ସମବାୟରେ ପରଦେଶୀ ନିଯୁକ୍ତି
ଦକ୍ଷିଣ ଆଫ୍ରିକା ନିକଟ ଭାରତ ମହାସାଗରରେ ମରିସସ୍ ଦେଶ କେତେକ ଛୋଟ ଛୋଟ ଦ୍ୱୀପକୁ ନେଇ ଗଠିତ। ୭ ସେପ୍ଟେମ୍ବର ୨୦୨୪ ମସିହା ସୁଦ୍ଧା ମରିସସ୍ର ଜନସଂଖ୍ୟା ୧୬,୭୦,୬୩୦ ଥିଲା। ଉକ୍ତ ଦ୍ୱୀପପୁଞ୍ଜ ଫରାସୀମାନଙ୍କ ଦ୍ୱାରା ୧୭୧୫ ମସିହାରୁ ୧୮୧୦ ମସିହା…
ମଣିପୁର ନିଆଁ ଲିଭୁନାହିଁ
ମୁଖ୍ୟମନ୍ତ୍ରୀ ପଦରୁ ଏନ୍. ବୀରେନ୍ ସିଂ ଇସ୍ତଫା ଦେବାର ୪ ଦିନ ପରେ ୧୩ ଫେବୃଆରୀ ୨୦୨୫ରେ ମଣିପୁରରେ ରାଷ୍ଟ୍ରପତି ଶାସନ ଜାରି କରାଯାଇଥିଲା। ଅଶା କରାଯାଉଥିଲା କେନ୍ଦ୍ର ସରକାର ନିରାପତ୍ତା ଦାୟିତ୍ୱ ନେବା ପରେ ଜାତିଗତ ହିଂସାରେ ୩ ମେ…
ମାଲାମାଲ୍ ହେଲା ଟିମ୍ଇଣ୍ଡିଆ: ଜାଣନ୍ତୁ କାହାକୁ କେତେ କ’ଣ ମିଳିଲା
ଦୁବାଇ,୧୦।୩: ଭାରତ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଇତିହାସରେ ଏହା ତୃତୀୟ ଥର ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ଜିତିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତକୁ ୨୫୨ ରନର ଟାର୍ଗେଟ ମିଳିଥିଲା, ଯାହାକୁ…
ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଆଜି ରେଳରୋକୋ
ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ ସହାୟତା ମିଳୁ ନଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି।…
IND vs NZ Final: ଭାରତର ଐତିହାସିକ ବିଜୟ: ଫାଇନାଲ୍ରେ ଭାଙ୍ଗିଲା ଏହିସବୁ ବଡ଼ ବଡ଼ ରେକର୍ଡ
ଦୁବାଇ,୧୦।୩: ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଦୁବାଇରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆକୁ ବିଜୟ ପାଇଁ ୨୫୨ ରନର ଟାର୍ଗେଟ ଦିଆଯାଇଥିଲା। ଜବାବରେ ୪୯ ଓଭରରେ…
୮ ମାସରେ ୨୬ ଛାତ୍ରୀଛାତ୍ର ମୃତ:ଅବ୍ୟବସ୍ଥା ଘେରରେ ଆଦିବାସୀ ଆବାସିକ ବିଦ୍ୟାଳୟ
ଭୁବନେଶ୍ୱର, (ଏଜେନ୍ସି)୧୦ା୩ :ରାଜ୍ୟରେ ଏସ୍ସି, ଏସ୍ଟି ବିଭାଗ ଦ୍ୱାରା ପରିଚାଳିତ ମୋଟ ୧୭୪୬ ଆଦିବାସୀ ଆବାସିକ ବିଦ୍ୟାଳୟ ରହିଛି। ଉକ୍ତ ସ୍କୁଲଗୁଡ଼ିକରେ ପ୍ରାୟ ୫.୭ ଲକ୍ଷ ଛାତ୍ରୀଛାତ୍ର ପଢ଼ୁଥିବାବେଳେ ସେମାନଙ୍କ ରହିବା ପାଇଁ ୬,୭୦୦ ହଷ୍ଟେଲ ନିର୍ମାଣ କରାଯାଇଛି। ତେବେ ଅନେକ…
ଆଜିଠୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ: ଏହିସବୁ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
ନୂଆଦିଲ୍ଲୀ ,୧୦।୩:ପାର୍ଲାମେଣ୍ଟର ବଜେଟ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହେଉଛି। ବିରୋଧୀ ଦଳ ଭୋଟର ତାଲିକାରେ ଜାଲିଆତି, ଡୁପ୍ଲିକେଟ୍ ଭୋଟର ଫଟୋ ପରିଚୟ ପତ୍ର (ଇପିଆଇସି) ନମ୍ବର, ମଣିପୁରରେ ସାନି ହିଂସା ଏବଂ ଟ୍ରମ୍ପ୍ ପ୍ରଶାସନର ପାରସ୍ପରିକ ଟିକସର ମୁକାବିଲା…
୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା
ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ରବିବାର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ଉପରେ ଥିବା ରେକର୍ଡ କରାଯାଇଛି। ତେବେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲାରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ…
India vs New Zealand, Final: ୨୫୧ ରନ୍ରେ ଅଟକିଲା ନ୍ୟୁଜିଲାଣ୍ଡ
ଦୁବାଇ,୯।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଚାଲିଛି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା। ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଭାରତ ବୋଲିଂ ଆରମ୍ଭ…
‘କଳାକୁ ଉଦ୍ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ’
ବରଗଡ଼,୯ା୩(ପ୍ରେମାନନ୍ଦ ଖମାରୀ): ଆକାଶବାଣୀର ବିକଳ୍ପ ନାହିଁ, କଳା ଓ କଳାକାରଙ୍କୁ ବଞ୍ଚାଇବା ସହ ସେମାନଙ୍କ କଳାକୁ ଉଦ୍ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ ବୋଲି ରବିବାର ଆକାଶବାଣୀ ଶ୍ରୋତା ସଂଘର ୩୧ତମ ବାର୍ଷିକ ଉତ୍ସବରେ ବକ୍ତାମାନେ ମତପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମରେ…
ଜାତୀୟ ମାଷ୍ଟର ଗେମ୍ସ: କଳାହାଣ୍ଡି ଖେଳାଳିଙ୍କ କମାଲ, ଜିତିଲେ ୬ ସ୍ବର୍ଣ୍ଣ,୩ ରୌପ୍ୟ ପଦକ
ଭବାନୀପାଟଣା,୯।୩(ଉତ୍ତମ କୁମାର ଦାଶ): ମାଷ୍ଟର ଗେମ୍ସ ଫେଡେରେଶନ ଇଣ୍ଡିଆ ପକ୍ଷରୁ ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଷ୍ଟାଡିୟମଠାରେ ଗତ ୬ରୁ ୯ ତାରିଖ ଯାଏ ୭ମ ଜାତୀୟ ମାଷ୍ଟର ଗେମ୍ସ ୨୦୨୪-୨୫ ଅନୁଷ୍ଠତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ଜଣ…
ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…
ଭୁବନେଶ୍ୱର,୯ା୩: କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଛନ୍ତି। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି…
Archives


