Home

ବୁଡ଼ିଗଲା କାଜିରଙ୍ଗା ଜାତୀୟ ଉଦ୍ୟାନ

ବକସା,୧୪।୭: ଆସାମରେ ଆସିଥିବା ବନ୍ୟା ପରିସ୍ଥିତି ଏବେ ଗାଁଠାରୁ ସହର ସବୁଠି ସାଧାରଣ ଜନ ଜୀବନକୁ ପ୍ରଭାବିତ କରିଛି। ତେବେ ଆସାମରେ ଥିବା କାଜିରଙ୍ଗା ଜାତୀୟ ଉଦ୍ୟାନ ମଧ୍ୟ ଏଥିରୁ ବାଦ୍‌ ପଡିନି। ଏହାର ପାଖାପାଖି ୭୦ ଭାଗ ବୁଡି ଯାଇଥିବାରୁ…

ଯଦି ବାଟରେ ଯିବାବେଳେ ଟଙ୍କା ମିଳେ..

ବେଳେ ବେଳେ ରାସ୍ତାରେ ଗଲାବେଳେ ଟଙ୍କା ବା ନୋଟ୍‌ ପଡିଥିବାର ଦେଖିଥାନ୍ତି । କେତେ ଜଣ ଏହାକୁ ଗୋଟାଇ ନିଜ ପାଖରେ ରଖୁଥିବା ବେଳେ ଅନ୍ୟ କେହି ମନ୍ଦିରକୁ ବା ଭିକାରିଙ୍କୁ ଦାନ କରିଦେଇଥାନ୍ତି । ତେବେ ଏହା ପଛରେ ବି…

ଅଦୃଶ୍ୟ କାରିଗରି: ସୋୟା ସସ୍‌ ଢାଳିଲେ ଝଲସି ଉଠେ ଚମତ୍କାର ପେଣ୍ଟିଂ

ଆଜିକାଲି ଥ୍ରୀଡି ପେଣ୍ଟିଂର ବେଶ୍‌ ଚାହିଦା ରହିଛି। ଘର, ରାସ୍ତାଘାଟ ଏମିତିକି ଖାଦ୍ୟରେ ବି ଥ୍ରୀଡି ପେଣ୍ଟିଂ କରାଯାଉଛି। ତେବେ ଜାପାନର ଏକ ଡିଜାଇନ୍‌ ଷ୍ଟୁଡିଓ ଏବେ ତିଆରି କରିଛି ଏମିତି କିଛି ପାତ୍ର, ଯାହାକୁ ଦେଖିଲେ ସାଧାରଣ ଲାଗେ। ହେଲେ…

ଚନ୍ଦ୍ରାୟନ-୨: ବାହୁବଳୀ ରକେଟର ଉତ୍‌କ୍ଷେପଣ ଦେଖିବେ ଦର୍ଶକ

ଶ୍ରୀହରିକୋଟା,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ। ଜିଏସ୍‌ଏଲ୍‌ଭି ମାର୍କ-୩ ବାହୁବଳୀ ରକେଟର ଉତ୍‌କ୍ଷେପଣ ଦେଖିବା ପାଇଁ ଦର୍ଶକମାନେ ଅନ୍‌ଲାଇନ୍‌ରେ ପଞ୍ଜିକରଣ…

ପ୍ରକୃତି ବନ୍ଧୁ ‘ଇ-ଯାନ’: ଇକୋ ଫ୍ରେଣ୍ଡ୍‌ଲି, ରକ୍ଷଣାବେକ୍ଷଣ ଖର୍ଚ୍ଚ ବି କମ୍‌

ବିଶ୍ୱତାପନ ଓ ପରିବେଶ ପ୍ରଦୂଷଣ କଥା ଦେଖିଲେ ଯାନବାହନ ହିଁ ପ୍ରଦୂଷଣର ଅନ୍ୟତମ କାରଣ। ତେଣୁ ଏଥିଯୋଗୁ ହେଉଥିବା ବାୟୁ ଓ ଶବ୍ଦ ପ୍ରଦୂଷଣକୁ ଯଦି ରୋକାଯାଇପାରିବ, ତେବେ ଆମେ କିଛିମାତ୍ରାରେ ଆଶ୍ବସ୍ତି ଲାଭ କରିପାରିବା। ଯାହାକୁ ଅନେକ ମାତ୍ରାରେ ସମାଧାନ…

