Home

ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ, ମଣ୍ଡପରେ ପହଞ୍ଚିଲେ ପ୍ରଥମ ସ୍ତ୍ରୀ

ମୁଜାଫରନଗର, ୧୬।୭: ଛାଡପତ୍ର ନ ଦେଇ ଦ୍ୱିତୀୟ ବିବାହ କରୁଥିବା ସ୍ବାମୀଙ୍କୁ ହାଜତକୁ ନେଇଛନ୍ତି ପ୍ରଥମ ସ୍ତ୍ରୀ। ସ୍ବାମୀ ମଣ୍ଡପରେ ଦ୍ୱିତୀୟ ବିବାହ କରୁଥିବା ଜାଣି ପୋଲିସ ଧରି ସେଠାରେ ପହଞ୍ଚିଥିଲେ ସ୍ତ୍ରୀ। ଏହାଦେଖି କନ୍ୟାଘର ପକ୍ଷ ଲୋକେ ସେଠାରୁ ଉଭାନ…

ପୁଣି ଥରିଲା ଇଣ୍ଡୋନେସିଆ: ଗତ ୩ ଦିନରେ ୩ ଥର ଭୂକମ୍ପ

ଜାକର୍ତ୍ତା,୧୬।୭: ଇଣ୍ଡୋନେସିଆର ବାଲିରେ ମଙ୍ଗଳବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ସକାଳ ୮ଟା ୧୮ରେ ଭୂକମ୍ପ ଅନୁଭୁତ ହୋଇଥିଲା। ଭୂକମ୍ପର କେନ୍ଦ୍ର ବାଲିର ଦକ୍ଷିଣ-ପଶ୍ଚିମରେ…

ସନ୍ଧାନୀ କୁକୁର ବଦଳି ନେଇ କଂଗ୍ରେସ-ଭାଜପା ମୁହାଁମୁହିଁ

ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ୪୬ ସନ୍ଧାନୀ କୁକୁରଙ୍କ ବଦଳି ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମିଡ଼ିଆ ପରାମର୍ଶଦାତା ନରେନ୍ଦ୍ର ସାଲୁଜା ସୂଚନା ଦେଇଛନ୍ତି ଯେ, ସନ୍ଧାନୀ କୁକୁରଙ୍କୁ ନିଦ୍ଧିଷ୍ଟ ସମୟ ଅନ୍ତରରେ ବଦଳି…

ପ୍ଲାଷ୍ଟିକ୍‌ ବଦଳରେ ମିଳିବ ଖାଦ୍ୟ

ରାୟପୁର,୧୬।୭: ଦେଶରେ ସ୍ବଚ୍ଛତା ଓ ପରିବେଶ ପ୍ରଦୂଷଣ ମୁକ୍ତ କରିବାକୁ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ଲୋକେ ପ୍ଲାଷ୍ଟିକ୍‌ ଯୋଗୁ ବାୟୁ ପ୍ରଦ୍ୟୁଷଣ ହେଉଥିବା ନେଇ ଜାଣିଲେ ମଧ୍ୟ ଏହାର ବହୁଳ ବ୍ୟବହାର କରିଥାନ୍ତି। ତେବେ ପ୍ଲାଷ୍ଟିକ୍‌କୁ…

ଦେଶକୁ ବିଶ୍ୱଚାମ୍ପିଅନ୍‌ କରାଇଲେ ପୁଅ, ପିତାଙ୍କୁ ପଡୁଛି ଗାଳି: ଜାଣନ୍ତୁ କାହିଁକି

ଲଣ୍ଡନ, ୧୬।୭: ଆଇସିସି ବିଶ୍ୱକପ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି। ଇଂଲଣ୍ଡକୁ ବିଶ୍ୱଚାମ୍ପିଅନ୍‌ କରାଇବାରେ ବେନ ଷ୍ଟୋକ୍ସଙ୍କର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଫାଇନାଲରେ ଷ୍ଟୋକ୍ସ…

୧୪୦ ଦିନ ପରେ ଭାରତ ପାଇଁ ଏୟାରସ୍ପେସ୍‌ ଖୋଲିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୬।୭: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଭାରତ ପାଇଁ ଏହାର ଏୟାରସ୍ପେସ୍‌କୁ ବନ୍ଦ ରଖିଥିଲା। ତେବେ ୧୪୦ ଦିନ ପରେ ମଙ୍ଗଳବାର ଏହାକୁ ଖୋଲିଦିଆଯାଇଛି। ଏଣିକି ସମସ୍ତ ଯାତ୍ରୀ ଏହାର ଲାଭ ପାଇପାରିବେ ବୋଲି ପାକିସ୍ତାନ ବେସାମରିକ ବିମାନ ଚଳାଚଳ…

