Home

ଅନିଶ୍ଚିତତାରେ ରାହୁଲଙ୍କ ଟିମ୍‌ ଭବିଷ୍ୟତ

ନୂଆଦିଲ୍ଲୀ,୮ା୭(ପି.ଟି.): ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ଏବଂ କ୍ରମାଗତ ଭାବେ ଅନେକ ନେତାଙ୍କ ଇସ୍ତଫା ପରେ ଦଳରେ ଏବେ ଭିନ୍ନ ହାଓ୍ବା ବହୁଛି। ରାହୁଲ ଗାନ୍ଧୀଙ୍କ ଟିମ୍‌ରେ ପ୍ରମୁଖ ଭୂମିକାରେ ଥିବା ଆଗଧାଡ଼ିର ସଦସ୍ୟମାନଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ…

ଅନୁପ୍ରବେଶ ରୋକିବ ଅପରେଶନ ସୁଦର୍ଶନ

ନୂଆଦିଲ୍ଲୀ, ୮ା୭(ପି.ଟି.): ପଞ୍ଜାବ ଓ ଜମ୍ମୁସ୍ଥିତ ପାକିସ୍ତାନ ସୀମାରେ ଅନୁପ୍ରବେଶ ନିରୋଧୀ ଗ୍ରୀଡ୍‌କୁ ଅଧିକ ମଜଭୁତ କରିବା ଲାଗି ବିଏସ୍‌ଏଫ୍‌ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ବିଏସ୍‌ଏଫ ଉକ୍ତ ସୀମାନ୍ତକୁ ଏହାର ସମସ୍ତ ବରିଷ୍ଠ ପଦାଧିକାରୀଙ୍କ ସମେତ ହଜାର ହଜାର ସୈନ୍ୟ…

ସେନାରେ ଅପବ୍ୟବହାର ହେଉଛି ଦିବ୍ୟାଙ୍ଗ ପେନ୍‌ସନ୍‌ ସ୍କିମ୍‌; ଅନ୍ୟ କାରଣରୁ ଭିନ୍ନକ୍ଷମ ହେଲେ ଟିକସ ଲାଗିବ

ନୂଆଦିଲ୍ଲୀ,୮-୭: ସେନାରେ ଦିବ୍ୟାଙ୍ଗଙ୍କ ପାଇଁ ଉଦ୍ଦିଷ୍ଟ ପେନ୍‌ସନ୍‌ ସ୍କିମ୍‌ ଅପବ୍ୟବହାର ଚାଲିଛି। ବହୁ ସଂଖ୍ୟାରେ ଅଧିକାରୀ ଓ ଯବାନ ଲଢ଼େଇ ନ କରି ଅନ୍ୟ କାରଣରୁ ଭିନ୍ନକ୍ଷମ ହେଉଥିଲେ ସୁଦ୍ଧା ଏହାର ଫାଇଦା ନେଉଛନ୍ତି। କର୍ତ୍ତବ୍ୟରତ ଅବସ୍ଥାରେ ଦିବ୍ୟାଙ୍ଗ ହେବା କ୍ଷେତ୍ରରେ…

ଝାରସୁଗୁଡ଼ା ବିମାନବନ୍ଦରରେ ସେବା ବାଧାପ୍ରାପ୍ତ : ବାରମ୍ବାର ବିମାନ ବାତିଲ ନେଇ ଅସନ୍ତୋଷ

ଭୁବନେଶ୍ୱର, ୮।୭(ବ୍ୟୁରୋ) : ଖରାପ ପାଗ ଯୋଗୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ବିମାନ ସେବା ବନ୍ଦ ହୋଇଯାଇଛି। ଗତମାସରେ ମଧ୍ୟ ଅନେକ ବିମାନ ବାତିଲ ହୋଇଥିଲା। କଲିକତା, ହାଇଦ୍ରାବାଦ, ଦିଲ୍ଲୀ, ରାୟପୁର, ଭୁବନେଶ୍ୱର ଯିବାକୁ ଥିବା ବିମାନ ବାରମ୍ବାର…

