Home

ନୂଆ ଗାଡ଼ି ପାଇଁ ନେବାକୁ ହେବ ଲମ୍ବା ଅବଧିର ବୀମା ପଲିସି: ଆଇଆର୍‌ଡିଏ

ନୂଆଦିଲ୍ଲୀ,୧୩-୭: ନୂଆ ଗାଡ଼ି କିଣୁଥିବା ବ୍ୟକ୍ତିବିଶେଷଙ୍କୁ ଲମ୍ବା ଅବଧିର ବୀମା ପଲିସି କିଣିବାକୁ ହେବ। ଏହା ବାଧ୍ୟତାମୂଳକ ହୋଇଛି। ତେବେ ପୂର୍ବରୁ ଗାଡ଼ି ପଲିସି ଥିବା ବ୍ୟକ୍ତିମାନେ ପ୍ରତିବର୍ଷ ଏହାର ନବୀକରଣ କରିବାକୁ ହେବ ବୋଲି ଭାରତୀୟ ବୀମା ନିୟାମକ ପ୍ରାଧିକରଣ(ଆଇଆର୍‌ଡିଏ)…

ନିଜର ଉତ୍ତରାଧିକାରୀଙ୍କୁ ଆଦିତ୍ୟ ପୁରୀଙ୍କ ୧୫ ଦିନିଆ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୩-୭: ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏମ୍‌ଡି ଆଦିତ୍ୟ ପୁରୀଙ୍କ ଉତ୍ତରାଧିକାରୀ ଖୋଜା ଆରମ୍ଭ ହୋଇଛି। ତେବେ ନୂଆ ଏମ୍‌ଡିଙ୍କୁ ୨ ସପ୍ତାହ ଭିତରେ ତାଙ୍କର ସମସ୍ତ କାମ ଶିଖିବାକୁ ହେବ ବୋଲି ପୁରୀ ଚାହୁଁଛନ୍ତି। ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତିଜଣକ ସବୁ ଦୃଷ୍ଟିରୁ…

ଫେସବୁକ୍‌ ଉପରେ ଲାଗିବ ୩୪ ହଜାର କୋଟି ଜରିମାନା

ଓ୍ବାଶିଂଟନ,୧୩-୭: ଆମେରିକା ରେଗୁଲେଟର ଫେଡେରାଲ ଟ୍ରେଡ କମିଶନ(ଏଫ୍‌ଟିସି) ଡାଟା ଲିକ୍‌ ମାମଲାରେ ଫେସବୁକ୍‌ ଠାରୁ ୫ ବିଲିୟନ ଡଲାର( ପ୍ରାୟ ୩୪ ହଜାର କୋଟି ଟଙ୍କା) ଜରିମାନା ଆଦାୟ କରିବାକୁ ସୁପାରିସ୍‌ କରିଛନ୍ତି। କୌଣସି ଟେକ୍‌ କମ୍ପାନୀ ବିରୋଧରେ ଏହା ଅଦ୍ୟାବଧି…

ଗାଡ଼ି ଧକ୍କାରେ ଯୁବ ଇଞ୍ଜିନିୟର ମୃତ : ଉତ୍ତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

କେନ୍ଦୁଝର/ପାଟଣା,୧୩ା୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ତୁରମୁଙ୍ଗା ରେଙ୍ଗାଳବେଡା ନିକଟରେ ଏକ ଗାଡି ଧକ୍କାରେ ଯୁବ ଇଞ୍ଜିନିୟର ସଂଗ୍ରାମ କେଶରୀ ସାହୁଙ୍କର ମୃତ୍ୟୁ ହୋଇଛି। ନୟାଗଡ ବ୍ଲକ ଝୁମ୍ପୁରା ନିକଟ ପଟ୍ଟନାୟକ ପୁରଣାପାଣିସ୍ଥିତ ଷ୍ଟିଲରେ ସେ କାର୍ଯ୍ୟରତ ଥିଲେ। ଶନିବାର ରାତିରେ ଡ୍ୟୁଟି ସାରି…

ବଜ୍ରପାତରେ ନାବାଳକଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁରୁଷୋତ୍ତମପୁର ଥାନା ସାହାପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟିି ଜଣେ ନାବାଳକଙ୍କ ଜୀବନ ଯାଇଛି। ମୃତ ନାବାଳକ ଜଣକ ସାହାପୁର ଗ୍ରାମର ଉଦୟ ମଳିକଙ୍କ ନାବାଳକ ପୁତ୍ର ଜିତୁ (୧୭) । ଶନିବାର…

ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣ ଜରୁରୀ

ଲୋଇସିଂହା,୧୩।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ୭୦ତମ ବନ ମହୋସତ୍ବ ଶନିବାର ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନ ଶିକ୍ଷୟିତ୍ରୀ ମେହେର ବାନୁଙ୍କ ଅଧ୍ୟକ୍ଷତା କରିଥିଲେ। ସଭାରେ ସ୍ଥାନୀୟ ରେଞ୍ଜ ଅଫିସର ରାଜକିଶୋର ନାଏକ…