କେଜରିଓ୍ବାଲ, ସିସୋଦିଆଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କୁ ଜାମିନ ମିଳିଛି। ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟ ମଙ୍ଗଳବାର ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ନେତା ବିଜେନ୍ଦ୍ର ଗୁପ୍ତା ଏମାନଙ୍କ ନାଁରେ ଏକ ମାନହାନି…

ଭାଜପା ବିଧାୟକଙ୍କ ଦାଦାଗିରି: ଏସ୍‌ଡିଏମ୍‌ଙ୍କୁ ଧମକ ଦେଉଥିବା ଭିଡ଼ିଓ ଭାଇରାଲ

ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ବିଧାୟକ ଏସ୍‌ଡିଏମ୍‌ଙ୍କ ଆଗରେ ଦାଦାଗିରି ଦେଖାଇଛନ୍ତି। ସେ ଏସ୍‌ଡିଏମ୍‌ଙ୍କୁ ଧମକଚମକ ଦେଇଥିବାବେଳେ ତାଙ୍କ ସମର୍ଥକ ଏସ୍‌ଡିଏମ୍‌ ମୁର୍ଦ୍ଦାବାଦ୍‌ ସ୍ଲୋଗାନ୍‌ ଦେଇଥିଲେ। ସ୍ଥାନୀୟ ଏସ୍‌ଡିଏମ୍‌ ଏଲ୍‌. ମିଣାଙ୍କ ପାଖକୁ ବିଦ୍ୟୁତ୍‌ ସମସ୍ୟା…

ଆସାମ ବନ୍ୟା ପୀଡ଼ିତଙ୍କୁ ରନ୍ଧାଖାଦ୍ୟ ବାଣ୍ଟୁଛନ୍ତି ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ

ଗୋଳାଘାଟ,୧୬।୭: ଆସାମରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ୟା ପୀଡ଼ିତଙ୍କୁ ରିଲିଫ୍‌ ପ୍ରଦାନ ଜାରି ରହିଛି। ତେବେ ଗୋଳାଘାଟ ଅଞ୍ଚଳରେ ଥିବା ସମତଇ ବିଧାନସଭା ଆସନର ଭାଜପା ବିଧାୟକ ମୃଣାଳ ସେକିଆ ବନ୍ୟା ପ୍ରଭାବିତଙ୍କ…

ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ

ବାରାଣସି,୧୬।୭: ହିିନ୍ଦୁଧର୍ମର ବିଧି ବିଧାନ ଅନୁଯାୟୀ ପ୍ରତିଦିନ ସକାଳେ ଦଶ୍ୱମେଧ ଘାଟରେ ହେଉଥିବା ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାର ପଡୁଥିବା ଚନ୍ଦ୍ର ଗ୍ରହଣ ପାଇଁ ଏହି ଆଳତିକୁ କିଛି ସମୟ ପୂର୍ବରୁ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଅପରାହ୍ନ ପ୍ରାୟ…

ମଦ୍ରାସାର ଗୋଟିଏ ଘରେ ହେଉଛି ପୂଜା ଓ ନମାଜ ପାଠ

ଅଲୀଗଡ଼,୧୬।୭: ଦେଶରେ ଧର୍ମ ଜାତି ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ଅଲୀଗଡ଼ର ଏକ ମଦ୍ରାସା ଭାରତ ସମେତ ସମଗ୍ର ପୃଥିବୀ ପାଇଁ ଏକ ନିଆରା ଉଦାହରଣ ପାଲଟିଛି। ଅଲୀଗଡ଼ ଜିଲାରେ ଥିବା ଚାଚା ନେହେରୁ ମଦ୍ରାସାରେ ଉଭୟ ହିନ୍ଦୁ…

ଉତ୍ତରାଧିକାରୀ ନିଷ୍ପତ୍ତି ନେବେ ଦଲାଇଲାମା

ଧର୍ମଶାଳା,୧୬ା୭(ଆଇଏଏନ୍‌ଏସ୍‌)-ତିବ୍ବତର ଆଧ୍ୟାତ୍ମିକ ନେତା ଦଲାଇଲାମା ନିଜେ ତାଙ୍କର ଉତ୍ତରାଧିକାରୀ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ତାଙ୍କର ଉତ୍ତରାଧିକାରୀ ଜଣେ ସୁନ୍ଦରୀ ମହିଳା ହେବ ବୋଲି କିଛିଦିନ ପୂର୍ବେ ମନ୍ତବ୍ୟ ଦେଇ ଦଲାଇଲାମା ବିବାଦ ଘେରକୁ ଆସିଥିଲେ। ପରେ ସେ ଏଥିପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?