୧୪ରେ ମୁମ୍ବାଇ ଫେରିବ ଟିମ୍ ଇଣ୍ଡିଆ
ଲଣ୍ଡନ,୧୨।୭(ପିଟି)- ଚଳିତ ବିଶ୍ୱକପ୍ ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତୀୟ ଦଳ ଆସନ୍ତା ରବିବାର ସ୍ବଦେଶ ଫେରିବେ। ଦୁଇ ଦିନ ଧରି ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ ଦଳ ୧୮ ରନ୍ରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିଥିଲା। ଭାରତୀୟ ଦଳର ଖେଳାଳିମାନେ ଅଲଗା…
କୋହଲିଙ୍କ ମଜାକ୍ ଉଡାଇଲେ ଇଂଲଣ୍ଡ କ୍ରିକେଟର୍
ଲଣ୍ଡନ, ୧୨।୭: ଇଂଲଣ୍ଡରେ ବିଶ୍ୱକପ ଚାଲିଥିବାବେଳେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ତା’ର ଟୁଇଟର ପେଜରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସମ୍ରାଟ ଭାବରେ ସଜାଇ ଏକ ଫଟୋ ପୋଷ୍ଟ କରିଥିଲା। ସେତେବେଳେ ଏହାକୁ ନେଇ ଚର୍ଚ୍ଚା ହେବା ସହ…
ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଗତ ୪ ଦିନ ଧରି ଡାକ୍ତରଖାନାରେ ରହିଛନ୍ତି। ତେବେ…
ବିଶ୍ୱାସ ମତ ପାଇଁ ପ୍ରସ୍ତୁତ କୁମାରସ୍ବାମୀ
ବଙ୍ଗାଲୁରୁ,୧୨।୭: କର୍ନାଟକ ମେଣ୍ଟ ସରକାରକୁ ବଞ୍ଚାଇବାକୁ ଯାଇ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ ଏବେ ବିଶ୍ୱାସ ମତ ପାଇଁ ପ୍ରସ୍ତୁତ ଓ ତାଙ୍କୁ ଏଥିପାଇଁ ସମୟ ଦିଆଯାଉ ବୋଲି ସେ କହିଛନ୍ତି। ଶୁକ୍ରବାର କର୍ନାଟକ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭରେ କୁମାରସ୍ବାମୀ ବାଚସ୍ପତିଙ୍କୁ…
ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ
ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଅପରାହ୍ନ ୪ଟାରେ ରଥଟଣା ଲାଗି ନୀତି ନିର୍ଘଣ୍ଟ…
ସରିଲା ଛେରାପହଁରା: ଚାରମାଳ ଫିଟା ଆରମ୍ଭ
ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ପହଣ୍ଡି ଶେଷ ହେବାପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାବିଗ୍ରହ। ଏହାପରେ ଛେରାପହଁରା କାର୍ଯ୍ୟ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ରଥରେ ଛେରାପହଁରା କରିବା ପରେ ଶେଷରେ…
‘କବିର ସିଂହ’ର ‘ଶିବା’ ଚରିତ୍ର ଆଣିଦେଇଛି ସଫଳତା, ଚର୍ଚ୍ଚାରେ ସୋହମ୍
ମୁମ୍ବାଇ: ଚଳଚ୍ଚିତ୍ରର କାହାଣୀ ସାଙ୍ଗକୁ ନାୟିକା-ନାୟକଙ୍କ ଅଭିନୟ ଦର୍ଶକଙ୍କ ମନରେ ଗଭୀର ଛାପ ଛାଡ଼ିଥାଏ। ଏଥିରୁ ଫିଲ୍ମଟି କେତେ ସଫଳ ତାହା ବାରି ହୋଇପଡେ। ଏମାନଙ୍କୁ ଛାଡ଼ି ଦେଲେ ଚଳଚ୍ଚିତ୍ରରେ ଏଭଳି କିଛି ଚରିତ୍ର ଥାଏ ତାହା ସବୁଦିନ ପାଇଁ ମନେ…
ଆଗରେ ବିରାଟ ପଛରେ ଅନୁଷ୍କା, ଏମିତି ହୋଟେଲ ଛାଡିଲେ ଭାରତୀୟ ଖେଳାଳି
ଲଣ୍ଡନ, ୧୨।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ରହିଛି…
ଆଶାରାମ ବାପୁଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୨।୭: ନାବାଳିକା ବଳାତ୍କାର ଅଭିଯୋଗରେ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ପୁଣି ଝଟକା। ତାଙ୍କ ଜାମିନ ଆବେଦନ ଶୁକ୍ରବାର ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆଶାରାମ ଜାମିନ ପାଇଁ କୋର୍ଟରେ…
ମୋବାଇଲ ନିଶାରେ ପଡିଥିବା ବ୍ୟକ୍ତିଙ୍କର ଏଠାରେ ହେବ ଚିକିତ୍ସା
ଅମୃତସର,୧୨।୭: ପଞ୍ଜାବ ଅମୃତସରରେ ଏକ ହସ୍ପିଟାଲରେ ମୋବାଇଲ ଡି-ଆଡିକଶନ ସେଣ୍ଟର ଖୋଲିଛି। ମୋବାଇଲ ନିଶାରୁ ମୁକ୍ତ କରିବା ପାଇଁ ଏହି କେନ୍ଦ୍ର ଖୋଲା ଯାଇଛି। ଏହା ରାଜ୍ୟର ପ୍ରଥମ ମହିଳା ନିଶାମୁକ୍ତି କେନ୍ଦ୍ର ବୋଲି ମଧ୍ୟ କୁହାଯାଉଛି। ଏହି ସେଣ୍ଟରେ ୭…
ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା
ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍, ମିନେରାଲ ଏବଂ ଫାଇବର ଭରପୂର ମାତ୍ରାରେ ରହିଛି। ଏହାକୁ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ।…
ଭାଜପା ନେତାଙ୍କ ବୟାନ୍, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ
ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି ସମୟରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ପାଶଓ୍ବାନ୍ କହିଛନ୍ତି, ଖୁବଶୀଘ୍ର ଭାଜପାରେ…

