗାଇଦେବ। ଏଥିପାଇଁ ୫୦ ନିୟୁତ ଡଲାର ମୂଲ୍ୟର ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଏହି ରାଜିନାମା…

‘ଓଡ଼ିଶା ଟୁରିଜମ୍‌’କୁ ଆବଶ୍ୟକ ସେଲିବ୍ରିଟି ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ‘ଖୁସ୍‌ବୁ ଗୁଜରାଟ କି’ କ୍ୟାମ୍ପେନ୍‌ ହେଉ କି ‘ଅସମ୍‌ ଆସାମ୍‌’ କ୍ୟାମ୍ପେନ୍‌। ଅମିତାଭ ବଚ୍ଚନ ଓ ପ୍ରିୟଙ୍କା ଚୋପ୍ରାଙ୍କ ଭଳି ସେଲିବ୍ରିଟି କ୍ୟାମ୍ପେନର୍‌ ଉଭୟ ଗୁଜରାଟ ଓ ଆସାମ ପର୍ଯ୍ୟଟନକୁ ବେଶ୍‌ କିଛିପାଦ ଆଗକୁ ନେବାରେ ପ୍ରମୁଖ ଭୂମିକା ଗ୍ରହଣ…

ବିଡିଓଙ୍କୁ ଅର୍ଥଦଣ୍ଡ ନିର୍ଦ୍ଦେଶ

କଟକ ଅଫିସ,୧୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଅଞ୍ଚଳର ସହଦେବ ସେଠୀ ନାମକ ଜଣେ ବ୍ୟକ୍ତି ନିଜର ଚାଳଘର ଛପର କରିପାରି ନ ଥିଲେ। ଏହାପରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିଜକୁ ଅନ୍ତର୍ଭୁକ୍ତ କରିବା ପାଇଁ ମହାକାଳପଡ଼ା ବ୍ଲକରେ ଦରଖାସ୍ତ ଜରିଆରେ…

ସମ୍ବିଧାନ ଅନୁଯାୟୀ କାର୍ଯ୍ୟ କରିବି’

ବେଙ୍ଗାଲୁରୁ,୧୮ା୭(ପି.ଟି.): ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ କର୍ନାଟକ ବିଧାନସଭାର ବାଚସ୍ପତି କେ.ଆର୍‌. ରମେଶ କୁମାର ସ୍ବାଗତ କରିଛନ୍ତି। ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ସମ୍ପର୍କରେ ନିଷ୍ପତ୍ତି ନେବା ଲାଗି ଅଦାଲତ ବାଚସ୍ପତିଙ୍କୁ ସ୍ବାଧୀନତା ଦେଇଥିଲାବେଳେ ସେ ସମ୍ବିଧାନର ନିୟମ ଅନୁଯାୟୀ ପଦକ୍ଷେପ ନେବେ ବୋଲି କହିଛନ୍ତି।…

ବଳାତ୍କାର, ହତ୍ୟା ମାମଲା: ଦୋଷୀଙ୍କୁ ୩ ଥର ଆଜୀବନ, ୨୬ ବର୍ଷ ଜେଲ୍‌

ଥିରୁଭାନନ୍ତପୁରମ୍‌,୧୮ା୭: ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କୋଲାମ୍‌ସ୍ଥିତ ଅତିରିକ୍ତ ସେସନ୍ସ (ପୋକ୍ସୋ) ଅଦାଲତ ବୁଧବାର ଅପରାଧୀଙ୍କୁ ତିନି ଥର ଆଜୀବନ ଜେଲ୍‌ଦଣ୍ଡାଦେଶ ସହିତ ୨୬ ବର୍ଷ ଜେଲ୍‌ ଏବଂ ୩.୨ ଲକ୍ଷ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ଅପରାଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?