ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ପାଣି
ଭଦ୍ରକ ଅଫିସ, ୭।୭ – ଭଦ୍ରକ ଉପକଣ୍ଠ ବରପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷାପାଣି ପଶିଛି। ଏବେ ଆଣ୍ଠୁଏ ଲେଖାଏ ପାଣି ଜମି ରହିଛି। ଏହି କାରଣରୁ ସ୍ବାସ୍ଥ୍ୟସେବା ପାଇଁ ଆସୁଥିବା ରୋଗୀ ନାନା ଅସୁବିଧା ଭୋଗୁଛନ୍ତି। ଏଠାରୁ ଜଳ ନିଷ୍କାସନ ସକାଶେ…
କୃଷି, ଗ୍ରାମୀଣ ମଜଦୁର ସଂଘ ସମ୍ମିଳନୀ
ବ୍ରହ୍ମପୁର ଅଫିସ୍,୭ା୭-ଓଡ଼ିଶା କୃଷି ଏବଂ ଗ୍ରାମୀଣ ମଜଦୁର ସଂଘ ଗଞ୍ଜାମ ଜିଲା ସମ୍ମିଳନୀ ଶନିବାର ସ୍ଥାନୀୟ ଏନ୍ଜିଓ ହଲ୍ରେ ଅନୁଷ୍ଠିତ ହୋଇଥିଲା। ସଭାପତି ରାଜେନ୍ଦ୍ର ନାଥ ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟଅତିଥି ଭାବେ ସଂଗଠନର ରାଜ୍ୟ ସମ୍ପାଦକ ବସନ୍ତ…
ସକାଳୁ ଉଷୁମ ପାଣିରେ ଦୁଇଠୋପା ମହୁ…
ସକାଳୁ ଉଷୁମ ପାଣିରେ ଦୁଇଠୋପା ମହୁ ପକାଇ ପିିଇଲେ ମେଦବହୁଳତାରୁ ମୁକ୍ତି ମିଳେ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ମହୁରେ ପ୍ରୋଟିନ୍, ତନ୍ତୁଜ, ଶର୍କରା, ଲୌହ, ସୋଡିୟମ୍, ପୋଟାସିୟମ୍, ଫସଫରସ୍, ଜିଙ୍କ୍, କ୍ୟାଲସିୟମ୍ ଆଦି ତତ୍ତ୍ୱ ରହିଥାଏ। ଏଥିରେ ମଧ୍ୟ ଫୋଲେଟ୍,…
ପରୀକ୍ଷାଫଳ ନ ବାହାରିବା ପ୍ରତିବାଦରେ ଘେରାଉ
ବାରିପଦା ଅଫିସ,୭ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଶ୍ରୀମା ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଭୋକେସନାଲ ପରୀକ୍ଷା ଦେଇଥିବା ୨୪ ଜଣ ଛାତ୍ରୀଙ୍କ ପରୀକ୍ଷା ଫଳ ଏଯାଏ ବାହାରି ନାହିଁ। ଦୁଇ ଜଣ ଛାତ୍ରୀ ଅନୁପସ୍ଥିତ ଥିବା ଦର୍ଶାଯାଉଥିବା ବେଳେ ଅନ୍ୟମାନଙ୍କ…
ବନ୍ୟଜନ୍ତୁ ଶିକାର ରୋକିବାକୁ ହେଉନି ପାଟ୍ରୋଲିଂ: ରାତିରେ ବିଦ୍ୟୁତ୍ କାଟ, ଲୋକେ ହଇରାଣ
ଭଞ୍ଜନଗର,୬।୭(ଡି.ଏନ.ଏ.)-ବନ୍ୟଜନ୍ତୁ ସୁରକ୍ଷା ପାଇଁ ସାଉଥ୍କୋ ଏବଂ ଜଙ୍ଗଲ ବିଭାଗ ମଧ୍ୟରେ ବିଭିନ୍ନ ସମୟରେ ସମନ୍ବୟ ବୈଠକ ହେଉଛି। ମିଳିତ ପାଟ୍ରୋଲିଂ କରିବାକୁ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଏହା କାଗଜ କଲମରେ ରହିଯାଉଛି । ଯାହାର ଫାଇଦା ନେଉଛନ୍ତି ବନ୍ୟଜନ୍ତୁ ଶିକାରୀ। ସେମାନେ…
ଡାଇମଣ୍ଡ ଲିଗ୍: ଅନୁ ରାଣୀଙ୍କୁ ୭ମ ସ୍ଥାନ
ଲାଉସାନେ, ୬।୭ (ପି.ଟି.): ଜାତୀୟ ରେକର୍ଡର ଅଧିକାରିଣୀ ଜାଭେଲିନ ଥ୍ରୋୟର ଅନୁ ରାଣୀ ନିଜର ପ୍ରଥମ ଡାଇମଣ୍ଡ ଲିଗ ପ୍ରତିଯୋଗିତାରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍ରେ ୭ମ ସ୍ଥାନ ହାସଲ କରିଛନ୍ତି। ମହିଳା ଜାଭେଲିନ୍ ଥ୍ରୋ’ର ୩ୟ…
