Home

ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ମାତାପିତା, ୟୁପିଏସସି ପରୀକ୍ଷାରେ ଝିଅ ହାସଲ କଲେ ୮୩ ର଼୍ୟାଙ୍କ୍‌

ବାରମ୍ବାର ୟୁପିଏସସି ପରୀକ୍ଷାରେ ଅକୃତକାର୍ଯ୍ୟ ହେଉଥିବା ଝିଅକୁ ବିବାହ କରିଦେବାକୁ ଚାହୁଁଥିଲେ ତାଙ୍କ ପରିବାର ଲୋକେ। ଏଥିପାଇଁ ତାଗିଦ୍‌ ମଧ୍ୟ କରିଥିଲେ, ଯଦି ଏଥର ପରୀକ୍ଷାରେ କୃତକାର୍ଯ୍ୟ ନ ହେବେ, ତେବେ ତାଙ୍କୁ ଭଲ ପାତ୍ର ବିବାହ କରିଦିଆଯିବ। ଏହାକୁ ଚ୍ୟାଲେଞ୍ଚ…

କୁପଓ୍ବାରାରେ ବିସ୍ଫୋରଣ: ଜଣେ ଯବାନ ଆହତ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀର କୁପଓ୍ବାରାରେ ସୋମବାର ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ସେନା ଯବାନ ଆହତ ହୋଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପିମ୍ପଲ ପୋଷ୍ଟ ନିକଟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଲାଣ୍ଡ୍‌ ମାଇନ୍‌ ଯୋଗୁ ହୋଇଥିବା କୁହାଯାଉଛି। ଯବାନ…

ଡାକ୍ତରଙ୍କୁ ମାଡ଼ ଘଟଣାରେ ଦିଲ୍ଲୀର ୫ହସ୍ପିଟାଲରେ ଧର୍ମଘଟ

ନୂଆଦିଲ୍ଲୀ,୮।୭: ଦିଲ୍ଲୀର ମୌଲାନା ଆଜାଦ୍‌ ମେଡିକାଲ କଲେଜରେ ରବିବାର ଡାକ୍ତରଙ୍କ ସହ ହୋଇଥିବା ମାଡ଼ପିଟ୍‌ ଘଟଣାକୁ ବିରୋଧ କରି ଡାକ୍ତର ସଂଘ ଧର୍ମଘଟ ଡାକରା ଦେଇଛି। ଡାକ୍ତରଙ୍କ ଏହି ଆନ୍ଦୋଳନକୁ ଦିଲ୍ଲୀର ୪ବଡ଼ ହସ୍ପିଟାଲ ସମର୍ଥନ ଜଣାଇଛନ୍ତି। ଏହି ଆନ୍ଦେଳନରେ ଲୋକ…

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୧୦…

କଟକ ଆର୍‌ଟିଓ ଅଫିସରେ ଅଗ୍ନିକାଣ୍ଡ

କଟକ ଅଫିସ, ୮ା୭: କଟକ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) କାର୍ଯ୍ୟାଳୟରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ବିଦ୍ୟୁତ୍‌ ସରବରାହ ପାଇଁ ଲାଗିଥିବା ମେନ୍‌ ସୁଇଜ୍‌ ପୋଡ଼ି ପାଉଁଶ ହୋଇଯାଇଛି। ଶର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଏଥିରେ କାର୍ଯ୍ୟାଳୟର କୌଣସି କାଗଜପତ୍ର…

୨୦ରେ ପାଟକୁରା ନିର୍ବାଚନ: ନବୀନ ନିବାସରେ ନେତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ପ୍ରଚାର କାର୍ଯ୍ୟ ବିଷୟରେ ପଚାରି ବୁଝିଲେ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନବୀନ ନିବାସରେ ବୈଠକ କରିଛନ୍ତି। ଏଥିରେ ସେ ନିର୍ବାଚନ ଦାୟିତ୍ୱରେ ଥିବା ନେତାଙ୍କ ସହ ଆଲୋଚନା କରିଛନ୍ତି। ପାଟକୁରା ନେଇ ରଣନୀତି ସହ ତଳସ୍ତରରେ କିଭଳି…

