Home

ପାକିସ୍ତାନୀ ଅଭିନେତ୍ରୀଙ୍କ ପରଲୋକ

କରାଚୀ,୧୦ା୭(ପି.ଟି.): ପାକିସ୍ତାନର କିମ୍ବଦନ୍ତୀ ଅଭିନେତ୍ରୀ ଜାହିନ୍‌ ତାହିରା ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୯ବର୍ଷ ହୋଇଥିଲା। ତାହିରାଙ୍କ ବିୟୋଗ ଖବର ତାଙ୍କ ନାତି ଡାନିଏଲ ଶାହଜାଦ୍‌ ସୋସିଆଲ୍‌ ମିଡିଆରେ ଶେୟାର କରିଛନ୍ତି। ପାକିସ୍ତାନର ଟେଲିଭିଜନ ଇତିହାସରେ ବରିଷ୍ଠ କଳାକାରଙ୍କ ମଧ୍ୟରୁ ଅନ୍ୟତମ…

କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ଯୋଗଦାନ ନିମନ୍ତେ ଅନ୍‌ଲାଇନ ଆବେଦନ ବ୍ୟବସ୍ଥା

ଭୁବନେଶ୍ୱର, ୧୦ା୭ (ବ୍ୟୁରୋ): ରାଜ୍ୟପାଳଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନକୁ ବ୍ୟବସ୍ଥିତ କରିବା ଲକ୍ଷ୍ୟରେ ପ୍ରସ୍ତୁତ ‘ରାଜଭବନ ପ୍ରୋଗ୍ରାମ ମ୍ୟାନେଜମେଣ୍ଟ’ ସଫ୍ଟୱେର ଆପ୍ଲିକେଶନ ଚଳିତବର୍ଷ ଫେବୃୟାରୀରୁ କାର୍ଯ୍ୟକାରୀ ହୋଇଛି। ଇତି ମଧ୍ୟରେ ଅନେକ ସଂସ୍ଥା ଓ ଅନୁଷ୍ଠାନ ଏହାର ସଫଳ ଉପଯୋଗ କରିଛନ୍ତି।…

ନିଶା ବେପାରୀଙ୍କ ଉପରେ ପୋଲିସର କଡା ଆଭିମୁଖ୍ୟ:  ଚାର୍ଜଶିଟ୍‌ରେ ଯୋଡ଼ା ହେବ ସମ୍ପତ୍ତି ତାଲିକା

କଟକ ଅଫିସ୍‌, ୧୦ା୭: ରାଜ୍ୟରେ ଦିନକୁଦିନ ବେଆଇନ ନିଶା କାରବାର ବୃଦ୍ଧି ପାଉଛି। ବିଶେଷ କରି ବେଆଇନ ଗଞ୍ଜେଇ, ବ୍ରାଉନସୁଗାର କାରବାର ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ପୋଲିସ ବିଭିନ୍ନ ସମୟରେ ଚଢାଉ କରି ବେଆଇନ ନିଶା କାରବାର କରୁଥିବା…

ଶୁଟିଂ ଅନୁଭୂତି ରୋମାଞ୍ଚକର

ଲକ୍ଷ୍ନୌ: ‘ଗୁଲାବୋ ସିତାବୋ’ରେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ସହ ଶୁଟିଂସେଟ୍‌ ଅନୁଭୂତି ରୋମାଞ୍ଚକର ବୋଲି ବ୍ୟକ୍ତ କରିଛନ୍ତି ଅଭିନେତା ଆୟୁଷ୍ମାନ୍‌ ଖୁରାନା। ସେ ଅତ୍ୟନ୍ତ ଆହ୍ଲାଦିତ ଓ ଆନନ୍ଦିତ ବୋଲି ପ୍ରକାଶ କରିଛନ୍ତି। ସୁଜିତ ସରକାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଆୟୁଷ୍ମାନ୍‌ଙ୍କୁ…

ରାହୁଲଙ୍କୁ ପୁଣି ସମନ୍‌

ଅହମଦାବାଦ,୧୦ା୭ (ପି.ଟି.): ଗୁଜରାଟର ଏକ କୋର୍ଟ ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ପୁଣି ସମନ୍‌ କରିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ‘ହତ୍ୟା ଅଭିଯୁକ୍ତ’ ବୋଲି କହିବା ପରେ ସ୍ଥାନୀୟ ଜଣେ ଭାଜପା ନେତା ରାହୁଲଙ୍କ ବିରୋଧରେ ମାନହାନି…