କେଏସ୍ଆଇପିଏଲ ଉଦ୍ୟମରେ ଲାଗିଲା ଶତାଧିକ ଚାରା : ‘ଗଛ ଲଗାଅ, ସୁରକ୍ଷା ଦିଅ’
ପରଜଙ୍ଗ, ୬।୭(ଡି.ଏନ.ଏ.): ପରଜଙ୍ଗ ବ୍ଲକ ବାରିହାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବନ ବିଭାଗ ଏବଂ ୫୩ନଂ. ଜାତୀୟ ରାଜପଥ ନିର୍ମାଣକାର୍ଯ୍ୟ ନେଇଥିବା କୁନାଲ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ (କେଏସ୍ଆଇପିଏଲ୍) କମ୍ପାନୀର ମିଳିତ…
କାର୍ ଧକ୍କାରେ ପ୍ରାଣ ହରାଇଲେ ବାଇକ୍ ଚାଳକ
ପାପଡାହାଣ୍ଡି/ମଇଦଲପୁର, ୬।୭(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ ଡୁମରିପଦର ନିକଟରେ ଶନିବାର ସକାଳୁ ଏକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ମଇଦଲପୁର ଗ୍ରାମର ଖୀତେଶ ପାଞ୍ଜିଆ। ପ୍ରକାଶ ଯେ, ଖୀତିଶ ବାଇକ ଯୋଗେ…
ଫୁଲକୁ ନେଇ କଣ୍ଟା ବିବାଦ
ପୁରୀ ଅଫିସ,୬ା୭: ଆରମ୍ଭରୁ ବିବାଦରେ ଫସିଥିବା ଶ୍ରୀମନ୍ଦିର ଫୁଲସଜାକୁ ନେଇ ପୁଣି ଏକ ନୂଆ ବିବାଦ ମୁଣ୍ଡ ଟେକିଛି। ଫୁଲ ପାଇଁ ଉଠିଛି କଣ୍ଟା ବିବାଦ। ମହାପ୍ରଭୁଙ୍କ ସେବା ପାଇଁ ସୁଦୂର ଦିଲ୍ଲୀରୁ ଆସିଥିବା ଭକ୍ତ କେ.କେ. ଶର୍ମା ଏହି ବିବାଦ…
ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ : ମିଳିଲା ଆଡ଼ପ ଅବଢା, ରବିବାର ମହାପ୍ରଭୁଙ୍କ ବନକ ଲାଗି
ପୁରୀ ଅଫିସ, ୬ା୭: ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଶନିବାର ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ବର୍ଷା ଏବଂ କୋହଲା ପାଗ ସତ୍ତ୍ବେ ବିଶ୍ୱନିୟନ୍ତାଙ୍କ ଦର୍ଶନ ଲାଗି ଭକ୍ତଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ…
ରଙ୍ଗୋଲିରେ ଜଗନ୍ନାଥ
ବାଲେଶ୍ୱର ଅଫିସ, ୬।୭: ବାଲେଶ୍ୱର ଜିଲା ରେମୁଣା ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀଗୁଣ୍ଡିଚା ମନ୍ଦିର ମେଳାପଡ଼ିଆରେ ରଥ ଉତ୍ସବର ଦ୍ୱିତୀୟ ଦିନରେ ଶନିବାର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରସ୍ଥିତ…
ଯେଉଁଠି ମୃତ୍ୟୁରେ କାନ୍ଦିବା ପାଇଁ ଭଡ଼ାରେ ଆସନ୍ତି ଲୋକ…
ସାଧାରଣତଃ ଆତ୍ମୀୟ ସ୍ବଜନଙ୍କ ମୃତ୍ୟୁରେ ପ୍ରିୟପରିଜନ ଦୁଃଖରେ କାନ୍ଦିଥାନ୍ତି। ତେବେ ରାଜସ୍ଥାନର ରାଜପୁତ ସମ୍ପ୍ରଦାୟରେ କାହାର ମୃତ୍ୟୁ ହେଲେ କାନ୍ଦିବା ଲାଗି ଭଡ଼ାରେ ଲୋକ ଆସିଥାନ୍ତି। ସେମାନେ ଅତି ବିକଳ ହୋଇ ହାତଗୋଡ଼ ଛାଟି ଛାତିକୁ ବାଡ଼େଇ କାନ୍ଦିଥାନ୍ତି। ଏହା ଅତି…

