ବଂଶଧାରା ଜଳ ବିବାଦର ଯୁଗ୍ମ ସର୍ଭେକୁ ଓଡ଼ିଶାର ନା: ୩ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ କେନ୍ଦ୍ର, ଆନ୍ଧ୍ରକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଦ୍ୱାରା ବଂଶଧାରା ନଦୀ ଉପରେ ନିର୍ମାଣ ହେଉଥିବା ନେରାଡି ବ୍ୟାରେଜର ମିଳିତ ସର୍ଭେ ନ କରିବାକୁ ଓଡ଼ିଶା ସରକାର କରିଥିବା ଆବେଦନର ଶୁଣାଣି କରିଛନ୍ତି ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲ୍। ମଙ୍ଗଳବାର ଜଷ୍ଟିସ ଏମ.କେ ଶର୍ମା, ଜଷ୍ଟିସ ବି.ଏନ…
ଅଯୋଧ୍ୟା ବିବାଦର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ପିଟିଶନ: ମଧ୍ୟସ୍ଥ ନିଯୁକ୍ତି ସତ୍ତ୍ୱେ ଅଗ୍ରଗତି ନାହିଁ
ନୂଆଦିଲ୍ଲୀ,୧୦ା୭ (ପି.ଟି.): ଅଯୋଧ୍ୟା ଜମି ବିବାଦର ସମାଧାନ ଲାଗି ସୁପ୍ରିମକୋର୍ଟ ପକ୍ଷରୁ ମଧ୍ୟସ୍ଥ ନିଯୁକ୍ତ କରାଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଏହାର ଫଇସଲା ହୋଇପାରି ନାହିଁ। ଏନେଇ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାର ଏକ ପକ୍ଷ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ…
ପାର୍ଲାମେଣ୍ଟରେ ବଢ଼ିଲା କର୍ନାଟକ ତାତି
ନଆଦିଲ୍ଲୀ,୧୦ା୭(ପି.ଟି.): କର୍ନାଟକର ମୋଟ ୧୭ ବିଧାୟକ ଅଦ୍ୟାବଧି ଇସ୍ତଫା ଦେଇଥିବାବେଳେ ଏଚ୍.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ କଂଗ୍ରେସ-ଜେଡିଏସ୍ ମେଣ୍ଟ ସରକାର ଅଡ଼ୁଆରେ ପଡ଼ିଛନ୍ତି। ଏହି ତାତିର ଉଷ୍ମତା ମଙ୍ଗଳବାର ପାର୍ଲାମେଣ୍ଟରେ ଅନୁଭୂତ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକ ସଭାରେ ଏନେଇ…
ବିଦ୍ରୋହୀଙ୍କୁ ଅଯୋଗ୍ୟ ଘୋଷଣା କର: କଂଗ୍ରେସ
ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକରେ ଶାସକ ମେଣ୍ଟ ସରକାରକୁ ବଞ୍ଚାଇବା ପାଇଁ କଂଗ୍ରେସ ମଙ୍ଗଳବାର ବାଚସ୍ପତିଙ୍କ ହସ୍ତକ୍ଷେପ ଲୋଡ଼ିଛି। ବିଦ୍ରୋହୀ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଦଳ ଦାବି କରିବା ସହ ଭାଜପା ପ୍ରଲୋଭନ ଦେଖାଇବା ଲାଗି ଅର୍ଥବଳ ବ୍ୟବହାର କରୁଛି ବୋଲି କଂଗ୍ରେସ…
ସୂତାଖିଅରେ ସରକାର
ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍) ବିଧାୟକମାନେ ଇସ୍ତଫା ଦେବା ପରେ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ୧୩ ବିଧାୟକଙ୍କ ମଧ୍ୟରୁ ୮ ଜଣଙ୍କର ଇସ୍ତଫାପତ୍ର ଗ୍ରହଣଯୋଗ୍ୟ ହୋଇ ନ ଥିବା ଦର୍ଶାଇ…
ପୁରୀ: ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା
ଭୁବନେଶ୍ୱର,୧୦।୭(ବ୍ୟୁରୋ): ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବା ସମୟରେ ବସ୍ଷ୍ଟାଣ୍ଡ ଭଳି ଜନଗହଳି ସ୍ଥାନରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଛି ା ଏହା ପୁରୀ ତଥା ସମଗ୍ର ରାଜ୍ୟକୁ ବିଶ୍ୱ ଦରବାରରେ ନିନ୍ଦିତ କରିଛି। ଏହି ଘଟଣାରେ ବିରୋଧୀ ଦଳଗୁଡିକ…
ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି: ଉପାନ୍ତ ଅଞ୍ଚଳର ଡାକ୍ତରଙ୍କୁ ସ୍ବତନ୍ତ୍ର ସୁବିଧା ଦେବାକୁ ପରାମର୍ଶ
ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଉପାନ୍ତ ଅଞ୍ଚଳରେ କାର୍ଯ୍ୟରତ ଡାକ୍ତରମାନଙ୍କୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଦେବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କହିଛନ୍ତି। ଉପାନ୍ତ ଅଞ୍ଚଳକୁ ଯାଉଥିବା ଡାକ୍ତରମାନେ ଦୁଇତିନି ବର୍ଷ କାର୍ଯ୍ୟ କରିବା ପରେ ସେମାନଙ୍କୁ ତାଙ୍କ ମନ ପସନ୍ଦର ସ୍ଥାନକୁ…
ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀ
ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। କେଉଁଠି ଅସରାଏ ବର୍ଷା ହେଉଛି ତ କେଉଁଠି ଟାଇଁ ଟାଇଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତଗଣତି କେତୋଟି ଜିଲାକୁ ବାଦ୍ ଦେଲେ…
ଭଗବାନ ନୀଳମାଧବ ନୋଡାଲ ହାଇସ୍କୁଲ: ଛାତଘର ପାଲଟିଛି ଗୋଦାମ, ଅସୁରକ୍ଷିତ ଟିଣଛାତ ତଳେ ପାଠପଢା
ଖଣ୍ଡପଡ଼ା,୧୦ା୭(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ସରକାର ମାଗଣା ପୋଷାକ, ସାଇକେଲ, ମଧ୍ୟାହ୍ନ ଭୋଜନ ଆଦି ବ୍ୟବସ୍ଥା କରିଛନ୍ତି। ଭିତ୍ତିଭୂମି ସୁଦୃଢ ପାଇଁ ମଧ୍ୟ ଅନୁଦାନ ବ୍ୟବସ୍ଥା କରାଯାଇଛି। ଏହା ସତ୍ତ୍ୱେ କେତେକ ଶିକ୍ଷାନୁଷ୍ଠାନରେ…
ମହାପ୍ରଭୁଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣ ମୋଡ଼ ହେଲା ତିନିରଥ
ରଣପୁର,୧୦ା୭ (ସ୍ବ.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରାର ମଙ୍ଗଳବାର ଷଷ୍ଠ ଦିବସରେ ରଣପୁର ବି.ସି. ହାଇସ୍କୁଲ ଛାତ୍ରମାନେ ରଥଖଳାରେ ଥିବା ତିନିରଥକୁ ଦକ୍ଷିଣ ମୋଡ଼ କରିଛନ୍ତି। ସକାଳ ୯ଟାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ର ହାଇସ୍କୁଲରୁ ବାହାରି ପଞ୍ଚୁଦୋଳ ପଡିଆସ୍ଥିତ…
କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ
ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ ଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିରିଡ଼ି ବ୍ଲକରେ ଚାଷୀମାନେ ମୁଖ୍ୟତଃ ବର୍ଷା ଓ…
ଅଭିଶାପ ପାଲଟିଛେ ଜୀବନ୍:ସରକାରୀ ସୁବିଧାରୁ ବଁଚିତ୍ ସଂଯୁକ୍ତା
ବିନିକା,୧୦।୭ (ଡି.ଏନ୍.ଏ): ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ମହିଲା ସଶକ୍ତିକରନ ଉପରେ ଗୁରୁତ୍ ଦେଉଛନ୍। ଇଥିରଲାଗି ସବୁକ୍ଷେତ୍ରରେ ମହିଲାମାନକର ଭୂମିକାକେ ଗୁରୁତ୍ ଦିଆଯାଉଛେ। ସେଥିରଲାଗି ଆଇନ୍ କାନୁନ୍ ଠାନୁ ଆରମ୍ କରି ଅନେକ ସରକାରୀ ଯୋଜନା କାଯ୍କାରୀ ହେଉଛେ। ହେଲେ…