ମାଉସୀ ମା’ ପୋଡ଼ପିଠାକୁ ଅପେକ୍ଷା

ପୁରୀ ଅଫିସ, ୧୦ା୭: ଶ୍ରୀଜଗନ୍ନାଥ ମହାପ୍ରଭୁ ଭୋଜନପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ…

ପୁରୀକୁ ସାଂସ୍କୃତିକ ରାଜଧାନୀ କର: ଅନୁଭବ

ନୂଆଦିଲ୍ଲୀ,୧୦ା୭: ପୁରୀକୁ ଦେଶର ସାଂସ୍କୃତିକ ରାଜଧାନୀ କରିବା ପାଇଁ ଭାଜପା ଏହାର ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା। ଏହାକୁ ବାସ୍ତବରେ ପରିଣତ କରିବା ପାଇଁ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ସ୍ମରଣ କରାଇ ଦେଇଛନ୍ତି। ଲୋକ ସଭାରେ ମଙ୍ଗଳବାର ସେ କହିଛନ୍ତି,…

ସରବନ୍ତର ଶ୍ରୀପତିତପାବନ ଯାତ୍ରା

ସରବନ୍ତ ଗଁାଟି ଜଗତ୍‌ସିଂହପୁର ଜିଲାର ଏରସମା ମଣ୍ଡଳରେ ଅଛି। ଜିଲା ସଦର ମହକୁମା ଠାରୁ ବାଲିକୁଦା, ବୋରିକିନା ଓ ଗୋଡ଼ା ବଜାର ଦେଇ ସମୁଦ୍ର କୂଳକୁ ଲମ୍ବିଯାଇଛି ଏହି ପୀଠକୁ ରାସ୍ତା। ମହାପ୍ରଭୁ ବହୁ ପ୍ରାଚୀନ କାଳରୁ ଏଠାରେ ଉପାସିତ ହେଉଛନ୍ତି।…

ତଳ କୋର୍ଟରେ ପଦବୀ ଖାଲି: ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୭(ପି.ଟି.): ହାଇକୋର୍ଟଗୁଡ଼ିକରେ କେତେ ସଂଖ୍ୟକ ବିଚାରବିଭାଗୀୟ ଅଧିକାରୀ ପଦବୀ ଖାଲି ପଡ଼ିଛି ସେନେଇ ସୁପ୍ରିମକୋର୍ଟ ମଙ୍ଗଳବାର ରିପୋର୍ଟ ମାଗିଛନ୍ତି। ଏହାସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ହାଇକୋର୍ଟ ରେଜିଷ୍ଟ୍ରାର୍‌ ଓ ଆଇନ ସଚିବମାନଙ୍କୁ ଜୁଲାଇ ୩୧ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ…

ନାକଚଣା ଦ୍ୱାରରେ ଦୁଇରଥ

ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ତାରିଖରେ ବାହୁଡ଼ା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ…

୨ ବର୍ଷରେ ଭାଜପା ପାଇଛି ୯୧୫ କୋଟି

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଭାଜପା ୨୦୧୬ରୁ ୨୦୧୮ ମଧ୍ୟରେ ୧୫ ଶହ ଶିଳ୍ପ ଜଗତରୁ ୯୧୫ କୋଟିରୁ ଅଧିକ ଟଙ୍କା ଚାନ୍ଦା ଆକାରରେ ପାଇଛି। ଏହି ସମୟ ମଧ୍ୟରେ କଂଗ୍ରେସକୁ ମିଳିଥିବା ଚାନ୍ଦାଠାରୁ ଏହା ୧୬ଗୁଣରୁ ଅଧିକ ବୋଲି ଜଣାପଡ଼ିଛି। ଏହି ଦୁଇବର୍ଷ…

ଅଦାଲତଙ୍କୁ ଜଣାଇଲେ ଆନ୍ନା ହାଜାରେ: ମୋତେ ହତ୍ୟା କରିବାକୁ ଠିକା ଦିଆଯାଇଥିଲା

ମୁମ୍ବାଇ,୧୦ା୭ (ଆଇଏଏନ୍‌ଏସ୍‌): ଦୁର୍ନୀତି ବିରୋଧରେ ମୁହଁଖୋଲୁଥିବା ସାମାଜିକ କର୍ମୀ ଆନ୍ନା ହାଜାରେଙ୍କୁ ମାରିବା ଲାଗି ଠିକା ଦିଆଯାଇଥିଲା। ଏନେଇ ସେ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ମୁହଁଖୋଲି କହିଛନ୍ତି। ଓସ୍‌ମାନାବାଦ୍‌ ତେର୍ନା ଚିନିକଳ ଦୁର୍ନୀତି ସମ୍ପର୍କରେ ମୁହଁ ଖୋଲିଲେ ତାଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?