ଅସ୍ଥିଶଲ୍ୟ ବିଭାଗରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଅଭିଯୋଗ କଲେ ଛାତ୍ରନେତା
ବାଲେଶ୍ୱର ଅଫିସ, ୧୦।୭- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅସ୍ଥିଶଲ୍ୟ ବିଭାଗରେ ଜଣେ ରୋଗୀଙ୍କୁ ତ୍ରୁଟିପୂର୍ଣ୍ଣ ଚିକତ୍ସା କରାଯିବା ଘଟଣା ନେଇ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଭେଟି ଛାତ୍ରନେତା ଜ୍ଞାନେନ୍ଦ୍ର ମହାନ୍ତି ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଗତ…
ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ଓଡ଼ିଆଙ୍କ ଚମକ: ଭକ୍ତରାମଙ୍କୁ ଡବଲ୍, ଝିଲ୍ଲୀଙ୍କୁ ୧ ସ୍ବର୍ଣ୍ଣ
ଭୁବନେଶ୍ୱର, ୧୦।୭ (ସ୍ପୋଟର୍ସ ବ୍ୟୁରୋ)- ଅଷ୍ଟ୍ରେଲିଆର ଆପିଆଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍ (ୟୁଥ୍, ଜୁନିୟର ଓ ସିନିୟର)ର ପ୍ରଥମ ଦିବସରେ ଓଡ଼ିଆ ପ୍ରତିଯୋଗୀଙ୍କ ଚମକ ଦେଖିବାକୁ ମିଳିଛି। ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩…
ରାଜ୍ୟଗୋଷ୍ଠୀ ଜୁଡୋ ଚାମ୍ପିୟନଶିପ୍: ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା
ଭୁବନେଶ୍ୱର, ୧୦।୭(କ୍ରୀଡ଼ା ପ୍ରତିନିଧି)-ସେପ୍ଟେମ୍ବର ୨୨ରୁ ୩୦ ପର୍ଯ୍ୟନ୍ତ ଇଂଲଣ୍ଡର ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏଥିପାଇଁ ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା ମାଝୀ ମନୋନୀତ ହୋଇଛନ୍ତି। କିସ ଛାତ୍ର ନିତ୍ୟା ୪୬କେଜି ବର୍ଗର ପ୍ରି-କ୍ୟାଡେଟ ବାଳକ ବିଭାଗରେ…
ଓ୍ବିମ୍ବେଲଡନରେ ପ୍ରଥମ
ଲଣ୍ଡନ, ୧୦ା୭ (ଏଏଫ୍ପି)- ଓ୍ବିମ୍ବେଲଡନର ପ୍ରଥମ ୧୨-୧୨ ଫାଇନାଲ ସେଟ୍ ଟାଇବ୍ରେକ୍ ଚଳିତ ସଂସ୍କରଣରେ ଦେଖିବାକୁ ମିଳିଛି। ମଙ୍ଗଳବାର ହେନ୍ରି କୋଣ୍ଟିନେନ୍ ଓ ଜନ୍ ପିଅର୍ସ ଏବଂ ରାଜୀବ ରାମ ଓ ଜୋ ସାଲିସବରିଙ୍କ ମଧ୍ୟରେ ଅନୁଷ୍ଠିତ ପୁରୁଷ ଡବଲ୍ସ ମ୍ୟାଚରେ…
ଛେତ୍ରୀ ପ୍ଲେୟର ଅଫ୍ ଦି ଇୟର
ନୂଆଦିଲ୍ଲୀ, ୧୦ା୭ (ପି.ଟି.)-ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ଅଧିନାୟକ ସୁନୀଲ ଛେତ୍ରୀଙ୍କୁ ବର୍ଷର ଶ୍ରେଷ୍ଠ ପୁରୁଷ ଫୁଟ୍ବଲର ଭାବେ ମନୋନୀତ କରିଛି। ସେ ରେକର୍ଡ ୬ଷ୍ଠ ଥର ପାଇଁ ଏହି ପୁରସ୍କାର ଜିତିବାରେ ସଫଳ ହୋଇଛନ୍ତି। ୩୪ ବର୍ଷୀୟ ଷ୍ଟ୍ରାଇକର କିଛି…
ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଅଲିମ୍ପିକ ସନ୍ତରଣକାରୀ
ମିଲାନ, ୧୦ା୭ (ଏପି)- ଇଟାଲୀଦେଶର ସାର୍ଡିନିଆ ନିକଟବର୍ତ୍ତୀ ସମୁଦ୍ର ବକ୍ଷରେ ବୁଡ଼ିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଅଲିମ୍ପିକ ସନ୍ତରଣକାରୀ ଫିଲିପୋ ମାଗ୍ନିନି। ଖବର ଅନୁସାରେ ପୁରୁଷ ପର୍ଯ୍ୟଟକ ଜଣକ ଏକ ଭାସମାନ କୃତ୍ରିମ ହଂସ ଉପରେ ଉପବିଷ୍ଟ ହୋଇ ସମୁଦ୍ରକୂଳରେ…
ସେରେନା, ହାଲେପ୍ ସେମିଫାଇନାଲରେ
