Home

ଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସ

କାଲିଫର୍ନିଆରେ ଥିବା ମେଡ୍‌ଟେକ୍‌ କମ୍ପାନୀ ଅଧୀନ ମାୟୋସାଇନ୍ସ ନାମକ ସଂସ୍ଥାର ଗବେଷକମାନେ ଏକ ଆୟୋଭେରା-ସି କ୍ରାୟୋଆନାଲଜେସିଆ ଡିଭାଇସ ପ୍ରସ୍ତୁତ କରିଛନ୍ତି। ଏହା ଯନ୍ତ୍ରଣା ଲାଘବ କରିବାରେ ଅନେକାଂଶରେ ସହାୟକ ହୋଇପାରିବ। ବିଶେଷଭାବରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା କ୍ଷେତ୍ରରେ ଏହା ଉପକାରୀ ସାବ୍ୟସ୍ତ ହେବ…

ଖାଦ୍ୟ ନଷ୍ଟ ନ କରିବା ପାଇଁ ଖାଇବା ଥାଳିରେ ଲେଖା ଯାଉଛି ସଚେତନତା ବାର୍ତ୍ତା

ଜୟପୁର,୧୫।୭: ଖାଦ୍ୟ ନଷ୍ଟ ନ କରିବା ପାଇଁ ରାଜସ୍ଥାନରେ ଏକ ନିଆରା ସଚେତନତା ବାର୍ତ୍ତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏନେଇ ଯୋଧପୁରର ମାହେଶ୍ୱରୀ ଏବଂ ଘାଞ୍ଚି ସମାଜ ପକ୍ଷରୁ ପ୍ରୟାସ ଜାରି ରହିଛି। ଏହି ସଚେତନତା କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରତିମାସରେ ୨…

ସଚିନଙ୍କ ବିଶ୍ୱ ଏକାଦଶ ଖେଳାଳି ତାଲିକାରେ ଧୋନୀଙ୍କ ସ୍ଥାନ ନାହିଁ

ଲଣ୍ଡନ, ୧୫।୭: କ୍ରିକେଟର ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ବିଶ୍ୱ ଏକାଦଶ ଖେଳାଳି ତାଲିକା ପ୍ରକାଶ କରିଛନ୍ତି। ସବୁଠୁ ଆଶ୍ଚର୍ଯ୍ୟଜନକ ଭାବେ ଏହି ତାଲିକାରେ ସ୍ଥାନ ପାଇନାହାନ୍ତି ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଗତ କିଛିଦିନ ଫର୍ମରେ…

କୋଲୋନ୍‌ କ୍ୟାନ୍‌ସର ଓ ଭେଣ୍ଡି

କୋଲୋନ୍‌ କ୍ୟାନ୍‌ସରରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପାଇଁ ଭେଣ୍ଡି ଉପକାରୀ ସାବ୍ୟସ୍ତ ହୋଇଥାଏ। ୟୁନିଭର୍ସିଟି ଅଫ୍‌ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ ଭେଣ୍ଡିର ସ୍ବାସ୍ଥ୍ୟୋପକାରୀ ଗୁଣ ସମ୍ପର୍କରେ ଗବେଷଣା କରିବା ସମୟରେ ଏ ସମ୍ପର୍କରେ ଜାଣିପାରିଛନ୍ତି। ସେମାନଙ୍କ ଦ୍ୱାରା ସମ୍ପାଦିତ ସଦ୍ୟ ଗବେଷଣାରୁ ଏହା ଜଣାପଡ଼ିଛି।…

ସଂସ୍କୃତ ସ୍କୁଲରେ ଗାୟତ୍ରୀ ମନ୍ତ୍ରୋଚ୍ଚାରଣ ଶିଖୁଛନ୍ତି ମୁସଲମାନ୍‌ ଛାତ୍ରୀଛାତ୍ର

ଜୟପୁର,୧୫।୭: ଶିକ୍ଷାର କୌଣସି ଧର୍ମ ନାହିଁ। ଏହା ଅଜ୍ଞାନ ରୂପକ ଅନ୍ଧକାର ଦୂର କରି ଜ୍ଞାନର ଜ୍ୟୋତି ଜଳାଇଥାଏ। ଏହାର ଉଦାହରଣ ପାଲଟିଛି ରାଜସ୍ଥାନ ଜୟପୁରରେ ଥିବା ୬ଟି ସଂସ୍କୃତ ସ୍କୁଲ୍‌। ଏଠାରେ ମୁସଲମାନ୍‌ ଛାତ୍ରୀଛାତ୍ରମାନେ ପାଠ ପଢୁଛନ୍ତି। ପାଠ ପଢ଼ାରେ…

ବିଜେତା ଇଂଲଣ୍ଡକୁ ମିଳିଲା ନାହିଁ ଅସଲି ଟ୍ରଫି

ଲଣ୍ଡନ,୧୫।୭:୨୦୧୯ ଆଇସିସି ବିଶ୍ୱକପର ଫାଇନାଲ ମୁକାବିଲା କ୍ରିକେଟର ମକ୍କା କୁହାଯାଉଥିବା ଲର୍ଡସ ପଡିଆରେ ରବିବାର ଶେଷ ହୋଇଛି। ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଷଷ୍ଠ ଦଳ ଭାବେ ବିଶ୍ୱକପ ଚାମ୍ପିୟନ ହୋଇଛି। ଏହା ସହିତ ଦୀର୍ଘ ୨୩ ବର୍ଷ ପରେ…

