Home

ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦିଏ ଏହି ମନ୍ଦିର…

ପ୍ରେମ ବାଧା ବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି କରିଥାନ୍ତି ବିବାହ। ତେବେ ସେମାନଙ୍କ ସୁରକ୍ଷା ନେଇ ଅନେକ ସମୟରେ ସୃଷ୍ଟି ହୋଇଥାଏ ସମସ୍ୟା। ହିମାଚଳ ପ୍ରଦେଶରେ…

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୨୦୨୪…

ଅଟୋ ଦୁର୍ଘଟଣାଗ୍ରସ୍ତ : ୧୦ ଆହତ

ଦାରିଙ୍ଗବାଡ଼ି,୧୫ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଆମ୍ବଖାଲିଆ ଘାଟିରେ ଏକ ଯାତ୍ରୀବାହୀ ଅଟୋ (ଓଡି ୨୫ ଏ-୭୩୮୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୧୦ ଜଣ ଆହତ ହୋଇଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଗଦାପୁର ଅଞ୍ଚଳର…

ରଜସଂକ୍ରାନ୍ତିରେ ମା’ ମଙ୍ଗଳାଙ୍କ ପୀଠ ଉତ୍ସବମୁଖର

କାକଟପୁର,୧୫ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ପୀଠ ରଜସଂକ୍ରାନ୍ତି ଅବସରରେ ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି ଝିଅବୋହୂମାନେ ନୂଆ ବସ୍ତ୍ର ପିନ୍ଧି ମା’ଙ୍କ ପୂଜାର୍ଚ୍ଚନା କରିଛନ୍ତି। ଶନିବାର ପୂଜାପଣ୍ଡା ରଘୁନାଥ ଦୀକ୍ଷିତ ମା’ଙ୍କୁ ଚନ୍ଦନବେଶ କରିଥିବାବେଳେ ପ୍ରାତଃରୁ ମନ୍ଦିରରେ…

ଡାକ୍ତରଙ୍କ ଧର୍ମଘଟ: ମମତାଙ୍କୁ ରିପୋର୍ଟ ତଲବ୍‌ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୬: ପଶ୍ଚିମବଙ୍ଗରେ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକୁଛି। ଏହା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହରଡ଼ଘଣାରେ ପକାଇବାରେ ଲାଗିଛି। ରାଜ୍ୟରେ ରାଜନୈତିକ ହିଂସା ଉଗ୍ର ରୂପ ନେଇଥିବାବେଳେ ଏବେ ଡାକ୍ତରଙ୍କ ଧର୍ମଘଟ ସ୍ବାସ୍ଥ୍ୟ ସେବାରେ ପ୍ରଶ୍ନଚିହ୍ନ ଲଗାଇଛି। ପଶ୍ଚିମବଙ୍ଗ…

ବେନାମୀ କୃଷିଋଣରେ ଅର୍ଥ ଆତ୍ମସାତ୍‌ ଅଭିଯୋଗ : ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାଁରେ ବେନାମୀ କୃଷିଋଣ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି।…

ବାଣ ଫୁଟି ଥାନା କର୍ମଚାରୀ ଗୁରୁତର

ମହାକାଳପଡ଼ା,୧୫।୬(ଡି.ଏନ୍‌.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ଥାନା କର୍ମଚାରୀ ଭୂପତି ସାହୁ (୪୫) ଷ୍ଟାଫ…

କୃତୀ ଛାତ୍ରୀଙ୍କ ଇସ୍ରୋ ପରିଦର୍ଶନ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): ଟାଟାଷ୍ଟିଲର ଦ୍ୱାଦଶତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ୩୦୦ଟି ବିଦ୍ୟାଳୟର ୬୩ ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଟପ୍‌-୨୦ରେ ପଞ୍ଚମସ୍ଥାନ ଅଧିକାର କରିଛନ୍ତି ଅମ୍ବିକା ନନ୍ଦ। ସେ ଏକ୍ସପୋଜର ଭିଜିଟ କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାର ଏକମାତ୍ର ପ୍ରତିଯୋଗୀ ଯେ କି,…

ମହାମୁକାବିଲା ପୂର୍ବରୁ ଭାରତ-ପାକିସ୍ତାନ ଭିତରେ ବିଜ୍ଞାପନ ଯୁଦ୍ଧ: ଭାରତ ନେଲା ଅଭିନନ୍ଦନଙ୍କ ପ୍ରତିଶୋଧ

ନୂଆଦିଲ୍ଲୀ,୧୫।୬: ଭାରତ-ପାକିସ୍ତାନ ମଧ୍ୟରେ ବହୁ ପ୍ରତିକ୍ଷୀତ ଆଇସିସି ଓ୍ବାଲ୍ଡ କପ୍‌ ମ୍ୟାଚ ରବିବାର ମେଞ୍ଚଷ୍ଟାରରେ ଅନୁଷ୍ଠିତ ହେବାକୁ ଯାଉଛି। ହେଲେ ଗ୍ରାଉଣ୍ଡ ଫ୍ଲୋରରେ ମୁହାଁମୁହିଁ ହେବା ପୂର୍ବରୁ ଦୁଇ ଦେଶ ମଧ୍ୟରେ ବିଜ୍ଞାପନ ଜରିଆରେ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି। ସୋସିଆଲ…

ସଫେଇ କର୍ମଚାରୀଙ୍କ ଧର୍ମଘଟ : ସହରରେ ଗଦା ହୋଇଛି କୁଢ଼କୁଢ଼ ଆବର୍ଜନା

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୌରପରିଷଦର ସଫେଇ କର୍ମଚାରୀଙ୍କ ଧର୍ମଘଟ ଯୋଗୁ ସହରରେ କୁଢ଼କୁଢ଼ ଆବର୍ଜନା ପଡ଼ି ରହିଛିା ପ୍ରକାଶ ଯେ, ଭବାନୀପାଟଣା ସହରରେ ଗତ ୪ ଦିନ ଧରି ପୌରପରିଷଦର ସଫେଇ କର୍ମଚାରୀମାନେ ସେମାନଙ୍କ ଆକାଉଣ୍ଟରେ ଇପିଏଫ୍‌ ରାଶି…

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ ଜାତିସଂଘରେ ଏନେଇ ଏକ ପ୍ରସ୍ତାବ ଆସିଥିଲା। ଏହା ସପକ୍ଷରେ ଉପସ୍ଥିତ ୧୨୭ ସଦସ୍ୟଙ୍କ ମଧ୍ୟରୁ…

ସାବଧାନ,ନଜର ରଖୁଛି ସିସିଟିଭି: ରାସ୍ତାରେ ଛେପ ପକାଇଲେ ଦେବାକୁ ହେବ ଜରିମାନା

ବଡ଼ଦୋରା,୧୫।୬: ଗୁଜରାଟର ଅହମ୍ମଦାବାଦ୍‌ ଓ ରାଜକୋଟ ପରେ ଏବେ ବଡ଼ଦୋରାରେ ରାସ୍ତାରେ ଛେପ ପକାଉଥିବା ଏବଂ ପରିସ୍ରା କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ ଜରିମାନା ଲାଗୁ ହୋଇଛି। ଏଭଳି କରୁଥିବା ଲୋକଙ୍କ ଫଟୋ ସିିସିଟିଭିରୁ ସଂଗ୍ରହ କରାଯାଇ ସେମାନଙ୍କ ପ୍ରତି ଦଣ୍ଡବିଧାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri