Home

ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ କ୍ଷୀର ଢ଼ାଳି ପ୍ରତିବାଦ କଲେ ଚାଷୀ

ବାସୁଦେବପୁର,୧୩।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ସ୍ଥିତ ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ ଶନିବାର ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ରାତିରେ ମଧ୍ୟ ଚାଷୀମାନେ କ୍ଷୀର ଢ଼ାଳି ପ୍ରତିବାଦ ପଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଦୁଗ୍ଧ ଶୀତଳିକରଣ ଭଣ୍ଡାର ପକ୍ଷରୁ ବିଭିନ୍ନ…

ପୃଥିବୀର ସବୁଠାରୁ ଉଚ୍ଚା ଗଛ: କୁତବ୍‌ ମିନାରଠାରୁ ବି ଅଧିକ

ସ୍କାରାମେଣ୍ଟୋ,୧୩।୭: ପୃଥିବୀର ସବୁଠାରୁ ଉଚ୍ଚା ଗଛ କାର୍ଲିଫର୍ନିଆ ରେଡ୍‌ ଉଡ୍‌ ଜାତୀୟ ଉଦ୍ୟାନରେ ରହିଛି। ଏହାର ଉଚ୍ଚତା ୧୧୫.୮୫ ମିଟର। ଏହି ଗଛ ସମ୍ପର୍କରେ ୨୦୦୬ରେ ଜଣାପଡ଼ିଥିଲା। ଏହାର ଉଚ୍ଚତା ଦିଲ୍ଲୀର କୁତବ୍‌ ମିନାରଠାରୁ ମଧ୍ୟ ଅଧିକ। ସେହିପରି ଏହା ଆମେରିକା…

ଆଇଏସ୍‌ଆଇ ଏଜେଣ୍ଟ୍‌ ହନିଟ୍ରାପ୍‌ ମାୟାରେ ଭାରତୀୟ ସେନା କର୍ମଚାରୀ

ନୂଆଦିଲ୍ଲୀ,୧୩।୭: ଫେସ୍‌ବୁକ୍‌ରେ ହାଏ ହାଲୋ ପରେ ଭାରତୀୟ ସେନା କର୍ମଚାରୀଙ୍କ ସହିତ ବନ୍ଧୁତା କରି ପରେ ସେମାନଙ୍କ ମୁଭମେଣ୍ଟ୍‌ ସମ୍ପର୍କରେ ତଥ୍ୟ ଚୋରାଇ ନେଉଛି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ସୁନ୍ଦରୀ ଏଜେଣ୍ଟ୍‌। ଇତିମଧ୍ୟରେ କିଛି ସେନା କର୍ମଚାରୀ ଏହି ଏଜେଣ୍ଟର…

ଏସିଆର ଶ୍ରେଷ୍ଠ ୧୦ ସୁନ୍ଦର ସହର ମଧ୍ୟରେ ରାଜସ୍ଥାନର ଉଦୟପୁର ଓ ଜୟପୁର

ନୂଆଦିଲ୍ଲୀ,୧୩।୭: ଏସିଆର ଶ୍ରେଷ୍ଠ ୧୦ ସୁନ୍ଦର ସହର ମଧ୍ୟରେ ରାଜସ୍ଥାନର ୨ ସହର ରହିଛନ୍ତି। ଏନେଇ ପର୍ଯ୍ୟଟନ ପ୍ରତିକା ଟ୍ରାଭେଲ ପ୍ଲସ୍‌ ରେଜର ମାଗାଜିନ୍‌ରେ ରିପୋର୍ଟ ପ୍ରକାଶ ପାଇଛି। ରାଜସ୍ଥାନର ଉଦୟପୁର ତାଲିକାରେ ୬ଷ୍ଠ ସ୍ଥାନରେ ଥିବାବେଳେ ଜୟପୁର ୧୦ମ ସ୍ଥାନରେ…

ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେଲା ‘ଦି ଲାଷ୍ଟ କଲର’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ ଓଡ଼ିଶାକୁ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ନିକଟରେ ତାଙ୍କ ଦ୍ୱାରା ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ କଲର’ ଶୁକ୍ରବାର ଜାତିସଂଘ ମୁଖ୍ୟାଳୟଠାରେ…

