ନେପାଳ, ବାଲାଂଦେଶରେ ବନ୍ୟା: ୬୫ ମୃତ, ଲକ୍ଷାଧିକ ବିସ୍ଥାପିତ
କାଠମାଣ୍ଡୁ/ଢାକା,୧୫।୭: ଭାରତର କିଛି ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ପଡୋଶୀ ଦେଶ ନେପାଳ ଏବଂ ବାଲାଂଦେଶରେ ମଧ୍ୟ ଜଳପ୍ରଳୟ ଲାଗିରହିଛି। ବନ୍ୟା ଏବଂ ଭୁସ୍ଖଳନ ଯୋଗୁ ଏହି ଦୁଇ ଦେଶରେ ପ୍ରାୟ ୬୫ ଜଣ ଲୋକଙ୍କ ମୃତ୍ୟୁ ହେଲାଣି। ୩୦…
ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍
ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ ଯମୁନା ଏକ୍ସପ୍ରେସ ହାଇଓ୍ବେରେ ହୋଇଥିବା ଦୁର୍ଘଟଣା ଯୋଗୁ ଉତ୍ତରପ୍ରଦେଶ ପରିବହନ ବିଭାଗ ହରଡ଼ଘଣାରେ ପଡ଼ିଯାଇଥିଲା।…
ନିଆରା ମଣିଷ, ଟ୍ରାଫିକ୍ରେ ଛିଡା ହୋଇ ଜନହିତକର ସନ୍ଦେଶ ବାଣ୍ଟୁଛନ୍ତି କ୍ରିଷ୍ଣା
ଆଜିର ଜଞ୍ଜାଳମୟ ଜୀବନ ଭିତରେ ମଣିଷ ଏବେ ସ୍ବାର୍ଥପର ହୋଇଯାଇଛି। ନିଜ କଥା ବ୍ୟତୀତ ଆଉ କାହା ବିଷୟରେ ଚିନ୍ତା କରିବାକୁ ତା’ପାଖରେ ସମୟ ନାହଁି। କିନ୍ତୁ ଏଭଳି ଭିଡ଼ ଭିତରେ କିଛି ମଣିଷ ଥାନ୍ତି, ଯେଉଁମାନେ ଅନ୍ୟର ସୁଖଦୁଃଖ, ବିପଦଆପଦରେ…
ଆଇନ ଶୃଙ୍ଖଳାକୁ ନେଇ ବିଧାନସଭାରେ ହଙ୍ଗାମା: ସରକାରଙ୍କୁ ହରଡ଼ଘଣାରେ ପକାଇଲେ ବିରୋଧୀ; ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଲୋକଙ୍କୁ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା ସରହଦ ପାର କଲାଣି। ରବିବାର ୩୧୬ ନଂ ଜାତୀୟ ରାଜପଥ ପଟ୍ଟନାୟିକିଆ…
ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ
ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି ପାଣିମାଗି ପିଇବା ପରେ ତାଙ୍କୁ ପରିବାର ଲୋକେ ଡାକ୍ତରଖାନାକୁ ନେଇଥିଲେ। ଡାକ୍ତର ସେଠାରେ ତାଙ୍କୁ…
ହ୍ରିତିକ ଭର୍ସେସ ଟାଇଗର: ରିଲିଜ୍ ହେଲା ଫିଲ୍ମ ‘ଓ୍ବାର’ର ଟିଜର
ମୁମ୍ବାଇ: ଲମ୍ବା ସମୟରୁ ସିଲଭର ସ୍କ୍ରିନରେ ବଲିଉଡ୍ ଅଭିନେତା ହ୍ରିତିକ ରୋଶନ ଓ ଟାଇଗର ଶ୍ରୋଫଙ୍କୁ ଏକାଠି ଦେଖିବାକୁ ଦର୍ଶକ ଅପେକ୍ଷା କରି ରହିଥିବା ବେଳେ ଏବେ ତା’ର ଅନ୍ତ ଘଟିଛି। ସୋମବାର ୟଶରାଜଙ୍କ ଅପ୍ କମିଂ ଫିଲ୍ମ ‘ଓ୍ବାର’ର ଟିଜର…
ନ୍ୟୁଜିଲାଣ୍ଡ ଖେଳାଳିଙ୍କୁ କ୍ଷମା ମାଗିଲେ ବେନ୍ ଷ୍ଟୋକ୍ସ, ଜାଣନ୍ତୁ କାହିଁକି
ଲର୍ଡସ, ୧୫।୭: ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର ପାଇଁ ଟାଇଟଲ ବିଜୟୀ ହୋଇଛି। ତେବେ ମ୍ୟାଚ୍ ଜିତିବା ପରେ ଇଂଲଣ୍ଡ ଖେଳାଳି ବେନ୍…
ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ : କଟୁରି ଆକ୍ରମଣରେ ଯୁବକ ଗୁରୁତର
