ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା, ସ୍ବାମୀ ଅଟକ
ସୁନ୍ଦରଗଡ଼,୮।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସୁବଳିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଘରୋଇ କଳିକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଛନ୍ତି। ମୃତା ମହିଳାଙ୍କ ନାମ ସୁଶୀଲା ବାଗ (୨୨)। ସୋମବାର ଏ ସମ୍ପର୍କରେ…
ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ବଳାତ୍କାର ଘଟଣା ରୋକିବା କଷ୍ଟକର
ଜୟପୁର, ୮।୭: ରାଜସ୍ଥାନର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କାଳି ଚରଣ ସରାଫ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ବଳାତ୍କାର ଘଟଣାକୁ ରୋକିବା କଷ୍ଟକର। କିନ୍ତୁ ବଳାତ୍କାର ମାମଲାରେ ୮୭ ପ୍ରତିଶତ ବୃଦ୍ଧି ଘଟିବା…
ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଲେ ଏସ୍ ଜୟଶଙ୍କର
ନୂଆଦିଲ୍ଲୀ,୮।୭: ଗୁଜରାଟରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ସୋମବାର ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଜୟଶଙ୍କର ଓ ଦଳର ଆନ୍ୟଜଣେ ସହଯୋଗୀ ଯୁଗଳ ଜି ଠାକୁର ଗୁଜରାଟର…
ମୁସଲମାନ୍ ମହିଳାଙ୍କୁ ମସଜିଦ୍ରେ ପ୍ରବେଶ ଅନୁମତି: ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୮।୭: ମସଜିଦ୍ରେ ମୁସଲମାନ୍ ମହିଳାଙ୍କୁ ପ୍ରବେଶ ଅନୁମତି ନେଇ କରାଯାଇଥିବା ଏକ ଆବେଦନର ଶୁଣାଣି କରିବାକୁ ସୋମବାର ସୁପ୍ରିମ୍କୋର୍ଟ ମନା କରିଛନ୍ତି। ଏହି ଆବେଦନ କେରଳର ହିନ୍ଦୁ ମହାସଭା ପକ୍ଷରୁ କରାଯାଇଥିଲା। ତେବେ ସର୍ବୋଚ୍ଚ ନ୍ୟାୟାଳୟ ସୂଚିତ କରିଛନ୍ତି ଯେ, କୌଣସି…
ରାସ୍ତା ମଝିରେ ଏସ୍ପିଙ୍କ ଗୋଡ଼ ଧରି କାନ୍ଦି ପକାଇଲେ ଭାଜପା ନେତା
ମିର୍ଜାପୁର,୮।୭: ଉତ୍ତର ପ୍ରଦେଶ ମିର୍ଜାପୁରର କୋତବାଲି ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଭାଜପା ନେତା ରାସ୍ତା ମଝିରେ ଏସ୍ପିଙ୍କ ଗୋଡ଼ ଧରି କାନ୍ଦି ପକାଇଥିଲେ। ଆଉ କହିଥିଲେ ମୋର ସମ୍ମାନ ଚାଲିଗଲା। ନିଜ ସରକାରରେ ରହି ଏଭଳି…
ଏହି ଅଭିନେତ୍ରୀଙ୍କୁ ଡେଟ୍ କରୁଛନ୍ତି ଭାରତୀୟ ବୋଲର୍ ଜସପ୍ରୀତ୍ ବୁମ୍ରା
ଭାରତୀୟ କ୍ରିକେଟରମାନେ ବଲିଉଡ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ ମଧ୍ୟ କରିଛନ୍ତି। ଏବେ ଏହିି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଛି। ସେ ହେଉଛନ୍ତି…
ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା: ଗୋଟିଏ ବର୍ଷରେ ହୋଇଛିି ଏକ କୋଟିରୁ ଅଧିକ ନଗଦ ଉଠାଣ
ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଟଙ୍କା ନଗଦ ଉଠାଣ ହୋଇଥିବା କୁହାଯାଉଛି। ଏହି ଜମା ଖାତାଗୁଡ଼ିକ ମଧ୍ୟରୁ କେତେକରେ…
ବସ୍ରେ ହିନ୍ଦୀ ଲେଖାକୁ ବିରୋଧ କଲା ଡିଏମକେ
ଚେନ୍ନାଇ, ୮।୭: ଦକ୍ଷିଣ ଭାରତରେ ହିନ୍ଦୀ ଭାଷାକୁ ନେଇ ତୀବ୍ର ବିରୋଧ ଆରମ୍ଭ ହୋଇଯାଇଛି। ବସ୍ଗୁଡିକରେ ହିନ୍ଦୀ ଲେଖାକୁ ବିରୋଧ କରି ଡିଏମକେ ନେତ୍ରୀ କାନିମୋଝି ତାମିଲ ଭାଷାର ମହତ୍ତ୍ୱ କମ କରିବା ପାଇଁ ପ୍ରୟାସ ଚାଲିଛି ବୋଲି ସେ କହିଛନ୍ତି।…
ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪
ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି ଜିଲାରେ ଥିବା ୧୮୪ ସହରରେ ଜଳ ସଙ୍କଟ ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି।…
ରାସ୍ତା ସଫା କଲେ ସିଦ୍ଧୁ
ଅମୃତସର, ୮।୭: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ସ୍ତ୍ରୀ ନବଜୋତ କୌରଙ୍କ ସହ ମିଶି ସ୍ବଚ୍ଛ ଅମୃତସର ଅଭିଯାନରେ ଭାଗ ନେଇଛନ୍ତି। ଅମୃତସର ସଡ଼କରେ ପଡିଥିବା ଅଳିଆ ଆବର୍ଜନାଗୁଡିକୁ ନିଜେ ଝାଡୁ ଧରି ସଫା କରିଥିଲେ ସିଦ୍ଧୁ। ସୂଚନାଯୋଗ୍ୟ, ଭାଜପା…
ଭାଜପାରେ ଯୋଗ ଦେବାରୁ ମୁସଲମାନ ମହିଳାଙ୍କୁ ଘର ଛାଡିବାକୁ କହିଲେ ମାଲିକ
ଆଲିଗଡ,୮।୭: ଭାରତୀୟ ଜନତା ପାର୍ଟି ଏବେ ତା’ର ସଦସ୍ୟତା ଯୋଗାଡ କରିବା ଅଭିଯାନ ଚଳାଇଛି। ତେଣୁ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଏବେ ଭାଜପାରେ ସାମିଲ ହେଉଛନ୍ତି। ଏହାରି ଭିତରେ ଉତ୍ତର ପ୍ରଦେଶ ଆଲିଗଡର ଜଣେ ମୁସଲମାନ ମହିଳା ଭାଜପାରେ…
ବସବାସ: ପୃଥିବୀରେ ଆଗ ନା ମଙ୍ଗଳରେ…
ସୌରମଣ୍ଡଳରେ ଥିବା ଗ୍ରହଗୁଡ଼ିକ ମଧ୍ୟରେ କେବଳ ପୃଥିବୀରେ ହିଁ ଜୀବନ ଧାରଣ ପାଇଁ ଆବଶ୍ୟକ ଉପାଦାନ ରହିଛି। ତେବେ ବସବାସ କେଉଁ ଗ୍ରହରେ ପ୍ରଥମେ ସମ୍ଭବ ହୋଇଥିଲା, ତାକୁ ଜାଣିବା ପାଇଁ ଏବେ ତର୍ଜମା ଚାଲିଛି। ଆମେରିକାର ମହାକାଶ ଗବେଷଣା ସଂସ୍ଥା…