ଟାଏକୋଣ୍ଡୋ ବ୍ୟାପାର ବୁଝିବା ଲାଗି ଆଡହକ୍‌ କମିଟି

ନୂଆଦିଲ୍ଲୀ, ୧୩ା୭ (ପି.ଟି.)-ଦେଶରେ ଟାଏକୋଣ୍ଡୋ ବ୍ୟାପାର ବୁଝାଶୁଝା କରିବା ଲାଗି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଏକ ଆଡହକ୍‌ କମିଟି ଗଠନ କରିଛି। ଏହା ୬ମାସ ମଧ୍ୟରେ ମହାସଂଘର ନିର୍ବାଚନ କରାଇବ। ଗତବର୍ଷ ଡିସେମ୍ବରରେ ଆଇଓଏର ଜେନେରାଲ ଆସେମ୍ବ୍ଲିରେ ଏ ସମ୍ପର୍କରେ…

ମହିଳା ଫୁଟ୍‌ବଲ ଦଳକୁ ୬ ସ୍ଥାନ ପଦୋନ୍ନତି

ନୂଆଦିଲ୍ଲୀ,୧୩ା୭ (ପି.ଟି.)-ଭାରତୀୟ ମହିଳା ଫୁଟ୍‌ବଲ ଦଳ ଗତ କିଛି ମାସ ହେଲା ପ୍ରଭାବୀ ପ୍ରଦର୍ଶନ କରିଆସିଛି। ଏଥିପାଇଁ ସଦ୍ୟ ପ୍ରକାଶିତ ଫିଫା ର଼୍ୟାଙ୍କିଙ୍ଗ ତାଲିକାରେ ଦଳ ୬ ସ୍ଥାନ ପଦୋନ୍ନତି ପାଇ ୫୭ ତମ ସ୍ଥାନରେ ରହିଛି। ଏସୀୟ ଦେଶଗୁଡ଼ିକ ମଧ୍ୟରେ…

ମଧ୍ୟାହ୍ନଭୋଜନ ଖାଇ ୧୯ ଅସୁସ୍ଥ, ୨ ଗୁରୁତର

ତାଳଚେର,୧୩।୭(ନି.ପ୍ର.) : ମଧ୍ୟାହ୍ନଭୋଜନ ଖାଇ ଶନିବାର ପରଜଙ୍ଗ ବ୍ଲକ କଳେଇ ୟୁପିସ୍କୁଲର ୧୯ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସା ପାଇଁ ସମସ୍ତଙ୍କୁ ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବେ ୨ ଜଣ ଡାକ୍ତରଖାନାରେ ଚିକିସତ୍ାଧୀନ ଥିବାବେଳେ ଅନ୍ୟମାନେ…

ଋଣ ଦେବା ନାଁରେ ୫ ଲକ୍ଷ ଠକେଇ : କମ୍ପାନୀ ମାଲିକଙ୍କୁ ପୋଲିସ ଜିମାଦେଲେ ଜମାକାରୀ

ତିହିଡ଼ି, ୧୩।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବିଭିନ୍ନ ଗ୍ରାମର ୩୯ ସ୍ବୟଂସହାୟକ ଗୋଷ୍ଠୀକୁ ଋଣ ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଶନିବାର ତିହିଡ଼ି ଥାନାରେ ଅଭିଯୋଗ କରାଯାଇଛି। ଧାମନଗର ବ୍ଲକ ଧୂଷୁରୀ…

ବିଭିନ୍ନ ରୋଗ ନାଶ କରେ କଞ୍ଚାଲଙ୍କା

କଞ୍ଚାଲଙ୍କା ଖାଦ୍ୟର ସ୍ବାଦ ବଢ଼ାଇଥାଏ। ଖାଲି ଏତିକି ନୁହେଁ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଜାଣନ୍ତୁ ଏ ସମ୍ପର୍କରେ… ଭିଟାମିନ୍‌ରେ ଭରପୂର କଞ୍ଚାଲଙ୍କା ଖାଇଲେ ଶରୀରକୁ ଅନେକ ଲାଭ ମିଳିଥାଏ। ଏଥିରେ ଭିଟାମିନ ‘ଏ’, ଭିଟାମିନ ବି-୬ ଏବଂ…

କ୍ୟାଟ୍ରିନାଙ୍କ ହୃଦୟରେ ରାଜ୍‌ କରନ୍ତି ଜଣେ କ୍ରିକେଟର

ଅଭିନେତ୍ରୀ କ୍ୟାଟ୍ରିନାଙ୍କ ହୃଦୟରେ ଜଣେ କ୍ରିକେଟର ରାଜ୍‌ କରନ୍ତି। କ୍ୟାଟ୍ରିନା ସଚ୍ଚିନ, ଧୋନୀ କିମ୍ବା ବିରାଟଙ୍କୁ ପସନ୍ଦ କରନ୍ତିନି। ଏକଥା ଖୋଦ୍‌ କ୍ୟାଟ୍ରିନା ଏକ ସାକ୍ଷାତକାରରେ କହିଛନ୍ତି। କ୍ୟାଟ୍ରିନାଙ୍କୁ ଯେତେବେଳେ ପ୍ରଶ୍ନ କରାଗଲା ଆପଣଙ୍କ ପ୍ରିୟ କ୍ରିକେଟର କିଏ ସେ ସଙ୍ଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?