Home

୨୦୨୧ ସୁଦ୍ଧା ଶେଷ ହେବ ଲ୍ୟୁଲ୍‌ ନଦୀ ଉପରେ ଭାସମାନ ହୋଟେଲ: ଦିନକର ରହିବା ଭଡ଼ା ୭୫ ହଜାର

ଷ୍ଟକ୍‌ହୋମ୍‌,୧୪।୭: ସୁଇଡେନ୍‌ର ଲେପଲେଣ୍ଡ୍‌ ଅଞ୍ଚଳରେ ଥିବା ଲ୍ୟୁଲ୍‌ ନଦୀ ଉପରେ ଏକ ଭାସମାନ ହୋଟେଲ ନିର୍ମାଣ କରାଯାଉଛି। ହୋଟେଲ ନିର୍ମାଣ କାର୍ଯ୍ୟ ୨୦୨୦-୨୧ ସୁଦ୍ଧା ଶେଷ ହେବ। ଏଠାରେ ଗୋଟିଏ ଦିନ ରହିବା ପାଇଁ ଭଡ଼ା ଭାରତୀୟ ମୁଦ୍ରାରେ ୭୫ ହଜାର…

ମଣ୍ଡିରେ ଲାଗିଲା ନିଆଁ: ପୋଡ଼ି ପାଉଁଶ ହେଲା ୧୭୦ ଟନ୍‌ ଗହମ

ଅମ୍ବାଲା,୧୪।୭: ହରିୟାଣାର ଅମ୍ବାଲାସ୍ଥିତ ଖାଦ୍ୟଶସ୍ୟ ମଣ୍ଡିରେ ରବିବାର ଭୋର୍‌ ୪ଟା ୩୦ରେ ନିଆଁ ଲାଗି ପ୍ରାୟ ୧୭୦ ଟନ୍‌ ଗହମ ଜଳି ପାଉଁଶ ହୋଇ ଯାଇଛି। ଶର୍ଟ ସର୍କିଟ୍‌ ଯୋଗୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବର୍ଷାରେ ଓଦା ନ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ମାଓବାଦୀ ନିହତ

ରାୟପୁର,୧୪।୭: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେ ଓ୍ବାଡ଼ା ଜିଲାର ଗୁମିୟାପାଲ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରବିବାର ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ମୃତ ମାଓବାଦୀଙ୍କ…

୭୬ ବର୍ଷୀୟ ବୃଦ୍ଧଙ୍କ ଅଟୋ ଆମ୍ବୁଲାନ୍ସ ସେବା : ୯୦ ଦିନରେ ବଞ୍ଚାଇଛନ୍ତି ୧୦୦ ଜଣଙ୍କ ଜୀବନ

ହରଜିନ୍ଦର ସିଂହ ନାମକ ଜଣେ ୭୬ ବର୍ଷୀୟ ବୃଦ୍ଧ ଦିଲ୍ଲୀ ରାସ୍ତାରେ ଅଟୋ ଆମ୍ବୁଲାନ୍ସ ସେବା ଯୋଗାଉଛନ୍ତି। ସେ କୁହନ୍ତି, ଗତ ୩ ମାସ ଭିତରେ ୧୦୦ ଜଣଙ୍କ ଜୀବନ ବଞ୍ଚାଇଛନ୍ତି। ପ୍ରତିଦିନ ରାସ୍ତାରେ ଘଟୁଥିବା ଦୁର୍ଘଟଣାରେ ଆହତମାନଙ୍କୁ ସେବା ଯୋଗାଇଥାନ୍ତି।…

ଭୟଙ୍କର ହେଉଛି ନେପାଳ ବନ୍ୟା ପରିସ୍ଥିତି: ବଢୁଛି ମୃତ୍ୟୁ ସଂଖ୍ୟା

କାଠମାଣ୍ଡୁ,୧୪।୭: ନେପାଳରେ ଲାଗି ରହିଥିବା ବର୍ଷାରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ରୂପ ଧାରଣ କରୁଛି। ବନ୍ୟା ଓ ଭୂସ୍ଖଳନ ଫଳରେ ଏବେସୁଦ୍ଧା ଏଠାରେ ୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ନିଖୋଜ ଅଛନ୍ତି ଓ ୨୦ରୁ ଊର୍ଦ୍ଧ୍ୱ…

ବାଂଲାଦେଶର ପୂର୍ବତନ ସାମରିକ ଶାସକ ମହମ୍ମଦ୍‌ ଇର୍ଶାଦ୍‌ଙ୍କ ପରଲୋକ

ଢ଼ାକା, ୧୪।୭: ବାଂଲାଦେଶର ପୂର୍ବତନ ସାମରିକ ଶାସକ ହୁସେନ୍‌ ମହମ୍ମଦ୍‌ ଇର୍ଶାଦ୍‌ଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଯାଇଛି। ୧୯୮୨ ଏପ୍ରିଲ୍‌ ୨୪ରେ ତତ୍‌କାଳୀନ ରାଷ୍ଟ୍ରପତି ଅବଦୁସ୍‌ ସତାର୍‌ଙ୍କ ବିରୋଧରେ ସେ ଷଡ଼ଯନ୍ତ୍ର ରଚି କ୍ଷମତା ଦଖଲ କରିଥିଲେ। ତେବେ…