ଭିଡ଼ହିଂସାରୁ ବର୍ତ୍ତିବା ଲାଗି : ନାମ ବଦଳାଇବେ ମୁସଲ୍‌ମାନ ଅଧିକାରୀ

ଭୋପାଳ,୮ା୭: ଦେଶରେ ଭିଡ଼ହିଂସା ବଢିବାରେ ଲାଗିଛି। ଏଭଳି ହିଂସାକାଣ୍ଡରୁ ନିଜକୁ ରକ୍ଷାକରିବା ଲାଗି ମଧ୍ୟପ୍ରଦେଶର ଜଣେ ମୁସଲମାନ ସମ୍ପ୍ରଦାୟର ସରକାରୀ ଅଧିକାରୀ ନିଜ ନାମ ବଦଳାଇ ଦେବାକୁ ସ୍ଥିର କରିଛନ୍ତି। ବରିଷ୍ଠ ପ୍ରଶାସନିକ ଅଧିକାରୀଭାବେ କାର୍ଯ୍ୟରତ ନିୟାଜ୍‌ ଖାନ ଏନେଇ ଶନିବାର…

‘ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ’

ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର ସ୍ଥିର କରିଥିବା ରବିବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗଣମାଧ୍ୟମକୁ…

ଏୟାର ଇଣ୍ଡିଆ ସମ୍ପୂର୍ଣ୍ଣ ବିକ୍ରି ହେବ

ନୂଆଦିଲ୍ଲୀ,୮-୭: କେନ୍ଦ୍ର ସରକାର କ୍ଷତିରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ବିକ୍ରି କରିଦେବା ଲାଗି ନୂତନ ଭାବେ ବିଚାର କରୁଛନ୍ତି। ନୂଆ ଯୋଜନାନୁଯାୟୀ, ସରକାର ଏୟାର ଇଣ୍ଡିଆର ୧୦୦ ପ୍ରତିଶତ ଅଂଶଧନ ବିକ୍ରି କରିବେ। ତେବେ ଏ…

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା ସଦସ୍ୟ ରାଜୀବ ଚନ୍ଦ୍ରଶେଖରଙ୍କର ବୋଲି ସୂତ୍ରରୁ ଜଣାପଡ଼ିଛି। ଜୁପିଟର କ୍ୟାପିଟାଲ ପ୍ରାଇଭେଟ ଲିମିଟେଡ୍‌ର ପ୍ରତିଷ୍ଠାତା…

ଭୟରେ ଛତ୍ରଭଙ୍ଗ

ନୂଆଦିଲ୍ଲୀ,୮ା୭(ପି.ଟି.): ପୁଲ୍‌ଓ୍ବାମାରେ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଭାରତୀୟ ବାୟୁସେନା ଫେବୃୟାରୀ ୨୬ରେ ବାଲାକୋଟରେ ଥିତ୍ବା ସେମାନଙ୍କ ପ୍ରଶିକ୍ଷଣ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା। ଏହା ପରେ ପାକିସ୍ତାନୀ ଆତଙ୍କବାଦୀ…

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଥିବା ମିଲିନ୍ଦ ଦଳକୁ କେନ୍ଦ୍ରୀୟ ସ୍ତରରେ ମଜଭୁତ କରିବା ଦିଗରେ କାର୍ଯ୍ୟ…

କୋହଲି- ଓ୍ବିଲିୟମସନ ଲଢ଼େଇ: ୧୧ ବର୍ଷପରେ ଏକ ବିରଳ ସଂଯୋଗ

ମାଞ୍ଚେଷ୍ଟର, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଓ ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲରେ ମଙ୍ଗଳବାର ମାଞ୍ଚେଷ୍ଟରରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷ ସ୍ଥାନରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ଚତୁର୍ଥ ସ୍ଥାନରେ ରହିଛି। ସେହିପରି ଦ୍ୱିତୀୟ ଓ ତୃତୀୟ…

ଇଣ୍ଡିଆନ ବ୍ୟାଙ୍କ ଡକାୟତି ଘଟଣାକୁ ପୂରିଲା ବର୍ଷେ; ଏଯାଏ ଧରାପଡ଼ିନାହାନ୍ତି ୪ ଡକାୟତ

ଅନୁଗୋଳ ଅଫିସ, ୮।୭: ଗତବର୍ଷ ଅନୁଗୋଳର ଦୁଇଟି ବ୍ୟାଙ୍କରେ କଳାକନା ବୁଲାଇଥିଲେ ଡକାୟତ। ପ୍ରଥମେ ୨୦୧୮ ଏପ୍ରିଲ ୬ରେ ସହରର ଶଙ୍କର ସିନେମା ହଲ ନିକଟ ଆନ୍ଧ୍ର ବ୍ୟାଙ୍କରୁ ୨୩ ଲକ୍ଷ ଟଙ୍କା ଓ ୩ କେଜି ସୁନା ଡକାୟତି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?