ଲଣ୍ଡନ, ୧୦ା୭- ସେରେନା ଓ୍ବିଲିୟମ୍ସ ଓ ସିମୋନା ହାଲେପ୍ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ଏହି ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ୬-୪, ୪-୬, ୬-୩ ସେଟ୍ରେ ନିଜ…
ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମ ‘ନୋ ଫ୍ଲାଏ ଜୋନ୍’ରେ ପରିଣତ
ମାଞ୍ଚେଷ୍ଟର,୧୦।୭(ପି.ଟି.)- ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ବିଶ୍ୱକପ୍ର ପ୍ରଥମ ସେମିଫାଇନାଲ ମ୍ୟାଚ୍ର ଭେନ୍ୟୁ ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମକୁ ‘ନୋ ଫ୍ଲାଏ ଜୋନ୍’ରେ ପରିଣତ କରାଯାଇଥିଲା। ସୁରକ୍ଷା ତଥା ନିରାପତ୍ତା ଦୃଷ୍ଟିକୋଣରୁ ଏପରି କରାଯାଇଥିଲା ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ…
ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ରେକର୍ଡ ଭଲ ରହିଛି
ବର୍ମିଂହାମ,୧୦।୭(ପି.ଟି.)- ଚଳିତ ବିଶ୍ୱକପ୍ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟେଲିଆ ଏଜ୍ବାଷ୍ଟନ ଗ୍ରାଉଣ୍ଡରେ ପରସ୍ପରକୁ ଭେଟିବେ। ଗତ ୪ ବର୍ଷରେ ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ପ୍ରଦର୍ଶନ ଅପେକ୍ଷାକୃତ ଭଲ ରହିଛି। ଲିଗ୍ ପର୍ଯ୍ୟାୟରେ ଅଷ୍ଟ୍ରେଲିଆଠାରୁ ଇଂଲଣ୍ଡ…
ଆଇସିସି ବିଶ୍ୱକପ୍: ପ୍ରଥମ ସେମିଫାଇନାଲ; ମାଞ୍ଚେଷ୍ଟରରେ ବର୍ଷାର ଖେଳ
ମାଞ୍ଚେଷ୍ଟର,୧୦।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ପୁଣି ଥରେ ବର୍ଷା ବାଧକ ସାଜିଛି। ବର୍ଷାଯୋଗୁ ଟୁର୍ନାମେଣ୍ଟର ଲିଗ୍ ପର୍ଯ୍ୟାୟରେ ୪ଟି ମ୍ୟାଚ୍ ବାତିଲ ହୋଇସାରିଥିବା ବେଳେ ମଙ୍ଗଳବାର ଖେଳାଯାଇଥିବା ଭାରତ- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ ମ୍ୟାଚ୍ ମଧ୍ୟ ସମାନ କାରଣରୁ ପ୍ରଭାବିତ ହୋଇଛି।…
ଅର୍ଥ ଯୋଗାଡରେ ବାହାରିଛନ୍ତି ସରକାର;ଲିଜ୍ ଦିଆଯିବ ଖାଲି ପଡିଥିବା ସରକାରୀ ଜମି, ଘର
ନୂଆଦିଲ୍ଲୀ,୧୦-୭: ନିବେଶ ବୃଦ୍ଧି ମାଧ୍ୟମରେ ଅର୍ଥନୀତିର ପ୍ରଗତିକୁ ଦ୍ରୁତତର କରିବା ଲାଗି କେନ୍ଦ୍ରରେ ମୋଦି ସରକାର ୨.୦ ଏବେ କାର୍ଯ୍ୟରେ ଲାଗିପଡିଛନ୍ତି। ନିବେଶ ଲାଗି ଅର୍ଥ ଆବଶ୍ୟକ ଥିବାରୁ ସରକାର ବିଭିନ୍ନ ଉପାୟରେ ଏହା ଯୋଗାଡ କରିବାକୁ ଉଦ୍ୟମ କରୁଛନ୍ତି। ଏହିକ୍ରମରେ…
୫ ଲକ୍ଷ କୋଟି ଡଲାର ଅର୍ଥନୀତି ଲକ୍ଷ୍ୟ ହାସଲ ସମ୍ଭବ:ନୀତି ଆୟୋଗ ଉପାଧ୍ୟକ୍ଷ
ନୂଆଦିଲ୍ଲୀ,୧୦-୭: ଦେଶର ଅର୍ଥନୀତି ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାରରେ ପହଞ୍ଚତ୍ପାରିବ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଆଶାବ୍ୟକ୍ତ କରିଛନ୍ତି। ତାଙ୍କ ମତରେ ଏଥିପାଇଁ ଘରୋଇ କ୍ଷେତ୍ରକୁ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ହେବ। ଭାରତୀୟ ବାଣିଜ୍ୟ…