ମାଡ଼ି ଆସୁଛି ‘ବାରୀ’ ପ୍ରବଳ ବର୍ଷା ସହ ହେବ ଭୂସ୍ଖଳନ

ଓ୍ବାଶିଂଟନ,୧୪।୭: ଆମେରିକାର ଲୁଇସିଆନା ସହରରେ ଘୂର୍ଣ୍ଣିବାତ୍ୟା ‘ବାରୀ’ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଦିନେ ଦୁଇ ଦିନ ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବା ଅନୁମାନ କରାଯାଇଥିବା ବେଳେ ଏହାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଟଲାଣ୍ଟିକ ସିଜନର…

ଅଷ୍ଟ୍ରେଲିଆରେ ଭୂକମ୍ପ

କାନ୍‌ବେରା,୧୪।୭: ଅଷ୍ଟ୍ରେଲିଆର ଉପକୂଳ ଅଞ୍ଚଳ ରିସୋର୍ଟ ଟାଉନ୍‌ ବ୍ରୁମ୍‌ଠାରେ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୯ ଥିଲା ବୋଲି ଆମେରିକା ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ଭୂଗର୍ଭର ୩୩ କିଲୋମିଟର…

ମେସେଜ୍‌ରେ ଅପଶବ୍ଦ ବ୍ୟବହାରକାରୀଙ୍କୁ ଚିହ୍ନଟ କରିବ ହ୍ବାଟ୍ସଆପ, ପ୍ରତିମାସରେ ୨୦ ଲକ୍ଷ ୟୁଜରଙ୍କୁ କରାଯିବ ବ୍ଲକ୍‌

ବିଶ୍ୱରେ ପ୍ରାୟ ୧୫୦କୋଟି ଲୋକ ହ୍ବାଟ୍ସଆପ ବ୍ୟବହାର କରୁଛନ୍ତି। ଏଥିରେ ଅପଶବ୍ଦ ବ୍ୟବହାର କରୁଥିବା ଲୋକଙ୍କୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯିବ। ୨୦୧୯ ଡିସେମ୍ବର ସୁଦ୍ଧା ଏପରି ପଦକ୍ଷେପ ନେବ ହ୍ବାଟ୍ସଆପ କମ୍ପାନୀ। ପ୍ରତି ମାସରେ ୨୦ ଲକ୍ଷ ୟୁଜରଙ୍କୁ ବାଦ୍‌ କରାଯିବ।…

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ସିଦ୍ଧୁ

ଚଣ୍ଡିଗଡ଼,୧୪।୭: କ୍ରିକେଟରରୁ ରାଜନେତା ହୋଇଥିବା କଂଗ୍ରେସର ନବଜୋତ ସିଂ ସିଦ୍ଧୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ରବିବାର ଟୁଇଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମ୍ବୋଧନ କରି ସେ ଯେଉଁ ଇସ୍ତଫା ପତ୍ର ଜୁନ୍‌…

ବୁଢ଼ୀ ହେଲେ ଏମିତି ଦିଶିବେ ସୋନମ..

ମୁମ୍ବାଇ: ବଲିଉଡର ଫ୍ୟାଶନ ଡିଭା କହିଲେ ବୁଝାଯାଏ ସୋନମ କପୁରଙ୍କୁ। ଅନେକାଂଶରେ ଏହା ସତ ମଧ୍ୟ। ବିମାନବନ୍ଦର ହେଉ ଅଥବା କୌଣସି ପାର୍ଟି, ସବୁଥିରେ ସୋନମ୍‌ଙ୍କ ଫ୍ୟାଶନ୍‌ ସେନ୍ସ ବାରି ହୋଇପଡେ। ସବୁବେଳେ କିଛି ନୂଆ ଲୁକ୍‌ରେ କ୍ୟାମେରାରେ କଏଦ ହେବାକୁ…

ପୋଲିସ ସୁରକ୍ଷାରେ ନବଦମ୍ପତି ସାକ୍ଷୀ-ଅଜିନେଶ୍‌: ସୋମବାର ହାଇକୋର୍ଟରେ ହେବେ ହାଜର

ଲକ୍ଷ୍ନୌ,୧୪।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍‌ଙ୍କୁ ହାଇକୋର୍ଟରେ ହାଜର କରାଇବା ପାଇଁ ଏକ ୩ ଜଣିଆ ପୋଲିସ ଦଳ ପହଞ୍ଚିଛନ୍ତି। ଦଳରେ ଜଣେ ସବ୍‌-ଇନସ୍ପେକ୍ଟର, ଜଣେ କନଷ୍ଟେବଳ ଏବଂ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?