Home

ସଙ୍କଟରେ ୫୦ବାଉଁଶ କାରିଗର ପରିବାରର ଜୀବନ ଜୀବିକା

ଲୋଇସିଂହା, ୭।୭(ଡି.ଏନ.ଏ.) ପ୍ଲାଷ୍ଟିକର ବହୁଳ ବ୍ୟବହାରରେ ହଜି ଯାଉଛି ବାଉଁଶ ଶିଳ୍ପ। ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ମାହାରପାଲି ଗ୍ରାମର ମାହାରପଡାରେ ବାସ କରନ୍ତି ୫୦ ପରିବାର। ନିଜ କୌଳିକ ବୃତ୍ତିକୁ ଆଦରି ଦୀର୍ଘ ବର୍ଷ ହେଲା ବାଉଁଶରେ…

ରେଙ୍ଗାଳି ପ୍ରକଳ୍ପ କଲୋନୀରେ ୩ ହାତୀ

କଣିହଁ।, ୭।୭ (ଡି.ଏନ୍‌.ଏ) – ଅନୁଗୋଳ ଜିଲା କଣିହଁ। ବ୍ଲକ ରେଙ୍ଗାଳି ପ୍ରକଳ୍ପ କଲୋନୀରେ ଶୁକ୍ରବାର ରାତିରେ ୩ଟି ହାତୀ ପଶି ଆସି ଉପଦ୍ରବ କରିଛନ୍ତି। ଓଏଚ୍‌ପିସି ଟୁ ଷ୍ଟାର କଲୋନୀ ଓ ଆଇଟିଆଇ ଛାତ୍ରାବାସର ପାଚେରି ଭାଙ୍ଗିବା ସହ ହାତୀ…

୧୨ ବର୍ଷ ହେଲା ଶିକୁଳିରେ ବନ୍ଧା ୨ ଭାଇ

କୋକସରା, ୭।୭(ଡି.ଏନ.ଏ.) ସମୟ ବଦଳିଛି। ତା’ସହିତ ତାଳ ଦେଇ ବଦଳିଛି ଲୋକଙ୍କ ଜୀବନ ଶୈଳୀ। ହେଲେ ଅନ୍ଧବିଶ୍ୱାସରୁ ଆଜି ବି ମଣିଷ ବାହାରି ପାରିନାହିଁ। ତା’ର ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ଅଧୀନ ଖୁଣ୍ଟିଆ ପଞ୍ଚାୟତ ବାରବଖରା…

ଅବସର ନେଇ ସ୍ପଷ୍ଟ କଲେ ସୋଏବ ମଲିକ

ଲଣ୍ଡନ,୭।୭(ଏଏଫ୍‌ପି)- ପାକିସ୍ତାନ ଅଭିଜ୍ଞ ବ୍ୟାଟ୍ସମ୍ୟାନ ସୋଏବ ମଲିକ୍‌ ଅବସର ନେଇ ସୂଚନା ଦେଇଛନ୍ତି। ସେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଚଳିତ ବିଶ୍ୱକପ୍‌ରେ ସେ ଦଳରୁ ବାଦ୍‌ ପଡିଥିଲେ। ପାକିସ୍ତାନ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶୁକ୍ରବାର ବାଂଲାଦେଶକୁ…

ସନ୍ଦିହାନ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ଅନୁଗୋଳ ଅଫିସ, ୭।୭ – ବାଘ ବଂଶ ବୃଦ୍ଧି ପାଇଁ ଅନୁଗୋଳ ଜିଲା ସାତକୋଶିଆରେ ଆରମ୍ଭ ହୋଇଥିବା ବ୍ୟାଘ୍ର ପ୍ରକଳ୍ପର ଭାଗ୍ୟ ଏବେ ସନ୍ଦିହାନ। ଗତ ବର୍ଷ ନଭେମ୍ବରରେ ଯୁବ ମହାବଳ ମୃତ୍ୟୁ ପରେ ବନ୍ଦୀ ବାଘୁଣୀ ସୁନ୍ଦରୀକୁ ଅଭୟାରଣ୍ୟକୁ ଛଡାଯିବାକୁ…

