Home

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ

ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ ରହିଛନ୍ତି। ବୁଧବାର ହିଟ୍‌ରେ ୨୪.୦୮ ଓ ଗୁରୁବାର ସେମିଫାଇନାଲରେ ୨୩.୨୪ ସେକେଣ୍ଡ ସମୟ ନେଇଥିବା…

ୟୁଏସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ: ଲକ୍ଷ୍ୟ, ପ୍ରଣୟ, ସୌରଭ ୨ୟ ରାଉଣ୍ଡରେ

ଫୁଲରଟନ (ୟୁଏସ୍‌ଏ), ୧୨।୭ (ପି.ଟି.)- ଉଦୀୟମାନ ଭାରତୀୟ ଶଟ୍‌ଲର ଲକ୍ଷ୍ୟ ସେନ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଏକ ମ୍ୟାଚ୍‌ରେ ସିନିୟର ଖେଳାଳି ପାରୂପଲ୍ଲୀ କାଶ୍ୟପଙ୍କୁ ପରାସ୍ତ କରି ୨ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଲକ୍ଷ୍ୟଙ୍କ ସମେତ ଏଚ୍‌.ଏସ୍‌.…

ସେରେନା-ହାଲେପ୍‌ ଫାଇନାଲ

ଲଣ୍ଡନ, ୧୨ା୭ (ଏଏଫ୍‌ପି)-ଚଳିତବର୍ଷର ଓ୍ବିମ୍ବେଲଡନ ଓପନ୍‌ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଆମେରିକାର ସେରେନା ଓ୍ବିଲିୟମ୍ସ ଏବଂ ରୋମାନିଆର ସିମୋନା ହାଲେପ୍‌ଙ୍କ ମଧ୍ୟରେ ଖେଳାଯିବ। ୨୪ତମ ଗ୍ରାଣ୍ଡସ୍ଲାମ ଟାଇଟଲ ରେକର୍ଡ ସମକକ୍ଷ ହେବା ଲକ୍ଷ୍ୟରେ ଥିବା ସେରେନା ଗୁରୁବାର ଖେଳାଯାଇଥିବା ଏକ…

‘ଧୋନୀଙ୍କ ପାଖରେ ଏବେ ବହୁତ କ୍ରିକେଟ ବାକି ଅଛି’

ନୂଆଦିଲ୍ଲୀ,୧୨।୭(ପି.ଟି.)- ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଶ୍ୱକପ୍‌ରୁ ବାଦ୍‌ ପଡିଥିଲେ ମଧ୍ୟ ଭାରତୀୟ ଦଳକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କାର୍ଯକାରୀ ସଭାପତି ସି.କେ. ଖାନ୍ନା ଓ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଇନା…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ଫାଇନାଲ

ବର୍ମିଂହାମ୍‌,୧୨।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଦ୍ୱିତୀୟ ଦଳ ଭାବେ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ୧୦୭ଟି ବଲ୍‌ ବାକିରଖି ୮ ଉଇକେଟରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ଅତି…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ କପେ…

ସକାଳୁ ଖାଲି ପେଟରେ କପେ ରସୁଣ ଚା’ ପିିଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହାର୍ଟ ଆଟାକରେ ଏହା ମହୌଷଧୀ ଭଳି କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ରସୁଣରେ ଭିଟାମିନ୍‌-‘ଏ’, ‘ବି’,…

କର୍ନାଟକ ନାଟକରେ ନୂଆମୋଡ଼: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବାଚସ୍ପତିଙ୍କୁ ଭେଟିଲେ ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୧ା୭(ପି.ଟି): କର୍ନାଟକରେ ଚାଲିଥିବା ରାଜନୈତିକ ନାଟକରେ ନୂଆମୋଡ଼ ଆସିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍‌. ରମେଶଙ୍କୁ ବିଧାନସଭାସ୍ଥିତ ତାଙ୍କ ଚାମ୍ବରରେ ଭେଟିଛନ୍ତି। ମୁମ୍ବାଇରୁ ଫେରିବା ପରେ ସେମାନେ ବାଚସ୍ପତିଙ୍କୁ ବ୍ୟକ୍ତିଗତ ଭାବେ…

ରେଳ ବଜେଟ ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: ଯେତିକି ନଉଛ, ସେତିକି ଦିଅ: ଶ୍ରୀକାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ପାଇଁ ରେଳ ବଜେଟରେ ଚଳିତବର୍ଷ ମାତ୍ର ୫, ୦୦ କୋଟି ବ୍ୟୟ ଅଟକଳ ରଖାଯାଇଛି। ପ୍ରକୃତରେ ଦେଖିବାକୁ ଗଲେ ଓଡ଼ିଶାକୁ ମାତ୍ର ୩୧ ହଜାର କୋଟି ଟଙ୍କା ଦେବାକୁ ଅଟକଳ କରାଯାଇଛି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା…

ପାଟକୁରା ନିର୍ବାଚନ: ପ୍ରକାଶ ପାଇଲା ୩ ଦଳର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ପାଟକୁରା ବିଧାନସଭା ଆସନ ଦଖଲ କରିବା ଲାଗି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡିକ ମଧ୍ୟରେ ଲଢେଇ ଜୋର୍‌ଦାର ହେବାରେ ଲାଗିଛି। ଆସନ୍ତା ୨୦ରେ ଏହି ଆସନରେ ନିର୍ବାଚନ ହେବାକୁ ଥିବାବେଳେ ଗୁରୁବାର ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା…

ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ବ୍ରହ୍ମାନନ୍ଦ

ପୁରୀ ଅଫିସ, ୧୧ା୭: ଘୋଷଯାତ୍ରା ଏବଂ ବାହୁଡ଼ାଯାତ୍ରା ସମୟରେ ଅନେକ ସାମାଜିକ ଅନୁଷ୍ଠାନ ସଚେତନତା ବାର୍ତ୍ତ ପ୍ରଦାନ କରିଥାନ୍ତି। ଶରଧାବାଲିରେ ଗୁରୁବାର ପରିବେଶ ଓ ଘରଚଟିଆର ସୁରକ୍ଷା ବାର୍ତ୍ତା ଦେଇଥିଲେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରୁ ଆସିଥିବା ଏ. ବ୍ରହ୍ମାନନ୍ଦ ଆଚାରୀ। ବାତ୍ୟା…

ଶିଳ୍ପୀଙ୍କ ରଙ୍ଗ, ତୂଳୀ ବଖାଣିଲା ମହାପ୍ରଭୁଙ୍କ ଗାଥା

ପୁରୀ ଅଫିସ,୧୧ା୭: ଶିଳ୍ପୀର ପରିକଳ୍ପନା ବାସ୍ତବିକ ନିଆରା। କେତେବେଳେ କାନ୍‌ଭାସ ଉପରେ ତା’ ମନର ଭାବକୁ ଫୁଟାଇଥାଏ ତ ପୁଣି କେତେବେଳେ ତୋଳି ଧରେ ଅନ୍ୟର କଥା ଓ ଭାଷାକୁ। ତା’ ହାତର ସ୍ପର୍ଶରେ ଏଠି ରଙ୍ଗ, ତୂଳୀ କଥା କୁହନ୍ତି।…

ଶୁକ୍ରବାର ବାହୁଡ଼ିବେ ମହାପ୍ରଭୁ: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ,୧୧ା୭: ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?