ନନ୍ଦନକାନନରେ ପୁଣି ହେବ ବାଘଙ୍କ ମିଳନ ପ୍ରକ୍ରିୟା : ତିନି ଯୋଡ଼ିକୁ ସାମିଲ କରାଯିବ

ବାରଙ୍ଗ,୧୫।୭(ଡି.ଏନ.ଏ.) : ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ପୁଣି ଆରମ୍ଭ ହେବାକୁ ଯାଉଛି ବାଘମାନଙ୍କ ମିଳନ ପ୍ରକ୍ରିୟା। କଳାଲୋମଯୁକ୍ତ ବାଘଛୁଆ ଜନ୍ମ କରି ନନ୍ଦନକାନନ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲା। ଭାରତର ବଡ଼ ୧୮ଟି ଚିଡିଆଖାନା ମଧ୍ୟରେ ନୂଆ ଇତିହାସ…

୫ଜଣଙ୍କୁ ନୃତ୍ୟାୟନା ଗୌରବ ସମ୍ମାନ

ଭୁବନେଶ୍ୱର, ୧୫।୭(ବ୍ୟୁରୋ) : ଓଡ଼ିଶୀ ନୃତ୍ୟ କାର୍ଯ୍ୟକ୍ରମ ‘ନୃତ୍ୟାୟନା’ ରବିବାର ଭୁବନେଶ୍ୱରସ୍ଥିତ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏସିପି ବିଷ୍ଣୁ ମୋହନ ପାତ୍ର ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୃତ୍ୟଗୁରୁ ଶରତଚନ୍ଦ୍ର ଦାସ, ଗୁରୁ ସୁହାଗ…

କ୍ରିକେଟକୁ ଭଲ ପାଆନ୍ତି ନାହିଁ ଖିଲାଡି ବୟଙ୍କ ପୁଅ

ମୁମ୍ବାଇ,୧୫।୭: କ୍ରିକେଟର କ୍ରେଜ୍‌ ଛୋଟଠାରୁ ବଡ ସମସ୍ତଙ୍କ ପାଖରେ ଥିବା ବେଳେ ଏଥିରୁ କିନ୍ତୁ ବାଦ୍‌ ପଡିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟଙ୍କ ପୁଅ ଅରବ। ସେ କୁଆଡେ କ୍ରିକେଟକୁ ଭଲ ପାଆନ୍ତି ନାହିଁ ବୋଲି ଅକ୍ଷୟ ପ୍ରକାଶ କରିଛନ୍ତି। ଓ୍ବାର୍ଲଡ…

ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର: ୨୯ ମୃତ

ପାଟନା, ୧୫।୭: ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ଅନେକ ଜିଲାରେ ବନ୍ୟା ଆସି ବହୁ ଅଞ୍ଚଳ ପାଣିରେ ବୁଡି ରହିଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୯ ଲୋକଙ୍କ ମୃତ୍ୟୁ ହୋଇଛି। ଏବେ ବି ୧୨ ଲକ୍ଷରୁ ଅଧିକ ଲୋକ ବନ୍ୟା ପାଣିରେ…

ପ୍ରେମବିବାହ ପରେ ସୁରକ୍ଷା ପାଇଁ ହାଇକୋର୍ଟ ଯାଇଥିବା ନବମ୍ପତିଙ୍କୁ ବନ୍ଧୁକ ଦେଖାଇ ଅପହରଣ

ଲକ୍ଷ୍ନୌ,୧୫।୭: ପ୍ରେମବିବାହ ପରେ ସୁରକ୍ଷା ପାଇଁ ଆହ୍ଲାବାଦ୍‌ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ନବଦମ୍ପତିଙ୍କୁ କିଛି ଲୋକ ବନ୍ଧୁକ ଦେଖାଇ ଅପହରଣ କରି ନେଇଛନ୍ତି। ସେମାନଙ୍କୁ ସୋମବାର ହାଇକୋର୍ଟ ଗେଟ୍‌ ପାଖରୁ ଅପହରଣ କରାଯାଇଛି। ନବଦମ୍ପତିଙ୍କୁ ଅପେକ୍ଷା କରି କିଛି ଲୋକ ଗେଟ୍‌…

ପ୍ରଥମ କନ୍ୟାପିତାଙ୍କୁ ଅଟକ ରଖି ଦ୍ୱିତୀୟ ବିବାହ ଉଦ୍ୟମ : ଶିଶୁପାଳ ହୋଇ ଫେରିଲେ ବର

ବ୍ରହ୍ମଗିରି,୧୫।୭(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟେ ବରକୁ ଦୁଇଟି କନ୍ୟା ବିବାହ କରିବାକୁ ନେଇ ହୀନସ୍ତା ହୋଇଛନ୍ତି ବରପକ୍ଷ। ଶେଷରେ ଦୁଇଟିଯାକ କନ୍ୟା ଛାଡି ଚାଲିଯିବାରୁ ବର ଶିଶୁପାଳ ହୋଇ ଫେରିବାକୁ ପଡିଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?