Home

ଜନ୍ମବେଦିରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ, ୬ା୭: ଜନ୍ମବେଦିରେ ଏବେ ଚତୁର୍ଦ୍ଧାବିଗ୍ରହ। ବଡ଼ଦାଣ୍ଡରେ ଦୁଇଦିନ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଆଡ଼ପମଣ୍ଡପକୁ ବିଜେ କରିଛନ୍ତି ମହାପ୍ରଭୁ। ଶନିବାରଠାରୁୁ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବେ ବିଶ୍ୱନିୟନ୍ତା ଶ୍ରୀଜଗନ୍ନାଥ। ସେହିପରି ଆଡ଼ପ ଅବଢା ମଧ୍ୟ ମିଳିବ। ଭଉଣୀଭାଇଙ୍କୁ…

ପ୍ରତିଶ୍ରୁତିରେ କୃଷକ ନିରାଶ

ନୂଆଦିଲ୍ଲୀ,୬ା୭(ପି.ଟି.): ୨୦୨୨ରେ ସ୍ବାଧୀନତାର ୭୫ ବର୍ଷ ପାଳନ କରାଯିବ। ଏହି ଅବଧି ସୁଦ୍ଧା ଚାଷୀଙ୍କ ଆୟ ଦୁଇଗୁଣା କରିବା ପାଇଁ ଲକ୍ଷ୍ୟ ରଖିଥିବା କେନ୍ଦ୍ର ସରକାରଙ୍କ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ କୃଷକଙ୍କୁ ନିରାଶ କରିଛି। ବିଳମ୍ବିତ ମୌସୁମୀକୁ ନେଇ କୃଷକ…

‘ବଜେଟ ଗରିବଙ୍କୁ ସଶକ୍ତ କରିବ’

ନୂଆଦିଲ୍ଲୀ,୬ା୭(ପି.ଟି.): କେନ୍ଦ୍ର ବଜେଟ ନାଗରିକ ହିତୈଶୀ, ବିକାଶ ଅନୁକୂଳ ତଥା ଭବିଷ୍ୟତୋନ୍ମୁଖୀ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିହିତ କରିବା ସହ ଏହା ଦେଶର ଗରିବଙ୍କୁ ସଶକ୍ତ କରିବ ଏବଂ ଯୁବପିଢ଼ିଙ୍କ ଲାଗି ଉନ୍ନତ ଭବିଷ୍ୟତ ଯୋଗାଇଦେବ ବୋଲି କହିଛନ୍ତି। ଜନସାଧାରଣଙ୍କ…

ଏସ୍‌ସି ଓ ଏସ୍‌ଟି ହଷ୍ଟେଲରେ ଛାତ୍ରୀ ଗର୍ଭବତୀ ହେବା ଘଟଣା: ପୀଡ଼ିତାଙ୍କ ଠିକଣା ଦେଇ ହରଡ଼ଘଣାରେ ପୋଲିସ

ଭୁବନେଶ୍ୱର, ୬ା୭(ବ୍ୟୁରୋ): ରାଜଧାନୀର ଏକ ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସି ଓ ଏସ୍‌ଟି) ଛାତ୍ରୀ ନିବାସରେ ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣାକୁ ନେଇ ବିବାଦରେ ଛନ୍ଦି ହୋଇଛି ପୋଲିସ। ଗଣମାଧ୍ୟମକୁ କମିଶନରେଟ ପୋଲିସ ପକ୍ଷରୁ ଦିଆଯାଇଥିବା ପ୍ରେସ୍‌ ରିଲିଜ୍‌ରେ…

ବିଜିୟୁ ଓ ଏମ୍‌ଏମ୍‌ୟୁ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ୱର,୬ା୭(ବ୍ୟୁରୋ): ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ଓ ମାଲେସିଆସ୍ଥିତ ମଲ୍ଟି ମିଡିଆ ୟୁନିଭର୍ସିଟି (ଏମ୍‌ଏମ୍‌ୟୁ) ମଧ୍ୟରେ ଏକ ବୁଝାମଣା ସ୍ବାକ୍ଷରିତ ହୋଇଯାଇଛି। ବୁଝାମଣା ଅନୁସାରେ ଗବେଷଣା ସହ ଷ୍ଟୁଡେଣ୍ଟ ଫାକଲ୍ଟି ଏକ୍ସଚେଞ୍ଜ ପ୍ରୋଗ୍ରାମ ଜରିଆରେ ଉଭୟ ଶିକ୍ଷାନୁଷ୍ଠାନ ମିଳିତ ଭାବେ କାର୍ଯ୍ୟ…

ତନିଷ୍କର ରଥଯାତ୍ରା ଅଫର

ଭୁବନେଶ୍ୱର,୬ା୭: ଗ୍ରାହକଙ୍କ ରଥଯାତ୍ରା ଶପିଂକୁ ଅଧିକ ଆକର୍ଷଣୀୟ କରିବା ଲକ୍ଷ୍ୟରେ ଦେଶର ଭରସାଯୋଗ୍ୟ ଗହଣା ବ୍ରାଣ୍ଡ ତନିଷ୍କ ପକ୍ଷରୁ ରଥଯାତ୍ରା ଅଫର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଗ୍ରାହକ ସୁନା ଗହଣା ଗଢା ମୂଲ୍ୟରେ ୨୫ ପ୍ରତିଶତ ପର୍ଯ୍ୟନ୍ତ ରିହାତି ପାଇପାରିବେ।…

