Home

ଜଳପ୍ରପାତରେ ପ୍ରବଳ ସ୍ରୋତ: ପର୍ଯ୍ୟଟକଙ୍କୁ ଯିବା ମନା

ଗଜପତି,୦୬।୧୦(ଗିରିଧାରୀ ପରିଛା): ଲଗାଣ ବର୍ଷା ଯୋଗୁ ଜଳପ୍ରପାତ ଗୁଡ଼ିକରେ ପ୍ରବଳ ବର୍ଷାଜଳର ସ୍ରୋତ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ଜଳପ୍ରପାତ ଭିତରକୁ ଯିବାକୁ ବାରଣ କରିଛି। ଗଜପତି ଜିଲା ପ୍ରଶାସନ ଦ୍ୱାରା ଜିଲାର ଜଳପ୍ରପାତ ଅଞ୍ଚଳକୁ…

ମଝିଘରିଆଣୀ ମନ୍ଦିର ନିକଟରେ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ: ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ରାୟଗଡ଼ା,୬/୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାସ୍ଥିତ ମଝିଘରିଆଣି ମନ୍ଦିର ନିକଟସ୍ଥ ରାୟଗଡ଼ା-ବିଶାଖାପାଟଣା ରାସ୍ତାରେ ଥିବା ପୋଲର ବୁଲାଣିଠାରେ ଗୋଟିଏ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ବିଳମ୍ବିତ ରାତିରେ ଟ୍ରକଟି ଛତିଶଗଡ ଅଭିମୁଖେ ଯାଉଥିବାବେଳେ ବ୍ରେକ ଫେଲ ହୋଇ ସେଠାରେ ଥିବା…

ଅଧିକାରୀ ଓ ହିତାଧିକାରୀ

ଏକ ଜନମଙ୍ଗଳକାରୀ ରାଷ୍ଟ୍ରରେ ଲୋକଙ୍କ ହିତ ଲାଗି ସରକାର ଅନେକ ଯୋଜନା ପ୍ରଣୟନ କରିଥାନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ କେତେକ ପ୍ରାୟ ସବୁ ଲୋକଙ୍କର କାମରେ ଆସୁଥିବା ବେଳେ କେତେକ ଯୋଜନା ଛାତ୍ରୀଛାତ୍ର, କୃଷକ, ଶ୍ରମିକ, ବୃଦ୍ଧାବୃଦ୍ଧ, ଆର୍ଥିକ ଅନଗ୍ରସର, ମହିଳା,…

ଗଣଜୀବନର ବିଶ୍ବକୋଷ

ଗଣନାଟ୍ୟ ଜଗତରେ ଗଣକବି ବୈଷ୍ଣବ ପାଣି ଥିଲେ ଆଦ୍ୟ ମୋସୁମୀର ଜଳକଣାସିକ୍ତ ଏକ ପ୍ରଚଣ୍ଡ ଝଡ଼, ଯାହାର ଆଘାତରେ ଆଜିସୁଦ୍ଧା ଶିହରିତ ହେଉଛି ଗଣଚେତନାର ରସକଦମ୍ବ। ଦରିଦ୍ରତା ପଙ୍କରେ ସାରା ଜୀବନ ଡହଳ ବିକଳ ହୋଇ ବୁଡ଼ି ରହିଥିଲେ ବି ପ୍ରଚଣ୍ଡ…

ଇସ୍ରାଏଲ୍‌ରେ ଗ୍ରେଟା ଥନ୍‌ବର୍ଗ ଗିରଫ

ଜେରୁଜେଲମ୍‌,୬ା୧୦: ସୁଇଡେନ୍‌ର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗଙ୍କୁ ଇସ୍ରାଏଲ୍‌ରେ ଗିରଫ କରାଯିବା ସହ ତାଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଗ୍ରେଟା ଓ ତାଙ୍କ ସହଯୋଗୀମାନେ ଏକ ବୋଟ୍‌ରେ ସହାୟତା ସାମଗ୍ରୀ ନେଇ ଗାଜା ଯାଇଥିଲେ। ସେମାନେ ସେଠାରୁ ତୁର୍କୀ ଅଭିମୁଖେ…

