ମାତାପିତାଙ୍କ ଝଗଡ଼ା ଯୋଗୁ ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଚିଠି ଲେଖିରେ ନାବାଳକ ପୁତ୍ର
ପାଟନା,୧୭।୭: ଦମ୍ପତିଙ୍କ ମଧ୍ୟରେ ଝଗଡ଼ା ଯୋଗୁ ସନ୍ତାନଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବିହାରରେ। ଏଠାରେ ବାସ କରୁଥିବା ଜଣେ ଛୋଟ ପିଲା ମାତାପିତାଙ୍କ ମଧ୍ୟରେ ଲାଗି ରହିଥିବା ଝଗଡ଼ାରେ ମାନସିକ ଅବସାଦଗ୍ରସ୍ତ ହୋଇ…
ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲ କରି ପୁଣି କ୍ଷମା ମାଗିଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ, ୧୭।୭: ବଲିଉଉ ଅଭିନେତ୍ରୀ ତଥା ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲକ କରି ପୁଣି କ୍ଷମା ମାଗିଛନ୍ତି ଅଭିନେତା ଧର୍ମେନ୍ଦ୍ର। ନିକଟରେ ସଂସଦ ପରିସରରେ ଆୟୋଜିତ ଏକ ସଫେଇ ଅଭିଯାନରେ ଭାଗ ନେଇ ଭାଜପା ଏମପି ହେମାମାଳିନୀ କୌଣସି ଅଳିଆ ନ ଥିବା…
ସ୍ବଚ୍ଛତା ଅଭିଯାନ: ପାଠ ପଢ଼ିବା ପୂର୍ବରୁ ଶୌଚାଳୟ ସଫା କରନ୍ତି ଛାତ୍ରୀଛାତ୍ର
ଜବଲପୁର,୧୭।୭: ଏବେ ଦେଶବ୍ୟାପି ସ୍ବଚ୍ଛତା ଅଭିଯାନ ଜାରି ରହିଛି। ଏହି ମର୍ମରେ ମଧ୍ୟପ୍ରଦେଶର ଜବଲପୁର ସ୍ଥିତ ଶହପୁରାରେ ଥିବା ଧରତୀ କଛାର ଏବଂ ଛପରା ପ୍ରାଥମିକ ସ୍କୁଲରେ ଛୋଟପିଲାଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି ପାଇଁ କେତେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।…
ଆଜି ବିଶ୍ୱ ଇମୋଜି ଦିବସ: ଭାରତରେ ଦୁଇଟି ଇମୋଜିର ବ୍ୟବହାର ଅଧିକ
ପ୍ରତିବର୍ଷ ଜୁଲାଇ ୧୭ରେ ସାରା ବିଶ୍ୱରେ ‘ବିଶ୍ୱ ଇମୋଜି ଦିବସ’ ପାଳିତ ହୁଏ। ଆଜିକାଲି ସ୍ମାର୍ଟଫୋନର ଯୁଗ। ତେଣୁ ଇମୋଜିର ଅର୍ଥ କହିଲେ ସମସ୍ତଙ୍କୁ ଜଣାଥିବ। ବର୍ତ୍ତମାନ ସ୍ମାର୍ଟଫୋନ୍ ବ୍ୟବହାରକାରୀଙ୍କ ମଧ୍ୟରେ ତୀବ୍ର ଗତିରେ ଇମୋଜିର ପ୍ରଚଳନ ହେଉଛି। ବିଶେଷକରି ଚାଟିଙ୍ଗ୍…
କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: ଅପରେଶନ ବେଳେ ମହିଳାଙ୍କ ପେଟରେ ରହିଗଲା ଛୁଞ୍ଚି, ସୂତା
କେନ୍ଦ୍ରାପଡ଼ା ଅଫିସ,୧୭।୭: କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଡାକ୍ତରଙ୍କ ଅସାବଧାନତା ଯୋଗୁ ପ୍ରସବ ନିମନ୍ତେ ଆସିଥିବା ଜନୈକା ମହିଳାଙ୍କ ଅପରେଶନ ସମୟରେ ପେଟରେ ରହିଯାଇଥିଲା ଛୁଞ୍ଚି ଓ ସୂତା। ଯନ୍ତ୍ରଣା ହେବା ପରେ ପୁନର୍ବାର…
କୁମାରସ୍ବାମୀଙ୍କ ଶକ୍ତି ପରୀକ୍ଷା: ବିଦ୍ରୋହୀଙ୍କୁ ଗୃହରେ ଉପସ୍ଥିତ ରହିବାକୁ ବାଧ୍ୟ କରାଯାଇପାରିବ ନି କହିଲେ ସୁପ୍ରିମ୍କୋର୍ଟ
ବେଙ୍ଗାଲୁର୍,୧୭।୭: କର୍ନାଟକରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ଏଚ୍.ଡି.କୁମାରସ୍ବାମୀ ବିଧାନସଭାରେ ଶକ୍ତି ପରୀକ୍ଷାର ସମ୍ମୁଖୀନ ହେବେ। ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ଉପରେ ବାଚସ୍ପତି ମୁକ୍ତ ଭାବେ ନିଷ୍ପତ୍ତି ନେଇପାରିବେ ବୋଲି ବୁଧବାର ସୁପ୍ରିମ୍କୋର୍ଟ ରାୟ ଦେଇଛନ୍ତି। ସେହିପରି ବିଦ୍ରୋହୀ…
ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଲା, ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା ସହାୟତା
ମୁମ୍ବାଇ, ୧୭।୭: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡି ୧୪ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତ୍ୟୁବରଣ କରିତତ୍ବା ବ୍ୟକ୍ତିଙ୍କ ପରିବରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ…
ଆସାମରେ ବନ୍ୟା ତାଣ୍ଡବ: ୧୭ ମୃତ, ୨୫୦ କୋଟି ଟଙ୍କା ସହାୟତା ଯୋଗାଇଦେଲେ କେନ୍ଦ୍ର ସରକାର
ଗୁଆହାଟି, ୧୭।୭: ଆସାମରେ ବନ୍ୟା ସ୍ଥିତି ଗମ୍ଭୀର ରୂପ ଧାରଣ କରିଛି। ରାଜ୍ୟର ୩୩ ଜିଲାରୁ ୨୧ଟି ଜିଲାରେ ଏବେ ବନ୍ୟାର ତାଣ୍ଡବ ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ବନ୍ୟାରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି। ବନ୍ୟା କ୍ଷତିଗ୍ରସ୍ତଙ୍କ ସହାୟତା ପାଇଁ ୨୫୦…
ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କୁ ଭୋଟ ଦେବାକୁ ନିବେଦନ
କେନ୍ଦ୍ରାପଡ଼ା ଅଫିସ,୧୭।୭: ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ନିର୍ବାଚନ ପ୍ରଚାରକୁ ବୁଧବାର ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ଡେରାବିଶ ବ୍ଲକ ବାରିମୂଳ ହେଲିପ୍ୟାଡ୍ରେ ଓହ୍ଲାଇ ନିର୍ବାଚନୀ ପ୍ରଚାର…
ବାବୁଲିଙ୍କୁ ଗୁଳିମାଡ଼ ଘଟଣା: ୧୨ ଘଣ୍ଟିଆ କେନ୍ଦ୍ରାପଡ଼ା ବନ୍ଦ
କେନ୍ଦ୍ରାପଡ଼ା ଅଫିସ,୧୭।୭: ଗତ ୧୩ ତାରିଖରେ ସହରର ଦଣ୍ଡାମୁଣ୍ଡ ଛକଠାରେ ଧର୍ମରକ୍ଷା ସେନାର ଜିଲା ଆବାହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କୁ ୨ଜଣ ଦୁର୍ବୃତ୍ତ ଗୁଳିମାଡ଼ କରିଥିଲେ। ଏହି ଘଟଣାକୁ ୭୨ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅପରାଧୀଙ୍କୁ ଗିରଫ କରିବାରେ ପୋଲିସ…
ଅବିବାହିତା କନ୍ୟା ରଖିପାରିବେନି ମୋବାଇଲ୍ ଫୋନ୍: ଧରା ପଡ଼ିଲେ ପିତାଙ୍କୁ ଦେବାକୁ ପଡ଼ିବ ଦେଢ଼ଲକ୍ଷ ଜରିମାନା
ଅହମ୍ମଦାବାଦ୍,୧୭।୭: ଗୁଜରାଟର ବନାସକାଣ୍ଠା ଅନ୍ତର୍ଗତ ଦନ୍ତିଓ୍ବାଡ଼ାରେ ଅବିବାହିତା କନ୍ୟା ମୋବାଇଲ୍ ଫୋନ୍ ରଖିପାରିବେନି ବୋଲି ନିୟମ ପ୍ରଚଳନ ହୋଇଛି। ଏହାକୁ ସ୍ଥାନୀୟ ଠାକୁର ସମ୍ପ୍ରଦାୟ ପକ୍ଷରୁ ଜାରି କରାଯାଇଛି। ସ୍ଥାନୀୟ ପଞ୍ଚାୟତ ପକ୍ଷରୁ ଏହି ନିୟମ ପ୍ରଣୟନ କରାଯାଇଥିବା କୁହାଯାଉଛି। ଜଲୋଲ…
ପ୍ରେମ ବିବାହ କରିବାରୁ ଝିଅର ତଣ୍ଟିଚିପି ହତ୍ୟା କଲେ ପିତା, ଭାଇ
ପଟିଆଲା, ୧୭।୭: ଝିଅ ନିଜ ଇଚ୍ଛାରେ ବିବାହ କରିବାରୁ ପିତା ଏବଂ ଭାଇ ମିଶି ତାଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି। ହତ୍ୟା ପରେ ମୃତଦେହକୁ ଶ୍ମଶାନରେ ଅନ୍ତିମ ସଂସ୍କାର ମଧ୍ୟ କରିଦେଇଥିଲେ। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ…