ପେଟ୍ରୋଲ, ଡିଜେଲରେ ମାଡ଼: ସବୁଥିରେ ଦର ବଢ଼ିବ

ନୂଆଦିଲ୍ଲୀ,୬।୭ (ପି.ଟି.): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପୂର୍ଣ୍ଣକାଳୀନ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ସୀତାରାମନ୍‌ ୨୭,୮୬,୩୪୯ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ଖର୍ଚ୍ଚ ଅଟକଳ ପ୍ରସ୍ତାବ…

ଓକିଲଙ୍କ ଆନ୍ଦୋଳନ ପ୍ରତ୍ୟାହୃତ: ଆଜିଠାରୁ ସ୍ବାଭାବିକ ହେବ ଭୁବନେଶ୍ୱର କୋର୍ଟ

ଭୁୁବନେଶ୍ୱର, ୬ା୭(ବ୍ୟୁରୋ): ଓକିଲଙ୍କୁ ଆକ୍ରମଣ ଘଟଣା ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭୁବନେଶ୍ୱର ବାର ଆସୋସିଏଶନ ପକ୍ଷରୁ ଗତ ୨୦ ତାରିଖରୁ କାର୍ଯ୍ୟ ବନ୍ଦ ଚାଲିଥିଲା। ଏଥିଯୋଗୁ କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ଓ ସାଧାରଣ ଲୋକେ ନାହିଁ ନ ଥିବା…

‘ଗାନ୍ଧୀ ସର୍କିଟ’କୁ ଭୁଲିଗଲେ ସରକାର

ଭୁବନେଶ୍ୱର,୬ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଓଡିଶା ଗସ୍ତକୁ ଉଜ୍ଜୀବିତ କରି ରଖିବା ପାଇଁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ପକ୍ଷରୁ ଗାନ୍ଧୀ ସର୍କିଟ୍‌ର ପରିକଳ୍ପନା କରାଯାଇଥିଲା। ମୃତ୍ୟୁ ପୂର୍ବରୁ ଗାନ୍ଧିଜୀ ଓଡିଶାର ଯେଉଁସବୁ ସ୍ଥାନକୁ ଆସିଥିଲେ ତାହାକୁ ଏକାଠି କରି ଗାନ୍ଧୀ…

ଗୋହିରିଆପଡ଼ା ଗ୍ରାମରେ ଅସବର୍ଣ୍ଣ-ସବର୍ଣ୍ଣ ବିବାଦ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଅସବର୍ଣ୍ଣ ପରିବାର

ନୟାଗଡ଼ ଅଫିସ,୬ା୭: ନୟାଗଡ଼ ଜିଲା ଫତେଗଡ଼ ଥାନା ଗୋହିରିଆପଡ଼ା ଗ୍ରାମରେ ଅସବର୍ଣ୍ଣ ସବର୍ଣ୍ଣ ବିବାଦ ଦେଖାଦେଇଛି। ସବର୍ଣ୍ଣ ଲୋକମାନେ ଅସବର୍ଣ୍ଣ ଲୋକମାନଙ୍କୁ ଆକ୍ରମଣ କରିଥିଲେ ମଧ୍ୟ ପୋଲିସ ଏ ଦିଗରେ ପଦକ୍ଷେପ ନେଉନାହିଁ। ଫତେଗଡ଼ ପୋଲିସ ହାତବାନ୍ଧି ବସିଥିବା ବେଳେ ଜୀବନ…

ପୂର୍ବତନ ବିଧାୟକଙ୍କ କଲେଜ ଟପ୍ପର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଭାପୁର,୬ା୭(ଡି.ଏନ୍‌.ଏ.): ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଅଧୀନ ୬ଟି କଲେଜର +୨ କଳା ପରୀକ୍ଷାରେ ଏ ବର୍ଷ ଛାତ୍ରୀମାନେ ଟପ୍ପର ହୋଇଛନ୍ତି। ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଏହି ଛାତ୍ରୀମାନଙ୍କ ଘରକୁ ଯାଇ ସମ୍ବର୍ଦ୍ଧିତ କରିଛନ୍ତି। ଗତ ୫ ବର୍ଷ ହେଲା ଛାତ୍ରୀଛାତ୍ରମାନଙ୍କୁ ମାଟ୍ରିକ,…

ମିଡଲଅର୍ଡର ସମସ୍ୟା ସୁଧାରିବା ଲକ୍ଷ୍ୟରେ ଭାରତ

ଲିଡ୍ସ, ୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଭାରତ ବିଜୟଧାରା ବଜାୟ ରଖିବାରେ ସକ୍ଷମ ହୋଇଛି। ତେବେ ଏହା ସତ୍ତ୍ୱେ ଦଳର ମିଡଲଅର୍ଡର ସମସ୍ୟା ତଥା ଦୁର୍ବଳତା ପଦାରେ ପଡିଛି। ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତ ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଶନିବାର ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?