Home

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ମିଳିତ ଭାବେ ରବିବାର ପୂର୍ବାହ୍ନରେ ଲୋକାର୍ପିତ କରିଛନ୍ତି। ଏହି…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ ଯାହାଙ୍କଠାରେ ଥାଏ, ଭାଗ୍ୟ ମଧ୍ୟ ସେମାନଙ୍କର ସହାୟକ ହୋଇଥାଏ। ଜାଣନ୍ତୁ ଏହି ମହତ୍ତ୍ୱପୂର୍ଣ୍ଣ…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ ପହଞ୍ଚତ୍ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଆଶୀର୍ବାଦ ନେଇଛନ୍ତି।…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ ବିମାନବନ୍ଦରରୁ ବାହାରିବେ। ୪ଟା୧୦ ମିନିଟ୍‌ ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର ଗଭୀର ଅବପାତ ଓ ୨୬ ତାରିଖ ସୋମବାର ସକାଳ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ କ୍ୟାଚ୍ ନେଇଥିବା ବିଶ୍ୱର…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିଥିବା ଏହି ଡାହାଣହାତୀ ବୋଲର ୪ ଓଭରରେ ୫୦ ରନ୍ ଦେଇ ମାତ୍ର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ ଧରି ଅର୍ଥାତ୍ ଡିସେମ୍ବର ମାସ ୩୧ ତାରିଖ ପର୍ଯ୍ୟନ୍ତ କେନାଲ ପାଣି ବନ୍ଦ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍ ତଥା ଦିଲ୍ଲୀ କ୍ୟାପିଟାଲ୍ସର ସ୍ପିନ୍ ବୋଲିଂ କୋଚ୍ ଅମିତ ମିଶ୍ରା କୋହଲିଙ୍କ ନାମରେ…

୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…

ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା ଥାନା ଆଇଆଇସି କୁମାର ମୁଦୁଲିଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଅତର୍କିତ ଚଢ଼ାଉ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଦଳିଯିବ ଡ୍ରାଇଭିଂ ଲାଇସେନ୍ସ, ମୋବାଇଲ କଲିଂ ଓ ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୪।୧୦: ଦେଶ ଏବଂ ଜାତୀୟ ରାଜଧାନୀ କ୍ଷେତ୍ର (NCR)ରେ ଆସନ୍ତା ୧ ନଭେମ୍ୱର ୨୦୨୬ରୁ ସାଧାରଣ ଜନତାଙ୍କ ଜୀବନ ସହିତ ଜଡ଼ିତ ଅନେକ ବଡ଼ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଫେକ ଏବଂ ସ୍ପାମ କଲ ଉପରେ ରୋକ ଲଗାଇବା ପାଇଁ…

ନା ବ୍ୟାଟ ବୁଲାଇଲେ, ନା ବୋଲିଂ କଲେ; ତଥାପି ତିଲକ ବର୍ମା ରେକର୍ଡ ବୁକରେ ନମ୍ବର ଓ୍ବାନ ସ୍ଥାନ ହାସଲ କଲେ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୪।୧୦: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟକ ତିଲକ ବର୍ମା ଶନିବାର ରେକର୍ଡ ବୁକରେ ନିଜର ଏକ ସ୍ଥାନ ସୃଷ୍ଟି କରିଛନ୍ତି। ସେ ଏକ ନିର୍ଦ୍ଦିଷ୍ଟ ବର୍ଗରେ ଏକ ନମ୍ବର ସ୍ଥାନ ହାସଲ କରିଛନ୍ତିଯେଉଁଥିପାଇଁ ତାଙ୍କୁ ନା ବ୍ୟାଟିଂ କରିବାକୁ ପଡ଼ିଛି, ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?