ରୋହିତ୍‌ଙ୍କ ବିଶ୍ୱରେକର୍ଡ

ଲିଡ୍ସ, ୭।୭ (ପି.ଟି.)- ଶ୍ରେଷ୍ଠ ଫର୍ମରେ ଥିବା ତାରକା ଓପନର୍‌ ରୋହିତ୍‌ ଶର୍ମା ଏବଂ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଭାରତ ଚଳିତ ଆଇସିସି ବିଶ୍ୱକପର ଶନିବାର ଅନୁଷ୍ଠିତ ମ୍ୟାଚରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ…

ଧୋନୀଙ୍କୁ ଆଇସିସିର ଭୂୟସୀ ପ୍ରଶଂସା

ଲିଡ୍ସ,୭।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନଙ୍କ ପ୍ରଶଂସାରେ ଶତମୁଖ ହୋଇଛି ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି)। ଧୋନୀ ଭାରତୀୟ କ୍ରିକେଟର ରୂପରେଖରେ ସକାରାତ୍ମକ ପରିବର୍ତ୍ତନ ଆଣିଛନ୍ତି ବୋଲି ଆଇସିସି ତରଫରୁ କୁହାଯାଇଛି। ଜଣେ…

ଭାରତର ସହଜ ବିଜୟ

ଭାରତର ସହଜ ବିଜୟଲିଡ୍ସ, ୬।୭(ପି.ଟି.)- ଦୁଇ ଓପନର ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଚଳିତ ବିଶ୍ୱକପ୍‌ରେ ଭାରତ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୩୯ଟି ବଲ ବାକି ରଖି ୭ ଉଇକେଟରେ ପରାସ୍ତ କରିଛି। ଏଥିସହ…

କନିଷ୍ଠ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୭ା୭- ଏକ ଲାଞ୍ଚ ମାମଲାର ବିଚାର କରି ଶନିବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୨୫ ହଜାର ଟଙ୍କା ଜରିମାନା କରିଛନ୍ତିି । ଏହା…

ଖଟିଆରେ ବୁହା ହେଲେ ଗୁରୁତର ମହିଳା

ଦିଗପହଣ୍ଡି,୭ା୭(ଡି.ଏନ.ଏ.)-ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଘାସିଆମ୍ବ ଗାଁରେ ଶନିବାର ସକାଳ ପ୍ରାୟ ୮ଟାରେ ଜଣେ ମହିଳା ବଗଡ଼କୁ କାମ କରିବାକୁ ଯାଇଥିଲେ। ସେ ପାହାଡ଼ରୁ ୫ ଫୁଟ ତଳକୁ ଖସି ପଡ଼ି ଗୁରତର ହୋଇଛନ୍ତି। ସେ…

ଗୋଟିଏ କୋଠରିରେ ୫ ଶ୍ରେଣୀ

କେନ୍ଦୁଝର, ୭ା୭(ସ୍ବ.ପ୍ର.)-ବିଦ୍ୟାଳୟ ବାହାରେ କୌଣସି ପିଲା ରହିବେ ନାହିଁ ଏବଂ ସବୁ ପିଲା ବିଦ୍ୟାଳୟକୁ ଆସି ପାଠ ପଢିବା ଲାଗି ସରକାର ଯୋଜନା କରିଥିବା ବେଳେ ଏହାର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ। ପ୍ରାଥମିକ ଶିକ୍ଷାନୁଷ୍ଠାନକୁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବା…

ସ୍କୁଲ ବସ୍‌ ପଛକୁ ଧକ୍କା ଦେଲା ଆଇରନ୍‌ ବୋଝେଇ ଟ୍ରକ : ଅଳ୍ପକେ ବର୍ତ୍ତିଲେ ୧୮ ଛାତ୍ରୀଛାତ୍ର

ଆନନ୍ଦପୁର,୭।୭(ସ୍ବ.ପ୍ର.)-ଶନିବାର ଏକ ବଡ଼ ଦୁର୍ଘଟଣାରୁ ୧୮ ଜଣ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଗୋହିରାଠାରେ ଥିବା ଏକ ଘରୋଇ ଇଂଲିଶ ମାଧ୍ୟମିକ ବିଦ୍ୟାଳୟର ସ୍କୁଲ ବସ୍‌ ପଛକୁ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କା ଦେଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?