ପାଟକୁରା: ବୁଝାମଣାରୁ ଲଢ଼େଇ ଦୁର୍ବଳ; ଆସିବେନି ମୋଦି-ଶାହ, ଭାଜପାକୁ କେବଳ ରାଜ୍ୟ ନେତୃତ୍ୱ ଭରସା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟ ରାଜନୀତି ବର୍ତ୍ତମାନ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ କେନ୍ଦ୍ରିତ। ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ଆସନ ପାଇଁ ଭୋଟ ହୋଇଥିବାବେଳେ କେବଳ ପାଟକୁରା ଆସନ ଏଥିରୁ ବାଦ୍‌ ପଡିଥିଲା। ଏହି ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ…

ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା. ଶର୍ମା ଲୋକାୟୁକ୍ତ ସଦସ୍ୟ ନିଯୁକ୍ତ ହେଲେ ନୂଆ ଡିଜିପି କାହାକୁ ନିଯୁକ୍ତ କରାଯିବ…

ଜିଲା ଚିଠି: ଏବେ ନବକଳେବର ରୂପ ଧାରଣ କରିଛି କଟକ, ହେଲେ କାହାଣୀ ଲାଗୁନି ନୂଆ

ଜିଲାପାଳ ନୂଆ, ସିଏମ୍‌ସି କମିଶନର ନୂଆ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୂଆ, ଏହାସାଙ୍ଗକୁ ବିଧାୟକ ମଧ୍ୟ ନୂଆ। ମୋଟାମୋଟି କଟକ ଏବେ ନବକଳେବର ରୂପ ଧାରଣ କରିଛି। କିନ୍ତୁ ପ୍ରାୟତଃ ନୂଆମାନେ ଲୋକଙ୍କୁ ଯେଉଁ କାହାଣୀ ଶୁଣାଉଛନ୍ତି…

ଆର୍ଥ୍ରାଇଟିସ୍‌ ସମସ୍ୟାରୁ ମୁକୁଳିବା ପାଇଁ…

ତୁଳସୀ ପତ୍ର ବା ଏହାର ରସ ନିୟମିତ ସେବନ କରୁଥିବା ବ୍ୟକ୍ତି ଅନ୍ୟମାନଙ୍କ ଅପେକ୍ଷା ଅଧିକ ସୁସ୍ଥ ରୁହନ୍ତି ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦିଅନ୍ତି। କାରଣ ଏଥିରେ ରହିଛି ଅନେକ ଔଷଧୀୟ ଗୁଣ। ତେବେ ଆର୍ଥ୍ରାଇଟିସ୍‌ ପାଇଁ ଏହା ଖୁବ୍‌…

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍‌ସ ପକ୍ଷରୁ ପ୍ରକାଶିତ ତାଲିକା ଅନୁସାରେ, ବିଜ୍ଞାନରେ ୮୯.୨% କଟ୍‌ ଅଫ୍‌ ମାର୍କ ସହ ରେଭେନ୍‌ଶା ହାୟର ସେକେଣ୍ଡାରୀ ସ୍କୁଲ…

ପ୍ରଥମ ଦିନରେ ୧୧କୋଟି

ମୁମ୍ବାଇ: ହ୍ରିତିକ ରୋଶନ୍‌ଙ୍କ ଅଭିନୀତ ‘ସୁପର ୩୦’ ରିଲିଜ ଦିବସରେ ୧୧କୋଟି ଅର୍ଜନ କରିଥିବା ଟ୍ରେଡ୍‌ ରିପୋର୍ଟ୍‌ସ ପକ୍ଷରୁ ସୂଚନା ମିଳିଛି। ଉକ୍ତ ଫିଲ୍ମ ଗତ ଶୁକ୍ରବାର ଦେଶର ବିଭିନ୍ନ ମେଟ୍ରୋ ତଥା ସହରାଞ୍ଚଳର ପ୍ରେକ୍ଷାଳୟଗୁଡିକ (ବିଶେଷକରି ମୁମ୍ବାଇ ଓ ଦକ୍ଷିଣ…

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହା ପରଦିନ ସିଂହଦ୍ୱାରଠାରେ ତିନିରଥ ଉପରେ ଅନୁଷ୍ଠିତ ହେଉଛି ପବିତ୍ର ଅଧରପଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?