Home

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଉଛି। ଖୋଦ ଭୁବନେଶ୍ୱରର ଏକ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର…

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ କୋଣାର୍କକୁ ଏଥିରେ ସ୍ଥାନ ଦିଆଯାଇ ନାହିଁ। ଏହାଛଡ଼ା ରାଜ୍ୟର କୌଣସି ସ୍ଥାନକୁ ଏଥିରେ…

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ କିଣୁ ନ ଥିବାରୁ ଅବସ୍ଥା ସାଂଘାତିକ ହେଲାଣି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ସୋନପୁର…

ବିବାହ ବିଚ୍ଛେଦର ୧୨ ବର୍ଷ ପରେ ଅଭିନେତ୍ରୀ କଲେ ଦ୍ୱିତୀୟ ବିବାହ

‘କ୍ୟୁଁ କି ଶାଶ୍‌ କଭି ବୋହୂ ଥୀ’ ସିରିୟଲକୁ ୧୯ ବର୍ଷ ପୂରିଛି। ପୂରା ଟିମ୍‌ ଖୁବ୍‌ ମଜା କରିଥିବା ଫଟୋ ଏବେ ଭାଇରାଲ ହୋଇଛି। ଏହି ସିରିୟଲରେ ଅଭିନୟ କରୁଥିବା ଜଣେ ଅଭିନେତ୍ରୀ ଦୀର୍ଘଦିନର ସମ୍ପର୍କ ଥିବା ବୟଫ୍ରେଣ୍ଡଙ୍କୁ ଦ୍ୱିତୀୟ…

ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ ତିନିଥର ବିଧାୟକ ହେଲିଣି। ଭୁବନେଶ୍ୱରର ଅତିଥି ଭବନରେ ରହିବା ପାଇଁ ଗୃହ ବିଭାଗ ଅତିରିକ୍ତ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଦେଓଗାଁ ଆଡିସନାଲ ତହସିଲଦାର

ବଲାଙ୍ଗୀର ଅଫିସ, ୧୨।୭: ବଲାଙ୍ଗୀର ଜିଲା ଦେଓଗାଁ ତହସିଲର ଆଡିସନାଲ ତହସିଲଦାର ରାଜେନ୍ଦ୍ର ଚୈଧୁରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉକରି ତାଙ୍କୁ ଧରିଛନ୍ତି। ରାଜେନ୍ଦ୍ରଙ୍କ ନିକଟରୁ ୨୦…

ସଲମାନଙ୍କ ସହ ଥିବା ଏହି ଯୁବକ ଜଣଙ୍କ ବିଷୟରେ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଭାଇଜାନ ସଲମାନ ଖାନ୍‌ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ପ୍ରତିଦିନ କିଛି ନା କିଛି ଫଟୋ କିମ୍ବା ଭିଡିଓ ସେ ପୋଷ୍ଟ କରୁଥିବାର ନଜିର ରହିଛି। ନିକଟରେ ସେ ଏକ ଭିଡିଓ ପୋଷ୍ଟ କରି ବେଶ୍‌ ଚର୍ଚ୍ଚାରେ…

ସରକାରୀ ଯୋଜନା ଦିଗହରା: ଭଙ୍ଗା କୁଡ଼ିଆରେ ବିତୁଛି ଦୃଷ୍ଟିହୀନ ଦମ୍ପତି ଚୈତନ୍ୟ-ଅଞ୍ଜନାଙ୍କ ଜୀବନ, ଆଦରିଛନ୍ତି ଭିକ୍ଷାବୃତ୍ତି

ଭବାନୀପାଟଣା, ୧୨।୭(ଡି.ଏନ୍‌.ଏ.): ପ୍ରତି ଗରିବ ପରିବାରକୁ ପକ୍କା ଘର ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାମ କରୁଛି। ହେଲେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ପଞ୍ଚାୟତ ଅନ୍ତର୍ଗତ ଭାଟିଗାଁରେ…

କ୍ଷୀର କିଣିବାକୁ ଟଙ୍କା ନ ଥିଲା: ୮ମାସ ଶିଶୁର ତଣ୍ଟି ଚିପି ମାରିଦେଲେ ମା’

କନୌଜ, ୧୨।୭: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଭୋକିଲା ଶିଶକୁ କ୍ଷୀର କିଣି ଆଣି ଦେଇ ନ ପାରିବାରୁ ଶେଷରେ ନିଜ ଛୁଆର ତଣ୍ଟି ଚିପି ହତ୍ୟା କରିଛନ୍ତି ମା’। ପୋଲିସ ଘଟଣାରେ ସମ୍ପୃକ୍ତ ମହିଳାଙ୍କୁ ଗିରଫ…

କେରଳରେ ଅନ୍‌ଲାଇନ୍‌ରେ ମିଳିବ କଏଦୀଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ, ଦାମ୍‌ କେତେ ଜାଣନ୍ତି…

କେରଳର ଜେଲ୍‌ରେ ସଜା କାଟୁଥିବା କଏଦୀମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଏବେ ଅନ୍‌ଲାଇନ୍‌ରେ ମିଳିବ। ତ୍ରିଶୂରସ୍ଥିତ ବୈୟୁର ସେଣ୍ଟ୍ରାଲ ଜେଲ୍‌ର କଏଦୀମାନଙ୍କୁ ସ୍ବରୋଜଗାର ପାଇଁ ଖାଦ୍ୟ ପ୍ରସ୍ତୁତ ଏବଂ ପ୍ୟାକିଂ କରିବା ଦାୟିତ୍ୱ ଦିଆଯାଇଛି। ଖାଲି ଏତିକି ନୁହେଁ, ଏହି ଖାଦ୍ୟକୁ…

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ କୋର୍ଟ ଶୁକ୍ରବାର ଲାଲୁଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଦେଓଘର ଟ୍ରେଜେରି ମାମଲାରେ ତାଙ୍କୁ…

ଇମୋଶନାଲ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ବେଶ୍‌ କିଛି ଦିନ ଆକ୍ସନ୍‌ ହିରୋ ଭାବେ ବଲିଉଡ୍‌ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଧର୍ମେନ୍ଦ୍ର ଅସଲ ଜୀବନରେ ଖୁବ୍‌ ଇମୋଶନାଲ ବୋଲି ହୁଏତ କମ୍‌ ଲୋକେ ଜାଣିଥିବେ। ନିକଟରେ ତାଙ୍କର ଏକ ଟୁଇଟ୍‌ ପୁଣି ଥରେ ତାଙ୍କୁ ଇମୋଶନାଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?