ଅନୁଗୋଳ ଅଫିସ,୧୫।୭: ଅନୁଗୋଳ ଜିଲା ତାଳଚେର ସନ୍ଥପଡ଼ା ଗାଁରେ ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ ହୋଇଛି। ଏହି ହିଂସାକାଣ୍ଡ ବେଳେ କଟୁରି ଆକ୍ରମଣରେ ସନ୍ଥପଡ଼ା ଅଞ୍ଚଳର ସୁଶାନ୍ତ କୁମାର ସାହୁ( ୩୫)ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ଭି ହୋଇଛନ୍ତି । ସୂଚନାଯୋଗ୍ୟ…
ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦିଲ୍ଲୀରୁ ୧୪ଙ୍କୁ ଗିରଫ କଲା ଏନ୍ଆଇଏ
ନୂଆଦିଲ୍ଲୀ,୧୫।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜାତୀୟ ତଦନ୍ତ ସଂସ୍ଥା(ଏନ୍ଆଇଏ) ପକ୍ଷରୁ ଦିଲ୍ଲୀରୁ ୧୪ ଜଣଙ୍କୁ ଗିରଫ କରାଯାଇଛି। ଚେନ୍ନାଇ ଏବଂ ନାଗାପଟ୍ଟିନମ୍ଠାରେ କେତେକ ସ୍ଥାନରେ ଚଢ଼ାଉ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ସେମାନେ ଅସଂରୁଲ୍ଲା ନାମକ ଏକ ସଂଗଠନ ପାଇଁ…
ଜୁଲାଇ ୧୮ରେ କୁମାରସ୍ବାମୀ ସରକାରଙ୍କ ଶକ୍ତିପରୀକ୍ଷା
ବେଙ୍ଗାଲୁରୁ,୧୫।୭: କର୍ନାଟକ ରାଜନୀତି ପୁଣି ରୋଚକ ମୋଡରେ ପହଞ୍ଚିଛି। ସୋମବାର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥାପ୍ରସ୍ତାବ ଆଗତ କରିବା ପରେ ଜୁଲାଇ ୧୮(ଗୁରୁବାର)ରେ ଏହାଉପରେ ଆଲୋଚନା ହେବ ବୋଲି ନିଷ୍ପତ୍ତି ନିଆଯାଇଛିି। ଆଲୋଚନା ପରେ ବିଧାନସଭାରେ…
କର୍ନାଟକ ରାଜନୀତି:ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ବିରୋଧରେ ଅନାସ୍ଥାପ୍ରସ୍ତାବ ଆଣିଲା ଭାଜପା
ବେଙ୍ଗାଲୁରୁ,୧୫।୭: କର୍ନାଟକ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି ଭାଜପା। ସୋମବାର ବାଚସ୍ପତି ରମେଶ କୁମାରଙ୍କୁ ଭେଟି ବିରୋଧୀ ଦଳ ଏହି ପ୍ରସ୍ତାବ ଆଣିଛନ୍ତି। କୁମାରସ୍ବାମୀ ସରକାର ତୁରନ୍ତ ବହୁମତ ସାବ୍ୟସ୍ତ କରନ୍ତୁ ବୋଲି ଭାଜପା ଦାବି କରିଛି।…
ପୁରୁଷୋତ୍ତମପୁରରେ ପୁଣି ମାତିଲେ ଲୁଟେରା : ବନ୍ଧୁକମୁନରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କଠାରୁ ଲୁଟ୍
ପୁରୁଷୋତ୍ତମପୁର,୧୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ପୁଣି ମାତିଛନ୍ତି। ଭୂତସରସିଙ୍ଗ – କୋଦଳା ମୁଖ୍ୟରାସ୍ତାର ଅରଖପୁର ଛକ ଭଙ୍ଗାଶଙ୍ଖ ନିକଟରେ ସୋମବାର ସକାଳେ କଳାମୁଖାଧାରୀ ଲୁଟେରାମାନେ ଅରଖପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ କାଶୀନାଥ ତିଆଡ଼ିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ…

