Home

୯ରୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୮ା୭(ବ୍ୟୁରୋ): ବିହାରର ପଶ୍ଚିମ ଭାଗ ଏବଂ ଦକ୍ଷିଣ ଛତିଶଗଡ଼ ଉପରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାସହ ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ଓଡିଶାର…

ବାଚସ୍ପତିଙ୍କ କୋର୍ଟରେ ବଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୮ା୭: କର୍ନାଟକରେ ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ମେଣ୍ଟର ବିଧାୟକମାନେ ଇସ୍ତଫା ଦେବା ପରେ ତେରମାସିଆ ସରକାର ଉପରେ ଘନକଳାବାଦଲ ଉଠିଛି। ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ରବିବାର ରାତିରେ ଆମେରିକାରୁ ଫେରିବା ପରେ ଏହି ସଙ୍କଟକୁ ଟାଳିବା…

ପୋଲିସ ହାବୁଡ଼ରେ ବାପ-ପୁଅ ଗ୍ୟାଙ୍ଗ

ବ୍ରହ୍ମପୁର ଅଫିସ, ୮।୭-ବ୍ରହ୍ମପୁର ସହରରେ ଗତ ଏକ ମାସ ମଧ୍ୟରେ ହୋଇଥିବା ତାଲା ବନ୍ଦ ଘରୁ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ବୈଦ୍ୟନାଥପୁର ଥାନା ଇଲାକାରେ ତିନୋଟି, ସଦର ଥାନା ଇଲାକାରେ ଦୁଇଟି, ବଡ଼ବଜାର ଥାନା ଅଞ୍ଚଳରେ ଦୁଇଟି ଓ…

ଅସୁରକ୍ଷିତ ଜେଟି, ମାଛ ବିକ୍ରୟ କେନ୍ଦ୍ର

ବାସୁଦେବପୁର, ୮।୭(ଡି.ଏନ.ଏ.)- ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ସମୁଦ୍ର ତଟବର୍ତ୍ତୀ ଉପକୂଳବର୍ତ୍ତୀ ଅଞ୍ଚଳ। ଉକ୍ତ ବ୍ଲକର ୧୪ରୁ ଊର୍ଦ୍ଧ୍ୱ ପଞ୍ଚାୟତ ସହ ବାସୁଦେବପୁର ପୌରପାଳିକାର ୨ଟି ୱାର୍ଡ ଉପକୂଳ ଅଞ୍ଚଳରେ ରହିଛି। ବାସୁଦେବପୁର ବ୍ଲକ ଓ ପୌରପାଳିକାର ୨୦ ହଜାରରୁ ଊର୍ଦ୍ଧ୍ୱ…

ପାରାଦୀପରେ ଅଲ୍‌ ଓଡ଼ିଶା ଶ୍ରମିକ ସମାବେଶ

ପାରାଦୀପ,୮।୭(ସ୍ବ.ପ୍ର.): ପାରାଦୀପର ଜୟଦେବ ସଦନ ସମ୍ମୁଖ ପଡ଼ିଆରେ ରବିବାର ସନ୍ଧ୍ୟାରେ ଅଲ୍‌ ଓଡ଼ିଶା ଶ୍ରମିକ ସମାବେଶ ଅନୁଷ୍ଠିତ ହୋଇଛି। ଏଫ୍‌ସିଆଇ (ଫୁଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ), ପାରାଦୀପ ପୋର୍ଟ ଆଣ୍ଡ ଡକ୍‌ ମଜଦୁର ୟୁନିୟନ, ଇଫ୍‌କୋ କର୍ମଚାରୀ ଆଣ୍ଡ୍‌ ଶ୍ରମିକ ୟୁନିୟନ,…

ସୁନାନଦୀର ସୁରକ୍ଷା ପାଇଁ ଜଳମାନବଙ୍କ ଯୋଡ଼ା ଗସ୍ତ: ଟାଟା କମ୍ପାନୀକୁ ଦେଲେ ଚେତାବନୀ

ଯୋଡ଼ା, ୮।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଜୀବନରେଖା ସୁନାନଦୀ। ଏଥିରେ ବେଆଇନ୍‌ ବନ୍ଧ ନିର୍ମାଣ ଉପରେ ସମୀକ୍ଷା କରିବା ପାଇଁ ରମନ ମାଗସେସ୍‌ ପୁରସ୍କାରପ୍ରାପ୍ତ ଜଳମାନବ ଡ. ରାଜେନ୍ଦ୍ର ସିଂ ରବିବାର ଯୋଡ଼ା ଗସ୍ତ କରିଛନ୍ତି। ଅପରାହ୍ନ ୫ଟାରେ ଯୋଡା ବ୍ଲକ…