ଆଜି କଟକ ବନ୍ଦ: ଜାଣନ୍ତୁ କ’ଣ ରହିବ ବନ୍ଦ କ’ଣ ରହିବ ଖୋଲା

କଟକ,୬ା୧୦:କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ…

ବିଷାକ୍ତ ଔଷଧ

ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଷାକ୍ତ କଫ୍‌ ସିରପ୍‌ ପିଇ ଗତ କିଛି ଦିନ ହେବ ୧୬ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ଖବର ଏବେ ରାଷ୍ଟ୍ରବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଛି। ମଧ୍ୟପ୍ରଦେଶର ଛିନ୍ଦ୍‌ଓ୍ବାଡା ଜିଲାରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ସ୍ବଦେଶୀ ମେସେଜିଂ ଆପ୍‌ ଆରାଟ୍ଟାଇ: ଡାଉନଲୋଡ୍‌ କଲେଣି ୭୫ ଲକ୍ଷ

ନୂଆଦିଲ୍ଲୀ, ୬ା୧୦ (ପି.ଟି.): ଜୋହୋ କର୍ପୋରେଶନ ଦ୍ୱାରା ପ୍ରସ୍ତୁତ ମେଡ୍‌ ଇନ୍‌ ଇଣ୍ଡିଆ ଇନ୍‌ଷ୍ଟାଣ୍ଟ ମେସେଜିଂ ଆପ୍‌ ‘ଆରାଟ୍ଟାଇ’କୁ ଶୁକ୍ରବାର ସୁଦ୍ଧା ୭୫ ଲକ୍ଷରୁ ଅଧିକ ୟୁଜର୍ସ ଡାଉନଲୋଡ୍‌ କରିଛନ୍ତି। ଏନେଇ ରବିବାର ଜୋହୋ କର୍ପୋରେଶନ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର…

‘ଭାରତ ନିଜ ବିମାନ ଧ୍ୱଂସାବଶେଷ ତଳେ ପୋତି ହୋଇଯିବ’

ଇସ୍‌ଲାମାବାଦ,୬ା୧୦: ଆଉ ଥରେ ସଂଘର୍ଷ ହେଲେ ଭାରତ ଏହାର ବିମାନଗୁଡ଼ିକର ଧ୍ୱଂସାବଶେଷ ତଳେ ପୋତି ହୋଇଯିବ ବୋଲି ରବିବାର ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ୍‌ ଧମକ ଦେଇଛନ୍ତି। ଏଥିସହ ଗତ ମେ’ରେ ‘ଅପରେଶନ୍‌ ସିନ୍ଦୂର’ ବେଳେ ପାକିସ୍ତାନ ଭାରତର ୬ଟି…

ଆଇସିୟୁରେ ଲାଗିଲା ନିଆଁ, ୬ ମୃତ

ଜୟପୁର,୬।୧୦: ଜୟପୁରର ପ୍ରମୁଖ ହସ୍ପିଟାଲ, ସୱାଇ ମାନ ସିଂହ ହସ୍ପିଟାଲର ଆଇସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୬ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଏସଏମଏସ ହସ୍ପିଟାଲ ଟ୍ରମା ସେଣ୍ଟରର ଇନଚାର୍ଜ ଡାକ୍ତର ଅନୁରାଗ ଧାକଡ କହିଛନ୍ତି ଯେ ଅଗ୍ନିକାଣ୍ଡ…

ଆଜି ନା ଆସନ୍ତାକାଲି କୁମାରପୂର୍ଣ୍ଣିମା: ଦ୍ୱନ୍ଦ୍ୱ ଦୂର କଲେ ଜ୍ୟୋତିର୍ବିଦ୍‌

ଭୁବନେଶ୍ୱର,୬ା୧୦ (ବନ୍ଦନା ସେଠୀ):ଚଳିତବର୍ଷ କୁମାର ପୂର୍ଣ୍ଣିମା କେଉଁଦିନ ପାଳନ ହେବ ତାହାକୁ ନେଇ ପାଞ୍ଜି ଓ କ୍ୟାଲେଣ୍ଡରରେ ଭିନ୍ନ ତାରିଖ ଥିବାରୁ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ସାଧାରଣତଃ କୁମାରପୂର୍ଣ୍ଣମୀ ଓ ଗଜଲକ୍ଷ୍ମୀ ପୂଜା ଗୋଟିଏ ଦିନରେ ପଡ଼ିଥାଏ। ମାତ୍ର ଏବର୍ଷ ପାଞ୍ଜିରେ…

କଟକରେ ୩୬ ଘଣ୍ଟାଟିଆ କର୍ଫ୍ୟୁ ଲାଗୁ, ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

କଟକ,୬।୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?