ଅବୁଝମାଡ୍‌ ଅଞ୍ଚଳରେ ରହିଛି କେତେ ଗାଁ ତାହା ସରକାରଙ୍କୁ ନାହିଁ ଜଣା

ରାୟପୁର,୮।୭: ଛତିଶଗଡ଼ର ମାଓବାଦୀ ପ୍ରବଣ ଅଞ୍ଚଳ ଅବୁଝମାଡ୍‌ରେ କେତେ ଗାଁ ରହିଛି ସେ ନେଇ କୌଣସି ତଥ୍ୟ ସରକାରଙ୍କ ପାଖରେ ନାହିଁ। ଘନ ଜଙ୍ଗଲ ଦ୍ୱାରା ପରିବେଷ୍ଟିତ ଏହି ଅଞ୍ଚଳର ରାଜସ୍ବ ସର୍ଭେ ପାଇଁ ମୋଗଲ ଶାସନ ସମୟରେ ପ୍ରୟାସ କରାଯାଇଥିଲା।…

କାଗଜ ଫର୍ମ ନୁହେଁ ମୋବାଇଲ ଆପ୍‌ ଦ୍ୱାରା ହେବ ଜନଗଣନା

ନୂଆଦିଲ୍ଲୀ,୮।୭: ଜଣଗଣନା ପାଇଁ ଏବେ କାଗଜ ଫର୍ମ ନୁହେଁ ମୋବାଇଲ ଆପ୍‌ର ହେବ ବ୍ୟବହାର। ପୂର୍ବରୁ କାଗଜ ଫର୍ମରେ ସୂଚନା ଏକତ୍ରିତ କରି ଏହାର ବିଶ୍ଳେଷଣ କରିବା ବହୁ କଷ୍ଟକର ହେବା ସହ ଏହାର ପ୍ରକ୍ରିୟା ମଧ୍ୟ ବହୁ ଲମ୍ବା ଧରି…

କୋର୍ଟ ପରିସରରୁ ଅଭିଯୁକ୍ତ ଚମ୍ପଟ ଘଟଣା: ୨ କନଷ୍ଟେବଳ ନିଲମ୍ବିତ

ଜଗତ୍‌ସିଂହପୁର ଅଫିସ, ୮ା୭: ଜଗତ୍‌ସିଂହପୁର କୋର୍ଟ ପରିସରରୁ ଗତ ୬ ତାରିଖରେ ଅଭିଯୁକ୍ତ ସୂର୍ଯ୍ୟ ସିଂହ(୧୯) ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଥିଲେ। ଏ ନେଇ ଜଗତ୍‌ସିଂହପୁର ଥାନା ପକ୍ଷରୁ ଆଉ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଜଗତ୍‌ସିଂହପୁର…

ଆଇଫୋନ୍‌ ଆପ୍ପଲକୁ ସେଓ ବୁଝି ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ପାକିସ୍ତାନି ଉପସ୍ଥାପିକା

ଇସ୍‌ଲାମାବାଦ,୮।୭: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ପାକିସ୍ତାନି ଉପସ୍ଥାପିକା ଟେଲିଭିଜନରେ ଚାଲୁଥିବା ଚର୍ଚ୍ଚା ସମୟରେ ପ୍ୟାନେଲିଷ୍ଟ ଟେକ୍ନୋଲୋଜି ବିଷୟରେ ଆଲୋଚନା କରୁଥିବା ବେଳେ ଆପ୍ପଲ ଫୋନ୍‌ କଥା ଉଠାଇଥିଲେ। ହେଲେ ଉପସ୍ଥାପିକା ଜଣକ…

ସ୍ତ୍ରୀ ମୀରାଙ୍କୁ ଏମିତି ସର୍‌ପ୍ରାଇଜ ଦେଲେ ଶାହିଦ

ଶାହିଦ କପୁର ଏବଂ ମୀରା ରାଜପୁତ ରବିବାର ୪ର୍ଥ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଦୁଇଜଣ ସୋସିଆଲ ମିଡିଆରେ ଫଟୋ ଶେୟାର କରି ସ୍ମୃତିକୁ ତାଜା କରିବାରେ ଲାଗିଛନ୍ତି। ଏମିତି ଖାସ୍‌ ଦିନରେ ମୀରା ଶାହିଦଙ୍କ ସହ ଏକ ରୋମାଣ୍ଟିକ୍‌ ଫଟୋ…

ଭୋପାଳ ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦେଶର ରାଷ୍ଟ୍ରପତିଙ୍କ ନାମ ଅଜଣା

ଭୋପାଳ,୮।୭: ମଧ୍ୟପ୍ରଦେଶ ଭୋପାଳରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷାଦାନ ପଦ୍ଧତିରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ଜାରି ରହିଛି। ଏନେଇ ଭୋପାଳ ଜିଲାପାଳ ତରୁଣ ପିଥୋଡେଙ୍କ ଯୋଜନା ଅନ୍ତର୍ଗତ ଅବସର ଗ୍ରହଣ କରିଥିବା ସରକାରୀ ଅଫିସର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?