ନିଖୋଜ ୮ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା କୋଷ୍ଟଗାର୍ଡ

ପାରାଦୀପ,୮ା୭(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ଦୀର୍ଘ ୧୧ ଦିନ ଧରି ସମୁଦ୍ରରେ ନିଖୋଜ ଥିବା ୮ ମତ୍ସ୍ୟଜୀବୀଙ୍କ ସହ ଏକ ମାଛଧରା ବୋଟକୁ ଉଦ୍ଧାର କରିଛି। ୟୋହନ ଡେଭୁଡୁ ନାମକ ଏହି ମାଛଧରା ବୋଟ୍‌ (ରେଜିଷ୍ଟ୍ରେଶନ ନଂ.ଆଇଏନ୍‌ଡି-ଏପି-ଇ୨-ଏମଏମ-୭୩୫)ରେ ୮ଜଣ ମତ୍ସ୍ୟଜୀବୀ…

ସମସ୍ୟା ଘେରରେ କଣ୍ଟିଲୋ ମହାବିଦ୍ୟାଳୟ : ପାଚେରି ନିର୍ମାଣ ଓ ପାନୀୟ ଜଳ ବ୍ୟବସ୍ଥା ନେଇ ବିଧାୟକଙ୍କ ପ୍ରତିଶ୍ରୁତି

ଖଣ୍ଡପଡ଼ା,୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ଶନିବାର ବ୍ଲକସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗଦେଇଥିଲେ। ଏହି ଅବସରରେ କଲେଜର ବିଭିନ୍ନ ସମସ୍ୟା ପ୍ରତି କର୍ତ୍ତୃପକ୍ଷ…

ଅସୁର କୁମାରୀ ପୀଠରେ ଚାରାରୋପଣ

ରଣପୁର,୮ା୭(ସ୍ବ.ପ୍ର.): ବନ ମହୋତ୍ସବ ସପ୍ତାହର ଶେଷ ଦିବସରେ ନୟାଗଡ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ପଞ୍ଚାୟତସ୍ଥ ମା’ ଅସୁର କୁମାରୀ ପୀଠରେ ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ସୂଚନା ଅଧିକାର କର୍ମୀ ଦିଲୀପ କୁମାର…

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ରୋହିତ

ଲଣ୍ଡନ, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜବରଦସ୍ତ ପ୍ରଦର୍ଶନ କରି ଭାରତୀୟ ତାରକା ଓପନର ରୋହିତ ଶର୍ମା ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଅଧିନାୟକ ବିରାଟ କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ହୋଇଛନ୍ତି। କୋହଲି ବ୍ୟାଟିଂ ତାଲିକାର ଶୀର୍ଷ…

ଆଜ୍‌ମାରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର କରନ୍ତୁ ଏପରି…

ସଜନା ଛୁଇଁ ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରକୁ ରଖିଥାଏ ସୁସ୍ଥ। ସଜନା ଛୁଇଁରେ ପ୍ରଚୁର ମାତ୍ରାରେ ଭିଟାମିନ୍‌ ଏବଂ ପ୍ରୋଟିନ୍‌ ରହିଛି। ଏଥିରେ ଭିଟାମିନ୍‌ ସି ଥିବାରୁ ଏହା ବିଭିନ୍ନ ରୋଗ ସଂକ୍ରମଣରୁ ରକ୍ଷା କରେ ବୋଲି…

ଆମେରିକାଠାରୁ ତୋପ କିଣିବ ଭାରତ

ନୂଆଦିଲ୍ଲୀ,୭।୭: ପାକିସ୍ତାନ ଲଗାତର ଜମ୍ମକଶ୍ମୀରରେ ସୀମା ଉଲ୍ଲଂଘନ କରୁଥିବା ନଜିର ରହିଛି। ଏବେ ପାକିସ୍ତାନକୁ ଉଚିତ୍‌ ଜବାବ ଦେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ନିୟନ୍ତ୍ରଣ ରେଖାରେ ପ୍ରୟୋଗ ପାଇଁ ଭାରତ ଆମେରିକାଠାରୁ ତୋପ କିଣିବ ବୋଲି ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?