କାଳିଆ ଯୋଜନାରେ ୭୧.୫୪% ଚାଷୀ ନିରାଶ : ଆକାଉଣ୍ଟକୁ ଏଯାଏ ଆସିନି ଟଙ୍କା
ତାଳଚେର, ୧୧ା୭ – ଚାଷୀମାନଙ୍କ ଉନ୍ନତି ତଥା ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ। ଏଥିରେ ରାଜ୍ୟର ୯୨ ପ୍ରତିଶତ ଚାଷୀ ଉପକୃତ ହେବେ ବୋଲି କୁହାଯାଇଥିଲା। ହେଲେ ଅନୁଗୋଳ ଜିଲା ତାଳଚେର ବ୍ଲକରେ ରାଜ୍ୟ…
‘୪୫ ମିନିଟ୍ ଖରାପ କ୍ରିକେଟ୍ ଖେଳ ବଦଳାଇ ଦେଇଥିଲା’
ମାଞ୍ଚେଷ୍ଟର, ୧୧।୭ (ପି.ଟି.)- ଆଇସିସି ବିଶ୍ୱକପ୍ର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ନିକଟରୁ ହୃଦୟ ବିଦାରକ ପରାଜୟ ପରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମ୍ୟାଚ୍ର ‘ପ୍ରଥମ ୪୫ ମିନିଟ୍ ଖରାପ କ୍ରିକେଟ୍’ ଖେଳ ବଦଳାଇ ଦେଇଥିଲା ବୋଲି କହିଛନ୍ତି। ୨୪୦…
କପିଳାସ ପୀଠରେ ଜଳକଷ୍ଟ ସବୁଦିନିଆ: ଅଟକିଛି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ
ଢେଙ୍କାନାଳ ଅଫିସ, ୧୧।୭ – ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସରେ ପାନୀୟ ଜଳ ଅଭାବ ପ୍ରମୁଖ ସମସ୍ୟା ଭାବେ ଉଭାହୋଇଛି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ବିଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ ଲାଗି…
ଆଇସିସି ବିଶ୍ୱକପ୍: ଭାରତ ଆଶା ଧୂଳିସାତ୍, ଫାଇନାଲରେ ନ୍ୟୁଜିଲାଣ୍ଡ
ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ ବାଦ୍ ପଡିବା ପରେ ସାରା ଦେଶରେ ନୈରାଶ୍ୟ ଖେଳିଯାଇଛି। କେନ୍ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ…
୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା
ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍ କମ୍ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ ଆସି ଜିଲାପାଳଙ୍କୁ ଏନେଇ ଅଭିଯୋଗ କରିଛନ୍ତି। ୨୦୧୬ ଜୁଲାଇ ୧ରେ ବିଦ୍ୟାଳୟ ପରିଚାଳନା କମିଟି…
ପଣ୍ଡା କଲୋନୀରେ ଆତଙ୍କରାଜ
ବ୍ରହ୍ମପୁର ଅଫିସ,୧୧ା୭-ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଯୁବକମାନେ ଅନ୍ୟ ଏକ ଗୋଷ୍ଠୀର ବାଇକ୍ରେ ନିଅଁ।…
ଆଙ୍କୋରଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୧.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ, ସରପଞ୍ଚ ଅଟକ
ଦିଗପହଣ୍ଡି,୧୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ. ୱାର୍ଡ ନୀଳାଦ୍ରି ବିହାରରେ ରହୁଥିବା ବିଜେଡି ନେତା ତଥା ଆଙ୍କୋରଡା ସରପଞ୍ଚ ଉସନ୍ତ କୁମାର ସାହୁଙ୍କ ୨ ମହଲା ବିଶିଷ୍ଟ ବାସଭବନରେ ବୁଧବାର ଭୋର ପ୍ରାୟ ୫ଟାରେ ବ୍ରହ୍ମପୁର ଭିଜିଲାନ୍ସ ଟିମ ପକ୍ଷରୁ…
‘ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ କରାଯାଉ’
ବାଲେଶ୍ୱର ଅଫିସ,୧୧।୭- ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ ପରିଚାଳନା କରାଯାଉ ବୋଲି ବାଲେଶ୍ୱର ଉତ୍କଳ ସମ୍ମିଳନୀ ଶାଖା ପକ୍ଷରୁ ଦାବି କରାଯାଇଛି। ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଶାଖା ସଭାପତି ପଣ୍ଡିତ ସୁରେନ୍ଦ୍ର ନାଥ କରଙ୍କ ତତ୍ତ୍ୱାବଧାନରେ ଏକ ପ୍ରତିନିଧି ଦଳ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୩ ଥର…
ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨-୩ଥର କଲରା ଖାଇଲେ ସୁଫଳ ମିଳିଥାଏ। କଲରାରେ ଲୌହ, ପୋଟାସିୟମ୍, ଫୋଲେଟ୍, ଜିଙ୍କ୍, ମାଙ୍ଗାନିଜ୍, କପର, କ୍ୟାଲସିୟମ୍, ସୋଡ଼ିୟମ୍,…
ଆଡ଼ପ ମଣ୍ଡପରେ ଜମୁଛି ଭିଡ଼: ସାନ୍ଧ୍ୟ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ
ଢେଙ୍କାନାଳ ଅଫିସ, ୧୦।୭: ରତ୍ନବେଦି ଛାଡ଼ି ଜନ୍ମବେଦିରେ ଚାଲିଛି ଶ୍ରୀଜୀଉଙ୍କ ଲୀଳାଖେଳା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ପ୍ରମୁଖ ଅଂଶ ହେଉଛି ଆଡ଼ପ ଦର୍ଶନ। ଠାକୁର ପ୍ରତିଦିନ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହାକୁ ଦେଖିବାକୁ ସ୍ଥାନୀୟ ବାଜିଚୌକ୍ସ୍ଥିତ ଗୁଣ୍ଡିଚା…
ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା: ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ
ଚମ୍ପୁଆ, ୧୦ା୭(ଡି.ଏନ.ଏ.): ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ସମସ୍ୟା ବଢିବାରେ ଲାଗିଛି। କିଛିଦିନ ତଳେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା କମି ନ ଥିବା ବେଳେ ଗତ ମଙ୍ଗଳବାର ରାତିରେ ସ୍ଥାନୀୟ ଏକ ମହିଳା ରୋଗୀଙ୍କୁ ଡାକ୍ତରଖାନା ପକ୍ଷରୁ ଏକ୍ସପାଏରି…
ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି ହୋଣ୍ଡା
ନୂଆଦିଲ୍ଲୀ,୧୦।୭: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଗ୍ରାହକଙ୍କ ଲାଗି ଖୁଚୁରା ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି। ଏହି ପଦକ୍ଷେପ ଅନ୍ତର୍ଗତ କମ୍ପାନୀ ଚୋଳମଣ୍ଡଳମ୍ ଇନଭେଷ୍ଟମେଣ୍ଟ ଆଣ୍ଡ ଫାଇନାନ୍ସ କମ୍ପାନୀ ସହ ଚୁକ୍ତିରେ ସାମିଲ ହୋଇଛି। ହୋଣ୍ଡାର ବିକ୍ରି ଓ…