ଉତ୍ସାହ ଆଗରେ ହାର୍‌ ମାନିଛି ବୟସ: ୯୩ ବର୍ଷ ବୟସ୍କ ବୃଦ୍ଧ ଶିଖାଉଛନ୍ତି କୁସ୍ତି ଲଢ଼ିବା

ମଦୁରାଇ,୧୩।୭: ତାମିଲନାଡୁର ମଦୁରାଇରେ ବାସ କରୁଥିବା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ ଉତ୍ସାହ ଆଗରେ ବୟସ ହାର୍‌ ମାନିଛି। ସେ ସ୍ଥାନୀୟ ଯୁବକଙ୍କୁ କୁସ୍ତି ଲଢ଼ିବା ଶିଖାଉଛନ୍ତି। ଏଠାରେ ବାସ କରୁଥିବା ପାଲାନି ନାମକ ଏହି ବୃଦ୍ଧ ଜଣଙ୍କ ୧୯୯୪ରେ…

ବାହୁଡ଼ାରେ ୧୦୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ପୁରୀ ଅଫିସ, ୧୩।୭: ବାହୁଡ଼ା ଯାତ୍ରାରେ ଜନ୍ମବେଦିରୁ ରତ୍ନବେଦିକୁ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଫେରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ମହାପ୍ରଭୁଙ୍କ ଏହି ଅପୂର୍ବ ଲୀଳାର ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହୋଇଥିଲା। ଅପରାହ୍ନରେ ରଥ ଟାଣିବା ବେଳେ ଭିଡ଼ ମଧ୍ୟରେ…

ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି…

ବିମାନବନ୍ଦର ପାର୍ଶ୍ୱରୁ ହଟିବ ଦୁଇ ବସ୍ତି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସୀମାକୁ ଆହୁରି ବୃଦ୍ଧି କରାଯିବ। ହେଲେ ଏଥିପାଇଁ ବିମାନବନ୍ଦର ପାର୍ଶ୍ୱରେ ଥିବା ବସ୍ତି ବାଧକ ସାଜିଛି। ତେଣୁ ଉକ୍ତ ବସ୍ତିକୁ ଉଚ୍ଛେଦ କରାଯିବାକୁ ନିଷ୍ପତ୍ତି ହୋଇଥିବାବେଳେ ଏନେଇ ବିମାନବନ୍ଦର କର୍ତ୍ତୃପକ୍ଷ ସାଧାରଣ…

ପାର୍ଲାମେଣ୍ଟରେ ହେଲା ନୂଆ ରେକର୍ଡ; ମଧ୍ୟରାତ୍ରି ଯାଏ ଚାଲିଲା ରେଳ ବଜେଟ ଆଲୋଚନା

ନୂଆଦିଲ୍ଲୀ,୧୩।୭: ବଜେଟରେ ରେଲଓ୍ବେକୁ ମିଳିବାକୁ ଥିବା ଅନୁଦାନ ଉପରେ ଗୁରୁବାର ଲୋକ ସଭାରେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଆଲୋଚନା ହୋଇଥିଲା। ଏହା ଏକ ନୂଆ ରେକର୍ଡ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି। ରେଳଓ୍ବେକୁ…

ଆନନ୍ଦ ବଜାରରେ ପଲିଥିନ୍‌ରେ ପ୍ରସାଦ

ପୁରୁଣା ଭୁବନେଶ୍ୱର,୧୩।୭(ଡି.ଏନ.ଏ.): ଭୁବନେଶ୍ୱରର ବିଭିନ୍ନ ଦୋକାନ ବଜାରରେ ବିଏମ୍‌ସି ପକ୍ଷରୁ ପଲିଥିନ ବ୍ୟବହାର ରେକିବାକୁ ଚଢାଉ ଜାରି ରହିଛି। ବହୁ ପରିମାଣରେ ପ୍ଲାଷ୍ଟିକ ଗ୍ଲାସ, ପଲିଥିନ ମଧ୍ୟ ଜବତ କରିଥିବା ଖବର ରହିଛି। ପ୍ଲାଷ୍ଟିକ ବ୍ୟବହାର ଯୋଗୁ ରାସାୟନିକ ପ୍ରଭାବରେ ବିଭିନ୍ନ…

ତାରାତାରିଣୀ ହୋଟେଲରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ମଞ୍ଚେଶ୍ୱର ଥାନା ନିକଟରେ ଥିବା ତାରାତାରିଣୀ ହୋଟେଲରେ ଶୁକ୍ରବାର ହଠାତ୍‌ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିଶମ ବିଭାଗ ଆସିବା ପୂର୍ବରୁ ପୋଲିସ ଓ ହୋଟେଲ କର୍ମଚାରୀଙ୍କ ମିଳିତ ଉଦ୍ୟମ ଯୋଗୁ ଏକ ବଡ଼ ବିପଦ ଟଳିଯାଇଥିଲା। ସୂଚନା ମୁତବାକ, ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?